ଜଣେ ଟ୍ରକ୍ ଡ୍ରାଇଭରଙ୍କ ଉପରେ ମାଡ଼ିଗଲା ଆଉ ଏକ ଟ୍ରକ୍
ତାଳଚେର,୩୦ା୬(ମନୋଜ ନନ୍ଦ): ତାଳଚେର କୋଲ୍ଫିଲଡ୍ସର ଭୁବନେଶ୍ୱରୀ କୋଇଲା ଖଣି କୋଲ୍ କରିଡର ରାସ୍ତାର ଟ୍ରକ୍ ପାର୍କିଂଠାରେ ଜଣେ ଟ୍ରକ୍ ଡ୍ରାଇଭରଙ୍କ ଉପରେ ଶୁକ୍ରବାର ଅନ୍ୟ ଗୋଟିଏ ଟ୍ରକ ମାଡ଼ିଯିବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି । ମୃତକ ଜଣକ ହେଲେ ଅନୁଗୋଳ…
‘ଜନପ୍ରତିନିଧିଙ୍କୁ ଅବହେଳା କରାଯାଉଛି’
ବାରିପଦା,୨୯ା୬(ନୀଳାଦ୍ରି ବିହାରୀ ଦଣ୍ଡାପଟ): ଓଡ଼ିଶାବାସୀ ଭୋଟ ଦେଇ ନିର୍ବାଚିତ କରିଥିବା ଜନପ୍ରତିନିଧିମାନଙ୍କୁ ଅବହେଳା କରାଯାଉଛି। ମନ୍ତ୍ରୀ, ବିଧାୟକମାନେ ହାତଯୋଡି ଭୟଭୀତ ଅବସ୍ଥାରେ ରହୁଛନ୍ତି। ଏଭଳି କାର୍ଯ୍ୟକଳାପକୁ ଓଡ଼ିଶାବାସୀ ହୃଦୟଙ୍ଗମ କରିସାରିଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପାଇଁ ଏହା ଏକ ଷଡ଼ଯନ୍ତ୍ର…
୬ ବର୍ଷ ବିତିଲା, ସମ୍ପୂର୍ଣ୍ଣ ହୋଇନି ଆବାସ ଗୃହ
ନୂଆପଡ଼ା,୩୦।୬(ମକାରୁ ବେମାଲ): ଚାଳ ଛପର ଘରେ ନ ରହି ଛାତ ଘରେ ସମସ୍ତେ ରହିବା ପାଇଁ କେନ୍ଦ୍ର ତଥା ରାଜ୍ୟ ସରକାରଙ୍କ ପକ୍ଷରୁ ଗରିବ ହିତାଧିକାରୀଙ୍କୁ ପକ୍କା ଘର ଯୋଗାଇ ଦେଉଛନ୍ତି। ହେଲେ ୧ ଲକ୍ଷ ୩୦ ହଜାର ଟଙ୍କାରେ ଗରିବ…
ଭେଣ୍ଡିଂ ଜୋନ୍ ଅଛି, ଫୁଟ୍ପାଥ୍ରେ ବେପାରୀ
ରାଉରକେଲା,୩୦ା୬(ଦିନେଶ ମିଶ୍ର): ହକି ବିଶ୍ୱକପ୍ ପୂର୍ବରୁ ରାଉରକେଲା ସହର ରାସ୍ତାକଡ଼ ଓ ଫୁଟପାଥ୍ ବ୍ୟବସାୟୀଙ୍କୁ କିଭଳି ଥଇଥାନ କରିହେବ ସେ ନେଇ ବିଭିନ୍ନ ସ୍ଥାନରେ ଆର୍ଏମ୍ସି ଓ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଭେଣ୍ଡିଂ ଜୋନ କରାଯାଇଥିଲା। ତେବେ ଭେଣ୍ଡିଂ ଜୋନ୍ ନିର୍ମାଣ…
ଭାସିଗଲା ଅସ୍ଥାୟୀ ବାଉଁଶ ପୋଲ
ରାଉରକେଲା,୩୦।୬(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ନିକଟ କୋଏଲ ନଦୀରେ ନିର୍ମିତ ଏକ ଅସ୍ଥାୟୀ ବାଉଁଶ ପୋଲ ବୁଧବାର ବିଳମ୍ବିତ ରାତିରେ ଭାସିଯାଇଛି। ଫଳରେ ଗୁରୁବାରଠାରୁ ଉକ୍ତ ବାଉଁଶ ପୋଲ ଦେଇ ରାଉରକେଲାକୁ ୧୬ଟି ଗ୍ରାମର ଲୋକଙ୍କ ଯାତାୟାତ ବନ୍ଦ ହୋଇଯାଇଛି। ପ୍ରବଳ…
ନଈକୂଳିଆ ଗାଁକୁ ବନ୍ୟା ଭୟ
ଭେଡ଼େନ,୩୦।୬ (ସୁଦନ ମହାକୁର): ଗତ ୨୩ ତାରିଖରୁ ଓଡ଼ିଶାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିଛି। ଏଥିସହ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ପ୍ରବଳ ବର୍ଷା ହୋଇଛି। ହୀରାକୁଦ ଜଳଭଣ୍ଡାର ଉପରମୁଣ୍ଡରେ ମଧ୍ୟ ପ୍ରବଳ ବର୍ଷା ହୋଇଥବବା ସୂଚନା ମିଳିଛି।…
ଅସରାଏ ବର୍ଷାରେ ଫ୍ଲାଏଓଭର ଉପରେ ଜମୁଛି ପାଣି
ସମ୍ବଲପୁର,୩୦ା୬(ବି.ଶଙ୍କର): ସମ୍ବଲପୁର ସହରରେ ଅତ୍ୟାଧୁନିକ ଫ୍ଲାଏଓଭର ଜନସାଧାରଣଙ୍କ ପାଇଁ ଅସୁବିଧା ସୃଷ୍ଟି କରୁଛି। ଫ୍ଲାଏଓଭର ଉଭୟ ପାର୍ଶ୍ୱରେ ଡ୍ରେନ ନିର୍ମାଣ ହୋଇ ନାହିଁ। ଫଳରେ ବର୍ଷାପାଣି ଜିଲାପାଳ, ଆର୍ଡିସି ଅଫଇସ ସମ୍ମୁଖ ରାସ୍ତାରେ ଲହଡି ଭାଙ୍ଗୁଛି। ଅସରାଏ ବର୍ଷାରେ ଫ୍ଲାଏଓଭର ଉପରେ…
ନିର୍ମାଣ ହେଲାନି ବ୍ରିଜ୍ ଡାଇଭର୍ସନ
କୁଚିଣ୍ଡା,୩୦ା୬(ବିରଞ୍ଚତ୍ ଦର୍କା): ଲଘୁଚାପ ଜନିତ ପ୍ରବଳ ବର୍ଷାରେ କୁଚିଣ୍ଡା ବ୍ଲକ ଟାଇଁସର ବ୍ରିଜର ଡ଼ାଇଭର୍ସନ ରାସ୍ତା ଧୋଇ ହୋଇଯାଇଥିଲା। ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ ଅଧିକାରୀ ବ୍ରିଜ ଅବସ୍ଥା ପରିଦର୍ଶନ କରି ଡ଼ାଇଭର୍ସନ ରାସ୍ତା ଦୁଇଦିନ ମଧ୍ୟରେ ନିର୍ମାଣ…
ପ୍ରଦୂଷଣ ବଢାଉଛି ବିରାଜ ଷ୍ଟିଲ୍
ସମ୍ବଲପୁର,୩୦ା୬(ଶୁଭାଶିଷ ପାଢ଼ୀ): ଚିମିନିରୁ ଅନବରତ ନିଷ୍କାସିତ ହେଉଛି କଳା ଧୂଆଁ। ବାୟୁମଣ୍ଡଳରେ ଉଡୁଛି ଧୁଳିଗୁଣ୍ଡ। ପୂର୍ବପରି ଆଉ ଚାଷ ବି ହେଉନି। ମଣିଷ, ଜୀବଜନ୍ତୁଙ୍କ ଉପରେ ମଧ୍ୟ ଏହାର ପ୍ରଭାବ ପଡୁଛି। ଏପରି କି ସେହି ରାସ୍ତା ଦେଇ ଯିବା କଷ୍ଟକର…
ବେଆଇନ ବିସ୍ଫୋରକ ସାମଗ୍ରୀ କାରବାର
ରାୟଗଡ଼ା,୩୦।୬(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଜନବସତି ଅଞ୍ଚଳରେ ବେଆଇନ ଭାବେ ବିସ୍ଫୋରକ ସାମଗ୍ରୀ କରାବାର ଚାଲିଥିବା ଅଭିଯୋଗ ହୋଇଛି। ସାଇପ୍ରିୟା ନଗର ଏକ ଭଡ଼ା ଘରେ ବେଆଇନ ଭାବେ ବିସ୍ଫୋରକ ସାମଗ୍ରୀ ରଖାଯାଇ ବିଭିନ୍ନ ପଥର କୁଆରୀକୁ ଚାଲାଣ କରାଯାଉଥିଲେ…
ସବ୍ସିଡି ଅର୍ଥ ନ ପାଇ ଚାଷୀ ହନ୍ତସନ୍ତ
ଉମରକୋଟ,୩୦।୬(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ବଙ୍ଗୀୟ ଗ୍ରାମ ବଡକୁମାରୀ ଅଞ୍ଚଳର ଚାଷୀଙ୍କୁ ଉଦ୍ୟାନ ବିଭାଗ ସବ୍ସିଡି ଅର୍ଥ ବର୍ଷେ ହେଲା ପୈଠ ନ କରିବାରୁ ଚାଷୀ ମହଲରେ ଅସନ୍ତୋଷ ଦେଖାଯାଇଛି। ଏ ନେଇ ଜିଲାପାଳ ଓ କୃଷି ସଚିବଙ୍କ…
ଶିସକୁଡ଼ିବାସୀଙ୍କ ବିକାଶରେ ବାଧକ ଅନ୍ଧାରୀ ନଦୀ
ଦଶମନ୍ତପୁର,୩୦ା୬ (ଅରବିନ୍ଦ ନାୟକ ): ଗ୍ରାମବାସୀଙ୍କ ବିକାଶରେ ପ୍ରତିବନ୍ଧକ ସାଜିଛି ଅନ୍ଧାରୀ ନଦୀ। ଉକ୍ତ ନଦୀ ପଇଁ ବର୍ଷାଦିନ ଆସିଲେ ଜଳବନ୍ଦୀ ଜୀବନ ବିତାଉଛନ୍ତି କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ପିଣ୍ଡାପଦର ପଞ୍ଚାୟତର ଶିସକୁଡ଼ି ଗ୍ରାମବାସୀ। ଏହି ଗ୍ରାମ ଚାରିପଟେ…
Archives


