ଆମ ଜିଲା ଖବର

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ସମୀକ୍ଷା କଲେ ନବୀନ ଓଡ଼ିଶା, ୫-ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ

ଭୁବନେଶ୍ବର,୪।୧୧: ନବୀନ ଓଡ଼ିଶା ଏବଂ ୫-ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ ଶନିବାର ଭୋରରେ ପୁରୀ ଯାଇ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ପରିକ୍ରମା ପ୍ରକଳ୍ପ କାମ ତ୍ୱରାନିତ କରି ୨୦୨୩ ଡିସେମ୍ବର ୧୫ ସୁଦ୍ଧା କାମ ସମ୍ପୂର୍ଣ୍ଣ…

ପାଇଖାନା ଘରେ ଚାଲିଛି ମଧ୍ୟାହ୍ନଭୋଜନ ରୋଷେଇ

ନୂଆଗାଁ, ୪।୧୧ (ଧନେଶ୍ୱର ସାହୁ): ସରକାର ଲକ୍ଷାଧିକ ଟଙ୍କା ବ୍ୟୟ କରି ଶିକ୍ଷାନୁଷ୍ଠାନର ସମସ୍ୟା ଦୂର କରିବା ସହ ଛାତ୍ରୀଛାତ୍ରୀଙ୍କୁ ସ୍କୁଲ ପ୍ରତି ଆକୃଷ୍ଠ କରିବା ଉଦ୍ଦେଶ୍ୟରେ ବିକାଶ କରୁଥିବା କହୁଛନ୍ତି। କିନ୍ତୁ ସରକାରଙ୍କ ଶିକ୍ଷାନୁଷ୍ଠାନ ବିକାଶର ଚିତ୍ର ଦେଖିବାକୁ ମିଳିଛି…

ଗଛ କଟାକୁ ନେଇ ଉଦ୍‌ବେଗ

ଖଣ୍ଡପଡା,୪ା୧୧(ଅଜୟ କୁମାର ମହାରଣା): ରାତି ପାହିଲା ମାତ୍ରେ ଜଣେ ବ୍ୟକ୍ତି ନିଜର ଏକ ସାଇକେଲରେ ବିଭିନ୍ନ ଚାରା, ଡାଳ, ବାଉଁଶ, ଶାବଳ ଆଦି ଧରି ପୋଖରୀ ହୁଡା, ରାସ୍ତାକଡ ଅବା ମାଳବନ୍ଧଗୁଡିକରେ ବିଭିନ୍ନ ଗଛର ସୁରକ୍ଷା ଦେଉଥିବା ବେଳେ ଗଛ ଆଦି…

ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର: ଏବେ ୩ ମାସର ଗର୍ଭବତୀ

ଫୁଲବାଣୀ, ୪ା୧୧(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଗଡ ଥାନା ଅଞ୍ଚଳର ଜଣେ ଦିବ୍ୟାଙ୍ଗ (ମାନସିକ ବିକାରଗ୍ରସ୍ତ) ଯୁବତୀଙ୍କୁ ଅଞ୍ଚଳର ଜଣେ ଯୁବକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଯୁବତୀ ଜଣକ ଏବେ ୩ ମାସର ଗର୍ଭବତୀ । ଏ ନେଇ…

୧୨ ବର୍ଷ ହେବ ଶଯ୍ୟାରେ କଟୁଛି ଜୟପ୍ରଦାଙ୍କ ଜୀବନ

ଆଳି,୪ା୧୧(ବନମାଳୀ ସେନାପତି): ଦୀର୍ଘ ୧୨ ବର୍ଷ ହେବ ଝିଅ ରୋଗ ବିଛଣାରେ ପଡ଼ିଥିବା ବେଳେ ଦିନରାତି ଏକ କରି ସେବାରେ ଲାଗିଛି ମା’। ଝିଅର ଅବସ୍ଥାକୁ ଦେଖି ମା’ ଆଖିରୁ ଲୁହ ଶୁଖୁ ନ ଥିବା ବେଳେ ବଢ଼ିଲା ଝିଅର ଭବିଷ୍ୟତକୁ…

କାନପୁର ଡ୍ୟାମ୍‌ ପାଣିରେ ଚାଲିବ ସ୍ଲରି

ଯାଜପୁର,୪ା୧୧(ହର୍ଷବର୍ଦ୍ଧନ ବେହେରା): ରାଜ୍ୟର ବିଭିନ୍ନ ନଦୀଗର୍ଭରୁ ସ୍ଲରି ପାଇପ୍‌ ଲାଇନ୍‌ ଯୋଗେ ଖଣିଜ ପଦାର୍ଥ ପରିବହନ ପାଇଁ ୧୨ଟି ପ୍ରକଳ୍ପକୁ ଅନୁମୋଦନ ଦିଆଯାଇଛି। ଏଥିରେ ବୈତରଣୀ ନଦୀରୁ ୫ଟି ସ୍ଲରି ପାଇପ୍‌ ଲାଇନ ପ୍ରକଳ୍ପ ରହିଛି। ସେଥିମଧ୍ୟରୁ ଜେଏସ୍‌ଡବ୍ଲ୍ୟୁ ଉତ୍କଳ ଷ୍ଟିଲ୍‌…

ଅବ୍ୟବସ୍ଥାରେ ଗୋପୀନାଥ ଜୀଉ ଉପ୍ରା ବିଦ୍ୟାଳୟ

ବ୍ରହ୍ମବରଦା,୪ା୧୧(ଯଯାତି କେଶରୀ ବେହେରା): ରସୁଲପୁର ବ୍ଲକ୍‌ ଅନ୍ତର୍ଗତ ବାଲିପାଟଣା ପଞ୍ଚାୟତରେ ଥିବା ବାଲିପାଟଣା ଗୋପୀନାଥ ଜୀଉ ନୋଡାଲ ଉପ୍ରା ବିଦ୍ୟାଳୟଟି ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ୧୯୬୨ରେ ସ୍ଥାପିତ ଏହି ବିଦ୍ୟାଳୟରେ ପ୍ରଥମରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ପାଠ ପଢ଼ାଯାଉଛି। ଚଳିତ…

ତାମ୍ପରାରେ ଡଙ୍ଗା ବୁଡ଼ି: ମହିଳା ମୃତ

ଛତ୍ରପୁର,୪।୧୧(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ତାମ୍ପରା ହ୍ରଦରେ ଶୁକ୍ରବାର ଅପରାହ୍ନରେ ଏକ ଅଘଟଣ ଘଟିଛି। ଦେଶୀ ଡଙ୍ଗାରେ କାଠ ସଂଗ୍ରହ କରି ଫେରୁଥିବା ବେଳେ ଡଙ୍ଗା ଓଲଟି ଭାଉଜଙ୍କ ମୃତ୍ୟୁ ଘଟିଥିବା ବେଳେ ନଣନ୍ଦଙ୍କୁ ସୁରକ୍ଷିତ ଭାବେ…

ସ୍କୁଲ ହତାରେ ହଷ୍ଟେଲ ଛାତ୍ରଙ୍କ ଝୁଲନ୍ତା ମୃତଦେହ

ଖୋର୍ଦ୍ଧା,୪ା୧୧, (ପ୍ରଭାତ ପାଣିଗ୍ରାହୀ): ଜଟଣୀରେ ଟ୍ୟୁଶନ ଫି’ ପାଇଁ ଜଣେ ନାବାଳକ ଛାତ୍ରଙ୍କୁ ହତ୍ୟା ଘଟଣାର ୨ଦିନ ପରେ ଖୋର୍ଦ୍ଧାରେ ଘଟିଛି ଆଉ ଏକ ଅଭାବନୀୟ ଘଟଣା। ଶୁକ୍ରବାର ସକାଳେ ଖୋର୍ଦ୍ଧା ଟାଉନ ଥାନା ଅନ୍ତର୍ଗତ ୫୭ନଂ. ଜାତୀୟ ରାଜପଥର ଚଣ୍ଡିଚୁଆ…

ଜାନୁୟାରୀ ୧୭ରେ ‘ପରିକ୍ରମା’ ଲୋକାର୍ପଣ

ପୁରୀ, ୪ା୧୧(ଅଜିତ୍‌ ମହାନ୍ତି): ରାଜ୍ୟ ସରକାର ପର୍ଯ୍ୟଟନ କ୍ଷେତ୍ର ପୁରୀକୁ ବିଶ୍ୱସ୍ତରୀୟ ସହରରେ ପରିଣତ କରିବା ପାଇଁ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଅନେକ ପ୍ରକଳ୍ପ କାର୍ଯ୍ୟ ଜାରି ରହିଥିବାବେଳେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଏବଂ ଶ୍ରୀସେତୁ କାର୍ଯ୍ୟ ପ୍ରାୟ ଶେଷ…

ବାଲି, ପଥର ବୋଝେଇ ଗାଡ଼ି ଜବତ

ଆସିକା,୩ା୧୧(ସୁରେନ୍ଦ୍ର ନାଥ ସାହୁ): ଆସିକା ଅଞ୍ଚଳରେ ବେଆଇନ ବାଲି ପଥର ଚାଲାଣ ରୋକିବା ପାଇଁ ତହସିଲ ପ୍ରଶାସନ ପକ୍ଷରୁ ପଦକ୍ଷେପ ନିଆଯାଇଛି। ଶୁକ୍ରବାର ଭୋରରେ ତହସିଲର ପାଟ୍ରୋଲିଂ ଟିମ ଆସିକା-ବାଲିପଦର ରାସ୍ତାର ଚାରିମାଇଲି ନିକଟରୁ ଗୋଟିଏ ବାଲି ବୋଝେଇ ହାଇୱା ଓ…

ଓଜନମାପ ଯନ୍ତ୍ରକୁ କାଟିଦେଲେ

କେନ୍ଦୁଝର,୩।୧୧ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅଧୀନ ନୂଆଗାଁ ପଞ୍ଚାୟତ ଗୋହାଲଡିହି ରେଲୱେ ସାଇଡିଂରେ ଥିବା ୬୦ ଟନ୍‌ ବିଶିଷ୍ଟ ଓଜନମାପ ଯନ୍ତ୍ରକୁ ବୁଧବାର ରାତିରେ ଗ୍ୟାସ୍‌ କଟରରେ କାଟି ଦୁର୍ବୃତ୍ତମାନେ ଚୋରି ଉଦ୍ୟମ କରିଛନ୍ତି। ସେମାନେ ଓଜନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?