ଆମ ଜିଲା ଖବର

ଜି ଉଦୟଗିରି ଦୁର୍ଗା ମଣ୍ଡପରେ ମହାସପ୍ତମୀ ପୂଜା

ଜି ଉଦୟଗିରି,୨୧।୧୦(ଶିଶିର ପଟ୍ଟନାୟକ): କନ୍ଧମାଳ ଜିଲା ଜି ଉଦୟଗିରି ସହରର ସର୍ବ ପୂରାତନ ଦୁର୍ଗା ମଣ୍ଡପରେ ଶନିବାର ସପ୍ତମୀ ପୂଜା ଅନୁଷ୍ଠିତ ହୋଇଛି । ଏହି ପୂଜା ମଣ୍ଡପରେ ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା’ ବରାଳ ଦେବୀଙ୍କ ଘଟ ପୂଜା ପାଉଥିବା…

ମରଣମୁହଁରୁ ପୁଅକୁ ଛଡାଇ ଆଣିଲେ ବାପା

ଦେବଗଡ଼, ୨୧।୧୧(ଶଶାଙ୍କ ଶେଖର ଝାଙ୍କର): ପୁଅକୁ ମରଣମୁହଁରୁ ଛଡାଇ ଆଣିଛନ୍ତି ବାପା। ଏଭଳି ଏକ ଘଟଣା ଘଟିଛି ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ବମ୍ପରଡା ଗ୍ରାମରେ। ମିଳିଥିବା ସୂଚନା ଅନୁଯାୟୀ ବମ୍ପରଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସଫେଇ କର୍ମଚାରୀ ଭାବେ କାର୍ଯ୍ୟରତ…

ମା’ଙ୍କୁ ରୁପାଖଣ୍ଡା ଦାନକଲେ

ବରଗଡ଼,୨୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ପୌର ପରିଷଦ ୱାର୍ଡ ନଂ-୧ ନିଗମାନନ୍ଦ ବିହାରଠାରେ ଶାରଦୀୟ ଦୁର୍ଗାପୂଜା ପାଇଁ ଶୁକ୍ରବାର ବିଲ୍ବବରଣ ଅନୁଷ୍ଠିତ ହୋଇଯାଇଛି। ପଣ୍ଡିତ ନିଗମାନନ୍ଦ ମିଶ୍ରଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ତରଣୀସେନ ଦେବତା କର୍ତ୍ତା ଦାୟିତ୍ୱ ସମ୍ପାଦନ କରିଥିଲେ। ଏହି…

ମା’ ତାରାତାରିଣୀଙ୍କ ମହାଗୌରୀ ବେଶ: ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ପୁରୁଷୋତ୍ତମପୁର,୨୧।୧୦(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଶନିବାର ମହାଷ୍ଟମୀ ପର୍ବ ଲାଗି ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। ଭୋର ସାଢ଼େ ୪ରୁ ମନ୍ଦିର ଦ୍ୱାର ଫିଟାଯାଇ ମଙ୍ଗଳ ଆଳତି, ଅବକାଶ, ମାଜଣା, ମହାଆଳତି ହୋଇ ସକାଳ ୭ଟାରେ…

ରାସ୍ତାରୁ ପାଇଥିଲେ ଦାମୀ ମୋବାଇଲ ଶେଷରେ…

ଉମରକୋଟ, ୨୧।୧୦(ସନ୍ତୋଷ ଶତପଥୀ): ଏବେ ମଧ୍ୟ ମଣିଷ ପାଖରେ ମାନବିକତା ଲୋପ ପାଇନାହିଁ। ଏହାର ଉଦାହରଣ ସୃଷ୍ଟି କରିଛନ୍ତି ନବରଙ୍ଗପୁର ଜିଲା ଉମରକୋଟ ଥାନାର ହୋମଗାର୍ଡ ଯୁଗସାଇ ଭତ୍ରା। ଯୁଗସାଇ ଡ୍ୟୁଟି କରିବାବେଳେ ଏକ ମୋବାଇଲ ପାଇ ତାହାକୁ ଫେରାଇ ଦେଇଛନ୍ତି।…

ରାସ୍ତାରେ ଗୋରୁ ବୁଲିଲେ ମାଲିକ ଦେବେ ଜରିମାନା

ନୟାଗଡ଼,୨୧ା୧୦(ଲୋକନାଥ ମିଶ୍ର): ବିପର୍ଯ୍ୟସ୍ତ ଟ୍ରାଫିକ୍‌ ସମସ୍ୟାକୁ ସୁଧାରିବାକୁ ନୟାଗଡ଼ ମ୍ୟୁନିସିପାଲିଟି ଉଦ୍ୟମ କରିଛି। ରାସ୍ତାରେ ଗୋରୁ ବୁଲିଲେ ସେମାନଙ୍କୁ ଉଦ୍ଧାର କରି ଗୋଶାଳାରେ ରଖାଯିବ। ଗୋ ମାଲିକ ଜରିମାନା ଦେଲେ ଛଡା ଯିବ। କେହି ଦାବିଦାର ନ ଥିଲେ ବିକ୍ରି ବି…

ଏସିଆ ପାରା କ୍ରୀଡ଼ା: ଚମ୍ପିୟାନ ହେବା ଲକ୍ଷ୍ୟରେ ଭି. ରମେଶ

ଛତ୍ରପୁର,୨୧ା୧୦(ଦିଲୀପ ସାମଲ): ଚୀନର ହାଙ୍ଗୋଝୋରୀ ଠାରେ ଆସନ୍ତା ୨୨ତାରିଖରୁ ଏସିଆ ପାରା କ୍ରୀଡା ଆରମ୍ଭ ହେବ। ଏଥିରେ ଓଡ଼ିଶାରୁ ୭ଜଣ ଆଥଲେଟ ଭାଗ ନେବାକୁ ଥିବାବେଳେ ସେମାନଙ୍କ ମଧ୍ୟରେ ଗଞ୍ଜାମ ଜିଲାରୁ କେବଳ ଜଣେ ଛତ୍ରପୁର ସହର ଗିଲଟିପେଟା ସାହିର କ୍ରୀଡ଼ାବିତ୍‌…

ଅଧିକ ରୋଜଗାର ପାଇଁ ଷ୍ଟ୍ରବେରି ଚାଷ

ଦାରିଙ୍ଗବାଡି,୨୦ା୧୦(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଷ୍ଟ୍ରବେରି ଚାଷ ସଫଳ ହୋଇଛି। ଏହାକୁ ରାଜ୍ୟ ସରକାର ଗୁରୁତ୍ୱ ଦେଇ ପୁଣି ଏହି ଚାଷକୁ ପ୍ରୋତ୍ସାହନ ଦେଉଛନ୍ତି। କନ୍ଧମାଳ ଜିଲା ପ୍ରଶାସନର ସହଯୋଗରେ ବ୍ଲକ ପ୍ରଶାସନ…

ଘରକୁ ଫେରୁଥିବା ବେଳେ ବାଇକ୍‌ ଦୁର୍ଘଟଣା: ଚାଲିଗଲା ଜୀବନ

ଦେବଗଡ଼,୨୧।୧୦(ଶଶାଙ୍କ ଶେଖର ଝାଙ୍କର ): ଦେବଗଡ଼ ଜିଲା ତିଲେଇବଣି ବ୍ଲକ ଅଧୀନ କୈଳାଶ-ଲଇମୁରା ରାସ୍ତାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ବାଇକ୍‌ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଯୁବକ ଆହତ ହୋଇଛନ୍ତି।…

ଅଜଣା ରୋଗରେ ୧୧ଜଣଙ୍କ ମୃତ୍ୟୁ, ଅନେକ ଅଛନ୍ତି ଆକ୍ରାନ୍ତ

କେନ୍ଦୁଝର,୨୦।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ୍‌ ଗୋନାସିକା ପଞ୍ଚାୟତ ଅନ୍ତର୍ଗତ ଜନ୍ତାରୀ ଜୁଆଙ୍ଗ ଗ୍ରାମରେ ଅଜଣା ରୋଗରେ ୧୧ରୁ ଅଧିକ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଆକ୍ରାନ୍ତ ଅଛନ୍ତି। ଏହି ଘଟଣା ଏବେ ସାରା ରାଜ୍ୟରେ ଚର୍ଚ୍ଚାର…

‘ପାସେଞ୍ଜର ଟ୍ରେନ୍‌ରେ ଏକ୍ସପ୍ରେସ୍‌ ଭଡ଼ା’

ଭଦ୍ରକ,୨୧।୧୦(ସନାତନ ରାଉତ): ରେଳ ବିଭାଗର ବୈମାତୃକ ମନୋଭାବ ବିରୋଧରେ ଓଡ଼ିଶା ରେଳ ଉପଭୋକ୍ତା କମିଟି ପକ୍ଷରୁ ଭୁବନେଶ୍ୱରସ୍ଥିତ ଇଷ୍ଟକୋଷ୍ଟ ରେଲଓ୍ବେ ଅଫିସ୍‌ ଆଗରେ ଗଣଧାରଣା ଦିଆଯାଇଥିଲା। ଓଡ଼ିଶାରେ ପାସେଞ୍ଜର ଟ୍ରେନ୍‌ରେ ଏକ୍ସପ୍ରେସ୍‌ ଭଡ଼ା ଆଦାୟ କରାଯାଉଥିବା ଅଭିଯୋଗ ଆଣି ଏହାର ପ୍ରତିବାଦରେ…

ନିର୍ମାଣ ଶ୍ରମିକଙ୍କୁ ସହାୟତା ରାଶି ବଣ୍ଟନ

ବଅଁରପାଳ,୨୧ା୧୦(ଉପେନ୍ଦ୍ର ରାଉତ): ଅନୁଗୋଳ ଜିଲା ବଅଁରପାଳ ବ୍ଲକ ସଭାଘର ଓ ବଉଳିଗଡ଼ଠାରେ ଅନୁଗୋଳ ଜିଲା ଶ୍ରମ କାର୍ଯ୍ୟାଳୟ ଓ ଜିଲା ପ୍ରଶାସନ ପକ୍ଷରୁ ନିର୍ମାଣ ଶ୍ରମିକଙ୍କୁ ସହାୟତା ବଣ୍ଟନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଅନୁଗୋଳ ବିଧାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?