ଗଞ୍ଜେଇ ଚାଲାଣ କରୁଥିଲେ, ପୋଲିସକୁ ଦେଖି ଡିଭାଇଡରରେ ପିଟିହେଲା କାର୍; ଜବତ ହେଲା ୨୫ ଲକ୍ଷର…
ଝାରସୁଗୁଡ଼ା, ୨୭।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲା ବଡ଼ମାଲ ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବିଜୁ ଏକ୍ସପ୍ରେସ୍ ୱେର ଖେରୁଆଲ୍ ଛକ ନିକଟରୁ ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ପୋଲିସ ଜଣେ ଆନ୍ତଃରାଜ୍ୟ ଗଞ୍ଜେଇ ମାଫିଆକୁ…
ଏକାଠି ହେଲେ ଗଞ୍ଜାମ ଜିଲା ଠିକାଦାର ସଂଘ: ଆଗକୁ…
ଦିଗପହଣ୍ଡି,୨୭|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟ ମା ‘ ରତ୍ନେଶ୍ୱରୀ ଶକ୍ତିପୀଠ ପରିସରରେ ଶୁକ୍ରବାର ନିଖିଳ ଓଡିଶା ଠିକାଦାର ମହାସଂଘ ଗଞ୍ଜାମ ଜିଲା ଶାଖା ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ବ୍ଳକ…
ଶନି ମନ୍ଦିରରେ ଫୁଲ ଦେଇ ଫେରୁଥିଲେ, ପଛରୁ ପିଟିଦେଲା ବାଇକ୍; ଚାଲିଗଲା…
ପାରଳାଖେମୁଣ୍ଡି, ୨୭।୬(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସହରରେ ଶନିବାର ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଷ୍ଟାଡିୟମ୍ ନିକଟସ୍ଥ ଇଣ୍ଡିଆନ୍ ପେଟ୍ରୋଲ ପମ୍ପ ସମ୍ମୁଖରେ ଏକ ଦ୍ରୁତଗାମୀ ମୋଟରସାଇକେଲ ଜଣେ ପଥଚାରୀଙ୍କୁ ପଛପଟୁ ଜୋରଦାର ଧକ୍କା ଦେବା ଫଳରେ…
କାଜୁ ଜଙ୍ଗଲରେ ଝୁଲିପଡ଼ିଲେ ସଞ୍ଜୟ: ବଢୁଛି ସନ୍ଦେହ
ମହାକାଳପଡ଼ା,୨୭ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ରାମନଗର ପଞ୍ଚାୟତ ପିତାପାଟ ଚୌଧୁରୀ କାଜୁ ଜଙ୍ଗଲରେ ଜଣେ ଯୁବକ ଗୁରୁବାର ବିଳମ୍ବିତ ରାତିରେ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ସଞ୍ଜୟ ମଣ୍ଡଳ(୨୬)।…
ଦିନକ ପରେ ସ୍ନାନଯାତ୍ରା: ପୁରୀ ଆସିବାର ଥିଲେ ଜାଣି ନିଅନ୍ତୁ ଟ୍ରାଫିକ କଟକଣା, କେଉଁ ବାଟରେ ଯାଇ କରିବେ ମହାପ୍ରଭୁଙ୍କ ଦର୍ଶନ
ପୁରୀ,୨୭।୬: ଶ୍ରୀଜଗନ୍ନାଥଙ୍କ ପବିତ୍ର ସ୍ନାନଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ପାଇଁ ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଶାନ୍ତିଶୃଙ୍ଖଳା ରକ୍ଷା ଏବଂ ସୁଗମ ଦର୍ଶନ ପାଇଁ ପୁରୀ ପୋଲିସ…
ଟୋକନ୍ ନ ମିଳିଲେ ରାଜପଥ ଅବରୋଧ କରିବୁ, DRCS ଅଫିସ ଆଗରେ ଧାରଣା ଦେଇ ଚେତାବନୀ ଦେଲେ…
ବରଗଡ଼, ୨୭।୬(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ତୀବ୍ର ରୂପ ଧାରଣ କରିଛି। ଜିଲାର ଅନେକ ଚାଷୀଙ୍କୁ ଏପର୍ଯ୍ୟନ୍ତ ଧାନ ବିକ୍ରି ପାଇଁ ଆବଶ୍ୟକୀୟ ‘ଟୋକନ୍’ ମିଳି…
ଗୋଷ୍ଠୀକେନ୍ଦ୍ର ଗୃହ ନିର୍ମାଣରେ ଅର୍ଥ ଆତ୍ମସାତ: ଜିଲାପାଳଙ୍କ ନିକଟରେ ଦାବି କଲେ ଗ୍ରାମବାସୀ
କେସିଙ୍ଗା,୨୭।୬( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କନ୍ତେଶିର ରତନପଡ଼ାସ୍ଥିତ ଦୁର୍ଗା ମନ୍ଦିର ପରିସରରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ (WODC) ଆର୍ଥିକ ବର୍ଷ ୨୦୨୩-୨୦୨୪ ମସିହାରେ ୩ ଲକ୍ଷ ଅର୍ଥ ମଞ୍ଜୁରୀ ହୋଇଥିଲା। ଗୋଷ୍ଠୀ କେନ୍ଦ୍ର ନିର୍ମାଣରେ…
ଅଲୋଡା ହେଲା ନବଜାତ ଶିଶୁପୁତ୍ର: ବୁଦା ମୂଳରୁ ଉଦ୍ଧାର
ପାଟଣା,୨୭।୬(ବୀର କିଶୋର ଦାଶ): ଏକ ବୁଦା ମୂଳରୁ ଶନିବାର ସକାଳୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର ହୋଇଛି। କେନ୍ଦୁଝର ଜିଲା ସାହାରପଡା ବ୍ଲକ ଖଜିରାପାଟ ପଞ୍ଚାୟତ ରଘୁନାଥ ପୁର ଗାଁ ର ଏକ ବୁଦା ମୁଳରୁ ଲୋକେ ଛୁଆର କାନ୍ଦ ଶୁଣି…
କେନ୍ଦ୍ରମନ୍ତ୍ରୀଙ୍କ ଜନ୍ମଦିନରେ ମହତ୍ କାମ କରି ଚର୍ଚ୍ଚାରେ ବିଧାୟକ: ରେକର୍ଡ ସଂଖ୍ୟକ…
ଗଞ୍ଜାମ,୨୭।୬(ବିଦ୍ୟାଧର ସାହୁ):କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମ ଦିବସ ଉପଲକ୍ଷେ ଛତ୍ରପୁରଠାରେ ଏକ ମେଗା ରକ୍ତଦାନ ଶିବିରର ଆୟୋଜନ କରିଥିଲେ ଛତ୍ରପୁର ନିର୍ବାଚନ ମଣ୍ଡଳୀର ଲୋକପ୍ରିୟ ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ। ବିଧାୟକଙ୍କ ଲୋକ ପ୍ରିୟତାକୁ ପାଥେୟ କରି ରେକର୍ଡ ସଂଖ୍ୟକ…
ଶିଶୁପୁତ୍ର ଉଦ୍ଧାର ଘଟଣା , ପୋଷ୍ୟ ସଂସ୍ଥାକୁ ହସ୍ତାନ୍ତର କଲା ପୋଲିସ
ଦିଗପହଣ୍ଡି,୨୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟରେ ଥିବା ମା’ ରତ୍ନେଶ୍ୱରୀ ମନ୍ଦିର ପରିସର ପରିତ୍ୟକ୍ତ ଜମିରୁ, ଶୁକ୍ରବାର ସାରେ ପୋଲିସ ପକ୍ଷରୁ ଉଦ୍ଧାର କରାଯାଇଥିବା ଶିଶୁପୁତ୍ରଙ୍କୁ ବିଳମ୍ବିତ ରାତିରେ ବ୍ରହ୍ମପୁର ଗୋସାଇଁ ନୂଆଗାଁ ସ୍ଥିତ…
ବାଲେଶ୍ୱରରେ ଗୋଷ୍ଠୀ ସଂଘର୍ଷ: ଶୋଭାଯାତ୍ରାବେଳେ ଟେକାପଥର ମାଡ଼
ବାଲେଶ୍ୱର, ୨୭।୬( ବାଞ୍ଛାନିଧି ଦେ): ବାଲେଶ୍ୱର ସହରର ଦରଘା ମଇଦାନରେ ଗୋଷ୍ଠୀ ସଂଘର୍ଷ ଘଟିଛି l ଏହି ସଂଘର୍ଷରେ ୨୦ରୁ ଅଧିକ ଆହତ ହୋଇଥିବା ସୂଚନା ମିଳିଛି l ଆହତଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ…
ଶାଗୁଆନ ଗଛ କାଟୁଥିଲେ ଦୃର୍ବୁତ୍ତ, ଛିଣ୍ଡିଲା ୩୩ କେଭି ଲାଇନ ତାର: ଆଉ ତା’ପରେ…
ଭଞ୍ଜନଗର,୨୬।୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ଶନିବାର ସକାଳେ ପବନ ବର୍ଷା ନାହିଁ କିନ୍ତୁ ଦୁର୍ବୁତ୍ତମାନଙ୍କ ପାଇଁ ବିଦ୍ୟୁତସେବା ବ୍ୟାହତ ହୋଇଛି। ବିଦ୍ୟୁତ ସେବା ସ୍ବାଭାବିକ ହେବାକୁ ଦିନ ପ୍ରାୟ ୧୧ଟା ହୋଇଯିବ ବୋଲି ଟାଟା ପାୱାର ପକ୍ଷରୁ ଆକଳନ କରାଯାଇଛି।…

