କେସିଙ୍ଗା ନିର୍ବାଚନ ମଣ୍ଡଳୀ ଫେରାଇ ଆଣିବାକୁ ଜୋର୍ ଧରିଲା ଦାବି, ସହରରେ ଲାଗିଲା ପୋଷ୍ଟର
କେସିଙ୍ଗା,୨୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ପ୍ରମୁଖ ନିର୍ବାଚନ ମଣ୍ଡଳୀ ଭାବରେ ପରିଚିତ କେସିଙ୍ଗା ନିର୍ବାଚନ ମଣ୍ଡଳୀ ଜିଲାର ଏକ ମାତ୍ର ମୁଖ୍ୟ ନିର୍ବାଚନ ମଣ୍ଡଳୀ ଥିଲା। ଗତ ୨୦୦୮ରୁ ଦୀର୍ଘ ୧୮ ବର୍ଷ ହେଲାଣି ଅସ୍ତିତ୍ୱ ହରାଇଛି। ୧୯୬୬ରେ ଅସ୍ତିତ୍ୱରେ ଆସିଥିବା…
ଦୁର୍ଘଟଣା ଘଟାଇ ଫେରାର ହୋଇଯିବାବେଳେ ଡ୍ରାଇଭର ହେଲେ ଦୁର୍ଘଟଣାର ଶିକାର
କେସିଙ୍ଗା,୨୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ ଖଜୁରପଡ଼ା ଛକ ନିକଟରେ ବୁଧବାର ରାତିରେ ଏକ ଦୁର୍ଘଟଣା ଘଟିଛି। ସୂଚନାନୁଯାୟୀ, ଖଜୁରୀପଡ଼ା ଛକରେ ଅବସ୍ଥିତ ଅରିହନ୍ତ୍ ରାଇସ ମିଲ୍ରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିବା ମାଟିଆ ଗ୍ରାମର ଜୟରାମ ଗୌଡ଼…
ଶାଳୀ ବାହାଘରକୁ ଆସି ଚାଲିଗଲା ଭିଣୋଇଙ୍କ ଜୀବନ
ପାଟଣା,୨୫ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ କୋଡ଼ଖମଣ ଗ୍ରାମରେ ଏକ ବିବାହ ଉତ୍ସବ ଚାଲିଥିବା ବେଳେ ବୁଧବାର ରାତିରେ ଘଟିଛି ଦୁଃଖଦ ଘଟଣା। ପରମ୍ପରା ଅନୁସାରେ କନ୍ୟାଙ୍କୁ ମହୁଲ ଗଛ ସହ ବିବାହ କରାଇବା ପାଇଁ ପରିବାର ଓ…
ପଢାଉଥିବା ବେଳେ ରୁମ୍ ଡାକି ଛାତ୍ରୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ ଗଲେ ଟ୍ୟୁଶନ ଶିକ୍ଷକ
ଭୋଗରାଇ, ୨୫ା୬(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା ଥାନା ଅଞ୍ଚଳରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ସମ୍ପର୍କୀୟଙ୍କ ଅଭିଯୋଗକ୍ରମେ କମର୍ଦ୍ଦା ପୋଲିସ ବୁଧବାର ମାମଲା(ନଂ. ୧୫୪/୨୬) ରୁଜୁ କରି ଅଭିଯୁକ୍ତ ଟ୍ୟୁଶନ…
LED ଲାଇଟ୍ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଆରମ୍ଭ
ପାଟଣା,୨୫ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକରେ ଲାଗିଥିବା ଏଲ୍ଇଡି ଲାଇଟ୍ର ତଦନ୍ତ ଆରମ୍ଭ ହୋଇଛି। ଭୁବନେଶ୍ୱରରୁ ଆସିଥିବା ୨ଟି ଭିଜିଲାନ୍ସ ଟିମ୍ ପହଞ୍ଚି ପାଟଣା ବ୍ଲକର ବିଭିନ୍ନ ପଞ୍ଚାୟତର ଗାଁରେ ଲାଗିଥିବା ସେନ୍ସର୍ ଲାଇଟ୍ର ତଦନ୍ତ ଆରମ୍ଭ କରିଛନ୍ତି। ଏହି…
ବାଲିଘାଟରୁ ଶ୍ରମିକଙ୍କ ମୃତଦେହ ମିଳିବା ଘଟଣା: ଅଭିଯୁକ୍ତଙ୍କୁ ଗିରଫ କରିବାରେ ପୋଲିସ ବିଫଳ, ବଢୁଛି ଉତ୍ତେଜନା
ଦେବଗଡ଼,୨୫ା୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ସିଂହଶାଳ ପଞ୍ଚାୟତର ଚଟିଆପାଲି ବାଲିଘାଟରୁ ପୋଲିସ ୨୧ ତାରିଖ ରାତିରେ ଶ୍ରମିକ ଈନ୍ଦ୍ର ମୁଣ୍ଡାଙ୍କର ଗଳିତ ମୃତଦେହ ଠାବ କରିଥିଲା। ପରେ ୨୨ ତାରିଖରେ ମାଜିଷ୍ଟ୍ରେଟ୍ଙ୍କ ଉପସ୍ଥିତିରେ ଉଦ୍ଧାର କରାଯାଇଥିଲା। ସେହିଦିନ…
ମହାକାଳପଡ଼ାର ଏହି ସ୍ଥାନରେ ହେବ ଜାହାଜ କାରଖାନା, ଆରମ୍ଭ ହେଲା ସର୍ଭେ
ମହାକାଳପଡ଼ା, ୨୫ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବତୀଘର ପଞ୍ଚାୟତ ବଡ଼ଟୁବି, ସାନଟୁବି ଓ ନିପାଣିଆ ଗ୍ରାମରେ ଜାହାଜ କାରଖାନା ପ୍ରତିଷ୍ଠା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ପ୍ରାଥମିକ ସର୍ଭେ ଆରମ୍ଭ ହୋଇଛି। ଉଚ୍ଚସ୍ତରୀୟ ଅଧିକାରୀମାନେ…
ନାବାଳିକା ଗଣବଳାତ୍କାରର ଶିକାର
ଜି. ଉଦୟଗିରି, ୨୫ା୬ (ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଅଞ୍ଚଳରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହୋଇଥିବା ନେଇ ଫୁଲବାଣୀ ଟାଉନ୍ ଥାନାରେ ଅଭିଯୋଗ କରିଛନ୍ତି। ଏହି ଘଟଣା ଜି. ଉଦୟଗିରି ଥାନା ଅଞ୍ଚଳରେ ଘଟିଥିବା ପୀଡ଼ିତା…
୭୨ ଘଣ୍ଟା ସମୟ ଦେଲେ ସରପଞ୍ଚ ଚାମେଲୀ ଓଝା , କାର୍ଯ୍ୟାନୁଷ୍ଠାନ ନ ହେଲେ ଆପଣାଇବେ ଏହି ପନ୍ଥା…
କେନ୍ଦ୍ରାପଡ଼ା,୨୫ା୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରୀ ସରପଞ୍ଚ ଚାମେଲୀ ଓଝା ଜଜାଙ୍ଗସ୍ଥିତ ଏସ୍ପି ଅଫିସ ସମ୍ମୁଖରେ ନ୍ୟାୟ ଦାବି କରି ବୁଧବାର ଧାରଣାରେ ବସିଥିଲେ। ଧାରଣାସ୍ଥଳକୁ ଆସିବା ପୂର୍ବରୁ ଶତାଧିକ ମହିଳାଙ୍କ ସହ ଗରାପୁରସ୍ଥ ଗାନ୍ଧୀ ମୂର୍ତ୍ତିରେ ମାଲ୍ୟାର୍ପଣ…
ବିକାଶମୂଳକ କାର୍ଯ୍ୟକୁ ଆହୁରି ତ୍ୱରାନ୍ୱିତ କରିବା ଆମର ମୁଖ୍ୟ ଲକ୍ଷ୍ୟ: ରାଜସ୍ବ ମନ୍ତ୍ରୀ
ଭବାନୀପାଟଣା,୨୪।୬(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାକୁ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଝାରୀ ଦିନିକିଆ ଗସ୍ତରେ ଆସିଥିଲେ। ଏହି ସମୟରେ ଭବାନୀପାଟଣା ସ୍ଥିତ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏକ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ଯୋଗଦେଇଥିଲେ।ଏଥିରେ ଜିଲାର…
କାଦୁଅ ବିଲରୁ ଉଦ୍ଧାର ହୋଇଥିଲା ମୁହଁ ମାଡ଼ି ପଡ଼ିଥିବା ମହିଳାଙ୍କ ମୃତଦେହ, ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ସ୍ପଷ୍ଟ କଲେ ଅତିରିକ୍ତ SP
ହାଟଡିହୀ,୨୪।୬(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ସୋସୋ ଥାନା ବାଲିଆ ଅଞ୍ଚଳର ଏକ ବିଲରୁ ଜଣେ ଅଚିହ୍ନା ମହିଳାଙ୍କ ମୃତଦେହ ଉଦ୍ଧାର ହେବା ଘଟଣାରେ ଏକ ବଡ଼ ଖୁଲାସା ହୋଇଛି। ପାରିପାର୍ଶ୍ୱିକ ସ୍ଥିତିକୁ ଅନୁଧ୍ୟାନ କରିବା ପରେ ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ…
ବଜ୍ରାଘାତ ପରେ ଘରେ ଫୁଟିଲା ବାଣ; ବିସ୍ଫୋରଣରେ ପୁଅର ମୃତ୍ୟୁ, ବାପା-ମା’ଙ୍କ ସହ ୩ ଗୁରୁତର
ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଭୟାବହ ବାଣ ବିସ୍ଫୋରଣ ଘଟିଛି। ଗ୍ରାମର ପାଣିଟାଙ୍କି ରୋଡ଼୍ରେ ଥିବା ମା’ ବ୍ରହ୍ମଦେବୀ ମନ୍ଦିର ରାସ୍ତାରେ ସନ୍ଧ୍ୟା ପ୍ରାୟ ସାଢ଼େ ୬ଟା ସମୟରେ ଘଟିଥିବା…

