ଆମ ଜିଲା ଖବର

ପ୍ରାର୍ଥନା କରୁଥିବା ସମୟରେ ପଡ଼ିଗଲେ ଛାତ୍ରୀ, ଡାକ୍ତରଖାନାରେ ଭର୍ତ୍ତି

ଦେବଗଡ଼,୨୨ା୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ଗ୍ରୀଷ୍ମ ଲହରି ଜାରି ରହିଥିବା ବେଳେ ଗ୍ରୀଷ୍ମ ପ୍ରଭାବରେ ଜଣେ ନବମ ଶ୍ରେଣୀ ଛାତ୍ରୀ ଗୁରୁବାର ଗୁରୁତର ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ବାରକୋଟ ବ୍ଲକ କୁଣ୍ଡାପିଠା ହାଇସ୍କୁଲରେ ପ୍ରାର୍ଥନା ଆରମ୍ଭ…

ସରୁନି ଜାନିବିଲି ବୃହତ୍‌ ଜଳ ପ୍ରକଳ୍ପ ନିର୍ମାଣ

ବ୍ରହ୍ମପୁର,୨୨ା୬ (ନରସିଂହ ସାହୁ)ରେଶମ ସହର ବ୍ରହ୍ମପୁରରେ ଦୀର୍ଘବର୍ଷ ଧରି ଲାଗି ରହିଥିବା ଭୀଷଣ ଜଳ କଷ୍ଟର ସ୍ଥାୟୀ ସମାଧାନ ପାଇଁ ରାଜ୍ୟ ସରକାର ଜାନିବିଲି ବୃହତ୍ତର ପାନୀୟ ଜଳ ପ୍ରକଳ୍ପ ନିର୍ମାଣ ଲାଗି ପଦକ୍ଷେପ ନେଲେ। ପ୍ରାୟ ୫ ଶହ କୋଟି…

ପଥରକ୍ୱାରି ଯୋଗୁ ଅଣନିଃଶ୍ୱାସୀ ଅଞ୍ଚଳବାସୀ

ପାରଳାଖେମୁଣ୍ଡି,୨୨ା୬ (ଗିରିଧାରୀ ପରିଛା):ଗଜପତି ଜିଲା ଗୋଷାଣି ବ୍ଲକ ଅନ୍ତର୍ଗତ ରାଜ୍ୟ ରାଜପଥ ଉପରେ ପୋଖରୀ ମାଟି ଓ ପଥର କ୍ୱାରିର ଧୂଳି ଯୋଗୁଁ ନାନାଦି ସମସ୍ୟା ଉପୁଜୁଛି। ବିଶେଷ କରି ଦେବିତୀ ଗ୍ରାମ ଆନ୍ଧ୍ର ଦେଇ ଗୋଷାଣି, ଗାରବନ୍ଧ ଏବଂ ଲାବାଣ୍ୟଗଡ…

ଜଙ୍ଗଲ ନଷ୍ଟକରି କଂକ୍ରିଟ ପିଲାର ନିର୍ମାଣ

ଦେବଗଡ଼,୨୨ା୬(ଶଶାଙ୍କ ଶେଖର ଝାଙ୍କର)କୋରଡକୋଟ ସଂରକ୍ଷିତ ଜଙ୍ଗଲରେ ଜନସ୍ବାସ୍ଥ୍ୟ ବିଭାଗ ତରଫରୁ ବେଆଇନ ଭାବେ ଜେସିବି ବ୍ୟବହାର କରି ଜଙ୍ଗଲ ନଷ୍ଟ କରି କଂକ୍ରିଟ ପିଲର ନିର୍ମାଣ କରାଯାଉଛି। କୋରଡକୋଟ ଜଳ ପ୍ରପାତରୁ ପାଣି ନେବା ପାଇଁ କାର୍ଯ୍ୟ ପ୍ରସ୍ତୁତି ଚାଲିଛି ।…

୧୩ ବ୍ଲକରୁ ୧୧ ବ୍ଲକ ଶିକ୍ଷା ଅଧିକାରୀ ପଦବୀ ଖାଲି

ଏମ୍‌.ରାମପୁର,୨୨ା୬(ଶଶିଭୂଷଣ ପ୍ରହରାଜ)କଳାହାଣ୍ଡି ଜିଲା ଶିକ୍ଷା ବିଭାଗରେ ଜିଲାର ୧୩ଟି ବ୍ଲକରୁ ବର୍ତ୍ତମାନ ୨ଜଣ ନିୟିମିତ ଗୋଷ୍ଠି ଶିକ୍ଷା ଅଧିକାରୀ କାର୍ଯ୍ୟ କରୁଥିବାବେଳେ ୧୧ଟି ପଦବୀ ଖାଲି ପଡିଛି। ଏଥିଯୋଗୁ ଶିକ୍ଷା ବିଭାଗର ଅନେକ କାର୍ଯ୍ୟ ପ୍ରଭାବିତ ହୋଇଛି। କର୍ଲାମୁଣ୍ଡା ବିଇଓ ଅବସରପ୍ରାପ୍ତ…

ସରକାରୀ ଅର୍ଥ ହଡ଼ପ ଅଭିଯୋଗ

ଲାଞ୍ଜିଗଡ଼,୨୨ା୬(ରମେଶ ଚନ୍ଦ୍ର ନାୟକ)କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ତ୍ରିଲୋଚନପୁର ପଞ୍ଚାୟତ ଫୁଲଡୁମେର ଗାଁରେ ଛେଳି ଗୃହ ନିର୍ମାଣ ଆରମ୍ଭ ହୋଇ ଏକ ବର୍ଷ ବିତିଛି। କିନ୍ତୁ ଏ ଯାଏଁ ସମ୍ପୂର୍ଣ୍ଣ ନ ହୋଇ ଅଧାପନ୍ତରିଆରେ ପଡ଼ି ରହିଛି। ବ୍ଲକ ପ୍ରଶାସନର ପୋଷ୍ୟ…

ଅଢେଇ ବର୍ଷ ପରେ ବି ପୋଲିସ ହାତ ଖାଲି

ରାଉରକେଲା,୨୨ା୬(ବିପ୍ଳବ ରଞ୍ଜନ ଦାଶ)ରାଉରକେଲା ଏସ୍‌ଟିଆଇ ଓଭରବ୍ରିଜ ଉପରେ ୨୦୨୦ ମସିହା ଡିସେମ୍ବର ୧୮ ତାରିଖ ରାତି ୯ଟା ୪୫ରେ ଘଟିଥିଲା ଗୁଳିକାଣ୍ଡ। ସରୋଜ ସାହୁ ନାମକ ଜନୈକ ଯୁବକଙ୍କ ଉପରକୁ ଗୁଳିକରି ଦୁର୍ବୃତ୍ତ ବାଇକ୍‌ରେ ଫେରାର ହୋଇଯାଇଥିଲେ। ସରୋଜଙ୍କ ଘର ଓ୍ବାଡ…

ଏସ୍‌ଏସ୍‌ସି ମାନ୍ୟତା ପାଇଲେ ମିଳିବ ଘରବାରି ପଟ୍ଟା

ଚିତ୍ରକୋଣ୍ଡା,୨୨ା୬ (କ୍ଷୀରୋଦ ବେହେରା)ମାଲକାନଗିରି ଜିଲା ପ୍ରଶାସନ ଦ୍ୱାରା ୨୦୧୧ରେ ହୋଇଥିବା ଜନଗଣନାରେ ଚିତ୍ରକୋଣ୍ଡା ପଞ୍ଚାୟତର ୭୫୦୦ ଶହରୁ ଊର୍ଦ୍ଧ୍ୱ ଲୋକ ଥିବା ବେଳେ ୧୦ ବର୍ଷ ପରେ ଜନଗଣନାରେ ୧୦ ରୁ ୨୦ ଭାଗ ଲୋକ ସଂଖ୍ୟା ବଢ଼ିବା ସହ ୨୦୨୧ରେ…

କମୁଛି ନାଗାବଳୀ ଜଳସ୍ତର, ଜଳ ଯୋଗାଣ ପ୍ରଭାବିତ ଆଶଙ୍କା

ରାୟଗଡ଼ା,୨୨ା୬(ଆଶିଷ ରଞ୍ଜନ ପଣ୍ଡା)ଚଳିତ ବର୍ଷ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ରାୟଗଡ଼ା ଜିଲାରେ ପ୍ରବାହିତ ହେଉଥିବା ୩ଟି ନଦୀ ପ୍ରାୟତଃ ଶୁଖିଲା ପଡ଼ିଛି ା ଜିଲାରେ ଜଳ ଯୋଗାଇ ଲୋକଙ୍କୁ ଜୀବନ ପ୍ରଦାନ କରୁଥିବା ୩ଟି ନଦୀ ନାଗାବଳୀ, ଝଞ୍ଜାବତୀ ଓ ବଂଶଧାରାରେ…

ସୁଧୁରୁନି ସ୍ବାସ୍ଥ୍ୟସେବା

ନୟାଗଡ,୨୨ା୬(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ମୁଖ୍ୟ ଚିକିସତ୍ାଳୟରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇ ପଡିଛି ବୋଲି ଅଭିଯୋଗ ହୋଇ ଆସୁଛି। ସ୍ବାସ୍ଥ୍ୟସେବାକୁ ସୁଧାରିବା ପାଇଁ ବିଭିନ୍ନ ସମୟରେ ସାଧାରଣରେ ଦାବି ହୋଇ ଆସୁଥିଲେ ମଧ୍ୟ ଏହାର ପ୍ରତିକାର ହେଉ ନାହିଁ । ସ୍ବାସ୍ଥ୍ୟସେବାକୁ ସୁଧାରିବାକୁ…

ଧନ୍ଦାମୂଳକ ଶିକ୍ଷା ବ୍ୟବସ୍ଥାର ଉନ୍ନତି ଆବଶ୍ୟକ

ଖଣ୍ଡପଡ଼ା,୨୨ା୬(ଅଜୟ କୁମାର ମହାରଣା)ନୟାଗଡ଼ ଜିଲା ନୀଳମାଧବ ମହାବିଦ୍ୟାଳୟରେ ଗତ ୧୯୯୧-୯୨ ଶିକ୍ଷା ବର୍ଷଠାରୁ ଧନ୍ଦାମୂଳକ ଶିକ୍ଷା ବ୍ୟବସ୍ଥା ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି ା ତେବେ ବିଗତ ୩ବର୍ଷ ପୂର୍ବରୁ ବହୁ ଛାତ୍ରୀଛାତ୍ର ଏହି ବିଭାଗରେ ଆଡମିଶନ କରୁଥିବା ବେଳେ ପରବର୍ତ୍ତୀ…

ନୀଳାଚଳ କୋଇଲା କାରଖାନା ଯୋଗୁ ବଢୁଛି ପ୍ରଦୂଷଣ

ଜେନାପୁର,୨୨ା୬(ଅଶୋକ ଦାସ):ଯାଜପୁର ଜିଲା ଧର୍ମଶାଳା ତହସିଲ ସହାଣୀଡିହ ପଞ୍ଚାୟତ ଅଧୀନ ବାରମାଣ ମୁଣ୍ଡାସାହି ଗ୍ରାମ ନିକଟରେ ଦୀର୍ଘବର୍ଷ ହେବ ନୀଳଚଳ କୋଇଲା କାରଖାନା ବେଆଇନ ଭାବେ ଚାଲିଥିବା ଅଭିଯୋଗ ହୋଇଛି ା ଏବେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଲୋକମାନଙ୍କୁ ଅସ୍ତବ୍ୟସ୍ତ କରୁଛି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri