ଆମ ଜିଲା ଖବର

ନୀଳମାଧବ ବିକାଶ ପ୍ରକଳ୍ପ ୨ୟ ପର୍ଯ୍ୟାୟ କାମ ଆରମ୍ଭ ହେବ

ଖଣ୍ଡପଡ଼ା,୨୨ା୧୦(ଅଜୟ କୁମାର ମହାରଣା)ରାଜ୍ୟ ସରକାରଙ୍କ ପକ୍ଷରୁ ଜିଲାର ପ୍ରମୁଖ ପର୍ଯ୍ୟଟନସ୍ଥଳୀ କଣ୍ଟିଲୋ ନୀଳମାଧବ କ୍ଷେତ୍ର ବିକାଶ ପ୍ରକଳ୍ପ ପାଇଁ ଅର୍ଥ ବ୍ୟୟ ବରାଦ ହୋଇ କାର୍ଯ୍ୟ ଚାଲୁ ରହିଛି। ନିର୍ଦ୍ଧାରିତ ୧୮ ମାସ ମଧ୍ୟରେ କାର୍ଯ୍ୟ ସମ୍ପନ୍ନ ହେବାର ଘୋଷଣା କରାଯାଇଥିବା…

‘ହତ୍ୟା ନୁହଁ, ଶ୍ୱାସରୁଦ୍ଧରୁ ମୃତ୍ୟୁ’

ରାଉରକେଲା,୨୨।୧୦(ସଙ୍ଗୀତା ଜେନା)ରାଉରକେଲା ଉଦିତନଗର ଥାନା ଏଏସ୍‌ଆଇ ଆଲିଶ ନାରମି ଲୁଗୁନଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାରୁ ପରଦା ଉଠିଛି। ଆଲିଶଙ୍କୁ ହତ୍ୟା ନୁହେଁ, ବରଂ ତାଙ୍କ ଆଡ୍ରିନାଲରେ ଅଧିକ ହରମୋନ କ୍ଷରଣ ଯୋଗୁ ଶ୍ୱାସରୁଦ୍ଧ ହେବାରୁ ତାଙ୍କର ମୃତ୍ୟୁ ହୋଇଛି। ଏ ନେଇ…

୧୧ ମାସର ଶିଶୁକନ୍ୟା ବିଶାଖାପାଟଣାରୁ ଉଦ୍ଧାର

ପୁରୀ, ୨୨।୧୦ (ଅଜିତ୍‌ ମହାନ୍ତି)୧୧ ମାସର ଶିଶୁକନ୍ୟାକୁ ବାପା ବିକ୍ରି କରିଥିବା ଅଭିଯୋଗ ହୋଇଛି। ସମୁଦ୍ରକୂଳ ଥାନା ଅନ୍ତର୍ଗତ ଧୋବାଖାଲ ବସ୍ତିରେ ଏପରି ଘଟଣା ଘଟିଛି। ପୋଲିସ ବିଶାଖାପାଟଣାରୁ ଝିଅକୁ ଉଦ୍ଧାର କରିଛି। ଏହି ଘଟଣାରେ ବାପା, ମଧ୍ୟସ୍ଥ ଓ କିଣିଥିବା…

୨ ଟ୍ରକ୍‌ ମଧ୍ୟରେ ଚାପିହେଲା କାର୍‌

ବାଙ୍ଗିରିପୋଷି, ୨୨ା୧୦(ସଞ୍ଜୟ କୁମାର ଅଗ୍ରୱାଲା)ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧୀନ ୪୯ ନମ୍ବର ଜାତୀୟ ରାଜପଥର ଦ୍ୱାରଶୁଣୀ ଘାଟିରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ଟ୍ରକ୍‌ ମଧ୍ୟରେ ଏକ କାର୍‌ ଚାପିହୋଇଯିବାରୁ କାର୍‌ରେ ଥିବା ୨ ମହିଳାଙ୍କ…

କୋଟିଆରେ ପୁଣି ଆନ୍ଧ୍ର

ପଟ୍ଟାଙ୍ଗି,୨୨ା୧୦(ଶରତ ଧଳ) କିଛିଦିନ ପରେ ପୁଣି ଆନ୍ଧ୍ର ଓଡ଼ିଶାର ସୀମାନ୍ତ ଗ୍ରାମ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକର କୋଟିଆ ପଞ୍ଚାୟତରେ ଅନୁପ୍ରବେଶ କରିଛି। ଫାଟୁସିନେରି ଗ୍ରାମରେ ଶିବିର କରି ଲୋକଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇ ଦେଇଛି। ଫଳରେ ଏହା ଓଡ଼ିଶା ପ୍ରଶାସନ ପାଇଁ…

ଦୁର୍ଘଟଣା ପରେ ଆସିଲାନି ଆମ୍ବୁଲାନ୍ସ, ପିକ୍‌ଅପ୍‌ ଡାଲାରେ ବୁହାହେଲେ ଗୁରୁତର

କେନ୍ଦୁଝର,୨୧ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ଠିକଣା ସମୟରେ ସରକାରଙ୍କ ଆମ୍ବୁଲାନ୍ସ ଯୋଜନା ଫେଲ୍‌ ମାରିଲା। ଦୁର୍ଘଟଣା ଦ୍ୱାରା ନିରୀହ ଜୀବନ ଯନ୍ତ୍ରଣାରେ ଛଟପଟ ହେଉଥିବା ବେଳେ ସେପଟେ ସରକାରଙ୍କ ଆମ୍ବୁଲାନ୍ସ ଠିକ୍‌ ସମୟରେ ନ ପହଞ୍ଚି ପାରିବାରୁ ପିକ୍‌ଅପ୍‌ରେ ଆଳୁ ବସ୍ତା ପରି…

ଦୁର୍ଘଟଣାର ଶିକାର ହେଲେ ଗଜପତି ଜିଲା ଅତିରିକ୍ତ ଜିଲାପାଳ

ବ୍ରହ୍ମପୁର/ପାରଳାଖେମୁଣ୍ଡି,୨୧ା୧୦(ସୁବାସ ଚନ୍ଦ୍ର ପାଢ଼ୀ/ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଅତିରିକ୍ତ ଜିଲାପାଳ ରାଜେନ୍ଦ୍ର କୁମାର ମିଞ୍ଜ ଶନିବାର ସନ୍ଧ୍ୟାରେ କୌଣସି ବ୍ୟକ୍ତିଗତ କାମରେ ବ୍ରହ୍ମପୁର ଅଭିମୁଖେ ଯିବା ସମୟରେ ଆନ୍ଧ୍ରପ୍ରଦେଶ ଷୋମପେଣ୍ଠ ନିକଟରେ ତାଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି । ଗୋଟିଏ ଟ୍ରକ୍‌କୁ…

ଥାନାରୁ ହତ୍ୟା ଅଭିଯୁକ୍ତ ଫେରାର

କୋରାପୁଟ,୨୧ା୧୦(ଅମିତାଭ ବେହେରା): କୋରାପୁଟ ଟାଉନ ଥାନାରୁ ଜଣେ ହତ୍ୟା ଅଭିଯୁକ୍ତ ଫେରାର ହୋଇଯାଇଛନ୍ତି। ଅଭିଯୁକ୍ତଙ୍କୁ ନିଜେ ଧରି ବର୍ଷେ ପରେ ପୋଲିସକୁ ଜିମା ଦେଇଥିଲେ ପରିବାର ଲୋକେ। ଜିମା ଦେବାର ୧ ଘଣ୍ଟା ମଧ୍ୟରେ ପୋଲିସ ଉପସ୍ଥିତିରେ ଥାନା ଭିତରୁ ଫେରାର…

ଶୌଚ ହେବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଲେ

କେନ୍ଦୁଝର,୨୧ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଚମ୍ପେଇ ପଞ୍ଚାୟତ ମେଦିନପୁର ଗ୍ରାମର ଜଣେ ଲୋକ ନିକଟସ୍ଥ ସିଦ୍ଧମଠ ଜଙ୍ଗଲକୁ ଶୌଚ ଯାଇଥିବା ସମୟରେ ଏକ ଜଙ୍ଗଲୀ ଭାଲୁ ଆକ୍ରମଣରେ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଅବସ୍ଥାରେ ସେ କେନ୍ଦୁଝର…

ବଡ଼ପୋଖରୀଆରେ ହାତୀ ଉପଦ୍ରବ

ନିରାକାରପୁର,୨୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବନଖଣ୍ଡ ଅଧିନସ୍ଥ ଟାଙ୍ଗୀ ବନାଞ୍ଚଳରେ ହାତୀ ଉପଦ୍ରବ ଦେଖିବାକୁ ମିଳିଛି। ଧାନ ଅମଳ ସମୟ ଯେତିକି ପାଖେଇ ଆସୁଛି ହାତୀ ଉପଦ୍ରବ ସେତିକି ମାତ୍ରାରେ ବଢ଼ିବାରେ ଲାଗିଛି। ଏହି ହାତୀପଲ ଦିନବେଳେ ପାଖରେ ଥିବା ଜଙ୍ଗଲରେ…

ଆଲୋକମାଳାରେ ଝଲସୁଛନ୍ତି ମା’

ଘସିପୁରା,୨୧ା୧୦(ନିରଞ୍ଜନ ସାହୁ): କେନ୍ଦୁଝର ଜିଲା ଘସିପୁରା ଥାନା ସମ୍ମୁଖରେ ପାଳିତ ହେଉଛି ଘସିପୁରା ସାର୍ବଜନୀନ ଦୁର୍ଗାପୂଜା। ଆୟୋଜକଙ୍କ ପକ୍ଷରୁ ପୂଜାମଣ୍ଡପ ରଙ୍ଗବେରଙ୍ଗର ଆଲୋକମାଳାରେ ସଜା ହୋଇଥିବା ବେଳେ ମଣ୍ଡପରେ ମା’ଙ୍କର ଆରାଧନା ଚାଲିଛି। ଏହାକୁ ଦେଖିବା ପାଇଁ ପ୍ରବଳ ଭକ୍ତଙ୍କ ଭିଡ଼…

ଦୁଇ ଟ୍ରକ୍‌ ମଝିରେ ଚାପିହୋଇଗଲା କାର୍‌

ଘସିପୁରା,୨୧ା୧୦(ନିରଞ୍ଜନ ସାହୁ): ୨୦ ନଂ. ଜାତୀୟ ରାଜପଥ କେନ୍ଦୁଝର ଜିଲା ଘସିପୁରା ଥାନା ବେଲବାହାଳି ଯିବା ଦୋଛକି ରାସ୍ତାରେ ଶନିବାର ଗୋଟିଏ କାର୍‌କୁ ଆଗରୁ ଓ ପଛରୁ ଦୁଇଟି ଟ୍ରକ୍‌ ଧକ୍କା ଦେଇଛି। ଫଳରେ ଟ୍ରକ୍‌ଟି ଚାପି ହୋଇଯାଇଛି। ଯୋଡ଼ାରୁ ଭୁବନେଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?