ଆମ ଜିଲା ଖବର

ପୂର୍ବ ଶତ୍ରୁତା: ପୂର୍ବତନ ସମିତିସଭ୍ୟଙ୍କୁ ହତ୍ୟା

କାମାକ୍ଷାନଗର/ଭୁବନ, ୯।୫(ଡି.ଏନ୍‌.ଏ.): ରାଜନୈତିକ କନ୍ଦଳ ଏବଂ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଢେଙ୍କାନାଳ ଜିଲା ଭୁବନ ବ୍ଲକ ଦିଘି ପଞ୍ଚାୟତର ପୂର୍ବତନ ସମିତିସଭ୍ୟ ସର୍ବେଶ୍ୱର ରାଉତ (୫୫)ଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ମୃତକଙ୍କ ପୁଅ ସୁଜିତ ରାଉତଙ୍କ ଅଭିଯୋଗକ୍ରମେ କାମାକ୍ଷାନଗର ଥାନାରେ…

କଥା ନ ହେବାରୁ ନାବାଳିକାଙ୍କ ତଣ୍ଟି କାଟିଦେଲେ

ଅନୁଗୋଳ ଅଫିସ, ୯ା୫: ବର୍ଷେ ହେଲା ନାବାଳିକାଙ୍କୁ ଜାଣିଥିଲେ ଯୁବକ। ଫୋନରେ କଥା ମଧ୍ୟ ହେଉଥିଲେ। ହେଲେ ୩ ମାସ ହେଲା ବାର୍ତ୍ତାଳାପ ବନ୍ଦ କରିଦେଇଥିଲେ ନାବାଳିକା। ଆଉ ଏହାକୁ ନେଇ ଯୁବକ ଜଣକ ରାଗରେ ଏପରି ରକ୍ତମୁଖା ହୋଇଉଠିଥିଲେ ଯେ…

ସଫେଇ କର୍ମଚାରୀଙ୍କୁ ମିଳୁନିି ଦରମା

ଦେବଗଡ଼୯।୫(ଡି ଏନ ଏ): ଦେବଗଡ଼ର ମୁନିସିପାଲିଟି ପୌର ପରିଷଦର ସଫେଇ କର୍ମଚାରୀମାନେ ଏକ ମାସର ଦରମା ପାଇଁ ନ ଥିବାରୁ ମଙ୍ଗଳବାର ମୁନିସିପାଲିଟି କାର୍ଯ୍ୟଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ପୌର ପରିଷଦ ସଫେଇ କର୍ମଚାରୀ ସଂଘର ସଭାପତି ଧର୍ମେନ୍ଦ୍ର କୁମାର…

ପରୀକ୍ଷାରେ ଫେଲ୍‌ ହେବାରୁ ମିଛ ଅପହରଣ ନାଟକ

ୱାଶିଂଟନ: ଅନେକ ସମୟରେ ପରୀକ୍ଷା ରେଜଲ୍ଟ ଖରାପ ହୋଇଥାଏ। ସେତେବେଳେ ପିଲା ମାତା-ପିତାଙ୍କୁ ମିଛ ସତ କହିଥାନ୍ତି। ହେଲେ ନିକଟରେ ଜଣେ ଝିଅ ପରୀକ୍ଷାରେ ଫେଲ ହେବାରୁ ଏପରି କାମ କରିଛନ୍ତି, ଯାହା ଆଶ୍ଚର୍ଯ୍ୟଜନକ। କଲେଜ ପଢୁଥିବା ଏକ ଝିଅଙ୍କ ପରୀକ୍ଷା…

ଆର୍ଥିକ ଅନଟନରେ ଯୁଝୁଛନ୍ତି ୪୦ ପରିବାର

କେନ୍ଦୁଝର,୯ା୫(ସ୍ବ.ପ୍ର.): ପ୍ରଥମେ କଂସା ଓ ଆଲୁମିନିୟମରେ ନିର୍ମିତ ବାସନର ଚାହିଦା ବହୁଳ ମାତ୍ରାରେ ଥିଲା। ଏବେ ପ୍ଲାଷ୍ଟିକ୍‌ ଓ ଷ୍ଟିଲ୍‌ ନିର୍ମିତ ସାମଗ୍ରୀ ପ୍ରତି ଲୋକେ ଆକୃଷ୍ଟ ହେଉଛନ୍ତି। ମାତ୍ର ଆଲୁମିନିୟମ, କଂସା ଓ ପିତ୍ତଳର ବ୍ୟବହାର ଆଗ ଭଳି ହେଉ…

ପାଚିବା ପୂର୍ବରୁ ଧାନ କାଟିନେଉଛି ଚାଷୀ

ବାଲେଶ୍ୱର ଅଫିସ ,୯ା୫: ସମ୍ଭାବ୍ୟ ବାତ୍ୟା ନେଇ ଚାଷୀମାନେ ଭୟଭୀତ ହୋଇପଡିଛନ୍ତି। ଗତପଥ ବଦଳାଇ ବାତ୍ୟା ବାଂଲାଦେଶ, ମିଅଁାମାର ମୁହଁା ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଉଥିଲେ ମଧ୍ୟ ବାଲେଶ୍ୱର ଜିଲାରେ ଧାନ ଚାଷ କରିଥିବା ଚାଷୀମାନେ ଭରସା କରି…

ବିନା ଭିତ୍ତିଭୂମିରେ ଚାଲିଛି ବେସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ

କେନ୍ଦୁଝର,୯ା୫(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ବହୁ ବେସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଭିତ୍ତିଭୂମି ନ ଥାଇ ଚାଲିଛି। ଅସ୍ଥାୟୀ ଅନୁମତି ହାସଲ କରି ବିଦ୍ୟାଳୟ ଚଳାଇ ଆସୁଥିବା ବେଳେ କେତେକ ନୂତନ ଭାବେ ଅନୁମତି ପାଇବାକୁ ଆବେଦନ କରିଛନ୍ତି। ବହୁ ପୁରୁଣା ଉଚ୍ଚ…

ତାତିଠାରୁ ପାନୀୟ ଜଳ କଷ୍ଟ ବଢ଼ିଗଲାଣି

ନୟାଗଡ଼ ଅଫିସ,୯ା୫: ବଣ ଜଙ୍ଗଲଘେରା ନୟାଗଡ଼ ଜିଲା ପ୍ରଚଣ୍ଡ ରୌଦ୍ରତାପରେ ଜଳୁଛି। ଜିଲାର ୮ଟି ବ୍ଲକ ଓ ୫ ସହରାଞ୍ଚଳରେ ତାପମାତ୍ରା ବୃଦ୍ଧି ସାଙ୍ଗକୁ ଭୂତଳ ଜଳସ୍ତଳ ହ୍ରାସ ଯୋଗୁ ଜିଲାର ୪୭% କୂଅ, ନଳକୂପ, ପୋଖରୀ ଆଦି ଜଳ ଉତ୍ସ…

ସ୍ବାଧୀନତା ସଂଗ୍ରାମୀଙ୍କ ଗାଁ ଲୋକଙ୍କୁ ଚୁଆପାଣି ଭରସା

ନୂଆଗାଁ,୯ା୫(ଡି.ଏନ.ଏ.) : ପ୍ରତି ଗାଁର ଘରକୁ ଘର ପାନୀୟ ଜଳ ଯୋଗାଇଥିବା ନେଇ ସରକାର କହୁଛନ୍ତି। ହେଲେ ଦେଶକୁ ଇଂରେଜ ଶାସନରୁ ମୁକୁଳାଇ ସ୍ବାଧୀନତା ଆଣିବାକୁ ନିଜ ଜୀବନକୁ ଝାସ ଦେଇଥିବା ସଂଗ୍ରାମୀ ଗାଁକୁ ପାନୀୟ ଜଳ ଯୋଗାଇବାରେ ପ୍ରଶାସନ ବିଫଳ…

ମିଶନ ଶକ୍ତି ଗୃହ କାମରେ ଲାଗୁନି

ନୂଆଗାଁ,୯ା୫(ଡି.ଏନ.ଏ.): ମହିଳାଙ୍କ ଉନ୍ନତିରେ ରାଜ୍ୟର ପ୍ରଗତି। ତେଣୁ ମହିଳାମାନଙ୍କୁ ସ୍ବୟଂ ସହାୟକ ଗୋଷ୍ଠୀ ମାଧ୍ୟମରେ ସ୍ବାବଲମ୍ବୀ କରାଇବା ଓ ସମସ୍ତ ସୁବିଧା ସୁଯୋଗ ଯୋଗାଇ ଦେବାକୁ ସରକାର ବିଭିନ୍ନ ଯୋଜନାମାନ କରୁଛନ୍ତି। ହେଲେ ପ୍ରଶାସନିକ ଅଧିକାରୀଙ୍କ ସ୍ବେଚ୍ଛାଚାରିତା କାରଣରୁ ସେସବୁ ସୁବିଧା…

ପାନୀୟ ଜଳ ଯୋଗାଣରୁ ସୁନାଖଳା ଗାଁ ଲୋକ ବଞ୍ଚିତ

ଭାପୁର,୯ା୫(ଡି.ଏନ.ଏ.): ନୟାଗଡ଼ ଜିଲା ଭାପୁର ବ୍ଲକ ଅନ୍ତର୍ଗତ ବିଜିପୁର ପଞ୍ଚାୟତ ଅଧୀନ ସୁନାଖଳା ଗାଁରେ ଦୀର୍ଘ ୧୩ ବର୍ଷରୁ ଊଦ୍ଧର୍‌ବ ହେଲା ପାନୀୟ ଜଳ ପାଇବାରୁ ଏପର୍ଯ୍ୟନ୍ତ ବଞ୍ଚତ୍ତ ହୋଇ ରହିଛି। ସରକାର ଗ୍ରାମାଞ୍ଚଳରେ ରହୁଥିବା ଜନସାଧାରଣଙ୍କୁ ପାନୀୟ ଜଳ ଯୋଗାଇ…

ବଢୁଛି ତାତି, ଜନଜୀବନ ଅସ୍ତବ୍ୟସ୍ତ

ବଲାଙ୍ଗୀର ଅଫିସ,୯ା୫: ବଲାଙ୍ଗୀର ଜିଲାରେ ଗ୍ରୀଷ୍ମ ପ୍ରବାହ ଅଘୋଷିତ କର୍ଫ୍ୟୁ ଅନୁରୂପ ସ୍ଥିତି ସୃଷ୍ଟି କରିଛି। ଟାଣ ଖରା ଯୋଗୁଁ ଲୋକେ ଘରୁ ବାହାରିବାକୁ ଡରୁଛନ୍ତି। ଫଳରେ ପୂର୍ବାାହ୍ନ ୧୧ଟାରୁ ରାସ୍ତାଘାଟ ଶୂନଶାନ୍‌ ହୋଇଯାଉଛି। ୪୦ଡିଗ୍ରୀ ଉପରେ ତାପମାତ୍ରା ରହୁଥିବା ଏବଂ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri