ସାନିଟାଇଜରରେ ନିଆଁ ଲାଗି ବିସ୍ଫୋରଣ: ୨ ଭଉଣୀ ଗୁରୁତର
ଆଳି,୧୧ା୭(ବନମାଳୀ ସେନାପତି ): କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ ଗୋବିନ୍ଦପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଚୁଲିରେ ୨ ଭଉଣୀ ପୁରି ଛାଣୁଥିବା ବେଳେ ଚୁଲି ପାଖରେ ଥିବା ଏକ ସାନିଟାଇଜର ଡବାରେ ନିଆଁ ଲାଗି ବିସ୍ଫୋରଣ ହୋଇଥିଲା।…
ଡ୍ରପ୍ ଆଉଟ୍ ପିଲାଙ୍କ ଥଇଥାନ ଚିନ୍ତା
ଯାଜପୁର,୧୧ା୭(ହର୍ଷବର୍ଦ୍ଧନ ବେହେରା): ବହୁଳ ପ୍ରସାରିତ ସର୍ବଶିକ୍ଷା ଅଭିଯାନ ଯାଜପୁର ଜିଲାର ଗ୍ରାମାଞ୍ଚଳରେ ବିଫଳ ହୋଇଛି। ବିଶେଷକରି ଜିଲାର ଶିଳ୍ପ ସମୃଦ୍ଧ ଦାନଗଦି ବ୍ଲକରେ ଅଧାରୁ ପାଠ ଛାଡି(ଡ୍ରପ ଆଉଟ) କିମ୍ବା ସ୍କୁଲ ବାରଣ୍ଡା ମାଡି ନ ଥିବା ୬ ରୁ ୧୪…
ନୀଳପଥର ଚୋରି ବୃଦ୍ଧି ପାଉଛି
କାଳିଆପାଣି,୧୧ା୭(ଅସିତ ମହାନ୍ତ): ଯାଜପୁର ଜିଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ କାଳିଆପାଣି ଖଣି ଅଞ୍ଚଳରେ କ୍ରୋମାଇଟ ବ୍ୟତୀତ ଏକ ମୂଲ୍ୟବାନ ନୀଳପଥର ବହୁଳ ମାତ୍ରାରେ ମିଳୁଛି। ହେଲେ ତାହାର ଗୁରୁତ୍ୱକୁ ସରକାର ଅଣଦେଖା କରୁଛନ୍ତି। ଏଥିସହିତ ବିଭାଗୀୟ ଅଧିକାରୀଙ୍କ ଅପାରଗତା ଯୋଗୁ ଧୀରେଧୀରେ…
ଅସହାୟ ଯୁବତୀଙ୍କ ବିବାହ କରାଇଲା କିନ୍ନର ସଂଘ
ଯାଜପୁର ଟାଉନ,୧୧ା୭ (ପ୍ରଯକ୍ତା ପ୍ରିୟଦର୍ଶନୀ ମହାନ୍ତି): ଯାଜପୁର ସହରସ୍ଥିତ ଜଗନ୍ନାଥ ମନ୍ଦିରରେ ସୋମବାର ଜଣେ ଅସାହାୟ ଯୁବତୀଙ୍କୁ ନିଜ ଉଦ୍ୟମରେ କିନ୍ନର ସଂଘ ବିବାହ କରାଇଛନ୍ତି। ଏହି ଘଟଣା ସାରା ସହରରେ ଚର୍ଚ୍ଚାର ବିଷୟବସ୍ତୁ ପାଲଟିଛି। ଯାଜପୁର ସହରର ରଶ୍ମି ସାହୁ…
ସ୍ବାମୀଙ୍କ ମାଡ଼ ସହି ନ ପାରି ଘର ଛାଡ଼ିଲେ ସ୍ତ୍ରୀ
ରସୁଲପୁର,୧୧ା୭(ରଞ୍ଜିତ ରାଉତ): ସ୍ବାମୀଙ୍କ ମାଡ଼ ସହ୍ୟ କରି ନ ପାରି ସ୍ବୀ ଘର ଛାଡ଼ିଛନ୍ତି। ଏଥିସହିତ ସ୍ବାମୀଙ୍କ ନାମରେ ଥାନାରେ ଅଭିଯୋଗ କରିବାକୁ ସେ ୧୦ କି.ମି. ଊର୍ଦ୍ଧ୍ୱ ରାସ୍ତା ଚାଲିଚାଲି ଆସିଛନ୍ତି। ଏଭଳି ଘଟଣା କୁଆଖିଆ ଥାନା ଅନ୍ତର୍ଗତ ନଠୁଆବର…
ସର୍ବେଶ୍ୱରଙ୍କ ପାଇଁ ଅଡୁଆ ବଢ଼ିଲା
ଯାଜପୁର/ଚଣ୍ଡିଖୋଲ,୧୧ା୭(ହର୍ଷବର୍ଦ୍ଧନ ବେହେରା/ପ୍ରଦୀପ୍ତ ପୃଷ୍ଟି): ଯାଜପୁର ଜିଲା ଦର୍ପଣ ତହସିଲ ଅଧୀନରେ ଥିବା ମାଣ୍ଡୁକା ପାହାଡ଼ରୁ ମୋରମ ଲୁଟ୍ ଅଭିଯୋଗ ଉପରେ ସୋମବାର ପ୍ରଶାସନ ପକ୍ଷରୁ ସାଟେଲାଇଟ୍ ମାପଚୁପ ହୋଇଛି। ଏଥିରେ ଦର୍ପଣ ତହସିଲଦାର, ମାଇନିଂ ଅଫିସର, ସରକାରୀ ମାପଚୁପ ସଂସ୍ଥା ଓର୍ସାକ…
ବିଜେଡି, ଭାଜପାକୁ ସଉତୁଣୀ କହିଲେ ବାହିନୀପତି
ନବରଙ୍ଗପୁର,୧୧।୭(ସଦାଶିବ ପ୍ରହରାଜ):ନବରଙ୍ଗପୁର ଜିଲା କଂଗ୍ରେସ ପକ୍ଷରୁ ସୋମବାରଠାରୁ ନବରଙ୍ଗପୁର ବଞ୍ଚାଓ ଆନ୍ଦୋଳନ ଆରମ୍ଭ ହୋଇଛି। ଅଧିଷ୍ଠାତ୍ରୀ ଦେବୀ ମାଁ ଭଣ୍ଡାର ଘରଣୀଙ୍କ ପୀଠରୁ ଆଜ୍ଞାମାଳ ନେବାପରେ ସ୍ଥାନୀୟ ଶାସ୍ତ୍ରୀ ଭବନରେ ଏ ନେଇ ଏକ ବୈଠକ କରାଯାଇଛି। ଏଥିରେ ଜୟପୁର ବିଧାୟକ…
ଖୁଣ୍ଟୁପଡ଼ାରୁ ମିଳିଲା ଗ୍ରାଫାଇଟ୍ ଖଣିର ସନ୍ଧାନ
ଭାପୁର,୧୧।୭(ଭରତ କୁମାର ବେହେରା):ନୟାଗଡ଼ ଜିଲା ଭାପୁର ବ୍ଲକ ବାଇଗୁଣିଆ ପଞ୍ଚାୟତ ଅଧୀନ ଖୁଣ୍ଟୁପଡ଼ା ଗ୍ରାମରୁ ଗ୍ରାଫାଇଟ୍ ଖଣିର ସନ୍ଧାନ ମିଳିଛି। ଭାରତୀୟ ଜିଓଲୋଜିକାଲ ସର୍ଭେ ଅଫ୍ ଇଣ୍ଡିଆ ପକ୍ଷରୁ ସାଟେଲାଇଟ୍ ସର୍ଭେ କରାଯାଇଥିଲା। ଖୁଣ୍ଟୁପଡା ଗ୍ରାମର ଛେଳିଆ ଟୁବୁରି ପାହାଡ଼ ମାଟିତଳେ…
ଚାଲୁଥିବା ଅବସ୍ଥାରେ ଜଳିଗଲା ସ୍କୁଟି
ବୋରିଗୁମ୍ମା/ନବରଙ୍ଗପୁର,୧୦ା୭(ବିଜୟ ସାହୁ/ସଦାଶିବ ପ୍ରହରାଜ): ରାସ୍ତା ଉପରେ ଚଳନ୍ତା ସ୍କୁଟିରେ ସୋମବାର ହଠାତ୍ ନିଆଁ ଲାଗି ଜଳିଯାଇଛି। ତେବେ ଏ ନେଇ ଲୋକମାନଙ୍କଠାରୁ ସୂଚନା ପାଇ ସଙ୍ଗେସଙ୍ଗେ ଚାଳକ ଗାଡି ରଖିଦେଇ ନିଜ ଜୀବନ ବଞ୍ଚାଇଥିବା ଜଣାପଡିଛି। ନବରଙ୍ଗପୁର ଜିଲା କୋରାପୁଟ ସୀମାନ୍ତ…
ରାଜ୍ୟ କ୍ୟାବିନେଟ ବୈଠକରେ ୯ଟି ପ୍ରସ୍ତାବ ଉପରେ ମୋହର: ପ୍ରତି ପଞ୍ଚାୟତକୁ ୫ ଲକ୍ଷ
ଭୁବନେଶ୍ୱର,୧୦।୭ (ଅନୀଲ ଦାସ): ରାଜ୍ୟ କ୍ୟାବିନେଟ ବୈଠକ ସୋମବାର ଅନୁଷ୍ଠିତ ହୋଇଛି। ଏଥିରେ ୯ଟି ପ୍ରସ୍ତାବ ଉପରେ ମୋହର ବାଜିଛି। ପଞ୍ଚାୟତିରାଜ ବିଭାଗରେ ନୂଆ ଯୋଜନା କାର୍ଯ୍ୟକାରୀ କରାଯାଇଛି। ଆମା ଗାଁ ଆମ ବିକାଶର ନିର୍ଦ୍ଦେଶନାମାକୁ ସଂଶୋଧନ କରି ରାଜ୍ୟ ସରକାର…
ଅପରେଶନ୍ ବେଳେ ଠାବ ହେଲା ମାଓବାଦୀ କ୍ୟାମ୍ପ: ବିଭିନ୍ନ ସାମଗ୍ରୀ ଜବତ
ମାଲକାନଗିରି,୧୦।୭(ନୃସିଂହ ଚରଣ ମହାନ୍ତି): କାଲିମେଳା ଥାନା ଅନ୍ତର୍ଗତ ବଡ଼ିଗେଟା ପଞ୍ଚାୟତର ମାରିଗେତା ଗ୍ରାମ ନିକଟ ଗମ୍ପାକୋଣ୍ଡା ରିଜର୍ଭ ଜଙ୍ଗଲରେ ୧୪୨ ବାଟାଲିୟନର ବିଏସ୍ଏଫ ସୁରକ୍ଷାକର୍ମୀ ସୋମବାର ଅପରେଶନ କରିଥିଲେ। ସେଠାରେ ଶର୍ଚ୍ଚ ଅପରେଶନ ଚାଲିଲା ପରେ ଏକ ମାଓବାଦୀ କ୍ୟାମ୍ପ ଠାବ…
ସମ୍ପତ୍ତି ପାଇଁ ମା’କୁ ଆକ୍ରମଣ କଲା ପୁଅ
ପାରଳାଖେମୁଣ୍ଡି,(ଗିରିଧାରୀ ପରିଛା)୧୦।୭: ପାରଳାଖେମୁଣ୍ଡି ସହରର ଅର୍ଣ୍ଣପୂର୍ଣ୍ଣା ନଗର-୨ରେ ଜଣେ ପୁଅ ସମ୍ପତ୍ତି ପାଇଁ ନିଜ ମା’କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ସମ୍ପତ୍ତି ପାଇଁ ପରିଣତ ବୟସରେ ମାଡ ମାରି ରକ୍ତାକ୍ତ କରିଥିବା ମା’ ହେମଲତା ସାହୁ ପୁଅ ନାଁରେ ଏତଲା…
Archives


