ବର୍ଷାଜଳରେ ବେହାଲ ବ୍ଲକ କାର୍ଯ୍ୟାଳୟ
ତୁମୁଡ଼ିବନ୍ଧ, ୧୧।୯ (ଦୀପକ କୁମାର ପରାସେଠ): ବର୍ଷାଜଳରେ ବେହାଲ ହୋଇପଡ଼ିଛି ତୁମୁଡ଼ିବନ୍ଧ ବ୍ଲକ କାର୍ଯ୍ୟାଳୟ। କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି। ପାଣିପାଗ ବିଭାଗର ସୂଚନା ଅନୁଯାୟୀ, କନ୍ଧମାଳ ଜିଲାରେ ପ୍ରବଳରୁ ଅତି…
ଲଦ ସିକକାଙ୍କ ଗିରଫ ପ୍ରତିବାଦରେ କଲ୍ୟାଣସିଂହପୁର ଥାନା ଘେରାଉ
କଲ୍ୟାଣସିଂହପୁର, ୧୧/୯ (ଦୀପକ କୁମାର ପରିଡ଼ା): ନିୟମଗିରି ସୁରକ୍ଷା ସମିତିର ଆବାହକ ତଥା ସଭାପତି ଲଦ ସିକକାଙ୍କୁ ପୋଲିସ ଗିରଫ କରିବା ଘଟଣାକୁ ନେଇ କଲ୍ୟାଣସିଂହପୁର ଅଞ୍ଚଳରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ଲଦ ସିକକାଙ୍କୁ ତୁରନ୍ତ ନିଃସର୍ତ୍ତ ମୁକ୍ତ କରିବା…
ସମିତିସଭ୍ୟଙ୍କଠାରୁ ସୁନା ଚେନ୍ ଛଡ଼ାଇ କରିଥିଲେ ହତ୍ୟା ଉଦ୍ୟମ, ଆଜି ଅଭିଯୁକ୍ତଙ୍କୁ…
ଦିଗପହଣ୍ଡି,୧୧ା୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ସନ୍ଧ୍ୟାରେ ପାଟପୁର ଥାନା ପି. ରାମଚନ୍ଦ୍ରପୁର ଗ୍ରାମର ବଳରାମ ପ୍ରଧାନ ଓରଫ ବଳିଆଙ୍କୁ ଛିନତାଇ ଓ ହତ୍ୟା ଉଦ୍ୟମ ମାମଲାରେ ଗିରଫ କରି କୋର୍ଟ ଚାଲାଣ କରିଛି। କେସ୍…
ଗୋଆରୁ ଓଡ଼ିଆ ଶ୍ରମିକ ନିଖୋଜ, ଟ୍ରେନରେ ଗାଁ କୁ ଫେରୁଥିଲେ, ୧୨ ଦିନ ହେଲା ମିଳୁନି ପତ୍ତା
ଦିଗପହଣ୍ଡି,୧୧|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ପଞ୍ଚାୟତ ନବରଙ୍ଗପୁର ଗାଁର ସୁରେଶ ଗୌଡ଼(୫୬) ଦାଦନ ଶ୍ରମିକ ଭାବେ ଗୋଆର ଏକ ଘରୋଇ ଷ୍ଟିଲ କମ୍ପାନୀରେ କାମ କରୁଥିଲେ। ଅସୁସ୍ଥତା କାରଣରୁ ଗତ ଅଗଷ୍ଟ ୩୧ ତାରିଖରେ ସେ…
ଗଣେଶ ପୂଜା ପାଇଁ ବାନ୍ଧୁଥିଲେ ତୋରଣ, ବିଦ୍ୟୁତ୍ ତାରରେ ଲାଗିଗଲେ ନାବାଳକ, ଆଉ ତା’ପରେ…
ହିଞ୍ଜିଳିକାଟୁ,୧୦।୯(ଦ୍ବିତୀକୃଷ୍ଣ ପଣ୍ଡା): ଗଣେଶ ପୂଜା ପାଇଁ ତୋରଣ ବନ୍ଧା ବେଳେ ବିଦ୍ୟୁତ୍ ଆଘାତରେ ଜଣେ ୧୬ ବର୍ଷୀୟ ନାବାଳକଙ୍କ ମୃତ୍ୟୁ ଘଟିଛି। ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ବେଲଗାଁ ଥାନା ଧୋବାଡ଼ି ଗ୍ରାମରେ ଏହି ଅଘଟଣ ଘଟିଛି। ମୃତକ ହେଲେ ପି.…
ଆନନ୍ଦପୁରରେ ବ୍ୟାଙ୍କ ଧର୍ମଘଟ, ଏସ୍ବିଆଇ ସମ୍ମୁଖରେ ବିକ୍ଷୋଭ କରି…
ବଞ୍ଚୋ,୧୧ା୯(ପ୍ରଦୋଷ ବିଶ୍ୱାଳ): ୟୁନାଇଟେଡ୍ ଫୋରମ ଅଫ ବ୍ୟାଙ୍କ ୟୁନିଅନ୍ସର ଆହ୍ବାନକ୍ରମେ ଶୁକ୍ରବାର ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ ପାଳିତ ହୋଇଛି। ଏହାର ପ୍ରଭାବ ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ବ୍ୟାଙ୍କ ଉପରେ ମଧ୍ୟ ପଡ଼ିଛି। ଆନନ୍ଦପୁରସ୍ଥିତ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ ସମ୍ମୁଖରେ ବ୍ୟାଙ୍କ…
ଗାଁ ସାଥୀଙ୍କ ଦୁଇ ଦଫା ଦାବି ନେଇ ବିକ୍ଷୋଭ
ଛତ୍ରପୁର, ୧୧/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ କାର୍ଯ୍ୟରତ ଗାଁ ସାଥୀ (ମେଟ୍)ମାନଙ୍କ ବିଭିନ୍ନ ସମସ୍ୟାର ସମାଧାନ ସହ ଦୁଇ ଦଫା ଦାବି ପୂରଣ ଦାବିରେ ରାଜ୍ୟ ଗାଁ ସାଥୀ (ମେଟ୍) ମହାସଂଘ, ଗଞ୍ଜାମ ଶାଖା ପକ୍ଷରୁ ଶୁକ୍ରବାର ଜିଲାପାଳଙ୍କ…
ଦିନିକିଆ ଗଞ୍ଜାମ ଗସ୍ତରେ ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ: ପ୍ରାଣି ଚିକିତ୍ସାଳୟ ପୁନରୁଦ୍ଧାର ପାଇଁ…
ଗଞ୍ଜାମ,୧୧।୯(ବିଦ୍ୟାଧର ସାହୁ )ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଦିନିକିଆ ଗସ୍ତରେ ଗଞ୍ଜାମ ଆସିଥିଲେ। ଏହି ଅବସରରେ ମନ୍ତ୍ରୀ ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ଶୁଖୁଆ ହାଟ ପରିଦର୍ଶନ କରିଥିଲେ। ହୁମ୍ମା ସମିତିସଭ୍ୟ ଧ୍ରୁବ ଚରଣ ପଲାଇଙ୍କ ନେତୃତ୍ୱରେ…
ପିଡିଏସ୍ ଚାଉଳ ହେଉଥିଲା ଚାଲାଣ: ଧରିଲେ ଏସ୍ପି
କୁଆଁରମୁଣ୍ଡା,୧୧।୯(ମହେନ୍ଦ୍ର କୁମାର ସାହୁ): ଚୋରା ଚାଲାଣ ହେଉଥିବା ୧୪୦ କୁଇଣ୍ଟାଲ ପିଡିଏସ୍ ଚାଉଳ ବୋଝେଇ ଏକ ଟ୍ରକକୁ ଶୁକ୍ରବାର କୁଆଁରମୁଣ୍ଡା ବ୍ଲକ ବିଜାବାହାଲ ଗ୍ରାମ ରାମପାଲ ଛକ ନିକଟ ଜୟ ଗୋସାଈ ଆଗ୍ରୋ ଫୁଡସ ପ୍ରାଇଭେଟ ଲିମିଟେଡ ପରିସରରୁ ଜବତ କରାଯାଇଛି।…
ହଷ୍ଟେଲ ଛାଡ଼ିଥିଲେ ଶତାଧିକ ଛାତ୍ର: ପ୍ରଧାନଶିକ୍ଷୟିତ୍ରୀ ନିଲମ୍ବନ ପରେ ଏବେ କମିଶନଙ୍କ ନିକଟରେ ରିପୋର୍ଟ ଦାଖଲ ନିର୍ଦ୍ଦେଶ
ଝରିଗାଁ,୧୧ା୯ (କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ସାନଟେମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଭିତ୍ତିଭୂମିର ଅଭାବ ଓ ନିମ୍ନମାନର ଖାଦ୍ୟ ଯୋଗୁ ଗତ ଅଗଷ୍ଟ ୬ ତାରିଖରେ ୧୪୦ ଜଣ ଅନ୍ତେବାସୀ ଛାତ୍ର ହଷ୍ଟେଲ ଛାଡ଼ିଥିଲେ।…
ଟାଙ୍ଗିଆ ଚୋଟରେ ବାପା ମୃତ, ପୁଅ ଗୁରୁତର
ଖଜୁରୀପଡ଼ା,୧୧।୯(ବିଦୁର ବେହେରା): ଜମିଜମା ବିବାଦକୁ କେନ୍ଦ୍ର କରି ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ସୁଡ୍ରୁକୁମ୍ପା ପଞ୍ଚାୟତ ସର୍କେସରୁ ଗ୍ରାମରେ ଶୁକ୍ରବାର ଏକ ହତ୍ୟାକାଣ୍ଡ ଘଟିଛି। ଟାଙ୍ଗିଆ ଆକ୍ରମଣରେ ବାପାଙ୍କ ମୃତ୍ୟୁ ଘଟିଥିବା ବେଳେ, ବାପାଙ୍କୁ ବଞ୍ଚାଇବାକୁ ଯାଇ ପୁଅ ମଧ୍ୟ ଆକ୍ରମଣର ଶିକାର…
ପାର୍ବଣ ଋତୁରେ ସାବଧାନ! ଗୋଟିଏ ଭୁଲ୍ କ୍ଲିକ୍ ଖାଲି କରିଦେବ ପୂରା ଆକାଉଣ୍ଟ
ଖୋର୍ଦ୍ଧା,୧୧ା୯(ପ୍ରଭାତ ପାଣିଗ୍ରାହୀ): ଡିଜିଟାଲ ଯୁଗରେ ବଢ଼ୁଥିବା ସାଇବର ଠକେଇକୁ ରୋକିବା ପାଇଁ ଖୋର୍ଦ୍ଧା ପୋଲିସ ଏବଂ ଏସ୍ପି ପରମାର ସ୍ମିତ ପୁରୁଷୋତ୍ତମ ଦାସ ଜନସାଧାରଣଙ୍କୁ ସଚେତନ କରିଛନ୍ତି। ବିଶେଷ କରି ଆଗାମୀ ପାର୍ବଣ ଋତୁରେ ଅନ୍ଲାଇନ ଶପିଂ ବୃଦ୍ଧି ପାଉଥିବାରୁ, ନକଲି…

