ଆମ ଜିଲା ଖବର

ମକରରେ ବିସର୍ଜନ ନିଅନ୍ତି ଟୁସୁମଣୀ

କେନ୍ଦୁଝର(ନରେଶ ଚନ୍ଦ୍ର ପଟ୍ଟନାୟକ)/ ଚମ୍ପୁଆ(ମହେଶ୍ୱର ଦାସ),୧୪ା୧ମକର ସଂକ୍ରାନ୍ତିରେ ସମସ୍ତେ ପୂଜାପାଠ କରିବା ସହ ନୂଆ ଲୁଗା ପିନ୍ଧି ପିଠାପଣା ଖାଇ ମେଳା ବୁଲିଥାନ୍ତି। ମାତ୍ର କୁଡୁମୀ ସମ୍ପ୍ରଦାୟର ମହିଳାମାନେ ମକର ପର୍ବରେ ପାରମ୍ପରିକ ଟୁସୁ(ମାଟିରେ ତିଆରି ଦେବୀ ମୂର୍ତ୍ତି)ଙ୍କୁ ପୂଜାର୍ଚ୍ଚନା କରି…

ବିନା ଅସ୍ତ୍ରୋପଚାରରେ ୩ ସନ୍ତାନ ଜନ୍ମ

ଜଗନ୍ନାଥ ପ୍ରସାଦ, ୧୪ା୧(ବିଭୁ ପ୍ରସାଦ ପଟ୍ଟନାୟକ)ଏକକାଳୀନ ୩ଟି କନ୍ୟା ସନ୍ତାନକୁ ଜନ୍ମଦେଲେ ମହିଳା । ଶୁକ୍ରବାର ରାତି ପ୍ରାୟ ୮.୩୦ ସମୟରେ ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଏଭଳି ଘଟଣା ଦେଖିବାକୁ ମିଳିଛି। ନୟାଗଡ ଜିଲା ଓଡଗାଁ…

ରକ୍ତଭଣ୍ଡାରରେ ରକ୍ତ ଅଭାବ

ବ୍ରହ୍ମପୁର,୧୪।୧(ସୁବାସ ଚନ୍ଦ୍ର ପାଢ଼ୀ)ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମ୍‌କେସିଜି) ମେଡିକାଲ ପରିସରରେ ଥିବା ରକ୍ତଭଣ୍ଡାରରେ ରକ୍ତର ଅଭାବ ପରିଲକ୍ଷିତ ହୋଇଛି। ସ୍ଥିତି ଏଭଳି ହୋଇଛି ଯେ ନେଗେଟିଭ ଗ୍ରୁପ ପୂରା ଖାଲି ହୋଇଯାଇଛି। ଫଳରେ ଜରୁରୀ ପରିସ୍ଥିତିରେ ରୋଗୀ ନାହିଁ ନ ଥିବା…

ମାଟିତଳୁ ମିଳିଲା ବୃଦ୍ଧାଙ୍କ ମୃତଦେହ

ବଇଣ୍ଡା,୧୩ା୧(ପରୀକ୍ଷିତ ସାହୁ): ଅନୁଗୋଳ ଜଲା କିଶୋରନଗର ଥାନା ଘୋଷର ଗ୍ରାମର ପଙ୍କଜିନୀ ପ୍ରଧାନ (୭୫)ଙ୍କ ମୃତଦେହ ଶନିବାର କିଶୋରନଗର ପୋଲିସ ମାଟିତଳୁ ଜବତ କରିଛି। ଏ ନେଇ ନମ୍ବର ୧/୨୪ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ପୋଲିସ ତଦନ୍ତ ଚଳାଇଛି।…

ବାଇକ୍‌-ସ୍କୁଟି ମୁହାଁମୁହିଁ: ୩ ଜଣଙ୍କ ଜୀବନ ଗଲା

ବାରିପଦା,୧୩ା୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଘାଘରବେଡ଼ା ଥାନା ଅଧୀନ ଶଙ୍କରପୁର ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ଜଣ ଗୁରୁତର ହୋଇଛନ୍ତି। ମୃତକ ମାନେ ହେଲେ ବୁଡାମରା ଅଞ୍ଚଳର ରାଜ କିଶୋର…

ନିର୍ବାଚନକୁ ଅବାଧ, ଅପରାଧ ମୁକ୍ତ କରିବାକୁ ଡିଜିପିଙ୍କ ଆହ୍ବାନ

କଟକ,୧୩ା୧(କାର୍ତ୍ତିକ ସାହୁ): ଆଗକୁ ରାଜ୍ୟରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବ। ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତିର ନିୟନ୍ତ୍ରଣଠାରୁ ଆରମ୍ଭ କରି ଅବାଧ ନିର୍ବାଚନ ପରିଚାଳନା ଓଡ଼ିଶା ପୋଲିସ ପାଇଁ ବଡ଼ ଆହ୍ବାନ। ଏହି ପରିପ୍ରେକ୍ଷୀରେ କଟକସ୍ଥିତ ପୋଲିସ ମୁଖ୍ୟାଳୟରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ…

ସାତକୋଶିଆରେ ବଢ଼ିଛି କୁମ୍ଭୀର ସଂଖ୍ୟା, କମିଛନ୍ତି ପକ୍ଷୀ

ଅନୁଗୋଳ,୧୩ା୧(ଅମିତ କୁମାର ସାମଲ): ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟର ଟିକରପଡ଼ା ମହାନଦୀ ଗଣ୍ଡରେ ଚଳିତବର୍ଷ କୁମ୍ଭୀର ଓ ବିଦେଶାଗତ ପକ୍ଷୀଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଗତ ୬ରୁ ୯ ଯାଏ ହୋଇଥିବା କୁମ୍ଭୀର ଓ ଗତ ୧୦ ତାରିଖରେ ଶେଷ ହୋଇଥିବା…

ପ୍ରେମିକଙ୍କ ସହ ବୁଲିବାକୁ ଯାଇ ଅଙ୍ଗନଓ୍ବାଡି କର୍ମୀଙ୍କ ମୃତ୍ୟୁ, ବଳାତ୍କାର ପରେ ହତ୍ୟା ଅଭିଯୋଗ ଆଣିଲେ ମା’

ଗୋପାଳପୁର,୧୩ା୧(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅନ୍ତର୍ଗତ ଅଟୋନଗର ଅଞ୍ଚଳରେ ଜଣେ ଅଙ୍ଗନଓ୍ବାଡ଼ି କର୍ମୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ସେ ହେଲେ ବୈଶାଳୀ ପାଣ୍ଡେ (୨୬)। ତେବେ ତାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ଅଭିଯୋଗ କରିଛନ୍ତି ତାଙ୍କ…

ଓଲଟିଲା ଧାନବୋଝେଇ ଟ୍ରାକ୍ଟର: ଜଣେ ଶ୍ରମିକ ମୃତ, ଜଣେ ଆହତ

ଛତ୍ରପୁର,୧୩ା୧(ଦିଲ୍ଲୀପ ସାମଲ): ଭାରସାମ୍ୟ ହରାଇ ଏକ ଧାନବୋଝେଇ ଟ୍ରାକ୍ଟର ଓଲଟି ପଡ଼ିବାରୁ ଜଣେ ଶ୍ରମିକଙ୍କର ମୃତ୍ୟୁ ଘଟିଥିବା ବେଳେ ଆଉ ଜଣେ ଆହତ ହୋଇଛନ୍ତି। ଆହତ ଜଣଙ୍କ ବ୍ରହ୍ମପୁର ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ମୃତ ଶ୍ରମିକ ଜଣକ ହେଲେ ସୁନ୍ଦରପୁର ଗ୍ରାମ…

କୋଡ଼ି ମାଡ଼ରେ ଜଣଙ୍କ ଜୀବନ ଗଲା, ଅଭିଯୁକ୍ତ ଗିରଫ

ହିଞ୍ଜିଳିକାଟୁ,୧୩ା୧(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଗଣ୍ଡଳା ଗ୍ରାମରେ ଶନିବାର କୋଡ଼ି ମାଡ଼ରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ଉକ୍ତ ଗ୍ରାମର ବିଜୟ ପାଣିଗ୍ରାହୀ (୩୩)। ହତ୍ୟା ଅଭିଯୋଗରେ ପୋଲିସ ଉକ୍ତ ଗ୍ରାମର ରାମକୃଷ୍ଣ ସାହୁ(୫୪)ଙ୍କୁ ଗିରଫ କରିଛି।…

ଗୋଟିଏ ଓଢ଼ଣୀରେ ଝୁଲିପଡ଼ିଲେ ପ୍ରେମୀଯୁଗଳ

କୋରାପୁଟ,୧୩ା୧(ଅମିତାଭ ବେହେରା): କୋରାପୁଟ ଜିଲା ଦଶମନ୍ତପୁର ଥାନା ଅନ୍ତର୍ଗତ ଚଣାବାଡ଼ ପଞ୍ଚାୟତସ୍ଥିତ ଯୋଡ଼ିପାଇ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଏହି ଗାଁରେ ଶନିବାର ପ୍ରେମୀଯୁଗଳ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ପ୍ରେମିକାଙ୍କ ଓଢ଼ଣୀ ବେକରେ ଲଗାଇ ଆତ୍ମହତ୍ୟା କରିଛନ୍ତି ସେହି ଗ୍ରାମର…

ହଷ୍ଟେଲରୁ କଲେଜ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଯାଜପୁର ୧୩।୧: ହଷ୍ଟେଲରୁ କଲେଜ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଯାଜପୁର ସଦର ଥାନା ଅଞ୍ଚଳ ବରୁହାଁ ଗାଁରେ ଥିବା ସରକାରୀ ଆଇଟିଆଇ କଲେଜରେ। ମୃତ ଛାତ୍ର ଜଣକ ହେଲେ ନଗେନ ଦାସ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?