ଅତିଷ୍ଠ ହେଉଛି ସାମାଜିକ ବାସନ୍ଦ: ପରିବାର ସହ ଇଚ୍ଛାମୃତ୍ୟୁ ପାଇଁ ଅନୁମତି ମାଗିଲେ ଯୁବକ
ଦିଗପହଣ୍ଡି,୨୨।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ଅଧ୍ୟକ୍ଷତାରେ ସୋମବାର ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟଠାରେ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ମୋଟ ୯୬ଟି ଆବେଦନର ଶୁଣାଣି କରାଯାଇଥିବା ବେଳେ ଏକ ସ୍ପର୍ଶକାତର ଘଟଣା...
ମହିଳା କର୍ମଚାରୀଙ୍କୁ ଅଶ୍ଳିଳ ବ୍ୟବହାର: କଲେଜ ସଂପାଦକ ଗିରଫ
ବଲାଙ୍ଗିର,୨୨।୧୨(ସୁନିଲ କୁମାର ମହାନ୍ତି): ମହିଳା କର୍ମଚାରୀଙ୍କୁ ଅଶ୍ଳୀଳ ବ୍ୟବହାର ଓ ଧମକଚମକ ଦେବା ଅଭିଯୋଗରେ ଜଣେ ଘରୋଇ କଲେଜର ସମ୍ପାଦକଙ୍କୁ ଗିରଫ କରିଛି ପୋଲିସ। ଗିରଫ ଅଭିଯୁକ୍ତ ଜଣକ ହେଉଛନ୍ତି ବଲାଙ୍ଗିର ସଦର ବ୍ଲକ ଅଞ୍ଚଳରେ ଥିବା ଏକ ଘରୋଇ...
ମନରେଗା ଯୋଜନାର ନୂତନ ନାମକରଣକୁ ବିରୋଧ, ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସାମ୍ନାରେ କଂଗ୍ରେସର ବିକ୍ଷୋଭ
ଛତ୍ରପୁର,୨୨/୧୨(ଦିଲ୍ଲୀପ ସାମଲ):ମନରେଗା ଯୋଜନାର ନୂଆ ନାମକରଣ କରି ସେଥିରୁ ଜାତିର ପିତା ମହାତ୍ମାଗାନ୍ଧୀଙ୍କ ନାମକୁ ବାଦ ଦେବାକୁ ବିରୋଧ କରି କଂଗ୍ରେସ ଦଳ ପକ୍ଷରୁ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ପ୍ରଥମେ ଛତ୍ରପୁରର ଅପର ବସଷ୍ଟାଣ୍ଡରେ...
ଭୟଙ୍କର ଦୁର୍ଘଟଣା: ଏକାବେଳକେ ୨ ବାଇକ୍କୁ ଧକ୍କା ଦେଲା କାର୍,ପରେ…
ଗଞ୍ଜାମ,୨୨।୧୨(ଅନାଥ ତରାଇ): ଗଞ୍ଜାମ ବ୍ଲକ ପୋଇରାସୀ ପଞ୍ଚାୟତର କାଇଁଚପୁର ନିକଟରେ ସୋମବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର (ନଂ ଓଡ଼ି୦୭ଏପି୪୪୩୩) ଦୃତ ଗତିରେ ଆସି ଦୁଇଟି ବାଇକ୍କୁ ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ଜଣଙ୍କର ପ୍ରାଣହାନି ଘଟିଥିବା ବେଳେ...
ଆଉ ୨ ଦିନ ପରେ କ୍ରିସ୍ମାସ
ଭୁବନେଶ୍ୱର,୧୯ା୧୨- ଆସନ୍ତା ୨୫ ତାରିଖ ଗୁରୁବାର ବଡ଼ଦିନ ବା କ୍ରିସ୍ମସ। ଭୁବନେଶ୍ୱରରେ ଥିବା କ୍ୟାଥୋଲିକ୍ ଓ ବାପଟିଷ୍ଟ ଚର୍ଚ୍ଚରେ ଖ୍ରୀଷ୍ଟ ଧର୍ମାବଲମ୍ୱୀମାନେ ଏକାଠି ହୋଇ ପ୍ରଭୁ ଯିଶୁଙ୍କ ଧରାବତରଣକୁ ସ୍ୱାଗତ କରିବେ। ଏବେଠୁ ପ୍ରଭୁ ଯୀଶୁଙ୍କ ଉପାସନା ପାଇଁ ରାଜଧାନୀରେ...
ସଫେଇ କରିବାକୁ କହି ମହିଳାଙ୍କଠାରୁ ସୁନା ଚେନ୍ ଲୁଟିନେଲେ ଯୁବକ, ଆଉ ତା’ପରେ…
ବଲାଙ୍ଗୀର, ୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡାଠାରେ ସଫେଇ ନାଁରେ ଦୁଇ ଜଣ ଯୁବକ ଜଣେ ମହିଳାଙ୍କଠାରୁ ସୁନା ଚେନ୍ ଲୁଟି ଫେରାର୍ ହୋଇଯାଇଛନ୍ତି। ମହିଳାଙ୍କ ଘରକୁ ପଶି ଦୁଇ ଯୁବକ ସୁନା ଚେନ୍ ସଫେଇ କରିବାକୁ ମହିଳାଙ୍କୁ...
ହୋଟେଲ ଭମର୍ସ ସିଲ୍ କଲା ପୌର ପ୍ରଶାସନ
ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ ନେତୃତ୍ୱରେ ଓ ମାଜିଷ୍ଟ୍ରେଟ ଅଶୋକ ମିଶ୍ରଙ୍କ ଉପସ୍ଥିତିରେ ଏହି ହୋଟେଲକୁ ସିଲ୍ କରାଯାଇଛି।...
ରାଜନୀତିକୁ ସରଗରମ କରୁଛି ଲୁଲୁ-ବୁଲୁଙ୍କ ବୟାନବାଜି
ଭଦ୍ରକ,୨୨।୧୨(ସନାତନ ରାଉତ):ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ସାମଲ(ଲୁଲୁ) ଓ କଂଗ୍ରେସର ଯୁବନେତା ଅସିତ୍ ପଟ୍ଟନାୟକ(ବୁଲୁ)ଙ୍କ ବୟାନବାଜି ଭଦ୍ରକ ରାଜନୀତିକୁ ସରଗରମ କରୁଛି। ଲୁଲୁ ଭାଜପାରେ ଯୋଗଦେବା ପରେ ଏହାକୁ ନେଇ ଭୁବନେଶ୍ୱରରେ ଏକ ଖବରଦାତା ସମ୍ମିଳନୀରେ ବୁଲୁ...
ବ୍ୟାଙ୍କରୁ ବଡ଼ ଧରଣର ଲୁଟ୍
ପାଟଣାଗଡ଼,୨୨।୧୨: ବଲାଙ୍ଗୀର ଜିଲା ବେଲପଡ଼ା ଥାନା ପାର୍ଲିମାଲ ଗାଁରେ ଥିବା ଏକ ରାଷ୍ଟ୍ରାୟତ୍ତ ବ୍ୟାଙ୍କରୁ ଏକ ବଡ଼ ଧରଣର ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି। ଦୁର୍ୱୃତ୍ତମାନେ ବ୍ୟାଙ୍କରେ ପଶି ଲୁଟ କରିବା ପରେ ଭିତର ପଟୁ ଲକ୍ କରି ଫେରାର୍...
ବିନା ଅଧ୍ୟାପକରେ ଚାଲିଛି ଶିକ୍ଷାଦାନ: ଏକମାତ୍ର ସରକାରୀ ମହିଳା ମହାବିଦ୍ୟାଳୟ ଅବହେଳିତ
ଭବାନୀପାଟଣା, ୨୨ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ସର୍ବପୁରାତନ ଏକମାତ୍ର ସରକାରୀ ମହିଳା ମହାବିଦ୍ୟାଳୟ ମୁଖ୍ୟାଳୟ ଭବାନୀପାଟଣା ସହରରେ ଥାଇ ମଧ୍ୟ ଅବହେଳିତ ହୋଇପଡିଛି। ୪୫ବର୍ଷ ପରେ ଯୁକ୍ତ ୨ରେ ୮ଟି ବିଭାଗ ଓ ଯୁକ୍ତ ୩ରେ ୭ଟି ବିଭାଗରେ...
ସ୍ତ୍ରୀଙ୍କୁ ମାରିବାକୁ ସ୍ବାମୀ ରଚିଥିଲେ ଷଡଯନ୍ତ୍ର: ଘରେ ଲଗାଇଦେଲେ ନିଆଁ, ପରେ…
ଉଦଳା,୨୨।୧୨: ସ୍ତ୍ରୀଙ୍କୁ ମାରିବାକୁ ସ୍ବାମୀ ରଚିଥିଲେ ଷଡଯନ୍ତ୍ର । ପୋଡ଼ି ମାରିବାକୁ ସ୍ବାମୀ ଘରେ ନିଆଁ ଲଗାଇ ଦେଇଥିଲେ। ଏଭଳି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଗୌଡ଼ଗାଁ କୁଆଗୋଠଣା ଗାଁରେ। ସୌଭାଗ୍ୟବଶତଃ ଘରେ କେହି ନ...
ପୁଣି ଶ୍ରୀମନ୍ଦିର ଫଟୋ ଭାଇରାଲ୍: ଜଗନ୍ନାଥପ୍ରେମୀ ଅସନ୍ତୋଷ
ପୁରୀ,୨୨ା୧୨(ଅଜିତ୍ କୁମାର ମହାନ୍ତି): ପୁଣିଥରେ ଶ୍ରୀମନ୍ଦିର ଫଟୋ ଭାଇରାଲ୍ ହୋଇଛି। ଡ୍ରୋନ୍ ସହାୟତାରେ ଶ୍ରୀମନ୍ଦିରର ଫଟୋ ଭାଇରାଲ୍ ହୋଇଛି। ଫେସ୍ବୁକରେ ଏକ୍ସପ୍ଲୋର ଇଣ୍ଡିଆ ନାମକ ଏକ ସଂସ୍ଥା ଏହି ଫଟୋ ପୋଷ୍ଟ କରିଛି। ଫେସ୍ବୁକରେ ଅପଲୋଡ୍ ହୋଇଥିବା ଏହି ଫଟୋକୁ...
Archives


