ଆମ ଜିଲା ଖବର

ଅପେରା ଦେଖବାକୁ ଯାଇଥିବା ନାବାଳିକାଙ୍କୁ ଅସଦାଚରଣ

ପାଟଣା,୩ା୧୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳର ଜଣେ ୧୩ ବର୍ଷର ନାବାଳିକାଙ୍କୁ ବୁଧବାର ରାତିରେ ଅସଦାଚରଣ କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟାଣାରେ ପୋଲିସ ଜଣେ ଯୁବକଙ୍କୁ ଗିରଫ ପରେ କୋର୍ଟଚାଲାଣ କରିଛି। ସେ ହେଲେ ପାଟଣା…

ସ୍କୁଲ ଆସି ବହେ କାନ୍ଦୁଛନ୍ତି ତ ବହେ ହସୁଛନ୍ତି: ବରଗଛ ମୂଳେ ପଡ଼ୁଛନ୍ତି ଚେତା ହରାଇ

ବାସୁଦେବପୁର, ୩।୧୧ (ନାରାୟଣ ପ୍ରସାଦ ବାରିକ୍‌): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଅଢ଼ୁଁଆ ନୋଡାଲ ପ୍ରାଥମିକ ବିଦ୍ୟାଳୟରେ ଛାତ୍ରୀଛାତ୍ର ଅସ୍ବାଭାବିକ ଆଚରଣ ପ୍ରଦର୍ଶନ କରୁଥିବା ଦେଖିବାକୁ ମିଳୁଛି। ଛାତ୍ରୀଛାତ୍ର ବିଦ୍ୟାଳୟକୁ ଆସିବା ପରେ କେତେବେଳେ କାନ୍ଦୁଛନ୍ତି ତ ଆଉ କେତେବେଳେ…

୨ ଶିଶୁଙ୍କୁ ନେଉଥିଲେ ଦାଦନ ଖଟାଇବାକୁ

ଖପ୍ରାଖୋଲ,୩।୧୧(ଅଭୟ ତ୍ରିପାଠୀ): ବଲାଙ୍ଗୀର ଜିଲା ଖପ୍ରାଖୋଲ ଥାନା ପୋଲିସ ତେଲେଙ୍ଗାନା ରାଜ୍ୟକୁ ବେଆଇନ ଦାଦନ ଶ୍ରମିକ ଚାଲାଣ ବେଳେ ପୃଥକ ପୃଥକ ଦୁଇଟି ସ୍ଥାନରେ ଚଢାଉ କରି ୨ଶିଶୁ ସମେତ ୧୦ ଦାଦନ ଶ୍ରମିକଙ୍କୁ ଉଦ୍ଧାର କରାଯାଇଛି। ଉଦ୍ଧାର ୧୦ ଶ୍ରମିକ…

ଗୋଡ଼ାଇ ଗୋଡ଼ାଇ କାମୁଡିଲା କୁକୁର

କୁଚିଣ୍ଡା,୩ା୧୧(ବିରଞ୍ଚି ଦର୍କା): ଗତ କିଛିଦିନ ହେବ ବାମରା ଅଞ୍ଚଳରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି। କୁକୁର କାମୁଡ଼ାରେ ୬ଜଣ ଆହତ ହୋଇଥିବାବେଳେ ୨ଜଣ ଗୁରୁତର ଅଛନ୍ତି। ବୁଧବାର ବାମରା (ମୁଣ୍ଡାଢିପା) ଗ୍ରାମର ଗିରିଧାରୀ ସାହୁ (୫୨) ଘରୁ ଯାଉଥିବା ସମୟରେ ତାଙ୍କୁ…

ଦିନ ଦ୍ୱିପ୍ରହରେ ଲୁଟି ନେଲେ ସୁନା ଅଳଙ୍କାର

ଗଞ୍ଜାମ,୩ା୧୧(ବିଦ୍ୟାଧର ସାହୁ): ଗଞ୍ଜାମ ଥାନା ଅଧୀନ ପୁଇଁତୋଳା ଗ୍ରାମର କୃଷ୍ଣ ଚନ୍ଦ୍ର ପଲାଇଙ୍କ ଘରୁ ଦିନ ଦ୍ୱିପ୍ରହରରେ ତାଲା ବନ୍ଦ ଘରୁ ଲୁଟ ହୋଇଛି। ଦୁର୍ବୃତ୍ତମାନେ ଏକ କାରରେ ଆସି ଗ୍ରିଲ ତାଲା ଭାଙ୍ଗି ଘରେ ପଶି ଆଲମିରା ତାଡି ୨…

ଚଳନ୍ତା ବସରୁ ଖୋଲିଗଲା ଚକ: ତା’ପରେ…

ମୋରଡା,୩।୧୧(ସ୍ମାରକ ମାଜୀ): ମୟୁରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ାଠାରେ ଏକ ଚଳନ୍ତା ବସରୁ ହଠାତ୍‌ ଚକ ଖୋଲି ଅଲଗା ହୋଇଯିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ମିଳିଥିବା ସୂଚନା ମୁତାବକ, ଶୁକ୍ରବାର ଜଳେଶ୍ୱରରୁ ବାରିପଦା ଯାଉଥିବା ବାସୁଦେବ ନାମକ ଏକ…

ତାମ୍ପରା ହ୍ରଦରେ ବୁଡ଼ିଲା ଡଙ୍ଗା : ଭାଉଜ ମୃତ, ନଣନ୍ଦ ଗୁରୁତର

ଛତ୍ରପୁର,୩।୧୧(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ତାମ୍ପରା ହ୍ରଦରେ ଶୁକ୍ରବାର ଅପରାହ୍ନରେ ଏକ ଅଘଟଣ ଘଟିଛି। ଦେଶୀ ଡଙ୍ଗାରେ କାଠ ସଂଗ୍ରହ କରି ଫେରୁଥିବା ବେଳେ ଡଙ୍ଗା ଓଲଟି ଭାଉଜଙ୍କ ମୃତ୍ୟୁ ଘଟିଥିବା ବେଳେ ନଣନ୍ଦ ଗୁରୁତର ଅଛନ୍ତି।…

ନମ୍ବର ବିହୀନ ପିକ୍‌ଅପ ଭ୍ୟାନ୍‌ ଧକ୍କାରେ ଦମ୍ପତି ଗୁରୁତର: ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତାରୋକୋ

ଚାନ୍ଦବାଲି,୩।୧୧(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ମୁଖ୍ୟ ରାସ୍ତା ଉଗ୍ରତାରା ମୁନିଛକ ନିକଟରେ ଏକ ନମ୍ବର ବିହୀନ ପିକଅପ୍‌ ଭ୍ୟାନ ଧକ୍କାରେ ଦମ୍ପତି ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ଓରାସାହି ପଞ୍ଚାୟତ ବାଘଟନା ଗାଁର ଦେବବ୍ରତ…

ଗଞ୍ଜାମରେ ଚାଲିଛି ଜୁଆ ଖେଳ: ମାସକରେ ଧରାପଡିଲେ ୫୩୫ ଜୁଆଡ଼ି, ୧୪ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ

ଛତ୍ରପୁର,୩।୧୧(ସନ୍ତୋଷ ପାଢ଼ୀ ): ପାର୍ବଣ ପରିପ୍ରେକ୍ଷୀରେ ଗଞ୍ଜାମ ଜିଲାରେ ଚାଲିଛି ଜୁଆଖେଳ। ଏନେଇ ପୋଲିସ ପକ୍ଷରୁ ସ୍ପେଶାଲ ଡ୍ରାଇଭ ଆରମ୍ଭ ହୋଇ ଜୁଆ ଖେଳ ଉପରେ ଚଢ଼ାଉ ଚାଲିଛି। ଅକ୍ଟୋବର ମାସରେ ଗଞ୍ଜାମ ପୋଲିସ ଜିଲାର ବିଭିନ୍ନ ଥାନା ଅଞ୍ଚଳରେ ଚାଲିିଥିବା…

ପଟ୍ଟା ଜମିରୁ ଜମି ଗାଏବ, ୪୫ ଡିସିମିଲରୁ ରହିଛି ୫

ଜୁନାଗଡ଼,୩।୧୧(ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ତହସିଲ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏଠାରେ ଜମି ପଟ୍ଟାରୁ ଜମି ଗାଏବ ହୋଇଯାଇଛି। ଆଗରୁ ଥିବା ୪୫ ଡିସିମିଲରୁ ବର୍ତ୍ତମାନ ୫ ଡିସିମିଲ ଜାଗା ରହିଛି। ଅନ୍ୟପକ୍ଷରେ ଆବେଦନରର ଦୀର୍ଘ…

କୂଅରୁ ବାହାରୁଛି ଉଷୁମ ପାଣି

ଦେବଗଡ,୩ା୧୧(ଶଶାଙ୍କ ଶେଖର ଝାଙ୍କର): ଆମ୍ବ ଗଛ ଛାଇ ତଳେ ରହିଛି କୂଅ। ହେଲେ ସେଥିରୁ ବାହାରୁଛି ଉଷୁମ ପାଣି। ଏକଥା ଜଣାପଡିବା ପରେ ଏହାର କାରଣ ଜାଣିବା ପାଇଁ ଅଞ୍ଚଳବାସୀଙ୍କ ମଧ୍ୟରେ ବେଶ ଉତ୍ସୁକତା ପ୍ରକାଶ ପାଇବାସହ ପରୀକ୍ଷା କରିବାକୁ ସମ୍ପୃକ୍ତ…

ପୂର୍ତ୍ତ ବିଭାଗରେ ମନଇଚ୍ଛା କାର୍ଯ୍ୟ, ଭୁଶୁଡ଼ିପଡୁଛି ଡ୍ରେନ୍‌

ଫୁଲବାଣୀ, ୩ା୧୧(ରାକେଶ କୁମାର ରାଉତ): ଫୁଲବାଣୀ ପୂର୍ତ୍ତ ବିଭାଗରେ ଚାଲିଛି ମନଇଚ୍ଛା କାର୍ଯ୍ୟ। ସରକାରଙ୍କ ଅର୍ଥକୁ ଆତ୍ମସାତ କରାଯାଉଛି। ନୂତନ ଭାବେ ହୋଇଥିବା ଡ୍ରେନ ୬ ମାସ ଯାଉନି, ଭୁଶୁଡି ପଡୁଛି। ଖାଲି ଗୋଟିଏ ସ୍ଥାନରେ ନୁହେଁ, ଅନେକ ସ୍ଥାନରେ ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?