ଆମ ଜିଲା ଖବର

ଓଲଟିଲା ଯାତ୍ରୀବାହୀ ବସ୍‌

ବାଲେଶ୍ୱର,୧୪ା୭(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ଜଳେଶ୍ୱର ୬୦ ନମ୍ବର ଜାତୀୟ ରାଜପଥ ଆମ୍ବଳିଅଠା ବାଇପାସ ନିକଟରେ ଶୁକ୍ରବାର ଭାରସାମ୍ୟ ହରାଇ ଏକ ଯାତ୍ରୀବାହୀ ବସ୍‌ ଓଲଟି ପଡ଼ିଛି। ଫଳରେ ୮ ଯାତ୍ରୀ ଗୁରୁତର ହୋଇଛନ୍ତି। ସୂଚନାଯୋଗ୍ୟ, ୪୦ରୁ ଅଧିକ ଯାତ୍ରୀଙ୍କୁ ନେଇ…

ନୂଆ ତାଲିକା ବାହାରିଲେ ଘର ମିଳିବ, ଶୁଣିଶୁଣି ବିତିଲାଣି ୫ ବର୍ଷ

ତେନ୍ତୁଳିଖୁଣ୍ଟି, ୧୪।୭(ଚିଦାନନ୍ଦ ସାହୁ): ଗରିବଙ୍କ ପାଇଁ ଆସୁଛି ସରକାରୀ ଯୋଜନା। କିନ୍ତୁ ସେମାନଙ୍କୁ ମିଳୁନି। ଆଗକୁ ମିଳିବ ବୋଲି କହି ଦିନ ଗଡ଼ି ଚାଲୁଛି। କିନ୍ତୁ ଯୋଜନାର ସୁଫଳ ପାଉନାହାନ୍ତି ହିତାଧିକାରୀ। ଏପରି ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ…

ମିଛ ଫଟୋ ଦେଖାଇ ଭୁତେଇଦେଲେ

ଢେଙ୍କାନାଳ,୧୪ା୭(ରତନ ନାୟାର): ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କଓ୍ବୋଇ)ର ଲାଭ ନେଇଥିବା ଦର୍ଶାଇ ବ୍ୟାନରରେ ଛାପିଲେ ଯୁବକଙ୍କ ନାମ। ସ୍ତ୍ରୀଙ୍କ ଫଟୋ ମଧ୍ୟ ବ୍ୟବହାର କଲେ। ହେଲେ ସମ୍ପୃକ୍ତ ଯୁବକ ଯେ ରାଜ୍ୟ ସରକାରଙ୍କ ଏଭଳି ବହୁମୁଖୀ ସ୍ବାସ୍ଥ୍ୟ ଯୋଜନାର ହିତାଧିକାରୀ…

ବର୍ଷା ହେଲେ ସମ୍ଭବ ହେଉନି ବିଦ୍ୟାଦାନ

ବଇଣ୍ଡା,୧୪ା୭(ପରିକ୍ଷିତ ସାହୁ): ଗୁଣାତ୍ମକ ଶିକ୍ଷାଦାନ ଉପରେ ସରକାର ଗୁରୁତ୍ୱ ଦେଉଥିବା ବେଳେ ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ପାଇକସାହି ପଞ୍ଚାୟତରେ ଥିବା ତାଳବାହାଳି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରତି ବୁଜି ଦିଆଯାଇଛି ଆଖି। ଏଠାରେ ଶ୍ରେଣୀଗୃହ ଠାରୁ ଆରମ୍ଭ କରି ଶିକ୍ଷକ…

ଗୁହାରି ଶୁଣୁନି ପ୍ରଶାସନ,ଦୁର୍ଦ୍ଦଶାରେ ୬ ପ୍ରାଣୀ

ବୁଗୁଡ଼ା,୧୩ା୭(କାଳି ଚରଣ ଦାଶ) : ଦେଶରେ କେହି ବାସହୀନ ରହିବେ ନାହିଁ ଏବଂ ଭଙ୍ଗା ଦଦରା କୁଡ଼ିଆରେ ଯେପରି କେହି ଦୁର୍ବିଷହ ଜୀବନ ନ ବିତାଇବେ ସେଥିପାଇଁ ସରକାରଙ୍କ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ରହିଛି। ଏହି ସରକାରୀ ଯୋଜନା ବାଟ ହୁଡ଼ି…

ଜମି ଫାଟି ଆଁ, ଚାଷ କାର୍ଯ୍ୟ ପଛୁଆ

ଗୋପବନ୍ଧୁ ନଗର,୧୪।୭(ଶାନ୍ତନୁ କୁମାର ମଢୁଆଳ): ଜୁନ ସରି ଜୁଲାଇ ଅଧା ହେଲାଣି। ଅର୍ଥାତା ଆଷାଢ଼ ସରି ଶ୍ରାବଣ ଚାଲିଥିବା ବେଳେ ଆବଶ୍ୟକ ବର୍ଷା ହୋଇନାହିଁ। ପ୍ରତିବର୍ଷ ପହିଲି ଆଷାଢ଼ ବର୍ଷାରେ ଚାଷୀ ତଳିପକା କାର୍ଯ୍ୟ ଆରମ୍ଭ କରିଥାଏ। ଜୁଲାଇ ପ୍ରଥମ ସପ୍ତାହ…

ସକାଳୁ ଉଠାଇଲେ, ସନ୍ଧ୍ୟାରେ ବସିଲେ

କେନ୍ଦୁଝର,୧୪ା୭( ନରେଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘ ବର୍ଷ ଧରି କେନ୍ଦୁଝର ସହରରେ ଫୁଟ୍‌ପାଥ୍‌ ଜବରଦଖଲ ଯୋଗୁ ଦେଖାଦେଇଥିବା ଟ୍ରାଫିକ୍‌ ସମସ୍ୟାର ସାମୟିକ ଭାବେ ସମାଧାନ ହୋଇଛି। ବୁଧବାର ଏକ କାଠ ବୋଝେଇ ପିକ୍‌ଅପ୍‌ ଫୁଟ୍‌ପାଥ୍‌ରେ ଚଢ଼ିଯାଇଥିବା ବେଳେ ବଡ଼ ଦୁର୍ଘଟଣା ଅଳ୍ପକେ…

ଅସରାଏ ବର୍ଷାରେ ବ୍ଲକ କାର୍ଯ୍ୟାଳୟ ଜଳବନ୍ଦୀ

ବାସୁଦେବପୁର,୧୪।୭(ନାରାୟଣ ପ୍ରସାଦ ବାରିକ୍‌): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ କାର୍ଯ୍ୟାଳୟରେ ଗୁରୁବାର କୃତ୍ରିମ ବନ୍ୟା ଦେଖିବାକୁ ମିଳିଛି। ଅପରାହ୍ନରେ ଅସରାଏ ବର୍ଷାରେ ଅଫିସ୍‌ ପରିସର ଜଳମଗ୍ନ ହୋଇଛି। ଆଣ୍ଠୁଏ ଉଚ୍ଚର ପାଣି ଜମି ରହିବା ଫଳରେ ବନ୍ୟାର ଭ୍ରମ ସୃଷ୍ଟି କରିଛି।…

ଚିନ୍ତା ବଢ଼ାଇଛି ନିଅଣ୍ଟିଆ ବର୍ଷା

ଚମ୍ପୁଆ,୧୪ା୭(ମହେଶ୍ୱର ଦାସ): କୃଷି ଜିଲା ଚମ୍ପୁଆ ଅଧୀନରେ ଥିବା ଚମ୍ପୁଆ ବ୍ଲକ୍‌ରେ ଚଳିତ ବର୍ଷ ନିଅଣ୍ଟିଆ ବର୍ଷା ହୋଇଛି। ବର୍ଷାକୁ ଅନାଇ ଧାନ ତଳି ପକାଇଥିବା ଚାଷୀ ମୁଣ୍ଡରେ ହାତ ଦେଲେଣି। କେଉଁଠି ତଳି ବୁଢ଼ାହେବାକୁ ବସିଲାଣି ତ କେଉଁଠି ଜମି…

ଦକ୍ଷ, ନିର୍ମଳ ଭାବମୂର୍ତ୍ତି ପ୍ରାର୍ଥୀ ଖୋଜୁଛନ୍ତି ଭୋଟର

ଯୋଡ଼ା,୧୪ା୭(ମାନସ ମହାନ୍ତି): କେନ୍ଦୁଝର ଜିଲା ଚମ୍ପୁଆ ନିର୍ବାଚନମଣ୍ଡଳୀରେ ୨୦୨୪ ସାଧାରଣ ନିର୍ବାଚନକୁ ନେଇ ଏବେଠାରୁ ରାଜନୈତିକ ଦଳଗୁଡ଼ିକ କସରତ ଆରମ୍ଭ କରିଦେଲେଣି। ସଭା, ବୈଠକ କରି ୨ପ୍ରମୁଖ ଭାଜପା ଓ ବିଜେଡି ଶକ୍ତି ପ୍ରଦର୍ଶନ କରୁଥିବାବେଳେ କଂଗ୍ରେସ ପକ୍ଷରୁ ସେଭଳି କୌଣସି…

ଶୁଣାଣି ଶେଷ, ରାୟ ସଂରକ୍ଷିତ

କଟକ,୧୪ା୭(କାର୍ତ୍ତିକ ସାହୁ):ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଦ୍ୱାରା ପରିଚାଳିତ ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସ୍‌ଓ) ପରୀକ୍ଷାରେ ଅନିୟମିତତା ମାମଲାର ଶୁଣାଣି ଶେଷ ହୋଇଛି। ଗୁରୁବାର ହାଇକୋର୍ଟ ବିଚାରପତି ଆଦିତ୍ୟ କୁମାର ମହାପାତ୍ର ଏହି ମାମଲାର ଶୁଣାଣି ଶେଷ କରି ରାୟ ସଂରକ୍ଷିତ…

ରେଭେନ୍‌ଶାରେ ହେବ ଅମ୍ଳଜାନ ଶୁଦ୍ଧତା ପରୀକ୍ଷା

କଟକ,୧୪ା୭(ସୁପ୍ରିୟା ପ୍ରିୟଦର୍ଶିନୀ):ଭାରତ ସରକାରଙ୍କ ନ୍ୟାଶନାଲ ଆକ୍ରିଡିଏଶନ ବୋର୍ଡ ଫର୍‌ ଟେଷ୍ଟିଂ ଆଣ୍ଡ୍‌ କାଲିବ୍ରେଶନ ଲାବୋରୋଟୋରିଜ୍‌ (ଏନ୍‌ଏବିଏଲ୍‌)ରୁ ରେଭେନ୍‌ଶା ବିଶ୍ୱବିଦ୍ୟାଳୟକୁ ମାନ୍ୟତା ମିଳିଛି। ରାଜ୍ୟର ପ୍ରଥମ ବିଶ୍ୱବିଦ୍ୟାଳୟ ଭାବେ ରେଭେନ୍‌ଶା ଏହି ମାନ୍ୟତା ପାଇଛି। ଏଥିସହ ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ଇତିହାସରେ ଆଉ ଏକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri