ସାପ କାମୁଡ଼ାରେ ଚାଲିଗଲା ମା’ ଝିଅଙ୍କ ଜୀବନ
ହିଞ୍ଜିଳିକାଟୁ,୭।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅଢେଇବର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ସାପ କାମୁଡ଼ାରେ ମା’ କେ.ବାସନ୍ତୀ ପାତ୍ର ଏବଂ ତାଙ୍କର ୨ ବର୍ଷର ଶିଶୁକନ୍ୟା ଦେବସ୍ମିତାଙ୍କ ଅକାଳ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, ଉଭୟ…
ଟ୍ରାଫିକ ସମସ୍ୟାରେ ଲୋକେ ଅତିଷ୍ଠ
ଯାଜପୁର,୭ା୧୦(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାର ଦୁଇ ପ୍ରମୁଖ ସହର ଯାଜପୁର ଟାଉନ୍ ଏବଂ ବ୍ୟାସନଗରରେ ରୂପରେଖ ବଦଳିବାରେ ଲାଗିଛି। କିନ୍ତୁ ଏହି ଦୁଇ ସହରରେ ଟ୍ରାଫିକ ସମସ୍ୟା କିଛି ନୂଆ କଥା ନୁହେଁ। ପୌର ପରିଷଦ, ପ୍ରଶାସନ ଓ ପୋଲିସର ଉଦାସୀନତାରୁ…
ଅଣଛାତ୍ରଙ୍କ ପ୍ରବେଶ ଉପରେ ରୋକ୍
ଯାଜପୁରରୋଡ୍,୭ା୧୦(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ସ୍ବୟଂଶାସିତ ମହାବିଦ୍ୟାଳୟ ପରିସରରେ ଅଣଛାତ୍ରମାନଙ୍କ ଅବାଧ ପ୍ରବେଶ ଉପରେ ରୋକ୍ ଲଗାଯାଇଛି। ଯେଉଁ ଅଣଛାତ୍ର ବିନା କୌଣସି କାର୍ଯ୍ୟରେ କଲେଜକୁ ପ୍ରତିଦିନ ଆସୁଛନ୍ତି ସେମାନଙ୍କ ଉପରେ ପୋଲିସ କାର୍ଯ୍ୟାନୁଷ୍ଠାନ ହେବ ବୋଲି ମହାବିଦ୍ୟାଳୟ ଅଧ୍ୟକ୍ଷ ଉପେନ୍ଦ୍ର…
କାର୍ଯ୍ୟାଦେଶ ଅଛି, ସହାୟତା ନାହିଁ
ଯାଜପୁର,୭ା୧୦(ହର୍ଷବର୍ଦ୍ଧନ ବେହେରା): ଦାରିଦ୍ର୍ୟ ସୀମାରେଖା ତଳେ ବାସ କରୁଥିବା ସର୍ବହରାଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ କରିବା ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ଆବାସ, ମୋ କୁଡିଆ ଓ ବିଜୁ ପକ୍କାଘର ଯୋଜନା ପ୍ରଣୀତ ହୋଇଛି। ହେଲେ ୧୭ ବର୍ଷ ହେଲା କାର୍ଯ୍ୟାଦେଶ ପାଇ ଜଣେ…
ଡିସେମ୍ବର ସୁଦ୍ଧା ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସାରିବାକୁ ନିର୍ଦ୍ଦେଶ
ପୁରୀ,୭ା୧୦(ଅଜିତ୍ ମହାନ୍ତି): ୫-ଟି ସଚିବ ଭି.କେ. ପାଣ୍ଡିଆନ ଶୁକ୍ରବାର ଭୋରରୁ ପୁରୀ ଆସି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସମେତ ବିଭିନ୍ନ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଆସନ୍ତା ଡିସେମ୍ବର ସୁଦ୍ଧା ପରିକ୍ରମା କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ମାରାଥନ…
ଗଣତନ୍ତ୍ର ଏବେ ରଣତନ୍ତ୍ର ପାଲଟିଛି
ଢେଙ୍କାନାଳ,୭ା୧୦ (ରତନ ନାୟାର): ଗଣତନ୍ତ୍ର ଏବେ ରଣତନ୍ତ୍ର, ଜଣତନ୍ତ୍ର ଓ ଭୋଗତନ୍ତ୍ରରେ ପରିଣତ ହେଲାଣି। ଧରିତ୍ରୀର ୫୦ ବର୍ଷ ପାଳନ ଅବସରରେ ଢେଙ୍କାନାଳ ସ୍ବୟଂଶାସିତ ମହାବିଦ୍ୟାଳୟଠାରେ ଶୁକ୍ରବାର ଅନୁଷ୍ଠିତ ”ଗଣମାଧ୍ୟମ, ଗଣତନ୍ତ୍ର ଓ ଯୁବପିଢି“ ଶୀର୍ଷକ ବକ୍ତୃତା ପ୍ରତିଯୋଗିତାରେ ମୁଖ୍ୟ ଅତିଥି…
ସିକିମ୍ରେ ଫସି ରହିଛନ୍ତି ନୀଳଗିରିର ସତ୍ୟସୁନ୍ଦର
ନୀଳଗିରି,୭ା୧୦(ପ୍ରଶାନ୍ତ ବିଶ୍ୱାଳ): ସିକିମରେ ହୋଇଥିବା ପ୍ରଳୟଙ୍କରୀ ବନ୍ୟାରେ ଫସି ରହିଛନ୍ତି ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳର ଯୁବ ଇଞ୍ଜିନିୟର ସତ୍ୟସୁନ୍ଦର ବାରିକ। ତାଙ୍କ ସହ ବିଭିନ୍ନ ରାଜ୍ୟର ଆଉ ୭ଜଣ ଯୁବକ ଷ୍ଟାଫ୍ କ୍ୱାର୍ଟର୍ସରେ ଫସି ରହିଛନ୍ତି। ଚାରିଆଡେ ଖାଲି ପାଣି…
ସରପଞ୍ଚଙ୍କ ସମେତ ୫ ନିର୍ଦ୍ଦୋଷ
ବ୍ରହ୍ମପୁର,୬ା୧୦(ସୁବାସ ଚନ୍ଦ୍ର ପାଢ଼ୀ)-ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ସନ୍ଦୀପ କୁମାର ମହାନ୍ତି ଶୁକ୍ରବାର ଏକ ଆକ୍ରମଣ ମାମଲାର ଅଭିଯୁକ୍ତ କୁକୁଡ଼ାଖଣ୍ଡି ବ୍ଲକ ଅନ୍ତର୍ଗତ ରୋହିଗାଁ ପଞ୍ଚାୟତର ସରପଞ୍ଚ ଓ ତାଙ୍କର ୫ ସହଯୋଗୀଙ୍କୁ ପ୍ରମାଣ ଅଭାବରୁ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି।…
ସ୍ତ୍ରୀଙ୍କ ତଣ୍ଟି ଚିପି ହତ୍ୟା ଅଭିଯୋଗ, ସ୍ବାମୀ ଗିରଫ
ବ୍ରହ୍ମପୁର,୬ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ସ୍ତ୍ରୀଙ୍କ ତଣ୍ଟି ଚିପି ହତ୍ୟା କରିଥିବା ଅଭିଯୋଗରେ ବଡବଜାର ଥାନା ପୋଲିସ ଅଭିଯୁକ୍ତ ସ୍ବାମୀଙ୍କୁ ଗିରଫ କରିଛି। ସେ ହେଲେ ଧାନମେରା ସାହିର ନରଶିମା ନାୟକ ଓରଫ ଭିମା (୩୦)। ଶୁକ୍ରବାର ତାଙ୍କୁ କୋର୍ଟ ଚାଲାଣ କରାଯାଇଛି।…
ମଧ୍ୟାହ୍ନ ଭୋଜନରେ ଚାଉଳ ଚୋରି ଅଭିଯୋଗ
ହିଞ୍ଜିଳିକାଟୁ ୬।୧୦( ଦ୍ବିତୀକୃଷ୍ଣ ପଣ୍ଡା) : ହିଞ୍ଜିଳିକାଟୁ ମୁନିସିପାଲଟି ଅନ୍ତର୍ଗତ ଆଙ୍କୋରଡା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରୁ ମଧ୍ୟାହ୍ନ ଭୋଜନ ଚାଉଳ ଚୋରି ହେଉଥିବା ଅଭିଯୋଗ ହୋଇଛି। ଏହାକୁ ନେଇ କିଛି ସ୍ଥାନୀୟ ଲୋକ ଦେଖିବା ପରେ ପାଟିତୁଣ୍ଡ କରିଥିବା ଅଭିଯୋଗ…
୨ ଦିନରେ ୪ ଘର ଭାଙ୍ଗିଲା ଗୋଠଛଡ଼ା ଦନ୍ତା
ପାଟଣା,୬ା୧୦(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ରାଇଡ଼ିହା ବିଟ୍ ଅଞ୍ଚଳରେ ଗୋଠ ଛଡ଼ା ଦନ୍ତା ଗୁରୁବାର ରାତିରେ ଉତ୍ପାତ କରିଛି। ଏହି ବିଟ୍ ଅଧୀନ ପୁରୁଣା ପାଣିର ୱାର୍ଡ ମେମ୍ବର ପାଣ୍ଡ ମୁଣ୍ଡାଙ୍କ ଗୋଟିଏ ଖପର ଘର ସମ୍ପୂର୍ଣ୍ଣ ଭାଙ୍ଗିଥିବା…
ଟ୍ରକ୍ ଧକ୍କାରେ ବାପାଙ୍କ ମୃତ୍ୟୁ, ଶିଶୁ ଗୁରୁତର
ବଡବିଲ,୬।୧୦(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ୫୨୦ ନମ୍ବର ଜାତୀୟ ରାଜପଥର କାଶିଆ ଛକ ନିକଟରେ ଶୁକ୍ରବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଏଥିରେ ବାପାଙ୍କର ମୃତ୍ୟୁ ଘଟିଥିବା ବେଳେ ତାଙ୍କ ୫ ବର୍ଷର ପୁଅ…

