ଆମ ଜିଲା ଖବର

ବ୍ୟବସାୟୀଙ୍କ ଘରେ ଆଇଟି ରେଡ୍‌

ସୁନ୍ଦରଗଡ଼,୧୯ା୧: ସୁନ୍ଦରଗଡ଼ର ଜଣେ କୋଇଲା ବ୍ୟବସାୟୀଙ୍କ ଘରେ ଶୁକ୍ରବାର ରେଡ୍‌ ଚାଲିଛି। ବ୍ୟବସାୟୀ ଘନଶ୍ୟାମ ଡାଲମିଆଙ୍କ ଘରେ ଏହି ରେଡ୍‌ ଚାଲିଛି। ଏକକାଳୀନ ସୁନ୍ଦରଗଡ଼, ରାଉରକେଲା ଏବଂ ବରଗଡ଼ରେ ଚଢ଼ାଉ ଚାଲିଛି। ଏହା ବ୍ୟତୀତ ଘର ଅଫିସ ଏବଂ ଫ୍ୟାକ୍ଟ୍ରିରେ ମଧ୍ୟ…

ବାଇକ୍‌-ସ୍କୁଟି ମୁହାଁମୁହିଁ: ଚାଲିଗଲା ୫ ଜୀବନ, ଜଣେ ଗୁରୁତର

ଗଞ୍ଜାମ,୧୯ା୧: ଗଞ୍ଜାମ ଜିଲା ସୋରଡ଼ା ଥାନା ନିକଟ କେଶରୀପାଟଣା ଗାଁ ଡ୍ରାପ୍‌ ନିକଟରେ ଗୁରୁବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବାଇକ୍‌ ଓ ସ୍କୁଟି ମୁହାଁମୁହିଁ ଧକ୍କା ହେବାରୁ ୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ…

ପ୍ରଶାନ୍ତ ହେଲେ ସୁହାଇବ, ଅମରେନ୍ଦ୍ର ଅଡ଼ୁଆ

ଜଗତ୍‌ସିଂହପୁର,୧୯ା୧(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ରାଜନୈତିକ ଆବହାଓ୍ବା ବେଶ୍‌ ପରିଲକ୍ଷିତ ହେଲାଣି। ବିଶେଷକରି ବିଜେଡି ରାଜନୀତି ବିଭିନ୍ନ ପ୍ରକାର ଚର୍ଚ୍ଚାକୁ ଖୋରାକ ଯୋଗାଇଛି। ଏହି ଆସନରୁ ଗତ ନିର୍ବାଚନରେ ବିଜେଡି ଟିକେଟ୍‌ ପାଇ ବିଧାୟକ ହୋଇଥିବା ପ୍ରଶାନ୍ତ ମୁଦୁଲିଙ୍କୁ…

୨୦୨୩ରେ ହ୍ରାସ ପାଇଛି ଦୁର୍ଘଟଣା

ଢେଙ୍କାନାଳ,୧୯ା୧(ରତନ ନାୟାର): ଢେଙ୍କାନାଳ ଜିଲାସ୍ତରୀୟ ସଡ଼କ ସୁରକ୍ଷା କମିଟି ବୈଠକ ଗୁରୁବାର ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଜିଲାପାଳ ମନୋରଞ୍ଜନ ମଲ୍ଲିକ ଅଧ୍ୟକ୍ଷତା କରିଥିଲେ। ଉପସ୍ଥିତ ଆଞ୍ଚଳିକ ପରିବହନ ଅଧିକାରୀ ପ୍ରଣୟ କୁମାର ମିଶ୍ର କହିଥିଲେ, ୨୦୨୨…

ପ୍ରଦୂଷଣ ବଳୟରେ ନୂଆ ବସ୍‌ଷ୍ଟାଣ୍ଡ

ବ୍ରହ୍ମପୁର,୧୯ା୧(ଅଶୋକ କୁମାର ସାହୁ): ବ୍ରହ୍ମପୁର ଦକ୍ଷିଣ ଓଡ଼ିଶାର ମୁଖ୍ୟ ବ୍ୟବସାୟିକ ସ୍ଥଳ ହୋଇଥିବାରୁ ଏଠାକୁ ପର୍ଯ୍ୟାପ୍ତ ରେଳ ଓ ବସ ସୁବିଧା ରହିଛି। ସହରକୁ ପ୍ରତ୍ୟେହ ଲକ୍ଷାଧିକ ଲୋକଙ୍କ ଯାତାୟାତ ଲାଗି ରହିଛି। ଏହାକୁ ଦୃଷ୍ଟିରେ ରଖି ବ୍ରହ୍ମପୁର ଷ୍ଟାଡିୟମ ନିକଟ…

ରାଜନଗର ବ୍ଲକ ରାସ୍ତା ଦୁର୍ନୀତି: ଫାଇଲ ଜବତକଲା ଭିଜିଲାନ୍ସ

ରାଜନଗର,୧୯ା୧ (ଭାସ୍କର ରାଉତରାୟ): ରାଜନଗର ବ୍ଲକ କୋଇଲିପୁର ପଞ୍ଚାୟତ ବଡ଼ପଲ୍ଲୀ ପ୍ରାଥମିକ ବିଦ୍ୟାଳୟରୁ ସବ୍‌ଷ୍ଟେଶନ ସ୍କୋୟାର ରୋଡ ଯାଇଛି। ଏହି ରାସ୍ତା ସବ୍‌ଷ୍ଟେଶନ ନିକଟରେ ତନ୍ତିଆପାଳ-ବଡ଼ପଲ୍ଲୀ ରାସ୍ତାକୁ ସଂଯୋଗ କରିଛି। ଏହି ରାସ୍ତା ଅବସ୍ଥା ଶୋଚନୀୟ ଯୋଗୁ ଛାତ୍ରୀଛାତ୍ରମାନେ ହଇରାଣ ହେଉଛନ୍ତି।…

କିଟ୍‌ ଖେଳିବ ସର୍ବଭାରତୀୟ ବିଶ୍ୱବିଦ୍ୟାଳୟ ଖୋ ଖୋ

ଭୁବନେଶ୍ୱର, ୧୯ା୧(ବିଜୟ ରଣା): କଳାହାଣ୍ଡି ବିଶ୍ୱବିଦ୍ୟାଳୟ ଭବାନୀପାଟଣା ଆନୁକଲ୍ୟରେ ପୂର୍ବାଞ୍ଚଳ ଆନ୍ତ ଜୋନ୍‌ ଖୋ ଖୋ (ପୁରୁଷ) ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛିା ଏଥିରେ କାଲିକଟରେ ଜାନୁୟାରୀ ୨୮ରୁ ୩୧ ପର୍ଯ୍ୟନ୍ତ ହେବାକୁଥିବା ସର୍ବଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ ଖୋ ଖୋ ଖେଳିବା ଲାଗି…

ଜଳକଷ୍ଟ ଭୋଗୁଛନ୍ତି ସୋଲବନ୍ଦୀ ଗ୍ରାମବାସୀ

କୋରେଇ,୧୯ା୧(ଚନ୍ଦ୍ରକାନ୍ତ ପତି): ଯାଜପୁର ଜିଲା କୋରେଇ ବ୍ଲକ ଅଧୀନ ଅସନଝର ପଞ୍ଚାୟତ ସୋଲବନ୍ଦୀ(ଟିକରସାହି)ଗ୍ରାମରେ ଦୀର୍ଘବର୍ଷ ହେବ ଜଳକଷ୍ଟ ଲାଗି ରହିଛି। ଫଳରେ ପିଇବା ପାଣି ପାଇଁ ଶତାଧିକ ଲୋକେ ଖୋଲା କୂଅ ଉପରେ ଭରସା କରୁଛନ୍ତି। ପାଣିମୁନ୍ଦେ ପାଇଁ ଗ୍ରାମର ମହିଳାମାନଙ୍କୁ…

ବଢୁଛି ହାତୀ-ମଣିଷ ଲଢ଼େଇ

ଯାଜପୁର,୧୯ା୧(ହର୍ଷବର୍ଦ୍ଧନ ବେହେରା): ହାତୀ ଚଲାପଥ (ଏଲିଫ୍ୟାଣ୍ଟ କରିଡର) ଏବଂ ହାତୀ ସଂରକ୍ଷିତ ଅଞ୍ଚଳ (ଏଲିଫ୍ୟାଣ୍ଟ ରିଜର୍ଭ) ଯୋଜନା କଟକ ଫରେଷ୍ଟ ଡିଭିଜନ ଅଞ୍ଚଳରେ ଲକ୍ଷ୍ୟଚ୍ୟୁତ ହୋଇଛି। ସେହିପରି ଜାତୀୟ ରାଜପଥ (ଏନ୍‌ଏଚ୍‌) ନିର୍ମାଣରେ ହାତୀପଲ ସହଜରେ ଚଳାଚଳ ପାଇଁ ଗଳି ପୋଲ…

ସ୍ଥାପତ୍ୟ ଆଲୋକରେ ଝଲସୁଛି ନେତାଜୀ ସଂଗ୍ରହାଳୟ

କଟକ,୧୯ା୧(ଶିଳ୍ପା ପ୍ରିୟଦର୍ଶିନୀ): ଆସନ୍ତା ୨୩ ତାରିଖରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ପାଳନ କରାଯିବ। ଏଥିପାଇଁ ଚଳଚଳଞ୍ଚଳ ହୋଇଛି କଟକ ଓଡ଼ିଆ ବଜାରସ୍ଥିତ ନେତାଜୀ ସଂଗ୍ରହାଳୟ। ଚଳିତବର୍ଷ ପ୍ରଥମ ଥର ୬୪ ଲକ୍ଷ ଟଙ୍କା ବ୍ୟୟରେ ସଂଗ୍ରହାଳୟକୁ ସ୍ଥାପତ୍ୟ ଆଲୋକୀକରଣ(ଆର୍କିଟେକ୍‌ଚରାଲ…

ଏପ୍ରିଲ ୩୦ ସୁଦ୍ଧା ସରିବ ଶ୍ରୀମନ୍ଦିର ନାଟମଣ୍ଡପ ମରାମତି

କଟକ,୧୯ା୧ (କାର୍ତ୍ତିକ ସାହୁ): ଶ୍ରୀମନ୍ଦିର ନାଟମଣ୍ଡପ ମରାମତି କାର୍ଯ୍ୟ ଆସନ୍ତା ଏପ୍ରିଲ ୩୦ ତାରିଖ ସୁଦ୍ଧା ଶେଷ ହେବ ବୋଲି ଆମିକସ୍‌କ୍ୟୁରି ହାଇକୋର୍ଟରେ ଗୁରୁବାର ରିପୋର୍ଟ ଦାଖଲ କରିଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ନିଯୁକ୍ତ ଆମିକସ୍‌କ୍ୟୁରି ନାଟମଣ୍ଡପ ମରାମତି କାର୍ଯ୍ୟ ଅନୁଧ୍ୟାନର ରିପୋର୍ଟ…

ରେଙ୍ଗଳ ସରପଞ୍ଚ ପଦ ଅସିଦ୍ଧ ଘୋଷିତ

ପିପିଲି,୧୯ା୧(ଦୁର୍ଗାମାଧବ ମିଶ୍ର): ଡେଲାଙ୍ଗ ବ୍ଲକ ରେଙ୍ଗଳ ସରପଞ୍ଚ ପଦବୀକୁ ନିର୍ବାଚନ ଟ୍ରିବ୍ୟୁନାଲ ତଥା ପିପିଲି ସିଭିଲ ଜଜ୍‌ ଜୁନିୟର ଡିଭିଜନ ସଂଗ୍ରାମ କୁମାର ମିଶ୍ର ଗୁରୁବାର ଅସିଦ୍ଧ ଘୋଷଣା କରିଛନ୍ତି। ଉକ୍ତ ପଞ୍ଚାୟତର ନିର୍ବାଚନ ଅନିୟମିତତାକୁ ନେଇ ନିର୍ବାଚନ ଟ୍ରିବ୍ୟୁନାଲ ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?