ଆମ ଜିଲା ଖବର

ସାଇବର ଠକେଇର ସ୍ବୀକାର କଲେ ବିଧାୟକ ବାହିନୀପତି

କୋରାପୁଟ,୧୦ା୧୦(ଅମିତାଭ ବେହେରା):କୋରାପୁଟ ଜିଲା ଜୟପୁରରେ ଆୟୋଜିତ ଏକ ସାଇବର ସଚେତନତା କାର୍ଯ୍ୟକ୍ରମରେ ରବିବାର ଯୋଗଦେଇ ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତି ୪ଲକ୍ଷ ଟଙ୍କା ସାଇବର ଠକେଇର ଶିକାର ହୋଇଥିବା ସ୍ବୀକାର କରିଛନ୍ତି। ସେ କହିଛନ୍ତି ଯେ, ନିଜ ଭାଇଙ୍କ ପାଇଁ ସିମେଣ୍ଟ…

ଉଦ୍ଧାର ମା’ ଝିଅଙ୍କୁ ଭେଟିଲେ ପରିବାର ଲୋକେ

ସୁନ୍ଦରଗଡ଼,୧୦ା୧୦(ଜୟ ନାରାୟଣ ମେଣ୍ଡୁଳି):ସୁନ୍ଦରଗଡ଼ ଇବ୍‌ ନଦୀ ପୋଲ ଉପରୁ ଶୁକ୍ରବାର ଉଦ୍ଧାର ହୋଇ ସ୍ଥାନୀୟ ଆସ୍ଥା ଗୃହରେ ଥିବା ମା’ ଝିଅଙ୍କ ପରିଚୟ ପାଇଛି ପୋଲିସ। ସେମାନଙ୍କ ଘର ଛତିଶଗଡ଼ ଯଶପୁର ଜିଲା ତୁମଲା ଥାନା ଅନ୍ତର୍ଗତ ଖାରିବାହାଲ ଗ୍ରାମରେ ବୋଲି…

ଭିକ ମାଗି ଚଳୁଛନ୍ତି କାଉନସିଲର

ସୋର, ୧୦ା୧୦(ଜନ୍ମେଜୟ ମିଶ୍ର):ବାଲେଶ୍ୱର ଜିଲା ସୋର ପୌରପାଳିକା ଅଧୀନ ୭ ନମ୍ବର ୱାର୍ଡର କାଉନସିଲର ଦୁର୍ଗା ସିଂ ଭିକ ମାଗି ପରିବାର ଚଳାଇବା ଘଟଣା ସାଧାରଣରେ ଆଲୋଡନ ସୃଷ୍ଟି କରିଛି। ପ୍ରସବଜନିତ କାରଣରୁ ସେ ଆଉ କାମ କରିବାକୁ ଯାଇପାରୁ ନ…

ପ୍ରେମରେ ଫସି ଠକାମିର ଶିକାର ଯବାନ

ଭଦ୍ରକ, ୧୦ା୧୦ (ସନାତନ ରାଉତ):ଜଣେ ଯୁବତୀଙ୍କ ପ୍ରେମ ଜାଲରେ ଫସି ଠକାମିର ଶିକାର ହୋଇଛନ୍ତି ଯବାନ। ସୋସିଆଲ ମିଡିଆରେ ପ୍ରଥମେ ବନ୍ଧୁତା ଓ ପରେ ପ୍ରେମ ସମ୍ପର୍କ ସୃଷ୍ଟି ହେବାରୁ ଯୁବତୀ ଜଣକ ଚାଲ୍‌ କରି ଯବାନଙ୍କଠାରୁ ଲକ୍ଷାଧିକ ଟଙ୍କା ଠକି…

ଏଏସ୍‌ଓ ପରୀକ୍ଷା ଅନିୟମିତତା ମାମଲା:ରହିତାଦେଶ ବଳବତ୍ତର

କଟକ,୧୦ା୧୦(କାର୍ତ୍ତିକ ସାହୁ):ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସ୍‌ଓ) ପଦବୀର ଚୟନ ପରୀକ୍ଷା ଅନିୟମିତତା ମାମଲାରେ ଜଣିକିଆ ବିଚାରପତିଙ୍କ ରାୟ ଉପରେ ଜାରି ହୋଇଥିବା ରହିତାଦେଶକୁ ସୋମବାର ହାଇକୋର୍ଟ ବଳବତ୍ତର ରଖିଛନ୍ତି। ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଡ. ବିଦ୍ୟୁତ୍‌ ରଞ୍ଜନ ଷଡ଼ଙ୍ଗୀ ଓ…

ଶାଳୀନ ପୋଷାକ ବିନା ଶ୍ରୀମନ୍ଦିର ମନା

ପୁରୀ, ୧୦ା୧୦(ଅଜିତ ମହାନ୍ତି):ଏଣିକି ଶ୍ରୀମନ୍ଦିରକୁ ଯିବାକୁ ହେଲେ ଭକ୍ତଙ୍କୁ ଶାଳୀନତାପୂର୍ଣ୍ଣ ପୋଷାକ ପରିଧାନ କରିବାକୁ ପଡ଼ିବ। ନଚେତ ଭକ୍ତଙ୍କୁ ଶ୍ରୀମନ୍ଦିରରେ ପ୍ରବେଶ ଅନୁମତି ମିଳିବ ନାହିଁ। ସୋମବାର ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଅନୁଷ୍ଠିତ ନୀତି ସବ୍‌କମିଟି ବୈଠକରେ ଏଭଳି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି…

୩୦ ବର୍ଷ ପରେ ମନେ ପଡ଼ିଲା ଗାଁ କଥା

ରାଜନଗର, ୯ା୧୦(ଭାସ୍କର ରାଉତରାୟ): ୩୦ ବର୍ଷ ତଳର ମର୍ମଭେଦୀ ଘଟଣାଟି ଏବେ ରାଜନଗର ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ଅଭାବ ଅନାଟନ ଭିତରେ ଥିବା ରାଜନଗର ବ୍ଲକ ଅନ୍ତର୍ଗତ ଢୋଲମରା ଗାଁର ଜାମିନୀ ସେଠୀ ପେଟ ପୋଷିବା ପାଇଁ ଗାଁ ଛାଡି…

୧୨ ଘଣ୍ଟିଆ  ତାଳଚେର ବନ୍ଦ

ତାଳଚେର,୧୦।୧୦(ମନୋଜ ନନ୍ଦ): ତାଳଚେର ମେଡିକାଲ କଲେଜ କାର୍ଯ୍ୟକ୍ଷମ ଦାବିରେ ମଙ୍ଗଳବାର ୧୨ ଘଣ୍ଟିଆ ତାଳଚେର ବନ୍ଦ ପାଳନ କରାଯାଇଛି। କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଆହୂତ ଏହି ବନ୍ଦକୁ କଂଗ୍ରେସ, ଆମ୍‌ ଆଦ୍‌ମୀ ପାର୍ଟି ସମେତ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ସମର୍ଥନ କରାଯାଇଛି।…

୩ୟ ଶ୍ରେଣୀରୁ ଡ୍ରପ୍‌ଆଉଟ୍‌ ସଂଖ୍ୟା ବଢୁଛି

ଯାଜପୁର,୧୦ା୧୦(ହର୍ଷବର୍ଦ୍ଧନ ବେହେରା): ବହୁଳ ପ୍ରସାରିତ ସର୍ବଶିକ୍ଷା ଅଭିଯାନ ଯାଜପୁର ଜିଲାରେ ଛାତ୍ରୀଛାତ୍ରଙ୍କୁ ସ୍କୁଲରେ ରଖିବାରେ ସେତେଟା ସଫଳ ହୋଇ ନ ଥିବା ପ୍ରତୀୟମାନ ହୋଇଛି। ପ୍ରତିବର୍ଷ ୩ୟରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ଡ୍ରପ୍‌ଆଉଟ୍‌ ସଂଖ୍ୟା ବଢ଼ିବାରେ ଲାଗିଛି। ୟୁନିଫାଏଡ ଡିଷ୍ଟ୍ରିକ୍ଟ ଇନଫରମେଶନ…

ବିନା ଅନୁମତିରେ ଜଙ୍ଗଲ ଜମିରୁ ମୋରମ ଚାଲାଣ

ସୁକିନ୍ଦା,୧୦।୧୦(ସତ୍ୟଜିତ ଦାଶ): ସୁକିନ୍ଦା ବ୍ଲକ ଅନ୍ତର୍ଗତ ପିମ୍ପୁଡିଆ ଗ୍ରାମ ପଞ୍ଚାୟତ ଦେହୁରୀ ସାହି ନିକଟସ୍ଥ ଜଙ୍ଗଲ ଜମିରୁ ଟ୍ରାକ୍ଟର ଯୋଗେ ବେଆଇନ ଭାବେ ମୋରମ ଚାଲାଣ ଚାଲିଛି । ସ୍ଥାନୀୟ ଅଞ୍ଚଳର ଟାଣୁଆ ନେତା ସୁକାନ୍ତ ନାୟକଙ୍କ ଜରିଆରେ ଏହି ଲୁଟ୍‌…

ଚିଙ୍ଗୁଡ଼ି ଫାର୍ମରେ ବିଷ ପକାଇ ମାରିଦେଲେ , ଜଣେ ଗିରଫ

ଚାନ୍ଦବାଲି,୯।୧୦ (କିଶାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ଏନ୍‌ଏସି ଅଧୀନ ବାଲିଗାଁରେ ଚିଙ୍ଗୁଡ଼ି ଘେରି ମଧ୍ୟରୁ ଚୋରି ପରେ ଫାର୍ମରେ ବିଷ ପକାଇ ଲକ୍ଷାଧିକ ଟଙ୍କାର ମାଛ ମାରି ଦେଇଥିବା ଅଭିଯୋଗରେ ପୋଲିସ ଜଣଙ୍କୁ ଗିରଫ କରିଛି। ସେ ହେଲେ ବାଲିଗାଁର…

ବାଇକ୍‌ ଧକ୍କାରେ ଚାଲିଗଲା ସାଇକେଲ ଆରୋହୀଙ୍କ ଜୀବନ

ବିନିକା,୯।୧୦(ରାମ ଗୋପାଳ ବାଘ ): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ଅଧୀନ ଗୁଲୁଣ୍ଡା ମଠ ଛକ ପାଖରେ ସୋମବାର ଏକ ଦୁର୍ଘଟଣା ଘଟିଛି। ବାଇକ୍‌ ଧକ୍କାରେ ଜଣେ ସାଇକେଲ ଆରୋହୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସିଲଟି ଗ୍ରାମର କୁଞ୍ଜ ବିହାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?