ମା’ ସଶକ୍ତ ହେଲେ ଓଡ଼ିଶା ବିକଶିତ ହେବ
ବରଗଡ଼,୨୭ା୬(ପ୍ରେମାନନ୍ଦ ଖମାରୀ): ମା’ ସଶକ୍ତ ହେଲେ ପରିବାର ସଶକ୍ତ ହୁଏ। ପରିବାର ସଶକ୍ତ ହେଲେ ରାଜ୍ୟ ବିକଶିତ ହୁଏ। ମୁଖ୍ୟମନ୍ତ୍ରୀ ସବୁବେଳେ କହିଥାନ୍ତି, ମା’ମାନେ ଆଗକୁ ବଢ଼ିଲେ ଓଡ଼ିଶା ଆଗକୁ ବଢ଼ିବ। ୨ ଦିନିଆ ବରଗଡ଼ ଗସ୍ତରେ ଆସି ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ…
ବେଆଇନ ପରିବହନ ୧୧ ଜୀବନ ନେଲା
ବ୍ରହ୍ମପୁର (ସୁବାସ ଚନ୍ଦ୍ର ପାଢ଼ୀ)/ ଦିଗପହଣ୍ଡି (ଅଶେଷ ନାଥ ମିଶ୍ର)/ ପାଟପୁର(ସୀମାଞ୍ଚଳ ସାହୁ),୨୭ା୬: ରବିବାର ବିଳମ୍ବିତ ରାତିରେ ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟରେ ଓଏସ୍ଆର୍ଟିସି ବସ୍ ସହ କନ୍ୟାଯାତ୍ର୍ରୀ ମିନିବସ୍ ମୁହଁାମୁହିଁ ଧକ୍କା ହେବା ଯୋଗୁ ବଡ଼ଧରଣର ଦୁର୍ଘଟଣା ଘଟିଛି। ଏଥିରେ…
ସୌରୀନ ଭଟ୍ଟଙ୍କୁ ସମର୍ପଣ ପାଇଁ ଆହ୍ବାନ
କଟକ ଅଫିସ,୨୬।୬: ଓଲିଉଡ କଣ୍ଠଶିଳ୍ପୀ ସୌରୀନ ଭଟ୍ଟଙ୍କୁ ଗିରଫ କରିବାକୁ ପୋଲିସ୍ ଟିମ୍ କୋଲକାତା ଯାଇଥିଲା। ମାତ୍ର ସେଠାରୁ ପୋଲିସକୁ ଖାଲି ହାତରେ ଫେରିବାକୁ ପଡ଼ିଥିଲା। କଟକର ଜଣେ ଯୁବତୀଙ୍କୁ ପ୍ରେମ ପ୍ରତାରଣା ଓ ଠକେଇ ଅଭିଯୋଗ ଆସିବା ପରେ ସୌରୀନଙ୍କୁ…
୨୫ ଦିନ ପରେ ସ୍ବଭାବିକ ହେଉଛି ସ୍ଥିତି: ରହିଲାଣି ଲୋକାଲ ଟ୍ରେନ୍
ସୋର, ୨୬।୬(ଜନ୍ମେଜୟ ମିଶ୍ର): ବାହାନଗା ଟ୍ରେନ ଦୁର୍ଘଟଣାର ୨୫ ଦିନ ପରେ ଧୀରେ ଧୀରେ ସ୍ଥିତି ସ୍ବଭାବିକ ହେଉଛି । ଯେଉଁ ଲୋପ ଲାଇନରେ ଛିଡ଼ା ହୋଇଥିବା ଏକ ପଥର ବୋଝେଇ ମାଲବାହିକୁ କରମଣ୍ଡଳ ଧକ୍କା ଦେଇଥିଲା, ସେହି ଦକ୍ଷିଣ କେବିନ…
କାମ ନ ସରି ରାସ୍ତା ଫାଟିଲା
ନିଶ୍ଚିନ୍ତକୋଇଲି,୨୬। ୬(ଅଶୋକ କୁମାର ମହାପାତ୍ର): ନିଶ୍ଚିନ୍ତକୋଇଲି ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ଖନ୍ଦଳ ଠାରୁ ଝାଡ଼େଶ୍ୱପୁର ଭାୟା ଉମର ରାସ୍ତା କାମ ଚାଲିଛି। ଏହି କାମ ନିମ୍ନମାନର ହୋଇଥିବା ଅଭିଯୋଗ ହୋଇଛି। ଗ୍ରାମ୍ୟ ଉନ୍ନୟନ ବିଭାଗ…
ସୂର୍ଯ୍ୟମନ୍ଦିର ପରିସରରେ ବର୍ଷା ଜଳ : ପର୍ଯ୍ୟଟକ ହଇରାଣ
କୋଣାର୍କ,୨୬।୬(ଜ୍ୟୋତିରାଜ ମହାନ୍ତି): ଅଳ୍ପ ବର୍ଷା ହେଲେ ସୂର୍ଯ୍ୟମନ୍ଦିର କୋଣାର୍କ ପାର୍ଶ୍ୱରେ ପାଣି ଜମି ରହୁଛି। ଏଥିସହ ପ୍ରଚଣ୍ଡ ଖରାରେ ସେଠାରେ ପାନୀୟ ଜଳ ଅଭାବ ଦେଖିବାକୁ ମିଳୁଛି। ଫଳରେ ପର୍ଯ୍ୟଟକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏନେଇ ଏଏସ୍ଆଇ ପକ୍ଷରୁ ସ୍ଥାୟୀ ପ୍ରତିକାର…
ବଢୁଛି ବେଆଇନ ବ୍ଲାଷ୍ଟିଂ
ଖୋର୍ଦ୍ଧା(ପ୍ରଭାତ ପାଣିଗ୍ରାହୀ)/ବେଗୁନିଆ, ୨୬ା୬(ହରପ୍ରସନ୍ନ ପଣ୍ଡା): ଖୋର୍ଦ୍ଧା ଜିଲାରେ ଥିବା ଶ୍ରୀଜଗନ୍ନାଥଙ୍କ ଜମି ଓ ଖଣିରୁ ମାଙ୍କଡ଼ା ପଥର, ମୋରମ ଚୋରାଚାଲାଣ ବଢ଼ିଚାଲିଛି। ଏକାଧିକ ଖଣିକୁ ଶ୍ରୀମନ୍ଦିର ପ୍ରଶାସନର ଅନୁମୋଦନ ନ ଥିବାରୁ ଜିଲା ପ୍ରଶାସନ ପକ୍ଷରୁ ବ୍ଲାଷ୍ଟିଂ ପାଇଁ ମଧ୍ୟ ଅନୁମତି…
ମୌସୁମୀ ବର୍ଷା, ଧାନ ବିହନ ବୁଣିଲେ ଚାଷୀ
ପଦ୍ମପୁର,୨୬।୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ଶନିବାର ରାତିରୁ ବର୍ଷା ହୋଇଛି। ଫଳରେ ଜମି ପ୍ରସ୍ତୁତ କରି ବିହନ ବୁଣିବାକୁ ଅପେକ୍ଷା କରିଥିବା ଚାଷୀଙ୍କ ହସ ଫୁଟିଛି। ପଦ୍ମପୁର ବ୍ଲକର ବିଭିନ୍ନ ଗ୍ରାମରେ ଚାଷୀମାନେ ପାଗ ଅନୁକୂଳ ଦେଖି ବିହନ…
ମାଣ୍ଡିଆ ଚାଷୀଙ୍କ ପ୍ରୋତ୍ସାହନ ରାଶି ମିଳିନି
ନୂଆପଡ଼ା,୨୬।୬(ମକାରୁ ବେମାଲ): ନୂଆପଡା ଜିଲାରେ ଚାଷୀମାନେ ମାଣ୍ଡିଆ ଚାଷକରି ଆସୁଥିଲେ। ତାହା ଏକ ନିର୍ଦ୍ଦିଷ୍ଟ ସୀମା ମଧ୍ୟରେ ସିମିତ ହୋଇ ରହିଥିଲା। କିନ୍ତୁ ରାଜ୍ୟ ସରକାରଙ୍କ ମିଲେଟ ମିଶନ ହେବା ପରେ ଜିଲାରେ ମାଣ୍ଡିଆ ଚାଷ ବିପୁଳ ମାତ୍ରାରେ ବଢି ଚାଳିଛି।…
ବର୍ଷାରେ ଧୋଇଗଲା ଡାଇଭର୍ସନ
କୁଚିଣ୍ଡା,୨୬ା୬(ବିରଞ୍ଚତ୍ ଦର୍କା): ଲଘୁଚାପ ଜନିତ ପ୍ରବଳ ବର୍ଷାରେ କୁଚିଣ୍ଡା-ଫାସିମାଲ ରାସ୍ତା ସର୍ଦ୍ଧାପାଲିଠାରେ ନିର୍ମାଣାଧୀନ ସେତୁ ଡାଇଭର୍ସନ ଧୋଇ ହୋଇଯାଇଛି। ଫଳରେ ଏହା ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଯାଇଛି। ବକ୍ସମା ପଞ୍ଚାୟତ ସର୍ଦ୍ଧାପାଲି ନାଳା ଉପରେ ୫ କୋଟି ୩୦ ଲକ୍ଷ ଟଙ୍କା…
ବର୍ଷାରେ ସମ୍ବଲପୁରର ରାସ୍ତା, ତଳି ଅଞ୍ଚଳ ଜଳମଗ୍ନ
ସମ୍ବଲପୁର, ୨୬ା୬ (ଶୁଭାଶିଷ ପାଢୀ): ସମ୍ବଲପୁର ଜିଲାକୁ ଭୁବନେଶ୍ୱରସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ଓ୍ବାର୍ଣ୍ଣିଭାବେ ସୂଚିତ କରାଯାଇଛି। ରବିବାର ଓ ସୋମବାର ଦୁଇଦିନ ଧରି ପ୍ରବଳ ବର୍ଷା ହେବ ବୋଲି ସଚେତନ କରାଯାଇଛି। ୨୫ ତାରିଖ ସକାଳ ସାଢେ…
ଉପଜିଲାପାଳଙ୍କ ନିର୍ଦ୍ଦେଶକୁ ବେଖାତିର
ରାଉରକେଲା,୨୬।୬(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ଟିସିଆଇ-ଆଇଡିସି ବାଇପାସ ରାସ୍ତାରେ ଗ୍ୟାସ ପାଇପ୍ ବିଛା କାମ ଚାଲିଛି। ସମ୍ପୃକ୍ତ ଠିକାସଂସ୍ଥା ପାଇପ୍ ବିଛାଇବା ନାଁରେ ରାସ୍ତାରେ ବଡ ବଡ ଗାତ ଖୋଳି ଦେଉଛି। ଫଳରେ ଲୋକେ ଯାତାୟାତରେ ଅସୁବିଧା ଭୋଗୁଛନ୍ତି। ଏ ନେଇ…
Archives


