ଆମ ଜିଲା ଖବର

ଭାଇର ହତ୍ୟାକାରୀ ସାଜିଲା ଭାଇ

ଭେଡ଼େନ,୨୬।୬(ସୁଦନ ମହାକୁର): ବରଗଡ଼ ଜିଲା ଭେଡ଼େନ ଥାନା ତାଲମେଣ୍ଡା ପଞ୍ଚାୟତ ଅନ୍ତର୍ଗତ ସାନପିପିଲିପାଲି ଗ୍ରାମରେ ନିଜ ବଡ଼ ଭାଇକୁ ହତ୍ୟା ଅଭିଯୋଗରେ ରବି ପଧାନ (୩୬)ଙ୍କୁ ପୋଲିସ ଗିରଫ କରି ସୋମବାର କୋର୍ଟଚାଲାଣ କରିଛି । ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ…

ବର୍ଷାରେ ସରକାରୀ ବସ୍‌ଷ୍ଟାଣ୍ଡ ବେହାଲ

ବରଗଡ଼,୨୭।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ମଧ୍ୟରେ ରହିଥିବା ସରକାରୀ ବସଷ୍ଟାଣ୍ଡ ସାମାନ୍ୟ ବର୍ଷାରେ ବେହାଲ ହୋଇପଡିଛି। ପ୍ରତିବର୍ଷ ବର୍ଷାଦିନେ ବସଷ୍ଟାଣ୍ଡରେ ଏଭଳି ସମସ୍ୟା ଲାଗି ରହିଥିବାବେଳେ ଏପର୍ଯ୍ୟନ୍ତ ତାର କିଛି ସମାଧାନ କରା ନ ଯିବା ବିଭାଗୀୟ ଅପାରଗତାକୁ ପଦାରେ ପକାଇ…

ବର୍ଷାରେ ଗଛପଡ଼ି ଭାଙ୍ଗିଲା ଘର

କୋରାପୁଟ/ନନ୍ଦପୁର,୨୬ା୬(ଅମିତାଭ ବେହେରା/ଶଙ୍କର ପୂଜାରୀ): କୋରାପୁଟ ଜିଲାରେ କ୍ରମାଗତ ଭାବେ ବର୍ଷା ଲାଗିରହିଛି। ଲଗାଣ ବର୍ଷା ଯୋଗୁ ରବିବାର ରାତିରେ ନନ୍ଦପୁର ବ୍ଲକ କୁଲାର ସିଂ ପଞ୍ଚାୟତ ଦଳେଇପୁଟ ଗ୍ରାମରେ ଜଣେ ବ୍ୟକ୍ତିଙ୍କ ଘରଭାଙ୍ଗିଛି। ଗ୍ରାମର କୌଶଲ୍ୟା ଗୁଣ୍ଠା ଓ ତାଙ୍କ ପୁଅ…

ବେଆଇନ ଭାବେ ସରକାରୀ ଅଫିସରେ ଲାଗୁଛି ପ୍ରାଇଭେଟ ଗାଡ଼ି

ରାୟଗଡ଼ା,୨୭।୬(ଆଶିଷ ରଞ୍ଜନ ପଣ୍ଡା): ସରକାରୀ କାର୍ଯ୍ୟାଳୟଗୁଡ଼ିକରେ ବ୍ୟକ୍ତିଗତ ବ୍ୟବହୃତ ପାଇଁ ପଞ୍ଜୀକୃତ ଗାଡ଼ିଗୁଡ଼ିକ ମାସିକ ଭଡ଼ା ସୂତ୍ରରେ ଲଗାଯାଇ ପରିବହନ ନିୟମର ଖୋଲା ଉଲଂଘନ ଚାଲିଥିବା ଅଭିଯୋଗ ହୋଇଛି। କମର୍ସିଆଲ ଓ ଟ୍ୟାକ୍ସି ପରିମିଟ ଥିବା ଗାଡ଼ି ହିଁ ସରକାରୀ କାର୍ଯ୍ୟାଳୟରେ…

ବାଡ଼ିରୁ ୧୮ ନାଗଛୁଆ ଉଦ୍ଧାର

ରାୟଗଡ଼ା,୨୬।୬(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ପୁରୁଣା ଏଲ୍‌ଆଇସି କଲୋନୀର ଭରତ ବେନିଆ ନାମକ ଜଣେ ବ୍ୟକ୍ତିଙ୍କ ଘର ପଛ ବାଡ଼ିରୁ ୧୮ଟି ନାଗ ଛୁଆ ଉଦ୍ଧାର ହୋଇଛି । ପରିବାର ଲୋକେ ବାଡିକୁ ଯାଇଥିବାବେଳେ ନାଗ ଛୁଆଙ୍କୁ ଦେଖି ରାୟଗଡ଼ା…

ବଳାତ୍କାର ଅଭିଯୁକ୍ତଙ୍କୁ ଜେଲ

ଢେଙ୍କାନାଳ,୨୭ା୬(ରତନ ନାୟାର): ଜଣେ ଦଳିତ ସମ୍ପ୍ରଦାୟର ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ କରିଥିବା ଅଭିଯୁକ୍ତଙ୍କୁ ଢେଙ୍କାନାଳ ଫାଷ୍ଟଟ୍ରାକ୍‌ ଅଦାଲତ ସୋମବାର ଦୋଷୀ ସାବ୍ୟସ୍ତ କରିବା ସହ ୭ବର୍ଷ କାରାଦଣ୍ଡାଦେଶ ପ୍ରଦାନ କରିଛନ୍ତି। ୨୬ ଅକ୍ଟୋବର ୨୦୨୦ରେ ଅଭିଯୁକ୍ତ ନିରଞ୍ଜନ ମହାରଣା ସମ୍ପୃକ୍ତା ନାବାଳିକାଙ୍କୁ…

ବୃଦ୍ଧଙ୍କଠାରୁ ଟଙ୍କା ନେଇଗଲେ ଦଲାଲ

ଅନୁଗୋଳ,୨୭।୬(ଅମିତ ସାମଲ): ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ବୃଦ୍ଧ ରୋଗୀଙ୍କଠାରୁ ଦଲାଲ ଟଙ୍କା ଠକି ନେଇଥିବା ସୋମବାର ଫାଣ୍ଡିରେ ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ, ବଅଁରପାଳ ବ୍ଲକ ଜରପଡ଼ା ଥାନା ବିମଳବେଡ଼ା ଅଞ୍ଚଳର ସୁଦର୍ଶନ ପ୍ରଧାନ ତାଙ୍କ ବାପା ଗୋବର୍ଦ୍ଧନ…

ପମ୍ପହାଉସ ଭୁଶୁଡ଼ି ନଦୀରେ ଭାସିଗଲା

ତାଳଚେର,୨୭ା୬(ମନୋଜ ନନ୍ଦ): ତାଳଚେର ବ୍ଲକ ସନ୍ଥପଡା ପଞ୍ଚାୟତ ବ୍ରାହ୍ମଣୀ ନଦୀ କୂଳରେ ନିର୍ମାଣ କରାଯାଇଥିବା ପମ୍ପ ହାଉସ ଓ ପାଣି ଟାଙ୍କି ସୋମବାର ଭୁଶୁଡ଼ି ନଦୀ ଗର୍ଭରେ ଭାସି ଯାଇଛି। ଏହି ଘଟଣାକୁ ନେଇ ଭାଜପା ରାଜ୍ୟ ସମ୍ପାଦକ କାଳନ୍ଦୀ ସାମଲ,…

ବର୍ଷେ ଗଲାନି, ଧସିଲା ନଦୀବନ୍ଧ

ଧାମନଗର,୨୭।୬(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନ ମୁସ୍ତଫାପୁର ପଞ୍ଚାୟତର ଗୋବିନ୍ଦାଗଡ଼ିଆଠାରୁ ଦୋବଲ ପଞ୍ଚାୟତର ରାମେଶ୍ୱରପୁର ପର୍ଯ୍ୟନ୍ତ ନିର୍ମିତ ଗେଙ୍ଗୁଟି ନଦୀବନ୍ଧ ଗତବର୍ଷ ମରାମତି ସହ ପ୍ରଶସ୍ତୀକରଣ ହୋଇଥିଲା। ହେଲେ ବର୍ଷା ଗଲାନି, ନଦୀବନ୍ଧ ପାର୍ଶ୍ୱରୁ ମାଟି ଧୋଇବା ଓ…

ନାକଚଣା ଦ୍ୱାର ସମ୍ମୁଖରେ ୩ ରଥ

ପୁରୀ, ୨୭ା୬(ଅଜିତ୍‌ ମହାନ୍ତି): ବାହୁଡ଼ାଯାତ୍ରା ପାଇଁ ଏବେ ତିନିରଥ ପ୍ରସ୍ତୁତ। ଦକ୍ଷିଣମୋଡ଼ ପରେ ଶ୍ରୀଗୁଣ୍ଡିଚା ମନ୍ଦିର ସିଂହଦ୍ୱାର ନାକଚଣା ଦ୍ୱାର ସମ୍ମୁଖରେ ତିନିରଥ ଦଣ୍ଡାୟମାନ। କେବଳ ଦାରୁବିଗ୍ରହଙ୍କୁ ଅପେକ୍ଷା। ବୁଧବାର ବାହୁଡ଼ା ଯାତ୍ରା ଦିନ ଚତୁର୍ଦ୍ଧାମୂର୍ତ୍ତି ରଥରେ ବସି ଶ୍ରୀଗୁଣ୍ଡିଚା ମନ୍ଦିରରୁ…

ଆଜି ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନ

ପୁରୀ, ୨୭ା୬(ଅଜିତ୍‌ ମହାନ୍ତି): ଘୋଷଯାତ୍ରାରେ ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ କର୍ମବେଦି ଶ୍ରୀମନ୍ଦିର ଛାଡ଼ି ଜନ୍ମବେଦି ଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ଜନ୍ମବେଦିରେ ମହାପ୍ରଭୁଙ୍କ ଲୀଳା ସରିସରି ଆସୁଛି।…

ଆନ୍ଦୋଳନ କରିବେ ୧୫ ଗାଁ ବାସିନ୍ଦା

ଖୋର୍ଦ୍ଧା,୨୭ା୬(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ତହସିଲ ଅନ୍ତର୍ଗତ ଏଖରାଜାତ ମାହାଲର ନରଣଗଡ଼, ତାପଙ୍ଗ ଓ ଧଉଲିମୁହଁ ପଞ୍ଚାୟତର ୧୫ଟି ରାଜସ୍ବ ଗ୍ରାମର ଶତାଧିକ ଗ୍ରାମବାସୀ ଜମିଜମାର ସ୍ବତ୍ୱାଧିକାର ଶ୍ରୀଜଗନ୍ନାଥ ଶ୍ରୀମନ୍ଦିର ପରିଚାଳନା କମିଟି, ପୁରୀ ପରିବର୍ତ୍ତେ ଓଡ଼ିଶା ସରକାର ଲେଖାଯିବାକୁ ଦାବି କରିଆସୁଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri