ଆମ ଜିଲା ଖବର

ପାଇପ୍‌ ଫାଟି ରାସ୍ତାରେ ବୋହୁଛି ପାଣି

କେନ୍ଦୁଝର,୨୮ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହର ମୁଖ୍ୟ ବଜାର ନିକଟ ଧର୍ମଶାଳା ରାସ୍ତାରେ ଦୀର୍ଘମାସ ହେଲା ପାଣି ପାଇପ୍‌ ଫାଟି ଯାଇଥିଲେ ହେଁ ସଜଡ଼ା ଯାଉ ନ ଥିବାରୁ ସ୍ଥାନୀୟ ଲୋକେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଧିରେ ଧିରେ ପାଇପ୍‌ରୁ କମ୍‌…

ପୁରୁଷୋତ୍ତମପୁର ଅଞ୍ଚଳରେ ପ୍ରଥମ: ଚାନ୍ଦି ଗହଣାରେ ଶୋଭା ପାଇଲେ ମା’ ଗଜଲକ୍ଷ୍ମୀ, ସାଢେ ଛଅ କେଜି ରୁପା ଅଳଙ୍କାର ପରିଧାନ କରି ଭକ୍ତଙ୍କୁ ଦେଲେ ଦର୍ଶନ

ପୁରୁଷୋତ୍ତମପୁର, ୨୮/୧୦ (ସିମାଞ୍ଚଳ ମିଶ୍ର) ପବିତ୍ର କୁମାର ପୂର୍ଣମା ଓ ଗଜଲକ୍ଷ୍ମୀ ପୂଜା ଲାଗି ଶନିବାର ସମଗ୍ର ପୁରୁଷୋତ୍ତମପୁର ଅଞ୍ଚଳ ଚଳ ଚଞ୍ଚଳ ହୋଇ ଉଠିଛିା କୁମାରୀ ଯୁବତୀ ମାନେ ଜହ୍ନିଓଷା ବ୍ରତକୁ ଉଦଯାପନରେ ଲାଗିପଡିଥିବା ବେଳେ ବିଭିନ୍ନ ପୂଜା କମିଟି…

୯ କିଲୋ ଓଜନର ରୂପା ଅଳଙ୍କାର ପରିଧାନ କରି ଭକ୍ତଙ୍କୁ ଦର୍ଶନ ଦେଲେ ମା’ ସୁରେଶ୍ୱରୀ

ସୋନପୁର,୨୮ା୧୦(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସୁରେଶ୍ୱରୀ ୯ କିଲୋ ଓଜନର ରୂପା ଅଳଙ୍କାର ପରିଧାନ କରି ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ମା’ଙ୍କୁ ଜଣେ ଭକ୍ତ ଏହି ରୁପା ଅଳଙ୍କାର ଦେଇଛନ୍ତି। ଅଳଙ୍କାର ମଧ୍ୟରେ ପରଭା, ଛତ୍ର, ପଦ୍ମ ପାଦ…

ଇଣ୍ଡିଆନ ଆଇଡଲ ଗୋଲ୍‌ଡେନ ଟିକଟ ପାଇଥିବା ଅଜୟଙ୍କୁ ବଲାଙ୍ଗୀର ଜିଲାପାଳଙ୍କ ଶୁଭେଚ୍ଛା

ବଲାଙ୍ଗୀର,୨୮ା୧୦(ବୀରେନ୍ଦ୍ର କୁମାର ଝାଙ୍କର): ଜାତୀୟ ସ୍ତରର ମର୍ଯ୍ୟଦାଜନକ କଣ୍ଠସଙ୍ଗୀତ ପ୍ରତିଯୋଗିତା ଇଣ୍ଡିଆନ୍‌ ଆଇଡଲ ସିଜନ୍‌ ୧୪ର ଅଡିଶନ୍‌ ରାଉଣ୍ଡରେ ବଲାଙ୍ଗୀରର ଉଦୟୀମାନ ଯୁବ କଣ୍ଠଶିଳ୍ପୀ ଏବଂ ସଙ୍ଗୀତଜ୍ଞ ଅଜୟ ଅମର ସିଂଦେଓ ଗୋଲଡେନ୍‌ ଟିକଟ ପାଇଛନ୍ତି। ସୋନି ଟିଭି ପ୍ରାୟୋଜିତ ଲୋକପ୍ରିୟ…

ରାସ୍ତା, ନେଟୱର୍କ ସମସ୍ୟା ପର୍ଯ୍ୟଟକଙ୍କୁ କରୁଛି ନିରାଶ

ଭବାନୀପାଟଣା,୨୮।୧୦(ଉତ୍ତମ କୁମାର ଦାଶ): ପ୍ରାକୃତିକ ଶୋଭାର ଗନ୍ତାଘର କଳାହାଣ୍ଡି। ଜିଲାରେ ଅନେକ ପର୍ଯ୍ୟଟନସ୍ଥଳୀ, ଜଳ ପ୍ରପାତ ରହିଛି। ସେଥିମଧ୍ୟରୁ ରାବଣଧର ଜଳପ୍ରପାତ ଅନ୍ୟତମ। ଭବାନୀପାଟଣା ମୁଖ୍ୟାଳୟରୁ ୧୧ କି.ମି. ଦୂର ଲାଞ୍ଜିଗଡ଼ ବ୍ଲକ ଭଟାଙ୍ଗପଦର ପଞ୍ଚାୟତରେ ରହିଛି ରାବଣଦର ଜଳପ୍ରପାତ। ବର୍ଷା…

ବାଇକ୍‌ ସହ ୩ ଚୋରଙ୍କୁ ଧରି ପୋଲିସ ଜିମାଦେଲେ ଲୋକେ

ପୁରୁଷୋତ୍ତମପୁର,୨୮।୧୦(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଟ୍ରକ, ବସ୍‌ଗୁଡିକରୁ ଡିଜେଲ ଚୋରି କରୁଥିବା ୩ ଜଣିଆ ଚୋର ଗ୍ୟାଙ୍ଗକୁ ଧରି ଲୋକେ ପୋଲିସରେ ଜିମା ଦେଇଛନ୍ତି। ଏହାସହ ସେମାନେ ଆଣିଥିବା ଏକ ବ୍ୟାରେଲ, ପଲସର ବାଇକ୍‌(ନଂ.ଓଡି୦୭ଏଜେ-୭୦୨୯)କୁ ଲୋକେ ଜବତ କରି…

ଢେଙ୍କାନାଳରେ ମା’ ଲକ୍ଷ୍ମୀଙ୍କ ଧରାବତରଣ

ଢେଙ୍କାନାଳ,୨୮ା୧୦(ରତନ ନାୟାର): ଢେଙ୍କାନାଳରେ ଧରାବତରଣ କରିବେ ମା’ ଲକ୍ଷ୍ମୀ। ଶନିବାରଠାରୁ ସହରରେ ଆରମ୍ଭ ହେବ ମା’ଙ୍କ ଆରାଧନା। ଏଥିପାଇଁ ଉତ୍ସବମୁଖର ହୋଇପଡ଼ିଛି ସମଗ୍ର ଢେଙ୍କାନାଳ। ସହରରେ ଶେଷ ହୋଇଛି ସମସ୍ତ ସାଜସଜ୍ଜା। ଚଳିତବର୍ଷ ପ୍ରସିଦ୍ଧ ଲକ୍ଷ୍ମୀପୂଜା ଉତ୍ସବ ୮୦ ବର୍ଷରେ ପଦାର୍ପଣ…

ଆଜିଠୁ ମା’ ଲକ୍ଷ୍ମୀଙ୍କୁ ଆରାଧନା

ଅନୁଗୋଳ,୨୮ା୧୦(ଅମିତ କୁମାର ସାମଲ): ମା’ ଲକ୍ଷ୍ମୀଙ୍କ ପୂଜା ପାଇଁ ଅନୁଗୋଳରେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଶନିବାରଠାରୁ ମା’ଙ୍କ ଆରାଧନା ଆରମ୍ଭ ହେବାକୁ ଥିବାରୁ ସହର ରଙ୍ଗିନ ଆଲୋକମାଳାରେ ସଜ୍ଜିତ ହୋଇଯାଇଛି। ଚଳିତବର୍ଷ ମୋଟ ୩୨ ମଣ୍ଡପରେ ପୂଜା ଆୟୋଜନ କରାଯାଇଛି।…

ବନ ବିଭାଗ ପକ୍ଷରୁ ରେଳ ମନ୍ତ୍ରଣାଳୟକୁ କାରଣ ଦର୍ଶାଅ ନୋଟିସ

ଯୋଡ଼ା,୨୮ା୧୦(ମାନସ ମହାନ୍ତି): କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ ବାମେବାରି ସେକ୍ସନ ଅନ୍ତର୍ଗତ ନୟାଗଡ଼ ବିଟ୍‌ ଅନ୍ତର୍ଗତ ପଳଶାଠାରେ ଟ୍ରେନ୍‌ ଧକ୍କାରେ ହାତୀ ମୃତ୍ୟୁ ଘଟଣାରେ ରେଳ ମନ୍ତ୍ରଣାଳୟକୁ ବନ ବିଭାଗ ପକ୍ଷରୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ଘଟଣା ଘଟାଇଥିବା…

ଭୋକରେ ଡହଳବିକଳ ୨ ଯମଜ ଶିଶୁ

ମହାକାଳପଡ଼ା,୨୮ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ସ୍ଥାନୀୟ ପେଟଚ୍ଛେଲା ପଞ୍ଚାୟତର ଶବରପଡ଼ା ଗ୍ରାମର ଜନଜାତି ବର୍ଗର ୨ ଯମଜ ଶିଶୁଙ୍କୁ ଖାଦ୍ୟ ଅଭାବ ଘଟଣା ଧରିତ୍ରୀରେ ଶୁକ୍ରବାର ଖବର ପ୍ରକାଶିତ ହୋଇଥିଲା। ପ୍ରଶାସନ ପହଞ୍ଚତ୍ବା ପାଇଁ ପ୍ରତିଶ୍ରୁତି…

୧୩୯ ଅଙ୍ଗନୱାଡି କେନ୍ଦ୍ରର ନାହିଁ ନିଜସ୍ବ ଗୃହ

ପଟ୍ଟାମୁଣ୍ଡାଇ,୨୮ା୧୦(କଳ୍ପତରୁ ନାୟକ): ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗ ତତ୍ତ୍ୱାବଧାନରେ ସମନ୍ବିତ ଶିଶୁ ବିକାଶ ଯୋଜନା ମାଧ୍ୟମରେ ପରିଚାଳିତ ଅଙ୍ଗନଓ୍ବାଡି କେନ୍ଦ୍ରରେ ଶିଶୁଙ୍କ ପାଠପଢାର ମୂଳଦୁଆ ପଡୁଥିବା କୁହାଯାଉଛି। ହେଲେ ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଅଙ୍ଗନଓ୍ବାଡି କେନ୍ଦ୍ରର ଶିକ୍ଷା ବ୍ୟବସ୍ଥାର ନଗ୍ନଚିତ୍ର…

ଉତ୍ପାଦ ବଢ଼ିଛି, ରାଜସ୍ବ କମୁଛି

ଯୋଡ଼ା,୨୮ା୧୦(ମାନସ ମହାନ୍ତି): ଓଡ଼ିଶାର ପ୍ରମୁଖ ଉତ୍ସ ଖଣିରୁ ରାଜସ୍ବର ସିଂହ ଭାଗ ଆଦାୟ ହୋଇଥାଏ। ମାତ୍ର କେନ୍ଦ୍ର ସରକାରଙ୍କ ଅଧୀନରେ ଥିବା ଇଣ୍ଡିଆନ ବ୍ୟୁରୋ ଅଫ୍‌ ମାଇନ୍ସ(ଆଇବିଏମ୍‌) ଖଣିଜ ମୂଲ୍ୟର ଯେଉଁ ମୂଲ୍ୟାଙ୍କନ କରୁଛି ତା’ ଦ୍ୱାରା ରାଜ୍ୟ ସରକାର ବ୍ୟାପକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?