ଗିରଫ ଡାକ୍ତରଙ୍କ ଶୌଚାଳୟରୁ ମିଳିଲା ୨୦,୫୫୮ ଡଲାର
ଭୁବନେଶ୍ୱର (ସୂର୍ଯ୍ୟକାନ୍ତ ବେହେରା)/ ପାରାଦୀପ,(ଶରତ ରାଉତ)/ ସିମୁଳିଆ, ୧୪।୧୦ (ସନ୍ତୋଷ ନାୟକ): ପୋର୍ଟ ହେଲ୍ଥ ମେଡିକାଲ କ୍ଲିୟରାନ୍ସ ପ୍ରଦାନ ପାଇଁ ଜାହାଜ କ୍ରିଉ ମେମ୍ବର (ନାବିକ)ଙ୍କଠାରୁ ୫୪ ହଜାର ଲାଞ୍ଚ ନେବାବେଳେ ଗିରଫ ହୋଇଥିବା ପାରାଦୀପ ବନ୍ଦରସ୍ଥିତ ପୋର୍ଟ ହେଲ୍ଥ ଅର୍ଗାନାଇଜେଶନ(ପିଏଚ୍ଓ)ର…
ଜେଟିପିଙ୍କୁ ତଦାରଖ ଦାୟିତ୍ୱ
ପୁରୀ,୧୪ା୧୦(ଅଜିତ ମହାନ୍ତି): ଆଗାମୀ ନୂଆବର୍ଷରୁ ଶ୍ରୀମନ୍ଦିର ପ୍ରଶାସନ ଭକ୍ତଙ୍କ ପାଇଁ ନୂଆ ନିୟମ ଲାଗୁ କରିବାକୁ ଯାଉଛି। ଅଶାଳୀନ ପୋଷାକ ପରିଧାନ କଲେ ଶ୍ରୀମନ୍ଦିରକୁ ଭକ୍ତଙ୍କ ପ୍ରବେଶ ଉପରେ କଟକଣା ଜାରି ହେବ। ଭକ୍ତଙ୍କ ପୋଷାକକୁ ଜଗନ୍ନାଥ ଟେମ୍ପୁଲ ପୋଲିସ (ଜେଟିପି)…
ନଭେମ୍ବର ୨୭ରୁ କଟକ ବାଲିଯାତ୍ରା
କଟକ,୧୪ା୧୦ (କାର୍ତ୍ତିକ ସାହୁ): ଚଳିତବର୍ଷ ଐତିହାସିକ କଟକ ବାଲିଯାତ୍ରା ନଭେମ୍ବର ୨୭ରୁ ଡିସେମ୍ବର ୪ ତାରିଖ ଯାଏ ଅନୁଷ୍ଠିତ ହେବ। ବାଲିଯାତ୍ରାକୁ ଅଧିକ ଚିତ୍ତାକର୍ଷକ, ସୁରକ୍ଷିତ ଓ ଜନାଦୃତ କରିବା ସହ ଉତ୍ତମ ସମନ୍ବୟ ରକ୍ଷା କରିବା ଉପରେ ଅତିରିକ୍ତ ମୁଖ୍ୟ…
ବିଶ୍ୱ କ୍ରସ୍ବୋ ଶୁଟିଂରେ ଭାଗନେବେ ଭଉଣୀଭାଇ
ରାୟଗଡ଼ା,୧୪।୧୦(ଆଶିଷ ରଞ୍ଜନ ପଣ୍ଡା): ପୂର୍ବରୁ ଜାତୀୟସ୍ତରରେ କ୍ରସ୍ବୋ ଶୁଟିଂ ପ୍ରତିଯୋଗିତାରେ ଭାଗନେଇ କୃତିତ୍ୱ ଅର୍ଜନ କରିଥିବା ଭାଇଭଉଣୀ ବର୍ତ୍ତମାନ ୧୦ତମ ବିଶ୍ୱ କ୍ରସ୍ବୋ ଶୁଟିଂରେ ଭାଗନେବା ପାଇଁ ଚୟନ ହୋଇଛନ୍ତି ା ଇଣ୍ଡିଆନ କ୍ରସ୍ବୋ ଶୁଟିଂ ଆସୋସିଏଶନ ପକ୍ଷରୁ ଉତ୍ତରପ୍ରଦେଶର ଆଗ୍ରା…
କାର୍ଗୋ ପରିଚାଳନାରେ ଧାମରା ବନ୍ଦରର ରେକର୍ଡ
ଭଦ୍ରକ,୧୪।୧୦(ସନାତନ ରାଉତ): ଆଦାନୀ ପୋର୍ଟସ୍ ଆଣ୍ଡ୍ ସ୍ପେଶାଲ ଇକୋନୋମିକ୍ ଜୋନ୍ (ଏପିଏସ୍ଇଜେଡ୍) ଅଧୀନରେ ଥିବା ଆଦାନୀ ଧାମରା ବନ୍ଦର କାର୍ଗୋ ପରିଚାଳନା କ୍ଷେତ୍ରରେ ସର୍ବକାଳୀନ ରେକର୍ଡ ହାସଲ କରିଛି। ୨୪ ଘଣ୍ଟା ମଧ୍ୟରେ ୨,୨୬,୬୧୦ ମେଟ୍ରିକ ଟନ୍ କାର୍ଗୋ ପରିଚାଳନା କରି…
୧ଲକ୍ଷ ୩୫ ହଜାରରେ ବିକ୍ରିହେଲା ସାମୁଦ୍ରିକ କଉ
ଭୋଗରାଇ,୧୪ା୧୦(ପ୍ରଦୀପ ଦାସ): ୧୧ଦିନ ବ୍ୟବଧାନ ପରେ ପୁଣି ଏକ ବିଶାଳକାୟ ସାମୁଦ୍ରିକ କଉ ମାଛ ଗଭୀର ସମୁଦ୍ରରୁ ଧରାଯାଇଛି। ବାଲେଶ୍ୱର ଜିଲା ବଳରାମଗଡ଼ି ମତ୍ସ୍ୟ ଅବତରଣ କେନ୍ଦ୍ରର ଟ୍ରଲର ମାଲିକ ସାବାଦ ଅଲ୍ଲୀଖାଁଙ୍କ ଟ୍ରଲରରେ ମତ୍ସଜୀବୀମାନେ ଏହି ବିରଳ ପ୍ରଜାତିର ମାଛକୁ…
ଅନ୍ତେବାସୀ ହେଲେ ଜୀବନସାଥୀ
ବାଲେଶ୍ୱର, ୧୪।୧୦(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ବାମପଦାସ୍ଥିତ କୁଷ୍ଠାଶ୍ରମରେ ଥିଲେ ଅନ୍ତେବାସୀ। ହେଲେ ଏବେ ପାଲଟିଯାଇଛନ୍ତି ଜୀବନସାଥୀ। ବର ୬୫କୁ କନ୍ୟା ୬୩। ପ୍ରେମ ପାଇଁ ବୟସର କୌଣସି ପରିସୀମା ନ ଥାଏ ତାହା ଆଜି ପ୍ରମାଣିତ କରିଛନ୍ତି…
ଡାଟା ଚୋରି ଯୋଗୁ ପିଲା ହଇରାଣ
ବଲାଙ୍ଗୀର, ୧୪ା୧୦(ବୀରେନ୍ଦ୍ର କୁମାର ଝାଙ୍କର): ସରକାରୀ ମେଡିକାଲ କଲେଜରେ ଆଡ୍ମିଶନ କରାଇଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ କରୁଥିବା ଏକ ର଼୍ୟାକେଟକୁ ବଲାଙ୍ଗୀର ସାଇବର ପୋଲିସ ଟିମ୍ ପର୍ଦ୍ଦାଫାଶ କରିଛି। ଭୁବନେଶ୍ୱରରେ ରହି ଏହି ର଼୍ୟାକେଟ ରାଜ୍ୟବ୍ୟାପୀ ଠକାଇରେ ସକ୍ରିୟ ରହିଥିଲା।…
ହାତୀ ଆକ୍ରମଣରେ ଚାଲିଗଲା ମହିଳାଙ୍କ ଜୀବନ
ଲେଫ୍ରିପଡ଼ା,୧୩।୧୦(ଦେଶରଞ୍ଜନ ପଟେଲ): ସୁନ୍ଦରଗଡ଼ ଜିଲା ଲେଫ୍ରିପଡା ରେଞ୍ଜ ଅନ୍ତର୍ଗତ ଗୁଣ୍ଡିଆଡ଼ିହି ସେକ୍ସନରେ ହାତୀ ଆକ୍ରମଣରେ ଗୁରୁତର ଥିବା ମହିଳାଙ୍କ ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ରବାର ମୃତ୍ୟୁ ହୋଇଛି। ମୃତ ମହିଳା ଜଣକ ଗୁଣ୍ଡିଆଡ଼ିହି ଗ୍ରାମର ପଦ୍ମିନୀ ବୈଗା(୪୫)। ମହିଳା ଜଣକ ସକାଳୁ ପାଣି…
ବାଇକ୍ ଧକ୍କାରେ ଚାଲିଗଲା ଅଟୋ ଚାଳକଙ୍କ ଜୀବନ
ବ୍ରହ୍ମପୁର,୧୩।୧୦(ସୁବାସ ଚନ୍ଦ୍ର ପାଢ଼ୀ): ଦିଗପହଣ୍ଡି ମୁଖ୍ୟ ରାସ୍ତା ଆମ୍ବଗଡ଼ ଛକ ନିକଟରେ ଶୁକ୍ରବାର ବାଇକ୍ ଧକ୍କାରେ ଜଣେ ଅଟୋ ଚାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଡ଼ବଜାରର ଅଞ୍ଚଳର ସୀମାଞ୍ଚଳ ଦଳାଇ(୨୮)। ବାଇକ୍ ଆରୋହୀ ୨କଲେଜ ଛାତ୍ରୀଛାତ୍ର ଗୁରୁତର ଆହତ ହୋଇଛନ୍ତି।…
ଗଜାଲବାଡି ଘାଟିରେ ଅଟକିଲା ଭାରୀଯାନ
ଦାରିଙ୍ଗବାଡି,୧୩।୧୦(ଅରୁଣ ସାହୁ ): ଗୋପାଳପୁରରୁ ରାୟପୁରକୁ ସଂଯୋଗ କରୁଥିବା ୫୯ ନମ୍ବର ଜାତୀୟ ରାଜପଥର ଗଜାଲବାଡି ଘାଟିରେ ବିଭିନ୍ନ ସମୟରେ ଭାରୀଯାନଗୁଡିକ ଦୁର୍ଘଟଣା ଗ୍ରସ୍ତ ହେଉଛି। ଏଭଳିସ୍ଥିତିରେ ଭାରୀଯାନଗୁଡିକ ରାସ୍ତାରେ ଅଟକି ରହିବାରୁ ଜନସାଧାରଣଙ୍କ ଯାତାୟତରେ ବାଧା ସୃଷ୍ଟି ହେଉଛି। ଶୁକ୍ରବାର…
୨ କୁଇଣ୍ଟାଲର ମାଛ
ବାଲେଶ୍ୱର,୧୩।୧୦: ଦିଘା ମୁହାଣରେ ଥିବା ମାଛ ମାର୍କେଟରେ ଶୁକ୍ରବାର ଏକ ବିରାଟକାୟ କୋଇଭୋଲା ମାଛ ବିକ୍ରି ହୋଇଛି। ମାଛଟିର ଓଜନ ୨ କୁଇଣ୍ଟାଲ ହେବ। କୋଲକାତାର ଏକ ଫାର୍ମା କମ୍ପାନୀ ମାଛଟିକୁ ୧ ଲକ୍ଷ ୨୭ ହଜାର ଟଙ୍କାରେ କିଣଛି। ପାରାଦୀପରୁ…

