ଆମ ଜିଲା ଖବର

ବିଜେଡିରେ ମିଶିଲେ ଅନ୍ୟ ଦଳର କର୍ମୀ

ଧାମନଗର, ୩।୭ (ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ବ୍ଲକର ଦେହୁଡ଼ି ଆନନ୍ଦପୁର ପଞ୍ଚାୟତଠାରେ ବିଜେଡିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଅନ୍ୟ ଦଳର କର୍ମୀ ବିଜେଡିରେ ସାମିଲ ହୋଇଛନ୍ତି। ବିଜେଡି ବ୍ଲକ ସଭାପତି ଉମେଶ ଚନ୍ଦ୍ର ମହାନ୍ତିଙ୍କ…

୨ ଫେରାର ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ବ୍ରହ୍ମପୁର,୩।୭(ସୁବାସ ଚନ୍ଦ୍ର ପାଢ଼ୀ): ବଡବଜାର ପୋଲିସ ଶ୍ରୀକ୍ଷେତ୍ରବିହାରରେ ଡକାୟତି ଯୋଜନା ଘଟଣାର ଫେରାର ଥିବା ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଗଣପତି ନଗରର ଲାଲା ମହାନ୍ତି(୨୫) ଏବଂ ବାଲାଜି ବେହେରା (୩୦)। ଏନେଇ ପୋଲିସ ଏକ ମାମଲା(ନଂ.୧୧୦।୨୩)…

ଏବେବି ଲୋକଙ୍କ ମନରେ ଭୟ

ବାହାନଗା, ୩ା୭(ଅରୂପ କୁମାର ଦାସ)-ଜୁନ୍‌ ୨ ତାରିଖ ସନ୍ଧ୍ୟାରେ ଘଟିଥିବା ବାହାନଗା ଟ୍ରେନ୍‌ ଦୁର୍ଘଟଣାକୁ ମାସେ ପୂରିଗଲାଣି। ଏବେ ବି ସେହି ସନ୍ଧ୍ୟାର ଦୃଶ୍ୟକୁ ମନେ ପକାଇ ସ୍ଥାନୀୟ ଲୋକେ ଭୟଭୀତ ହୋଇପଡୁଛନ୍ତି। ଏହି ଷ୍ଟେଶନ ଅପ୍‌, ଡାଉନ୍‌ରେ ୭ଟି ପାସେଞ୍ଜର…

ସିଡିପିଓଙ୍କ କାର୍ଯ୍ୟାଳୟ ଆଗରେ ବର୍ଷା ପାଣି

ଔପଦା, ୩।୭(ଧରିତ୍ରୀ ପଣ୍ଡା): ଔପଦା ବ୍ଲକ ସମନ୍ବିତ ଶିଶୁ ବିକାଶ ଯୋଜନା କାର୍ଯ୍ୟାଳୟ ଆଗରେ ବର୍ଷା ପାଣି ନିଷ୍କାସନ ବ୍ୟବସ୍ଥାନ ନ ଥିବାରୁ  ସାମାନ୍ୟ ବର୍ଷା ହେଲେ ପାଣି ଜମି ରହି ଲହଡ଼ି ମାରୁଛି। ଏହି କାର୍ଯ୍ୟାଳୟ ଅଧୀନରେ ଥିବା ବିଭିନ୍ନ…

ମା’ ପାଖରେ ଶୋଇଥିଲା ୬ ବର୍ଷର ଶିଶୁ: କାମୁଡ଼ିଲା ସାପ

ଆନନ୍ଦପୁର,୩।୭(ସନ୍ତୋଷ ରାଉତ): କେନ୍ଦୁଝର ଜିଲା ଘସିପୁରା ଥାନା ଧକୋଠା ଅନ୍ତର୍ଗତ ଚଣ୍ଡିଆଗୋଠ ଗ୍ରାମରେ ସାପ କାମୁଡ଼ାରେ ଯଦୁ ମୁଣ୍ଡାଙ୍କ ୬ ବର୍ଷର ପୁଅଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, ରବିବାର ରାତିରେ ମା’ ପୁଅ ମଶାରୀ ଟଙ୍ଗାଇ ଶୋଇଥିଲେ। ହେଲେ…

ଗଳାକାଟି ହତ୍ୟାକଲେ ଦୁର୍ବୃତ୍ତ: ପୂର୍ବ ଶତ୍ରୁତା ସନ୍ଦେହ

ଦାରିଙ୍ଗବାଡ଼ି/ବ୍ରାହ୍ମଣିଗାଁ, ୩।୭ (ଅରୁଣ ସାହୁ /ମନୋରଞ୍ଜନ ରଣା ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣିଗାଁ ଥାନା ଅଞ୍ଚଳରେ ଜଣେ ବ୍ୟକ୍ତିଙ୍କୁ କେହି ଦୁର୍ବୃତ୍ତ ନିର୍ମମ ଭାବେ ହତ୍ୟା କରିଛନ୍ତି। ମୃତକ ହେଲେ ଉକ୍ତ ଥାନା ଝିଞ୍ଜିରିଗୁଡ଼ା ପଞ୍ଚାୟତ ଗଡ଼ମା ଅଞ୍ଚଳର…

ପୋଖରୀରେ ଗାଧୋଉଥିବା ବେଳେ ବୁଡ଼ି ପ୍ରାଣ ହରାଇଲେ ମହିଳା

ଚିଲିକା,୩ା୭(ଦିଲ୍ଲୀପ କୁମାର ସ୍ବାଇଁ): ଖୋର୍ଦ୍ଧା ଜିଲା ଅନ୍ତର୍ଗତ ସାମନ୍ତରାପୁର ସହିଦନଗରର ଜଣେ ମହିଳାଙ୍କର ପାଣିରେ ବୁଡ଼ି ଜୀବନ ଯାଇଛି। ମୃତକ ଜଣକ ହେଲେ ବାପୁ ପଣ୍ଡାଙ୍କ ସ୍ତ୍ରୀ ଟିକିନି। ଟିକିନି ସୋମବାର ଭୋର୍‌ ୪ଟାରୁ ପୋଖରୀରେ ଗାଧୋଉ ଥିବା ସମୟରେ ତାଙ୍କର…

ଦୀର୍ଘବର୍ଷ ପରେ ପୂରଣ ହେଲା ଦାବି, ନିଯୁକ୍ତ ହେଲେ ସ୍ଥାୟୀ ଡାକ୍ତର

ଗଞ୍ଜାମ,୩ା୭(ବିଦ୍ୟାଧର ସାହୁ): ଦୀର୍ଘବର୍ଷ ପରେ ହୁମା ସ୍ବାସ୍ଥ୍ୟକେନ୍ଦ୍ରରେ ନୂତନ ଡାକ୍ତର ଡାକ୍ତର ଶାଶ୍ୱତ ପଣ୍ଡା ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଯାହା ଫଳରେ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଖୁସିର ଲହରି ଖେଳି ଯାଇଛି। ଏନେଇ ହୁମା ସମିତି ମେମ୍ବର ଧ୍ରୁବ ଚରଣ…

୩ ଛୁଆଙ୍କୁ ଧରି କୂଅକୁ ଡେଇଁଲେ ମା’, ଦୁଇ ମୃତ, ଦୁଇ ଗୁରୁତର

ବ୍ରହ୍ମପୁର,୩ା୭(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ଅନ୍ତର୍ଗତ କରଡ଼ାକଣା ପଞ୍ଚାୟତ ଲାଉଗୁଡ଼ା ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଏକ ଅଘଟଣ ଘଟିଛି। ଘରୋଇ ଅଶାନ୍ତିକୁ କେନ୍ଦ୍ରକରି ଜଣେ ମହିଳା ଚରମ ପଦକ୍ଷେପ ନେଇଛନ୍ତି। ନିଜେ ତାଙ୍କର ୩ ଛୁଆଙ୍କୁ…

କାଠ ପୋଲ ତିଆରି କଲେ ୨ ପଡ଼ାବାସୀ

ଭବାନୀପାଟଣା,୩।୭(ଉତ୍ତମ କୁମାର ଦାଶ): କଥାରେ ଅଛି ଏକତାର ବଳ ଆଗରେ ସବୁ କିଛି କାମ ସମ୍ଭବ ହୋଇପାରେ। ଏହା କଥାରେ ନୁହେଁ ବଂର କାମରେ କରି ଦେଖାଇଛନ୍ତି କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ବକ୍ସିତୁଲସୀପାଲି ପଞ୍ଚୟତ ରଣପୁର ଗ୍ରାମର ୨ ପଡାବାସୀ।…

ଟିକେଟ କେନ୍ଦ୍ରରେ ତାଲା, ଯାତ୍ରୀ ହଇରାଣ

ରାଉରକେଲା,୩।୭(ଦିନେଶ ମିଶ୍ର): ରାଉରକେଲା ରେଲଓ୍ବେ ଷ୍ଟେଶନର ଦ୍ୱିତୀୟ ପ୍ରବେଶପଥରେ ଟିକେଟ୍‌ କାଉଣ୍ଟର ବନ୍ଦ ଯୋଗୁ ଯାତ୍ରୀମାନେ ଅସୁବିଧା ଭୋଗୁଛନ୍ତି। ଅଧିକାଂଶ ସମୟରେ ଯାତ୍ରୀମାନେ ନିର୍ଦ୍ଧାରିତ ସମୟ ପୂର୍ବରୁ ଟିକେଟ ନ ପାଇ ଟ୍ରେନ୍‌ ଯାତ୍ରାରୁ ବଞ୍ଚତ୍ତ ହେଉଛନ୍ତି। ଏ ନେଇ ବିଭାଗୀୟ…

ମୁକୁଳା ପଡ଼ିଛି ଟ୍ରାନ୍ସଫର୍ମର

ଲାଠିକଟା,୩l୭(ରାମେଶ୍ବର ଖାଡ଼ଙ୍ଗା): ସାରନଗରୀ ମୁଖ୍ୟ ରାସ୍ତା କଡ଼ରେ ମୁକୁଳା ପଡ଼ିଛି ଉଚ୍ଚ କ୍ଷମତା ସମ୍ପନ୍ନ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର। ଏହା ମୁଖ୍ୟ ରାସ୍ତା ହୋଇଥିବାରୁ ପ୍ରତ୍ୟେକ ଦିନ ଶତାଧିକ ଲୋକ ଯା’ଆସ କରନ୍ତି। ତେବେ କେତେବେଳେ ଅଘଟଣ ଘଟିବ ତାହା କହିହେବ ନାହିଁ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri