ଆମ ଜିଲା ଖବର

ରେଳ ସାଇଡିଂରେ କୋଇଲା ଅପମିଶ୍ରଣ

ଯାଜପୁର/କଳିଙ୍ଗନଗର,୧୩ା୧୦(ହର୍ଷବର୍ଦ୍ଧନ ବେହେରା/ଶୁଭାଶିଷ ରାଉତ): ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳର ମେସ୍କୋ ରେଳୱେ ସାଇଡିଂରେ କୋଇଲା ଅପମିଶ୍ରଣ ଅଭିଯୋଗ ଚର୍ଚ୍ଚାର ବିଷୟ ହୋଇଛି। ଏହାକୁ ନେଇ ମଙ୍ଗଳବାର ଓ ବୁଧବାର ମାଇନିଂ ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ୍‌ର ଏକ ୬ ଜଣିଆ ଦଳ ତଦନ୍ତ କରି…

ପୁଅ ହେଲା ପର: ଘର ଛାଡ଼ି ମା’ବାପା ଅନ୍ୟତ୍ର କଲେ ବିବାହ

ମହାକାଳପଡ଼ା, ୧୩ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ପ୍ରେମ ବୁଝେନା ବୟସ, ଜାତି କି ଗୋତ୍ର। ରଙ୍ଗ୍‌ ଫୋନ ନମ୍ବରରୁ ପ୍ରେମ ଉଜାଡ଼ି ଦେଲା ସୁଖର ସଂସାର। ଉଭୟ ସ୍ତ୍ରୀ ସ୍ବାମୀ ନିଜ ଜନ୍ମ କଲା ପୁତ୍ର ସ୍ନେହ ଛାଡ଼ି ପ୍ରେମରେ ହେଲେ ବାଇଆ।…

ଖାଦ୍ୟ ମାନ ପାଇଁ ଭୁବନେଶ୍ୱର ଏସ୍‌ଏଫ୍‌ଟିଏଲ୍‌ ଭରସା

କେନ୍ଦ୍ରାପଡ଼ା,୧୩ା୧୦ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ଖାଦ୍ୟର ମାନ ପରୀକ୍ଷା ସମ୍ଭବ ନୁହେଁ। ପରୀକ୍ଷାଗାର ନ ଥିବାରୁ ଜିଲାବାସୀ ବାସି ଖାଦ୍ୟଠାରୁ ଆରମ୍ଭ କରି ଅପମିଶ୍ରିତ ଖାଦ୍ୟ ଖାଇବାକୁ ବାଧ୍ୟ ହେଉଛନ୍ତି। ଏହି ଜିଲାରେ ପରୀକ୍ଷାଗାର ପ୍ରତିଷ୍ଠା ପାଇଁ ପଟ୍ଟାମୁଣ୍ଡାଇ ବ୍ଲକ…

ଠିକାଦାରଙ୍କ କବ୍‌ଜାରେ ବନ୍ଦ ବିଦ୍ୟାଳୟ ଗୃହ

ନାଉଗାଁ,୧୩ା୧୦(ସୁଧା ବେହୁରା): ନାଉଗାଁ ବ୍ଲକରେ ୪୦ରୁ ଊର୍ଦ୍ଧ୍ୱ ବିଦ୍ୟାଳୟ ବନ୍ଦ ହୋଇରହିଛି। ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗର ନିୟମାନୁସାରେ ଯେଉଁ ବିଦ୍ୟାଳୟରେ ୨୦ରୁ କମ୍‌ ଉପସ୍ଥାନ ଓ ୧ କିଲୋମିଟର ବ୍ୟବଧାନ ମଧ୍ୟରେ ଗୋଟିଏ ଅଧିକ ବିଦ୍ୟାଳୟ ରହିଛି। ସେଗୁଡିକୁ…

କୁକୁର କାମୁଡ଼ାରେ ନାବାଳକ ମୃତ

କେନ୍ଦୁଝର,୧୨।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ୍‌ କାଞ୍ଜିପାଣି ଥାନା ଅଧୀନ ଶିଙ୍କୁଳାପଦା ଗ୍ରାମରେ ଏକ ଅଘଟଣ ଘଯଇଛି। ଏକ ପାଗଳ କୁକୁର କାମୁଡ଼ାରେ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଗ୍ରାମର ଦୁର୍ଯ୍ୟୋଧନ ପ୍ରଧାନଙ୍କ ପୁଅ ବିଶ୍ବନାଥ…

ଦାଦନ ଶ୍ରମିକ ଉଦ୍ଧାର, ଧରାପଡ଼ିଲେ ସର୍ଦ୍ଦାର

ବେଲପଡ଼ା,୧୨ା୧୦(ମନୋଜ କୁମାର ମିଶ୍ର): ବଲାଙ୍ଗୀର ଜିଲା ବେଲପଡ଼ା ପୋଲିସ କପାଣି ବସ୍‌ଷ୍ଟାଣ୍ଡ ନିକଟରୁ ୫ଜଣ ଦାଦନ ଶ୍ରମିକଙ୍କୁ ଉଦ୍ଧାର କରିଛି। ଥାନା ଅଧିକାରୀ ସୁଶାନ୍ତ କୁମାର ଦାସଙ୍କ ନିର୍ଦ୍ଦେଶ କ୍ରମେ ଏସ୍‌ଆଇ ବିନୟ କୁମାର ପରିଡାଙ୍କ ନେତୃତ୍ୱରେ ଉଦ୍ଧାର କରାଯାଇଥିଲା। ପୋଲିସ…

ସ୍ବାମୀ, ସ୍ତ୍ରୀଙ୍କୁ ୨ବର୍ଷ ଜେଲଦଣ୍ଡ

ଜୟପୁର,ରାୟଗଡା, ୧୨ା୧୦ (ପବନ ପାଣିଗ୍ରାହୀ/ଆଶିଷ ରଞ୍ଜନ ପଣ୍ଡା): ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଜୟପୁର ଭିଜିଲାନ୍ସ କୋର୍ଟ ସ୍ବାମୀ ଓ ସ୍ତ୍ରୀଙ୍କୁ ଦଣ୍ଡିତ କରିଛନ୍ତି। ଭିଜିଲାନ୍ସ ଜଜ୍‌ ରାଜେଶ ଏକ୍କା ମାମଲାର ବିଚାର କରି ସମସ୍ତ ସାକ୍ଷ୍ୟ ପ୍ରମାଣକୁ ଭତ୍ତି…

ଗ୍ୟାରେଜ୍‌ ଉପରେ ଚଢ଼ିଗଲା ଟ୍ରକ୍‌

ନିରାକାରପୁର,୧୨।୧୦(ମାନସ ଚନ୍ଦ୍ର ପଟ୍ଟନାୟକ ): ଖୋର୍ଦ୍ଧା ଜିଲା ୧୬ ନମ୍ବର ଜାତୀୟ ରାଜପଥ ମା’ ଉଗ୍ରତାରାଙ୍କ ଫାଟକ ନିକଟରେ ଗୁରୁବାର ଏକ ଟ୍ରକ୍‌ ଧକ୍କାରେ ୩ ବାଇକ୍‌ ଭାଙ୍ଗି ଚୁରମାର୍‌ ହୋଇଯାଇଛି। ହେଲେ ଦୁର୍ଘଟଣାରେ ଉଠାଦୋକାନୀ ଅଳ୍ପକେ ମୃତ୍ୟୁ ମୁଖରୁ ରକ୍ଷା…

ଚୋରି ଧରାପଡ଼ିଯିବା ଭୟରେ ହତ୍ୟା

ବ୍ରହ୍ମପୁର,୧୨ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଜିଲା ପୋଲିସ ଅଧୀନ ଗୋଷାଣି ନୂଆଗାଁ ଥାନା ଅନ୍ତର୍ଗତ ବିଜିପୁର ନୀଳକଣ୍ଠନଗରରେ ଶିଶୁ ମଙ୍ଗଳ କମିଟି(ସିଡବ୍ଲୁସି) ସଦସ୍ୟା ସୌଦାମିନୀ ରଥଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ଚୋରି ଧରାପଡିଯିବା ଭୟରେ କାର୍‌ ଡ୍ରାଇଭର କଟୁରୀରେ ପିଟି…

ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ତାଲା ପକାଇଲେ ଲୋକେ

ଦେବଗଡ଼, ୧୨ା୧୦ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଗୁରୁବାର ଚିକିତ୍ସା ଅବହେଳାରୁ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ କରି ସ୍ଥାନୀୟ ଲୋକେ ସ୍ବାସ୍ଥ୍ୟକେନ୍ଦ୍ରରେ ତାଲା ପକାଇ ଦେଇଥିଲେ। ମିଳିଥିବା ସୂଚନା ମୁତାବକ,…

ଦୁର୍ଘଟଣାରେ ଚାଲିଗଲା ମୋପେଡ୍‌ ଚାଳକଙ୍କ ଜୀବନ

ହିଞ୍ଜିଳିକାଟୁ,୧୨।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶିକିରି-ଗିରିଆ ଗ୍ରାମ ରାସ୍ତାରେ ଏକ ଦୁର୍ଘଟଣା ଘଟି ଜଣେ ମୋପେଡ୍‌ ଚାଳକଙ୍କ ମୃତ୍ୟୁ ଘଟିଛି। ଏପରିକି ମୋପେଡରେ ଥିବା ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି । ମୃତକ ହେଲେ ହିଞ୍ଜିଳି ଥାନା…

କଲେଜ ଛାତ୍ରଙ୍କୁ ଧକ୍କା ଦେଲା କାର୍‌

ହିଞ୍ଜିଳିକାଟୁ,୧୨।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବିଜ୍ଞାନ ସ୍ବୟଂଶାସିତ ମହାବିଦ୍ୟାଳୟ ସମ୍ମୁଖରେ ଗୁରୁବାର ଏକ କାର୍‌ ଧକ୍କାରେ ଜଣେ କଲେଜ ଛାତ୍ର ଗୁରୁତର ଆହତ ହୋଇଛନ୍ତି। ଆହତ ଜଣଙ୍କ ହେଲେ ସମ୍ପୃକ୍ତ ମହାବିଦ୍ୟାଳୟର + ୩ ଦ୍ବିତୀୟ ବର୍ଷ ଛାତ୍ର ସୁମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?