ଆମ ଜିଲା ଖବର

ଅମଳ ବେଳେ ଭିଜିଲା ଧାନ ଫସଲ

ଲାଠୋର/ଖପ୍ରାଖୋଲ, ୭ା୧୨(ଭୁବନେଶ୍ୱର ବାରିକ/ଅଭୟ ତ୍ରିପାଠୀ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ଅଞ୍ଚଳରେ ମଙ୍ଗଳବାର ରାତିରୁ ଲଗାଣ ବର୍ଷା ଚାଷୀଙ୍କ ଚିନ୍ତା ବଢାଇ ଦେଇଛି। କ୍ଷେତରେ ଅମଳ ଅବସ୍ଥାରେ ଧାନ ପେଟା ମାଟିରେ ଲୋଟି ପଡିବାରୁ ଭିଜିଯାଇଛି ବୋଲି ବନ୍ଦେର ପଞ୍ଚାୟତ ସଦର…

ଫସଲ ଉଜାଡ଼ିଦେଲା ଅଦିନିଆ ବର୍ଷା: ବ୍ୟାପକ ଧାନ, କପା ଫସଲ ନଷ୍ଟ

ରାୟଗଡ଼ା,୭।୧୨(ଆଶିଷ ରଞ୍ଜନ ପଣ୍ଡା): ମିଗ୍‌ଜୋମ୍‌ ପ୍ରଭାବରେ ରାୟଗଡ଼ା ଜିଲାର ପ୍ରତ୍ୟେକ ଅଞ୍ଚଳରେ ବୁଧବାର ଦିନସାରା ବର୍ଷା ଲାଗି ରହିଛି । ମଙ୍ଗଳବାର ସକାଳୁ ପାଗ କୋହଲା ରହିଥିବା ବେଳେ ସନ୍ଧ୍ୟାରୁ ଆରମ୍ଭ ହୋଇଯାଇଥିଲା ବର୍ଷା । ଅମଳ ସମୟରେ ଏଭଳି ଅଦିନିଆ…

ପୁନରୁଦ୍ଧାର ଅପେକ୍ଷାରେ ଗୌରଚରଣଙ୍କ ସ୍ମୃତିପୀଠ

ବେଗୁନିଆ,୭।୧୨(ହର ପ୍ରସନ୍ନ ପଣ୍ଡା)କବି ଦ୍ୱିଜ ଗୌରଚରଣ ଅଧିକାରୀ ଜନସାଧାରଣଙ୍କ ମାନସ ପଟରେ ଉଭେଇ ଯିବାକୁ ବସିଛନ୍ତି। ଏପରିକି ତାଙ୍କର ସ୍ମୃତି ପୀଠ ମଧ୍ୟ ମାଟିରେ ଲୀନ ହେବାକୁ ବସିଛି। ଦୀର୍ଘବର୍ଷ ଧରି ଅବହେଳିତ ଅବସ୍ଥାରେ ଅଖୋଜା ଅଲୋଡ଼ା ହୋଇ ପଡ଼ିରହିଛି ପୀଠରେ…

ଚାଷୀଙ୍କ ଅଣ୍ଟା ଭାଙ୍ଗିଦେଲା ବର୍ଷା

ବ୍ରହ୍ମପୁର,୭ା୧୨ (ସ୍ମୃତି ରଞ୍ଜନ ମହାଲିକ)ବାତ୍ୟା ମିଗଜୋମ ପ୍ରଭାବରେ ଗଞ୍ଜାମ ଜିଲାରେ ପ୍ରବଳ ବର୍ଷା ହୋଇଛି। ଧାନ କଟା ହୋଇ ବିଲରେ ପଡିଥିବାରୁ ବର୍ଷା ଯୋଗୁ ଶତାଧିକ ଏକର ଜମିର ଫସଲ ପାଣିରେ ବୁଡିଯାଇଛି। ଫଳରେ ପ୍ରାକୃତିକ ବିପର୍ଯ୍ୟୟର ଶିକାର ହୋଇ ଆସୁଥିବା…

ମତ୍ସ୍ୟଜୀବୀଙ୍କ ସଂଖ୍ୟା ରିପୋର୍ଟ ବିଭାଗ ପାଖରେ ନାହିଁ

ପାରାଦୀପ,୭ା୧୨(ଶରତ ରାଉତ)ରାଜ୍ୟର ପ୍ରମୁଖ ମତ୍ସ୍ୟ ଉତ୍ପାଦନ ସ୍ଥାନ ହେଲା ପାରାଦୀପ ମାଛଧରା ବନ୍ଦର। ଏହି ମାଛଧରା ବନ୍ଦର ଉପରେ ୫୦ ହଜାରରୁ ଅଧିକ ଲୋକ ନିର୍ଭରଶୀଳ ବୋଲି ଅନେକ ସମୟରେ ସରକାରୀ ଭାବେ କୁହାଯାଉଛି। କିନ୍ତୁ କୌତୂହଳ ପ୍ରସଙ୍ଗ ହେଲା ଉକ୍ତ…

ମରୁଡ଼ି ପରେ ଦାଉ ସାଧିଲା ବର୍ଷା

ନୟାଗଡ଼,୭।୧୨(ଲୋକନାଥ ମିଶ୍ର)ମରୁଡି ପରେ ଦାଉ ସାଧିଛି ବର୍ଷା । ଚାଷୀଙ୍କ ବର୍ଷକର ପରିଶ୍ରମ ବାତ୍ୟା ମିଗଜୋମ ପ୍ରଭାବରେ ପାଣିରେ ଭିଜିଯାଇଛି। ପରିବା ଫସଲ ଉପରେ ପ୍ରଭାବ ପଡିଛି। ରାତିରେ ଅଧିକ ବର୍ଷା ହେଲେ ଧାନ ଫସଲ ଅମଳ ଉପରେ ପ୍ରଭାବ ପକାଇପାରେ…

୫ମାସ ବିତିଲା, ହେଲାନି ସ୍ବତନ୍ତ୍ର ବୈଠକ

ନୟାଗଡ଼,୭ା୧୨(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ସଦର ମହକୁମାର ପୁରୁଣା ସହରରେ ପୂଜା ପାଉଥିବା ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କ ପାଇଁ କରାଗଲାନି ସ୍ବତନ୍ତ୍ର ବୈଠକ। ଏକାଦଶୀରେ ଅନୁଷ୍ଠିତ ସୁନାବେଶରେ ଶ୍ରୀଜୀଉ ରୁପା ଅଳଙ୍କାରରେ ସଜ୍ଜିତ ହେଉଥିବାରୁ ୨୦୨୩ ବାହୁଡ଼ା ଯାତ୍ରା ପରେ ସ୍ବତନ୍ତ୍ର…

ଦୁର୍ନୀତି ପଦାରେ ପଡ଼ିବା ଭୟ

ନୂଆଗାଁ,୭।୧୨(ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକରେ ଥିବା ଆଶ୍ରମ ସ୍କୁଲରେ ଅନେକ ଦୁର୍ନୀତି ହେଉଥିବା ନେଇ ବାରମ୍ବାର ଅଭିଯୋଗ ହୋଇଆସୁଛି। ଅଭିଯୋଗ ପରେ ଗଣମାଧ୍ୟମ ପ୍ରତିନିଧିମାନେ ସମ୍ପୃକ୍ତ ସ୍କୁଲକୁ ଯାଇ ସତ୍ୟାସତ୍ୟ ଜାଣିବା ପରେ ଖବର ପ୍ରକାଶ କରୁଛନ୍ତି । ଖବର…

ଖବର ପ୍ରକାଶ ପରେ ମରାମତି ହେଲା ନଳକୂପ

ନୂଆଗାଁ,୭।୧୨(ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକ କୋରଡା ପଞ୍ଚାୟତ ବେଲବଣି ଗ୍ରାମରେ ୧୦ ଦିନ ହେଲା ସୋଲାର ଜଳ ଯୋଗାଣ ବ୍ୟବସ୍ଥା ଓ ନଳକୂଅ ଉଭୟ ଖରାପ ହୋଇ ଯାଇଥିବାରୁ ଲୋକମାନେ ପାଣି ପାଇଁ ଡହଳବିକଳ ହେଉଥିଲେ । ଏ ନେଇ…

ହାତୀ ମୃତ୍ୟୁ ଘଟଣାରେ ଫରେଷ୍ଟର ନିଲମ୍ବିତ

କେନ୍ଦୁଝର,୬ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଅନ୍ତର୍ଗତ କାଳିକାପ୍ରସାଦ ସଂରକ୍ଷିତ ଜଙ୍ଗଲରୁ ଗଳିତ ମାଈହାତୀର ମୃତଦେହ ମିଳିବା ଘଟଣାରେ ବନ ବିଭାଗ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଉକ୍ତ ଘଟଣାରେ କାର୍ଯ୍ୟରେ ଅବହେଳା ଏବଂ ବିଳମ୍ବରେ ହାତୀ ମୃତ୍ୟୁ ଘଟଣା ନେଇ…

ଅଦିନିଆ ବର୍ଷାରେ ବୁଡ଼ିଲା ଗାଁ

ଛତ୍ରପୁର,୬ା୧୨(ଦିଲ୍ଲୀପ ସାମଲ): ଅଦିନିଆ ବର୍ଷାରେ ବେହାଲ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଗାଁ। ଲଗାଣ ବର୍ଷା ଯୋଗୁ ଗ୍ରାମର ମୁଖ୍ୟ ରାସ୍ତାରେ ପାଣି ଜମି ରହିଛି। ଏହା ଦ୍ୱାରା ଡେଙ୍ଗୁ ରୋଗ ବ୍ୟାପିବାର ଯଥେଷ୍ଟ ସମ୍ଭାବନା ରହିଥିବାରୁ…

ଅମଳ ସମୟରେ ବର୍ଷା, ବ୍ୟାପକ ଫସଲ ନଷ୍ଟ ଆଶଙ୍କା

ନିରାକାରପୁର,୬ା୧୨(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀ ବ୍ଲକ ଅଞ୍ଚଳରେ ଥିବା ପ୍ରାୟ ୯ହଜାର ହେକ୍ଟର ଜମିରେ ଚାଷୀମାନେ ଧାନଫସଲ କରିଛନ୍ତି। ତେବେ ଧାନଫୁଲ ଉଡ଼ାଇବା ସମୟ ପୂର୍ବରୁ ମୌସୁମୀ ବର୍ଷା ଉଭେଇ ଯାଇଥିବାରୁ ଚାଷୀମାନେ ନାହିଁ ନ ଥିବା ଅସୁବିଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?