ଆମ ଜିଲା ଖବର

ଗେଟ୍‌କୁ ବି ଛାଡିଲେନି, ଅର୍ଦ୍ଧନିର୍ମିିତ କଲ୍ୟାଣ ମଣ୍ଡପର ସାମ୍ନା ଗେଟ୍‌କୁ ଚୋରି କରିନେଲେ, ଧରାପଡିବା ପରେ…

ଛତ୍ରପୁର, ୨୬।୬(ଦିଲ୍ଲୀପ ସାମଲ): ଏକ ଚୋରି ମାମଲାରେ ସାମଗ୍ରୀ ଜବତ ସହିତ ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ଛତ୍ରପୁର ଥାନା ପୋଲିସ । ପୋଲିସ କହିବା ଅନୁସାରେ ୨୧ ଜୁନ ଦିନ କରାତଳି ଗ୍ରାମର ସୂର୍ଯ୍ୟ…

ବଲାଙ୍ଗୀରରେ ବଡ଼ ଧରଣର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା ମାର୍କେଟ କମ୍ପ୍ଲେକ୍ସ

ବଲାଙ୍ଗୀର,୨୬ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡା ଠାରେ ଥିବା ଏକ ଘରୋଇ ମାର୍କେଟ କମ୍ପ୍ଲେକ୍ସରେ କୌଣସି କାରଣରୁ ନିଆଁ ଲାଗିଯାଇଛି । ଅଗ୍ନିକାଣ୍ଡରେ ୮ରୁ ଅଧିକ ଦୋକାନ ଜଳି ଯାଇଥିବା ବେଳେ ତିନୋଟି ଦୋକାନ ସମ୍ପୂର୍ଣ ଭାବେ ପାଉଁଶ ହୋଇଯାଇଛି…

ନାବାଳିକାଙ୍କୁ ଅପହରଣ କରି ବଳାତ୍କାର କଲେ ରାହୁଲ: ଘଟଣା ଜଣାପଡ଼ିବା ପରେ…

ଦେବଗଡ,୨୬।୬(ଶଶାଙ୍କ ଶେଖର ଝାଙ୍କର):ଜଣେ ନାବାଳିକାଙ୍କୁ ଅପହରଣ ଓ ବଳାତ୍କାର ଅଭିଯୋଗରେ ଦେବଗଡ ଆଦର୍ଶ ଥାନା ପୋଲିସ କାଲକାଠ ଗ୍ରାମର ଯୋଗେଶ୍ୱର ପାତ୍ରଙ୍କ ପୁଅ ରାହୁଲ ପାତ୍ର (୧୯)କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ବେଳେ ଜାମିନ ନାମଞ୍ଜୁର ହେବାରୁ ତାକୁ…

କ୍ରିଷ୍ଣା ବିକାଶ ଗ୍ରୁପର ଅଭୂତପୂର୍ବ ସଫଳତା: ଶିକ୍ଷାନୁଷ୍ଠାନ ପାଇଁ ଗୌରବ ଆଣିଲେ ୬୦ଜଣ ଛାତ୍ରୀଛାତ୍ର

ବରଗଡ଼,୨୬୬(ପ୍ରେମାନନ୍ଦ ଖମାରୀ):ଚଳିତବର୍ଷ ପ୍ରକାଶିତ କମନ୍‌ ୟୁନିଭର୍ସିଟି ଏଣ୍ଟ୍ରାନ୍ସ ଟେଷ୍ଟ(ସିୟୁଇଟି) ପରୀକ୍ଷାରେ କ୍ରିଷ୍ଣା ବିକାଶ ଗ୍ରୁପ ଅନ୍ତର୍ଗତ ବରଗଡ଼ ସହର ଉପକଣ୍ଠ ବିକାଶ ଆବାସିକ ବିଦ୍ୟାଳୟ ଓ ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରୀଛାତ୍ର ଅଭୂତପୂର୍ବ ସଫଳତା ଅର୍ଜନ କରି ଶିକ୍ଷାନୁଷ୍ଠାନ ପାଇଁ…

ଚଳନ୍ତା ଟ୍ରେନ୍‌ରୁ କାଠଯୋଡ଼ି ନଦୀବାଲିକୁ ଖସିପଡ଼ିଲେ ଯୁବକ: ଅଗ୍ନିଶମ ବାହିନୀ ଦ୍ୱାରା ଉଦ୍ଧାର, ଏସ୍‌ସିବିରେ ଭର୍ତ୍ତି

କଟକ, ୨୫ା୬(କାର୍ତ୍ତିକ ସାହୁ): କଟକ କାଠଯୋଡ଼ି ନଦୀ ବ୍ରିଜ୍‌ ଉପରେ ଏକ ରେଳ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି ଜଣେ ଯୁବକ। ଏକ ଚଳନ୍ତା ଟ୍ରେନ୍‌ରୁ ଜଣେ ଯୁବକ ସିଧା ନଦୀବାଲିକୁ ଖସିପଡ଼ି ଗୁରୁତର ଆହତ ହୋଇଛନ୍ତି। ତେବେ ପାଣି ପରିବର୍ତ୍ତେ ନଦୀବାଲିରେ…

ରାତିରେ ଅଟୋ ଚାବି-ମୋବାଇଲ୍ ଛଡ଼ାଇ ମରଣାନ୍ତକ ଆକ୍ରମଣ: ଅଭିଯୁକ୍ତକୁ ଗିରଫ କଲା ରାମଚନ୍ଦ୍ରପୁର ପୋଲିସ

ବଞ୍ଚୋ/ହାଟଡିହୀ, (ପ୍ରଦୋଷ ବିଶ୍ୱାଳ/ଶୁଭକାନ୍ତ ନାୟକ ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ଅଟୋ ଚାଳକଙ୍କୁ ରାସ୍ତାରେ ଅଟକାଇ ମରଣାନ୍ତକ ଆକ୍ରମଣ କରିବା ସହ ଲୁଟ୍‌ ମାମଲାରେ ପୋଲିସ ଜଣେ ଅଭିଯୁକ୍ତକୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ…

ଭଞ୍ଜନଗର ରୋଟାରୀ କ୍ଲବର ୧୮ ତମ ବାର୍ଷିକ ଉତ୍ସବ: ଜନହିତକର କାର୍ଯ୍ୟ ପାଇଁ ସଂକଳ୍ପ, ଜୁଲାଇ ୧ରୁ ଦାୟିତ୍ୱ ନେବେ…

ଭଞ୍ଜନଗର, ୨୫।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ରୋଟାରୀ କ୍ଲବର ୧୮ ତମ ବାର୍ଷିକ ଉତ୍ସବ ଗୁରୁବାର ରାତିରେ ବେଶ୍‌ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ କ୍ଲବ ପକ୍ଷରୁ ସହରରେ ବିଭିନ୍ନ ପ୍ରକାର ସମାଜସେବା କାର୍ଯ୍ୟକ୍ରମମାନ ଆୟୋଜନ କରାଯାଇଥିଲା।…

ସାଇକେଲରେ ଶବ ବୋହିବା ଘଟଣା: ପ୍ରଶାସନିକ ତତ୍ପରତା,ଶୋକସନ୍ତପ୍ତ ପରିବାରକୁ ଭେଟି…

ପାଇକମାଳ,୨୫।୬(ବଡ଼ ଶତପଥୀ)- ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ କଣ୍ଟାପଡ଼ା ଗ୍ରାମରେ ଘଟିଥିବା ଏକ ଅଭାବନୀୟ ଘଟଣାରେ ଜିଲା ଓ ବ୍ଲକ ପ୍ରଶାସନ ପକ୍ଷରୁ ତୁରନ୍ତ ସହାୟତାର ହାତ ବଢ଼ାଯାଇଛି। ଜିଲା ପ୍ରଶାସନ ପକ୍ଷରୁ ପୀଡ଼ିତ ପରିବାରକୁ ତୁରନ୍ତ ରେଡକ୍ରସ ପାଣ୍ଠିରୁ…

ଅଭିନବ ବିକାଶ ମେଳାରେ ଚରମ ଅବ୍ୟବସ୍ଥା: ପ୍ରକୃତ ହିତାଧିକାରୀ ବଞ୍ଚିତ, ଅଧାରୁ ସଭା ଛାଡ଼ିଲେ…

ଥୁଆମୂଳ ରାମପୁର, ୨୫।୬ (ଦୁର୍ଗା କୀର୍ତ୍ତି): ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ “ବିକାଶର ଧାରା ଓଡ଼ିଶା ସାରା” ଅଭିଯାନର ବ୍ଲକ ସ୍ତରୀୟ ସମ୍ବୀଳନୀ ଗୁରୁବାର ଦିନ ଥୁଆମୂଳ ରାମପୁରଠାରେ ଅନୁଷ୍ଠିତ ହୋଇଯାଇଛି। ମାତ୍ର ସରକାରୀ ଯୋଜନାର ସଫଳତା ପ୍ରଦର୍ଶନ…

ସ୍କୁଲକୁ ବିଳମ୍ବରେ ଆସିବା ପଡ଼ିଲା ମହଙ୍ଗା

ଉମରକୋଟ, ୨୫।୬(ସନ୍ତୋଷ ଶତପଥୀ): ଜଣେ ଶିକ୍ଷକ ସ୍କୁଲକୁ ପ୍ରତିଦିନ ବିଳମ୍ବରେ ଆସୁଥିବା ଅଭିଯୋଗ ହେବା ପରେ ଗୁରୁବାର ଉମରକୋଟ ବିଇଓ ତାଙ୍କର ଦରମା ବନ୍ଦ କରିଛନ୍ତି। ଏଥିସହ ତାଙ୍କୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରାଯାଇଛି। ମିଳିଥିବା ସୂଚନା ମୁତାବକ, ନବରଙ୍ଗପୁର…

ଇଚ୍ଛାମୃତ୍ୟୁ ଆବେଦନ ପରେ ଚେତିଲା ପ୍ରଶାସନ: ଯୁବଚାଷୀ ଗୋପାଳକୃଷ୍ଣଙ୍କ ପରିବାରକୁ ୨୦ ହଜାର ଟଙ୍କାର ଚିକିତ୍ସା ସହାୟତା

ବରଗଡ଼,୨୫।୬(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରି ଟୋକନ ପାଇବାରୁ ବଞ୍ଚିତ ହେବା ପରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ମେଲଛାମୁଣ୍ଡା ଗ୍ରାମର ଯୁବଚାଷୀ ଗୋପାଳକୃଷ୍ଣ ସାହୁ ଇଚ୍ଛାମୃତ୍ୟୁ ପାଇଁ ଆବେଦନ କରିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି । ଟୋକନ ପାଇ ନଥିବା ଯୋଗୁ…

ମେଡିକାଲରୁ ଚମ୍ପଟ ମାରିଲେ ଅଭିଯୁକ୍ତ

ମାଲକାନଗିରି,୨୫।୬(ଦୁର୍ଯ୍ୟୋଧନ ପାତ୍ର): ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଗିରଫ ହୋଇଥିବା ଜଣେ ଅଭିଯୁକ୍ତଙ୍କୁ ପୋଲିସ ଗୁରୁବାର ମେଡିକାଲ ଚେକ୍‌ଅପ୍‌ ପାଇଁ ନେଉଥିବା ବେଳେ ଚିକିତ୍ସାଳୟ ନିକଟରୁ ସେ ଫେରାର ହୋଇଯାଇଥିବା ଜଣାପଡିଛି। ସେ ହେଲେ ସିନ୍ଧ୍ରିମାଲ ଗ୍ରାମର ବିଶ୍ୱନାଥ ମାଡକାମି। ତଥ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?