୧୩ ବର୍ଷର ରେକର୍ଡ ଭାଙ୍ଗିଲା ଶିମିଳିପାଳ, ପାରଦ -୧ ଡିଗ୍ରୀ
ବାରିପଦା,୯।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ) : ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଶୁକ୍ରବାର ତାପମାତ୍ରା ହ୍ରାସ ପାଇ ମାଇନାସ ୧ ଡିଗ୍ରୀରେ ପହଞ୍ଚିଛି । ବୁଧବାର ଓ ଗୁରୁବାର ଦୁଇ ଦିନ ଧରି ଉପରବାରହାକାମୁଡାରେ ତାପାମାତ୍ରା…
ସରିଲା ଧନୁଯାତ୍ରା ମହୋତ୍ସବ, ବଢ଼ିଲା ପ୍ରଦୂଷଣ ଚିନ୍ତା
ବରଗଡ଼,୯।୧(ପ୍ରେମାନନ୍ଦ ଖମାରୀ):ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଗତ ୩ତାରିଖ ଶେଷ ହୋଇଛି। ଇତିମଧ୍ୟରେ ଉଦ୍ଯାପନୀକୁ ୪ଦିନ ବିତି ଯାଇଛି। ମହୋତ୍ସବ ସରିଛି ସତ, ହେଲେ ଗତ ଧନୁଯାତ୍ରାକୁ ନେଇ ଏବେ ସାଧାରଣରେ ଚର୍ଚ୍ଚା ଥମି ନାହିଁ। ଚା ଖଟିଠାରୁ…
ଶୀତ ମହୋତ୍ସବ:ପ୍ରଥମ ଦିନରେ କଳାହାଣ୍ଡି କଟପ୍ପାଙ୍କ ପାରମ୍ପରିକ ନୃତ୍ୟ-ଶୋଭାଯାତ୍ରାରେ ଦର୍ଶକ ମୁଗ୍ଧ
ଦାରିଙ୍ଗବାଡି, ୮।୧ (ଅରୁଣ ସାହୁ ): ବହୁ ପ୍ରତିକ୍ଷିତ ଶୀତ ମହୋତ୍ସବ -୨୦୨୬ ଗୁରୁବାର ଉଦଘାଟିତ ହୋଇଯାଇଛି । କାର୍ଯ୍ୟକ୍ରମରେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥିଭାବେ ଜି. ଉଦୟଗିରି ବିଧାୟକ ପ୍ରଫୁଲ୍ଲ ଚନ୍ଦ୍ର…
ଆନ୍ଦୋଳନରୁ ଓହରିଲେ ମିଲର୍ସ
ଜୟପୁର,୮ା୧(ପବନ ପାଣିଗ୍ରାହୀ): ମିଲର୍ସମାନେ ଆନ୍ଦୋଳନରୁ ଓହରିବା ପରେ କୋରାପୁଟ ଜିଲା ଜୟପୁର ଉପଖଣ୍ଡରେ ଧାନ କିଣା ଗୁରୁବାର ସ୍ୱାଭାବିକ ହୋଇଛି। ବର୍ତ୍ତମାନ ସୁଦ୍ଧା ଜିଲାର ୧୦ ହଜାର ୩୧୮ ଚାଷୀଙ୍କଠାରୁ ୫ଲକ୍ଷ ୧୨ ହଜାର ୬୧୯ କୁଇଣ୍ଟାଲ ଧାନ କିଣାଯାଇଛି। ବିଭିନ୍ନ…
ଓଡ଼ିଶାର ଏହି ଜିଲାରେ ହେବ ନୂଆ ମେଗା ଷ୍ଟିଲ୍ ପ୍ଲାଣ୍ଟ, ସୃଷ୍ଟି ହେବ ୧୪ ହଜାରରୁ ଉର୍ଦ୍ଧ ନିଯୁକ୍ତି ସୁଯୋଗ
ଭୁବନେଶ୍ୱର,୮ା୧: ଓଡ଼ିଶାର ଶିଳ୍ପାୟନ କ୍ଷେତ୍ରରେ ବିକାଶ ପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଜିଲା କେନ୍ଦୁଝରରେ ମେଗା ଷ୍ଟିଲ୍ ପ୍ଲାଣ୍ଟ ପ୍ରତିଷ୍ଠା ନିଶ୍ଚିତ ହେବା ପରେ ଏବେ ଢେଙ୍କାନାଳ ଜିଲାରେ ଆଉ ଏକ ମେଗା ଷ୍ଟିଲ୍ ପ୍ଲାଣ୍ଟ…
ଟାଓ୍ୱାର ଉପରେ ଚଢ଼ିଗଲେ ଯୁବକ, ଆଉ ତା’ପରେ…
ତରଭା,୮ା୧(ମାନଭଞ୍ଜନ ମିଶ୍ର): ସୁବର୍ଣ୍ଣପୁର ଜିଲା ତରଭା ସହରସ୍ଥିତ ମାରୱାଡି ଧର୍ମଶାଳା ପଛପଟେ ଥିବା ଏକ ଘରୋଇ ମୋବାଇଲ କମ୍ପାନୀ ଟାଓ୍ୱାର ଉପରେ ଗୁରୁବାର ଜଣେ ଯୁବକ ଚଢି ଯାଇଥିଲେ। ତାଙ୍କୁ ଯେତେ କହିଲେ ବି ସେ ଓହ୍ଲାଇ ନ ଥିଲେ। ଏହାକୁ…
ମଧ୍ୟାହ୍ନରେ ଘରକୁ ଖାଇବାକୁ ଆସି ନ ଥିଲେ, ପୋଖରୀରେ ବୁଡ଼ି ଚାଲିଗଲା ଚାଷୀଙ୍କ ଜୀବନ
ଦିଗପହଣ୍ଡି,୮।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଦସେଇପୁର ଗ୍ରାମର ଜଣେ ଚାଷୀ ଗ୍ରାମ ନିକଟ ଏକ ପୋଖରୀ ରେ ବୁଡି ମୃତ୍ୟୁବରଣ କରିଛନ୍ତି। ମୃତକ ଜଣକ ହେଲେ ବଳରାମ ଦଣ୍ଡିଆ(୫୨)। ବଳରାମ ଗୁରୁବାର ସକାଳେ ଗାଁ ନିକଟ ଚାଷଜମି…
ଦିଗପହଣ୍ଡିରେ ଖୋଲିଲା ଧାନମଣ୍ଡି, ପ୍ରଥମ ଦିନରେ…
ଦିଗପହଣ୍ଡି,୮ା୧(ଅଶେଷ ନାଥ ମିଶ୍ର)-ଗଞ୍ଜାମ ଜିଲା ଦିଗପହଣ୍ଡି ପ୍ରାଥମିକ ସେବା ସମବାୟ ସମିତି ପରିସରରେ ଗୁରୁବାର ଧାନମଣ୍ଡି ଉଦଘାଟିତ ହୋଇଯାଇଛି। ସମବାୟ ସମ୍ପାଦକ ସୁରେଶ କୁମାର ନନ୍ଦଙ୍କ ସଂଯୋଜନାରେ ଆୟୋଜିତ କାର୍ଯ୍ୟକ୍ରମରେ ସମବାୟ ସଭାପତି ପ୍ରମୋଦ କୁମାର ପାଣିଗ୍ରାହୀ ଅତିଥି ଭାବେ ଯୋଗଦେଇ…
ଚୂନଘାଟି ଜଙ୍ଗଲରେ ପଡ଼ିଛି ଯୁବକଙ୍କ ଦରପୋଡ଼ା ମୃତଦେହ, ପରିଚୟ ମିଳିବା ପରେ ପୋଲିସ…
ବାଲିଗୁଡା, ୮।୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ଥାନା ଚକାପାଦ ବ୍ଲକର ଲାଇନପଡ଼ା-ପସରା ଗ୍ରାମ ରାସ୍ତାରେ ଥିବା ଚୂନଘାଟି ଜଙ୍ଗଲରୁ ଜଣେ ଯୁବକଙ୍କ ଦରପୋଡ଼ା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକ ଜଣକ ହେଲେ ଖଜୁରୀପଡ଼ା…
ସନ୍ଧ୍ୟା ହେଲେ ଜନବସତିକୁ ମାଡି ଆସୁଛନ୍ତି ହାତୀପଲ, ଚିନ୍ତାରେ ସାନଖେମୁଣ୍ଡି ଚାଷୀ
ଦିଗପହଣ୍ଡି,୮ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆମ୍ବଗାଁ, ନୂଆଗଡ, ପଳାସପୁର ଆଦି ଗ୍ରାମଗୁଡ଼ିକରେ ପ୍ରାୟ ୧ ମାସ ହେଲା ହାତୀ ଉପଦ୍ରବ ଜାରି ରହିଛି। ଦିଗପହଣ୍ଡି ବନାଞ୍ଚଳ ପାଟପୁର ସେକ୍ସନ ରତନେଇ ଜଙ୍ଗଲ ଅଧିନ ଶୁଳିଆ ପାହାଡ଼ରେ ଦୀର୍ଘବର୍ଷ…
ଡିପୋଜିଟ୍ ପାଇଁ ଏଜେଣ୍ଟ ୩ ଲକ୍ଷ ଟଙ୍କା ନେଇ ଯାଉଥିଲେ, ବାଇକରେ ଆସି ଲୁଟି ନେଲେ…
ଚାନ୍ଦବାଲି,୮।୧(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ଅଞ୍ଚଳରେ ଅପରାଧିଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗୁରୁବାର ଦିବା ପ୍ରାୟ ୧.୩୦ ସମୟରେ ବାଂଶଡା ଥାନା ଅଧିନ ଜଣେ ଏଲ୍ଆଇସି ଏଜେଣ୍ଟଙ୍କୁ ମରଣାନ୍ତକ ଆକ୍ରମଣ କରି ଲୁଟି ନେଲେ ୩ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।…
ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ପଡିଲେ RI, ଝରକା ବାହାରକୁ ଫିଙ୍ଗି ଦେଲେ ଟଙ୍କା
ଅନୁଗୋଳ,୮ା୧: ଜମି ଚିହ୍ନଟ ପାଇଁ ଲାଞ୍ଚ ନେଉଥିବା ବେଳେ ଧାରା ପଡିଲେ ରାଜସ୍ବ ନିରୀକ୍ଷକ(RI)। ଗୁରୁବାର ଅନୁଗୋଳ ଜିଲା ଆଠମଲ୍ଲିକ ତହସିଲ ଅନ୍ତର୍ଗତ ତୁସର RI ସର୍କଲର ରାଜସ୍ୱ ନିରୀକ୍ଷକ ସୁରେନ୍ଦ୍ର କୁମାର ଦାଶଙ୍କୁ ରେଡ୍ ହ୍ୟାଣ୍ଡ ଧରିଛି ଭିଜିଲାନ୍ସ। ଜଣେ…
Archives


