ନଦୀପଠାରୁ ମଇଁଷିକୁ ଝାମ୍ପିନେଲା କୁମ୍ଭୀର
ଚାନ୍ଦବାଲି,୬ା୧୦(ଅଶୋକ ପଣ୍ଡା/କିଶାନ ପାତ୍ର): ଭଦ୍ରକ ଜିଲା ଆରଡ଼ି ନିକଟସ୍ଥ ଷାଠିବାଙ୍କୁଡ଼ା ଗାଁ ପାଖରେ ବୈତରଣୀ ନଦୀପଠାରୁ ଶୁକ୍ରବାର ପୂର୍ବାହ୍ନରେ ଏକ ମଇଁଷିକୁ କୁମ୍ଭୀର ଝାମ୍ପି ନେଇଛି । ନଦୀପଠାରେ କେତୋଟି ମଇଁଷି ପାଣି ପିଉଥିବା ବେଳେ ପଛରେ ଥିବା ଏକ ମଇଁଷିକୁ…
କାନ୍ଥ ଭାଙ୍ଗି ବୋହି ନେଲେ
କୁଚିଣ୍ଡା,୬ା୧୦(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ମହୁଲପାଲି ଥାନା ତୁରେଇ ଗ୍ରାମର ଏକ ତେଜରାତି ଦୋକାନରୁ ଚୋରି ଅଭିଯୋଗରେ ପୋଲିସ ତୁରେଇ ଗୁର୍ଲୁଗୁଡାର ଝୁନୁ ନାଏକଙ୍କୁ ଗିରଫ କରିଛି। ପୋଲିସ ଗୁରୁବାର ତାଙ୍କୁ କୁଚିଣ୍ଡା ଏସ୍ଡିଜେଏମ୍ କୋର୍ଟ ଚାଲାଣ କରିଛି। ଜାମିନ ନାମଞ୍ଜୁର…
ସୁନା ଦୋକାନରୁ ଲକ୍ଷାଧିକ ଟଙ୍କାର ଅଳଙ୍କାର ଚୋରି
ବାସୁଦେବପୁର, ୬ା୧୦(ନାରାୟଣ ପ୍ରସାଦ ବାରିକ୍): ଭଦ୍ରକ ଜିଲା ବାସୁଦେବପୁର ମୁଖ୍ୟବଜାରର ପରିବାହାଟ ନିକଟରେ ଥିବା ସାହୁ ଜୁଏଲେରୀ ଓ ୱାର୍କସପ୍ ନାମକ ଗହଣା ଦୋକାନରୁ ଗୁରୁବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଚୋରମାନେ ଆଜବେଷ୍ଟସ୍ ତାଡ଼ି ଲକ୍ଷାଧିକ ଟଙ୍କାର ସୁନାରୁପା ଅଳଙ୍କାର…
ସାମାନ୍ୟ ବଚସାରୁ କୁରାଢ଼ିରେ ଆକ୍ରମଣ
ଠାକୁରମୁଣ୍ଡା,୬ା୧୦(ତାରାକାନ୍ତ ପଟ୍ଟନାୟକ): ମୟୂରଭଞ୍ଜ ଜିଲା ମହୁଲଡ଼ିହା ଥାନା ଅଧୀନ କରଡ଼ାପାଳ ଗ୍ରାମରେ କୁରାଢ଼ି ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ଆହତ ବ୍ୟକ୍ତି ଜଣକ ହେଲେ ବିରଞ୍ଚି ମହାନ୍ତ। ଚିକିତ୍ସା ପାଇଁ ତାଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ସୂଚନା…
ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ରୋଷେଇ ବେଳେ ଗ୍ୟାସ୍ ଲିକ୍ ହୋଇ ନିଆଁ
ଚାନ୍ଦବାଲି, ୬।୧୦ (କିଶାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଦୋସିଙ୍ଗା ପଞ୍ଚାୟତ ସାବିତ୍ରୀସରାଇ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶୁକ୍ରବାର ମଧ୍ୟାହ୍ନ ଭୋଜନ ରୋଷେଇ ଚାଲିଥିବା ବେଳେ ଗ୍ୟାସ୍ ଲିକ୍ ହୋଇଥିଲା। ଫଳରେ ଆଂଶିକ ଆସବାବପତ୍ରରେ ନିଆଁ ଲାଗିଯାଇଥିଲା। ଛାତ୍ରୀଛାତ୍ର ଅଳ୍ପକେ…
୨୨ରେ ମା’ ମାଣିକେଶରୀଙ୍କ ଛତରଯାତ୍ରା: ସମସ୍ତଙ୍କ ସହଯୋଗ ଲୋଡ଼ିଲେ ଜିଲାପାଳ
ଭବାନୀପାଟଣା,୬।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ମା’ ମାଣିକେଶରୀ ପବିତ୍ର ଛତର ଯାତ୍ରା ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ପି. ଅନ୍ବେଷା ରେଡ୍ଡୀଙ୍କ ଅଧ୍ୟକ୍ଷତାରେ କଳାହାଣ୍ଡି ମହାରାଜ ଅନନ୍ତ ପ୍ରତାପ ଦେଓ ଉପସ୍ଥିତ ଥିଲେ।…
ଚର୍ଚ୍ଚାରେ ଅନମୋଲ ଅଙ୍କିତା
ଭବାନୀପାଟଣା,୬।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଭବାନୀପାଟଣା ସହରର ଝିଅ ଅନମୋଲ ଅଙ୍କିତା ନୂଆଦିଲ୍ଲୀସ୍ଥିତ ନୂଆ ସଂସଦ ଭବନରେ ଲାଲବାହାଦୁର ଶାସ୍ତ୍ରୀଙ୍କ ଉପରେ ଇଂଲିଶରେ ବକ୍ତୃତା ଉପସ୍ଥାପନା କରି ଏବେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ କେନ୍ଦ୍ର କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରଣାଳୟ…
ଭଉଣୀଙ୍କୁ ଗୁଳିକରି ହତ୍ୟା କଲେ ଭାଇ
କେନ୍ଦୁଝର,୬ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପଣ୍ଡାପଡ଼ା ଥାନା ସୋମଗିରି ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟିଥିବା ନେଇ ଉକ୍ତ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ନିଜ ଲାଇସେନ୍ସ ପ୍ରାପ୍ତ ବନ୍ଧୁକରୁ ନିଜ ଭଉଣୀକୁ ଗୁଳି ମାରି ହତ୍ୟା କରିବା ପରେ…
ରାତିରେ ଶାଳଗଛ କାଟିଲେ ମାଫିଆ, ଜଣେ ଅଭିଯୁକ୍ତଙ୍କୁ କାବୁ କରି ପୋଲିସ ଜିମାଦେଲେ ମହିଳା
ରୂପ୍ସା,୬ା୧୦(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ରୂପ୍ସା ଥାନା ଗଡ଼ପଦା ପଞ୍ଚାୟତ ଅନ୍ତର୍ଗତ ଲଛମନଖୁଣ୍ଟା ଅଞ୍ଚଳରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ବଢ଼ି ଚାଲିଛି। ଗୁରୁବାର ରାତିରେ ୮/୧୦ ଜଣ କାଠ ମାଫିଆ ଓ ଗଛ କଟାଳି ସ୍ଥାନୀୟ ଜଙ୍ଗଲରୁ ଏକ ବୃହତ ଶାଳଗଛ…
ପୁଣି ଘର ଭାଙ୍ଗିଲା ଗୋଠଛଡ଼ା ଦନ୍ତା, ଖାଇଗଲା ଧାନଚାଉଳ
ପାଟଣା,୬ା୧୦(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଉଦୟପୁର ବିଟ୍ ଅଞ୍ଚଳ ବରବେଡ଼ା ଗ୍ରାମର ଦୟାନିଧି ନାଏକ ଓ ହଳଦୀ ବଟା ମୁଣ୍ଡା ସାହିର ଦଡେ ମୁଣ୍ଡାଙ୍କ ଖପର ଘର ଭାଙ୍ଗି ଦେଇଛି ଗୋଠଛଡ଼ା ଦନ୍ତା। ଦୟାନିଧି ଓ ଦଡେ ଘରେ…
ଲକ୍ଷାଧିକ ଟଙ୍କାର ଶାଳଗଣ୍ଡି ଜବତ
ପାଟଣା,୬ା୧୦(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ପୋଇପାଣି ବିଟ୍ ମୁକ୍ତାପୁର ଗାଁ ନିକଟ ଏକ ଚତୁରୀରୁ ବନବିଭାଗ ଚଢ଼ାଉ କରି ୨୪ଟି ଶାଳଗଣ୍ଡି ଜବତ କରିଛି। ସୂଚନାଯୋଗ୍ୟ, କାଠମାଫିଆମାନେ ଗ୍ରାମ୍ୟ ଜଙ୍ଗଲରୁ ମୂଲ୍ୟବାନ ଶାଳଗଛ କାଟି ଚାଲାଣ କରାଯିବା ଉଦ୍ଦେଶ୍ୟରେ…
ରେଫର ନ କରି ଦୁର୍ଘଟଣାଗ୍ରସ୍ତ ରୋଗୀଙ୍କୁ ଘରକୁ ପଠାଇଲେ, ମୃତ୍ୟୁ ପରେ ଉତ୍ତେଜନା
ନୟାଗଡ଼,୬ା୧୦(ଲୋକନାଥ ମିଶ୍ର): ରେଫର ନ କରି ଜଣେ ଦୁର୍ଘଟଣା ରୋଗୀଙ୍କୁ ଡାକ୍ତର ଘରକୁ ପଠାଇଦେଲେ। ତେବେ ଉକ୍ତ ରୋଗୀଙ୍କ ମୃତ୍ୟୁ ପରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଉତ୍ତେଜନା ପ୍ରକାଶ ପାଇଛି। ମୃତକ ହେଲେ ସାଗେରି ମହାପାତ୍ର (୫୫)। ନୟାଗଡ଼ ଜିଲା ଶରଣକୁଳ…

