ଆମ ଜିଲା ଖବର

୪ଶହ ଲିଟର ମଦ ଜବତ: ଧରାପଡ଼ି ଜେଲ ଗଲେ ୪ ଅଭିଯୁକ୍ତ

ଛତ୍ରପୁର,୧୪।୧୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଅବକାରୀ ଅଧୀକ୍ଷକ ଦେବୀ ପ୍ରସାଦ ଦାଶଙ୍କ ନିର୍ଦ୍ଦେଶ କ୍ରମେ ଗୁରୁବାର ଛତ୍ରପୁର ଅବକାରୀ ରେଞ୍ଜ ପକ୍ଷରୁ ଖଲିକୋଟ ଆଦର୍ଶ ଅବକାରୀ ଥାନା ଅଧୀନ ଖୋଜାପଲ୍ଲୀ, ତୁଳସୀପୁର ଓ କୈରାସୀଛକ ସମେତ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଥିଲା।…

ଚାଲି ଚାଲି ପରୀକ୍ଷା ଦେବାକୁ ଯିବା ଘଟଣା: ତଦନ୍ତ କଲା ବ୍ଲକ ଶିକ୍ଷା ବିଭାଗ

ମୋରଡ଼ା,୧୪।୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଭାଲିଆଡିହା ପଞ୍ଚାୟତ କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟର ଚତୁର୍ଥ, ପଞ୍ଚମ ଏବଂ ଷଷ୍ଠ ଶ୍ରେଣୀର ୯୦ଜଣ ଛାତ୍ରୀ ୬ କିଲୋମିଟର ଚାଲି ଚାଲି ପଞ୍ଚାୟତସ୍ତରୀୟ ଗଣିତ ପରୀକ୍ଷା ଦେବାକୁ ବାରମାଇଲସ୍ଥିତ ଉପେନ୍ଦ୍ରନାଥ ଘୋଷ…

ରାସ୍ତାକାର୍ଯ୍ୟ ନିମ୍ନମାନର ଅଭିଯୋଗ: ପ୍ରତିବାଦ କଲେ ଗ୍ରାମବାସୀ

କୋକସରା,୧୪।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗ୍ରାମାଞ୍ଚଳକୁ ଗମନାଗମନରେ ସୁବିଧା ପାଇଁ କେନ୍ଦ୍ର ଏବଂ ରାଜ୍ୟ ସରକାର ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ଅନୁଦାନ ଦେଉଛନ୍ତି । ହେଲେ କିଛି ବିଭାଗୀୟ ଅଧିକାରୀ ଏବଂ ଦୁର୍ନୀତିଗ୍ରସ୍ତ ଠିକାଦାର ମିଶି ‘ତୋର ଅଧେକୁ ମୋର…

ଜଳିଗଲା ୧୫ ଦୋକାନ: ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଛାର୍‌ଖାର୍‌

ବାସୁଦେବପୁର,୧୪।୧୨(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଇରମ ପଞ୍ଚାୟତ ରଥପଦାରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୫ଟି ଦୋକାନ ପୋଡି ନଷ୍ଟ ହୋଇଯାଇଛି। ରଥପଦାରେ ପଦ୍ମନାଭ ଦାଶଙ୍କ ମାର୍କେଟ୍‌ କମ୍ପ୍ଲେକ୍ସରେ ଚାଳ ଏବଂ ଆଜବେଷ୍ଟସ୍‌ରେ ନିର୍ମିତ ୧୫ଟି…

ଗୋଟିଏ ଦିନରେ ଲୁଟିନେଲେ ୧୩ ଭରି ସୁନା

ରାୟଗଡା,୧୪।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଚୋରି ବଢିବାରେ ଲାଗିଛି। କିଛି ଦିନ ଚୋରି ବନ୍ଦ ହେବା ପରେ ପୁଣି ଚାଲାକ ଭାବେ ଭିନ୍ନ ଭିନ୍ନ ଗଳିରେ ବନ୍ଦ ରହିଥିବା ଘରକୁ ଟାର୍ଗେଟ କରୁଛନ୍ତି ଦୁର୍ବୃତ୍ତ। ରାୟଗଡ଼ା ସହରର ସାଇପ୍ରିୟା ନଗର…

ବିଭିନ୍ନ ସମସ୍ୟାର ସମାଧାନ ନେଇ ଜିଲାପାଳଙ୍କୁ ଦାବିପତ୍ର

କେନ୍ଦୁଝର,୧୪ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ପଞ୍ଚାୟତର ବିଭିନ୍ନ ସମସ୍ୟା ସମାଧାନ ନେଇ ସମିତିସଭ୍ୟ ସିଦ୍ଧାନ୍ତ ଶଙ୍କର ସାହୁଙ୍କ ନେତୃତ୍ୱରେ କେନ୍ଦୁଝର ଜିଲାପାଳଙ୍କୁ ଦାବିପତ୍ର ଦେଇଛନ୍ତି। ବିଶେଷକରି ପଦ୍ମପୁର ଲକ୍ଷ୍ମୀପଡ଼ିଆଠାରୁ ପୁଟୁଳିଆ ଦେଇ ଜଡ଼ିଚାତର ଗ୍ରାମକୁ ରାସ୍ତା ନିର୍ମାଣ,…

ମହାପ୍ରଭୁଙ୍କ ମୂଷିକ ଭକ୍ତ: ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ମୁଣ୍ଡିଆ ମାରିଲେ

ପୁରୀ,୧୪ା୧୨(ଅଜିତ୍‌ ମହାନ୍ତି): ମହାପ୍ରଭୁଙ୍କ ଦର୍ଶନ ପାଇଁ ଦେବତା, ଦାନବ, ଯକ୍ଷ, ମାନବ ଯେପରି ଆତୁର ହୋଇଥାନ୍ତି, ସେହିପରି ପଶୁପକ୍ଷୀ ମଧ୍ୟ ତାଙ୍କ ଆଶିଷ ଲାଭ କରିବା ପାଇଁ ବ୍ୟାକୁଳ ହୋଇ ଉଠିଥାନ୍ତି। କେବଳ ମଣିଷ ନୁହେଁ କ୍ଷୁଦ୍ର ପ୍ରାଣୀ ଓ କୀଟ…

ମର୍ନିଂ ଓ୍ବାକ୍‌ ଯାଇ ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ

ରାଇରଙ୍ଗପୁର,୧୪ା୧୨(ମାନସ ମହାନ୍ତି): ମୟୂରଭଞ୍ଜ ଜିଲା ହଳଦା ଥାନା ଅଞ୍ଚଳରେ ଗୁରୁବାର ଏକ ଦୁଃଖଦ ଘଟଣା ଘଟିଛି। ଆଜି ଭୋର୍‌ ସମୟରେ ହଳଦା ଥାନା ଅନ୍ତର୍ଗତ ୨୨୦ ନଂ ଜାତୀୟ ରାଜପଥ ବାଇପାସ ରାସ୍ତାରେ ମର୍ନିଂ ଓ୍ବାକ୍‌ କରୁଥିବା ବେଳେ ଏକ ଅଜଣା…

କୋରାପୁଟରେ ଗଡ଼ିଲା ଲକ୍ଷ୍ମୀ ବସ୍‌, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର/କୋରାପୁଟ,୧୪ା୧୨(ଅସମାପିକା ସାହୁ/ଅମିତାଭ ବେହେରା): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର କୋରାପୁଟ ଜିଲାରେ ଲକ୍ଷ୍ମୀ ବସ୍‌ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା। ଏଥିରେ ପଞ୍ଚାୟତରୁ ବ୍ଲକକୁ ବସ୍‌ ଚଳାଚଳର ସୁବିଧା କରାଯାଇଛି। ସାରା ରାଜ୍ୟରେ ୧୦୦୦ରୁ…

ଆତ୍ମସମର୍ପଣ କଲେ ଦୁଇ ମାଓବାଦୀ

ଫୁଲବାଣୀ,୧୪ା୧୨(ରାକେଶ କୁମାର ରାଉତ): କେକେବିନ ସଂଗଠନର ଦୁଇ ମାଓବାଦୀ ଗୁରୁବାର ରାଜ୍ୟ ପୋଲିସ ମହାନିର୍ଦ୍ଦେଶକଙ୍କ ପାଖରେ ଆତ୍ମସମର୍ପଣ କରିଛନ୍ତି। ସେମାନେ ହେଲେ ରଞ୍ଜିତ ନାୟିତମ, ଉଙ୍ଗା ପୋୟମ। ଏନେଇ କନ୍ଧମାଳ ଜିଲା ପୋଲିସ କାର୍ଯ୍ୟାଳୟରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଡିଜିପି ସୁନୀଲ…

ହାଇଓ୍ବା ଧକ୍କାରେ ଭାଙ୍ଗିଗଲା ଯାତ୍ରୀ ବିଶ୍ରାମାଗାର

ପାଟଣା,୧୪ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସାହାରପଡ଼ା ଦେଇ ଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥ ଖଜୁରିଡିହା ଛକ ପାର୍ଶ୍ୱରେ ଥିବା ଯାତ୍ରୀ ବିଶ୍ରାମାଗାରକୁ ଗୁରୁବାର ସକାଳୁ ଏକ ଅଜଣା ହାଇଓ୍ବା ଧକ୍କା ଦେବାରୁ ଏହା ଧରାଶାୟୀ ହୋଇଯାଇଛି। ସୂଚନା ଯେ,…

ହାଇୱା ଧକ୍କାରେ ଭାଙ୍ଗିଗଲା ଯାତ୍ରୀ ପ୍ରତୀକ୍ଷାଳୟ

ପାଟଣା,୧୪।୧୨(ବୀର କିଶୋରଦାଶ ): କେନ୍ଦୁଝର ଜିଲା ପାଟଣା ସାହାରପଡ଼ା ଦେଇ ଯାଇଥିବା ୨୨୦ନମ୍ବର ଜାତୀୟ ରାଜପଥ ଖଜୁରିଡ଼ିହା ଛକ ପାର୍ଶରେ ଥିବା ଯାତ୍ରୀ ପ୍ରତୀକ୍ଷାଳୟ ଏକ ଅଜଣା ହାଇୱା ଧକ୍କାରେ ଚୁରମାର ହୋଇଯାଇଛି। ଗୁରବାର ସକାଳୁ ଘଟିଥିବା ଏହି ଘଟଣାରେ ଯାତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?