ଆମ ଜିଲା ଖବର

ରେଫର ରୋଗୀଙ୍କୁ ମିଳିଲାନି ଆମ୍ବୁଲାନ୍ସ

ନୟାଗଡ଼,୫।୧୦(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରୁ ଭୁବନେଶ୍ୱର ରେଫର ହୋଇଥିବା ଜଣେ ଶିଶୁ କନ୍ୟାଙ୍କୁ ଆମ୍ବୁଲାନ୍ସ ମିଳି ନ ଥିବା ଅଭିଯୋଗ ହୋଇଛି। ଶିଶୁକନ୍ୟା ଗୁରୁତର ଭାବେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି। ଅଭିଯୋଗ ଅନୁସାରେ ଦଶପଲ୍ଲା ବ୍ଲକ…

ପାଣିଟାଙ୍କି ଉପରେ ଜିଲା ପରିଷଦ ସଭ୍ୟାଙ୍କ ଧାରଣା

ବେଲପଡ଼ା, ୪ା୧୦(ମନୋଜ କୁମାର ମିଶ୍ର): ବଲାଙ୍ଗୀର ଜିଲା ବେଲପଡ଼ା ବ୍ଲକ ଧୁମାଭଟା ଗ୍ରାମରେ ଜଳଯୋଗାଣ ପ୍ରକଳ୍ପ କାର୍ଯ୍ୟକ୍ଷମ ହୋଇନାହିଁ। ଅବିଳମ୍ବେ କାମ ସାରି ଜଳ ଯୋଗାଣ କରିବାକୁ ବିଭିନ୍ନ ସମୟରେ ଦାବି ହୋଇ ଆସୁଥିଲେ ବି କୌଣସି ସୁଫଳ ମିଳୁନାହିଁ। ଫଳରେ…

ଚାରା ବିକ୍ରିରେ ଅନିୟମିତତା

ନୟାଗଡ଼,୫।୧୦(ଲୋକନାଥ ମିଶ୍ର)ନୟାଗଡ଼ ଜିଲାର ୮ଟି ବ୍ଲକରେ ଥିବା କନିଷ୍ଠ ଉଦ୍ୟାନ ଅଧିକାରୀଙ୍କ କାର୍ଯ୍ୟାଳୟରେ ଷ୍ଟେଟ୍‌ ପ୍ଲାନରେ ବିକ୍ରି ହେଉଥିବା ଚାରାକୁ ମନଇଛା ଦରରେ ବିକ୍ରି କରାଯାଉଥିବା ଅଭିଯୋଗ ହେଉଛି। ଅନ୍ୟପକ୍ଷେ କେଉଁ ଚାରା କେତେ ରେଟ୍‌ ସେନେଇ ଚାରା ବିକ୍ରି ହେଉଥିବା…

ଭୁୁଶୁଡ଼ିଲା ବିଦ୍ୟାଳୟ ଶ୍ରେଣୀ କୋଠରି ବାରଣ୍ଡା

ଦେବଗଡ଼,୫।୧୦(ଶଶାଙ୍କ ଶେଖର ଝାଙ୍କର ): ଦେବଗଡ଼ ଜିଲା ତିଲେଇବଣି ବ୍ଲକ କଲଣ୍ଡା ପଞ୍ଚାୟତ ସାମନ୍ତ୍ରାପାଲି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଅସୁରକ୍ଷିତ ଘୋଷିତ ଶ୍ରେଣୀ କୋଠରୀ ବାରଣ୍ଡାର ଖୁମ୍ବ ଓ କଂକ୍ରିଟ ଛାତ ଭୁଷୁଡି ପଡିଛି। ତେବେ ଏଥିରେ କାହାରି କିଛି…

୧୦ଟଙ୍କା ଦେଇ ମାଗଣା ଚାଉଳ ନେଲେ ହିତାଧିକାରୀ

ଦେବଗଡ଼,୫।୧୦(ଶଶାଙ୍କ ଶେଖର ଝାଙ୍କର): ବିଦ୍ୟୁତ୍‌ ବ୍ୟାଘାତ ଯୋଗୁ ପ୍ରତ୍ୟେକ ୧୦ଟଙ୍କା ଲେଖାଏଁ ଦେଇ ମାଗଣା ଚାଉଳ ସଂଗ୍ରହ କଲେ ୫୦ରୁ ଊର୍ଦ୍ଧ୍ୱ ହିତାଧିକାରୀ। ଏଭଳି ଏକ ଘଟଣା ଘଟିଛି ଅନୁନ୍ନତ ତଥା ଆଦିବାସୀ ଅଧ୍ୟୁଷିତ ତିଲେଇବଣି ବ୍ଲକ ଝରାଗୋଗୁଆ ପଞ୍ଚାୟତରେ। ସୂଚନା…

ସୂଚନାଫଳକ ପଡ଼ି ଛାତ୍ର ମୃତ

ଭଦ୍ରକ(ସନାତନ ରାଉତ)/ ଧାମନଗର(ଦେବେନ୍ଦ୍ର ଆନ୍ଦିଆ/ସନ୍ତୋଷ କୁମାର ମହାପାତ୍ର), ୫ା୧୦ଭଦ୍ରକ ଜିଲା ଧାମନଗର ବ୍ଲକ ଗଢ଼ିଆଳି ପଞ୍ଚାୟତ ଅଧୀନ ଉଚ୍ଚପଦା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍କୁଲ କାନ୍ଥକୁ ଲାଗି ରହିଥିବା ଏକ ଫଟା ସୂଚନା ଫଳକ…

ସ୍ବପ୍ନ ହୋଇ ରହିଗଲା କୋଇଡା ବାଇପାସ୍‌ ରାସ୍ତା

ଟେନ୍‌ସା,୫।୧୦(ସମୀର କୁମାର ପାଢୀ): କୋଇଡା ଖଣି ଅଞ୍ଚଳରୁ ଦୈନନ୍ଦିନ ରପ୍ତାନି ହେଉଥିବା ଲକ୍ଷ ଲକ୍ଷ ଟନ ଲୁହାପଥର ପରିବହନ ଯୋଗୁ ଏଠାକାର ଗ୍ରାମ ରାସ୍ତାଠାରୁ ଆରମ୍ଭ କରି ମୁଖ୍ୟ ରାସ୍ତା ଅହରହ ବ୍ୟସ୍ତ ରହିବା ସହ ଧୂଳିଧୂଆଁରେ ଆଚ୍ଛାଦିତ ରହୁଛି। ଏଥିସହ…

ଆସୋସିଏଟ୍‌ ପ୍ରଫେସରଙ୍କୁ ବାଧ୍ୟତାମୂଳକ ଅବସର

ସମ୍ବଲପୁର,୫ା୧୦(ଶୁଭାଶିଷ ପାଢ଼ୀ): ସମ୍ବଲପୁର ବୁର୍ଲା ଭିସୁଟ୍‌ର କମ୍ପ୍ୟୁଟର ଆପ୍ଲିକେସନ ବିଭାଗ ଆସୋସିଏଟ୍‌ ପ୍ରଫେସର ସସ୍ମିତା କୁମାରୀ ପାଢୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଭିସୁଟ୍‌ କର୍ତ୍ତୃପକ୍ଷ ଏ ନେଇ ପ୍ରେସ ବିବୃତିରେ ସୂଚନା ଦେଇଛନ୍ତି। ସୂଚନା ଅନୁସାରେ, ପ୍ରଫେସର ପାଢ଼ୀଙ୍କ ନାମରେ ଅଭ୍ୟାସଗତ…

ବିଦ୍ୟୁତ୍‌ ସମସ୍ୟା: ୬ ସ୍କୁଲର ୧୨ଶହ ସେବାଶ୍ରମ ଛାତ୍ରୀଛାତ୍ର ହନ୍ତସନ୍ତ

ଜମନକିରା,୫।୧୦ (ରବୀନ୍ଦ୍ର ପ୍ରସାଦ ଦାନି): ଜମନକିରା ବିଦ୍ୟୁତ୍‌ ସେକ୍ସନ ଅଧୀନ ୬ ସ୍କୁଲରେ ବିଦ୍ୟୁତ୍‌ ଯୋଗାଣରେ ସମସ୍ୟା ଯୋଗୁ ପ୍ରାୟ ୧୨ଶହରୁ ଅଧିକ ଅନ୍ତେବାସୀ ପିଲା ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସୂଚନା ଅନୁସାରେ, ଜମନକିରା ବ୍ଲକର ଅନୁସୂଚିତ…

ସୁବର୍ଣ୍ଣପୁର ଜିଲା: ଚର୍ଚ୍ଚାରେ ୨ ଗୃହରକ୍ଷୀ

ସୁବଳୟା,୫।୧୦(ଜୟାନନ୍ଦ ରଥ)ସୁବର୍ଣ୍ଣପୁର ଜିଲାର ୨ ଜଣ ଗୃହରକ୍ଷୀ ଏବେ ଚର୍ଚ୍ଚାରେ। ନିକଟରେ ତରଭା ଥାନାରେ କାର୍ଯ୍ୟରତ ଗୃହରକ୍ଷୀ ବିଜୟ ସାହୁ ଗଞ୍ଜେଇ ଚୋରାଚାଲାଣ ବେଳେ ବଲାଙ୍ଗୀର ଜିଲା ପୋଲିସ ହାତରେ ଧରାପଡି ଏବେ ଜେଲରେ ଅଛନ୍ତି। ଉପରିସ୍ଥ ଅଧିକାରୀଙ୍କ ସହଯୋଗରେ ବିଜୟ…

ମହିଳା କନ୍‌ଷ୍ଟେବଲଙ୍କୁ ବଳାତ୍କାର

ବାଲେଶ୍ୱର, ୫ା୧୦(ମାନସ ବିଶ୍ୱାଳ)ବାଲେଶ୍ୱର ଜିଲା ପୋଲିସ ଅଧୀନରେ କାର୍ଯ୍ୟରତ ୨ କନ୍‌ଷ୍ଟେବଲଙ୍କ ବିରୋଧରେ ଜଣେ ମହିଳା କନ୍‌ଷ୍ଟେବଲ ବଳାତ୍କାର ଅଭିଯୋଗ ଆଣିଛନ୍ତି। ବାଲେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟଙ୍କ ନିର୍ଦ୍ଦେଶରେ ସହଦେବଖୁଣ୍ଟା ପୋଲିସ ତଦନ୍ତ କରି ଆଇପିସି ଦଫା. ୩୪୧, ୩୨୩, ୩୫୪(ଖ), ୩୭୬,…

ବିଧାନସଭାରେ ଉଠିଲାନି ଓଏସ୍‌ଓୟୁ ପ୍ରସଙ୍ଗ

ସମ୍ବଲପୁର,୫।୧୦(ଶୁଭାଶିଷ ପାଢ଼ୀ): ଓଡ଼ିଶା ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟ (ଓଏସ୍‌ଓୟୁ) ବନ୍ଦ ହେବାକୁ ଯାଉଥିବା ବେଳେ ଓଏସ୍‌ଓୟୁ ବଞ୍ଚାଓ ଅଭିଯାନ ଓ ପ୍ରାୟ ୭୦ ସାମାଜିକ ଅନୁଷ୍ଠାନ ବିଭିନ୍ନ ଉପାୟରେ ପ୍ରତିବାଦ କରିଛନ୍ତି। ପଶ୍ଚିମ ଓଡ଼ିଶା ସମେତ ସମଗ୍ର ରାଜ୍ୟର ଛାତ୍ରୀଛାତ୍ର ନିର୍ଭର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?