ଆମ ଜିଲା ଖବର

ପାଣି ଦେବାକୁ ଯାଇଥିଲେ, ଛାତରୁ ଖସି ପଡ଼ି ଚାଲିଗଲା ସୁଜାତାଙ୍କ ଜୀବନ; କାନ୍ଦବୋବାଳିରେ…

ଛତ୍ରପୁର,୨୫|୬(ଦିଲ୍ଲୀପ ସାମଲ): ଘର ଛାତ ଉପରେ କାମ କରୁଥିବା ସମୟରେ ଅସାବଧାନତା ଯୋଗୁଁ ତଳକୁ ଖସି ପଡ଼ି ଜଣେ ମହିଳାଙ୍କର ଅକାଳ ମୃତ୍ୟୁ ଘଟିଛି। ଏହି ଦୁଃଖଦ ଘଟଣାଟି ଗଞ୍ଜାମ ଥାନା ଅଧୀନ ଦୁର୍ଗାଦେବୀ ସାହିରେ ଘଟିଯାଇଛି। ମୃତ ମହିଳା ଜଣକ…

ଦୟନୀୟ ଯୋଗାଯୋଗ ବ୍ୟବସ୍ଥା, ଗାଁକୁ ଆସି ପାରିଲାନି ଆମ୍ବୁଲାନ୍ସ

ମାଲକାନଗିରି,୨୫।୬(ଗୌରିଶଙ୍କର ପଣ୍ଡା): ମାଲକାନଗିରି ଜିଲା ଖଇରପୁଟ ବ୍ଲକ ଅଧୀନ ସୀମାନ୍ତ ଗୋବିନ୍ଦପାଲି ପଞ୍ଚାୟତ ଅନ୍ଧାରି ଗାଁରେ ଦୟନୀୟ ଯୋଗାଯୋଗ ବ୍ୟବସ୍ଥାର ଚିତ୍ର ସାମ୍ନାକୁ ଆସିଛି। ଗାଁକୁ ଭଲ ରାସ୍ତା ନ ଥିବାରୁ ଆମ୍ବୁଲାନ୍ସ ପହଞ୍ଚପାରିଲା ନାହିଁ। ଫଳରେ ଜଣେ ଗର୍ଭବତୀ ପ୍ରାୟ…

ବାଣ ବିସ୍ଫୋରଣରେ ଯୁବକ ମୃତ୍ୟୁ ଘଟଣା: ପୋଲିସ ଅଧିକାରୀ ଦେଲେ ଏତଲା, ତଦନ୍ତ କରୁଛି…

ଦିଗପହଣ୍ଡି, ୨୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମରେ ଘଟିଥିବା ଭୟାବହ ବାଣ ବିସ୍ଫୋରଣ ଘଟଣାରେ ପୋଲିସ ପକ୍ଷରୁ ମାମଲା ରୁଜୁ କରାଯାଇ ତଦନ୍ତ ପ୍ରକ୍ରିୟା ଜୋରଦାର କରାଯାଇଛି। ବୁଧବାର ସନ୍ଧ୍ୟାରେ ଘଟିଥିବା ଏହି ଅଭାବନୀୟ…

ପ୍ରେମ ସାଜିଲା କାଳ: ପଶ୍ଚିମବଙ୍ଗ ପ୍ରେମିକାଙ୍କୁ ଓଡ଼ିଶା ଆଣି ହତ୍ୟା କରିଥିଲେ ଝାଡ଼ଖଣ୍ଡର ପ୍ରେମିକ, ସିନ୍ ରିକ୍ରିଏସନ କରି…

ହାଟଡିହୀ,୨୫l୬(ଶୁଭକାନ୍ତ ନାୟକ): ପ୍ରେମର କରୁଣ ପରିଣତି। ପ୍ରେମ ପାଇଁ ଚାଲିଗଲା ଜଣେ ଯୁବତୀଙ୍କ ଜୀବନ। ସମ୍ପର୍କର ମଧୁରତା ଶେଷରେ ମୃତ୍ୟୁର କାରଣ ସାଜିଛି, ଯାହା ହାଟଡିହୀ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଏହି ହତ୍ୟାକାଣ୍ଡର ତାର ତିନୋଟି ରାଜ୍ୟ ସହ ଜଡ଼ିତ…

କାନାଡ଼ାକୁ ହରାଇ ଗ୍ରୁପ୍‌-ବି’ ଶୀର୍ଷରେ ପହଞ୍ଚିଛି ସୁଇଜରଲାଣ୍ଡ

ଭାଙ୍କୋଭର,୨୫ା୬: ରୁବେନ ଭର୍ଗାସ ଓ ଜୋହାନ ମାଜାମ୍ବିଙ୍କ ଗୋଲ ବଳରେ ସୁଇଜରଲାଣ୍ଡ ୨-୧ ଗୋଲରେ କାନାଡାକୁ ପରାସ୍ତ କରିଛି। ଏହି ବିଜୟ ସହ ସୁଇଜରଲାଣ୍ଡ ଗ୍ରୁପ୍‌-ବି’ ଟପ୍ପର ଭାବେ ନକ୍‌ଆଉଟ୍‌ ରାଉଣ୍ଡରେ ପ୍ରବେଶ କରିଛି। ପରାଜୟ ସତ୍ତ୍ୱେ କାନାଡା ଦ୍ୱିତୀୟ ସ୍ଥାନରେ…

ମିଳିଲାନି କାନ୍ଧ: ସାଇକେଲରେ ବୁହା ହେଲା ବୁଦ୍ଧାଙ୍କ ମୃତଦେହ

ପାଇକମାଳ,୨୫।୬(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ କଣ୍ଟାପଡ଼ାରେ ଗୁରୁବାର ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। କଣ୍ଟାପଡ଼ାର ବୃଦ୍ଧା ଜୟନ୍ତୀ ବଛା(୮୦)ଙ୍କ ଗୁରୁବାର ସକାଳ ପ୍ରାୟ ୮ଟାରେ ହୋଇଥିଲା। ହେଲେ ମୃତଦେହ ଦୀର୍ଘ ସମୟ ଧରି ପଡି ରହିଥିବା ବେଳେ କାନ୍ଧ…

ବାରମ୍ବାର ଅଭିଯୋଗ ସତ୍ତ୍ବେ କାର୍ଯ୍ୟକ୍ଷମ ହେଉନି ନୂଆ ସବଷ୍ଟେସନ, ନିରବ ଜିଲା ପ୍ରଶାସନ

ଦାରିଙ୍ଗବାଡି,୨୫।୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ସିମନବାଡି ଫିଡ଼ରରେ ବାରମ୍ବାର ବିଦ୍ୟୁତ ବିଭ୍ରାଟ ଦେଖାଯାଉଛି । ଏହାର ସମାଧାନ ପାଇଁ ରାଜ୍ୟ ସରକାର ସିମନବାଡି ଫିଡ଼ର ପାଇଁ ସିମନବାଡି ଠାରେ ଲକ୍ଷାଧିକ ଟଙ୍କା ବିନିମୟରେ ଏକ ୩୩ /୧୧ କେଭି…

ସରକାରଙ୍କ ଯୋଜନାକୁ କାର୍ଯ୍ୟକାରୀ କରିବା ପାଇଁ କୃଷି ବିଭାଗର ତତ୍ପରତା, ତାଲିମ…

ଦାରିଙ୍ଗବାଡି,୨୫।୬(ଅରୁଣ ସାହୁ): ସରକାରଙ୍କ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରାଇବା ଓ ସଠିକ ଭାବେ କୃଷକଙ୍କ ନାମ ପଞ୍ଜିକୃତ କରାଇବାରେ କନ୍ଧମାଳ ଜିଲା ଦାରିଙ୍ଗବାଡି କୃଷି ବିଭାଗ ବଡ଼ ପଦକ୍ଷେପ ନେଇଛି । ଗୁରୁବାର କୃଷି କାର୍ଯ୍ୟଳୟ ପରିସର ମଧ୍ୟରେ ବ୍ଲକ କୃଷି…

ଲହଡି ମାଡ଼ରେ ଗଭୀର ସମୁଦ୍ରକୁ ଚାଲିଗଲେ ପର୍ଯ୍ୟଟକ, ଆଉ ତା’ପରେ..

ପୁରୀ,୨୫।୬: ପୁରୀ ସେକ୍ଟର ୯ ବେଳାଭୂମି ଅର୍ଥାତ ଚୈତନ୍ୟ ଛକ ସମ୍ମୁଖରେ ଏକ ଅଘଟଣ ସାମ୍ନାକୁ ଆସିଛି। ସମୁଦ୍ରର ଲହଡି ମାଡ଼ରେ ଜଣେ ପର୍ଯ୍ୟଟକ ଗଭୀର ସମୁଦ୍ର ଭିତରକୁ ଚାଲିଯାଇଥିଲେ ବୁଡ଼ି ଯାଉଥିଲେ। ସେତିକିବେଳେ ଲାଇଫ ଗାର୍ଡ ଜଣକ ନିଜ ଜୀବନକୁ…

କୋରାପୁଟ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀଙ୍କ ଦେହାନ୍ତ, ଅଞ୍ଚଳରେ ଶୋକର ଛାୟା

କୋରାପୁଟ,୨୫।୬(ଅମିତାଭ ବେହେରା ): କୋରାପୁଟ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସ୍ଵରାଜ୍ୟ କୁମାର ଶିଶାଙ୍କ ଦେହାନ୍ତ ହୋଇଛି । ଗତ କିଛି ଦିନ ଧରି ସେ ଅସୁସ୍ଥ ଥିଲେ। ହଠାତ୍ ଗୁରୁବାର ସକାଳେ ଅସୁସ୍ଥତା ଅନୁଭବ କରିବାରୁ ପରିବାର ଲୋକେ…

ବାଲେଶ୍ବରରେ ଚାଞ୍ଚଲ୍ୟ, ୮ ରାଉଣ୍ଡ ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା

ବାଲେଶ୍ୱର,୨୫।୬( ବାଞ୍ଛାନିଧି ଦେ ): ବାଲେଶ୍ବର ସହରରେ ଆଇନ ଶୃଙ୍ଖଳା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି । ପୋଲିସକୁ ଅପରାଧୀମାନେ ଖୁଲମଖୁଲା ଚ୍ୟାଲେଞ୍ଜ ଦେଉଛନ୍ତି । ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ଅଡର ବଜାରରେ ଗୁରୁବାର ଅପରାହ୍ନରେ ଫୁଟିଲା ଗୁଳି । ଏକ କାର…

ଗଞ୍ଜାମ ବ୍ଲକ ସମୁଖରେ ବାମଦଳର ବିକ୍ଷୋଭ, ଏହି ସମସ୍ୟା ନେଇ ବିଡିଓଙ୍କୁ ଦାବିପତ୍ର

ଗଞ୍ଜାମ,୨୫।୬(ବିଦ୍ୟାଧର ସାହୁ ): ଗଞ୍ଜାମ ଆଞ୍ଚଳିକ କମିଟି ସିପିଆଇଏମ ପକ୍ଷରୁ ଗୁରୁବାର ଦିନ ବିଭିନ୍ନ ଦାବି ନେଇ ଗଞ୍ଜାମ ବ୍ଲକ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ପ୍ରଥମେ ଦଳୀୟ କର୍ମୀ ଓ ନେତାମାନେ ତ୍ରିବେଣୀ ମଠ ଛକ ଠାରୁ ବିରାଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?