ଆମ ଜିଲା ଖବର

୨୦ କି.ମି. ମଧ୍ୟରେ ୩ ଟୋଲ୍‌ଗେଟ୍‌

ପାଲଲହଡ଼ା,୩୦ା୯(ଦିବ୍ୟଜ୍ୟୋତି ଦାଶ): ଦେବଗଡ଼ ଓ କେନ୍ଦୁଝର ଜିଲାକୁ ଲାଗିକରି ଥିବା ଅନୁଗୋଳ ଜିଲାର ପାଲଲହଡା ଉପଖଣ୍ଡବସୀଙ୍କ ଉପରେ ବଢ଼ୁଛି ଟୋଲ୍‌ଗେଟ୍‌ ବୋଝ। ପାଲଲହଡ଼ା ଉପଖଣ୍ଡ ଠାରୁ ମାତ୍ର ୨୦ କି.ମି. ପରିଧି ମଧ୍ୟରେ ୪୯ ଏବଂ ୧୪୯ନଂ. ଜାତୀୟ ରାଜପଥରେ ୩ଟି…

ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତାରେ ଅନିୟମିତତା ଅଭିଯୋଗ

ଢେଙ୍କାନାଳ,୩୦।୯(ରତନ ନାୟାର): ବଲାଙ୍ଗୀର ଠାରେ ଗତ ୨୫ ତାରିଖରେ ଅନୁଷ୍ଠିତ ହୋଇଥିବା ରାଜ୍ୟ ବିଦ୍ୟାଳୟ ବ୍ୟାଡମିଣ୍ଟନ ପ୍ରତିଯୋଗିତାର ଢେଙ୍କାନାଳ ଦଳରେ ୧୭ବର୍ଷରୁ କମ୍‌ ବିଭାଗରେ ଚୟନ ହୋଇଥିବା ହିନ୍ଦୋଳ ଉଚ୍ଚ ବିଦ୍ୟାଳୟର ବିଶ୍ୱରଞ୍ଜନ ପାଳଙ୍କୁ ସୁଯୋଗ ଦିଆଯାଇ ନ ଥିବା ସେ…

ରାସ୍ତା ତଳକୁ ଖସିଲା ବସ୍‌

ଗଜପତି,୩୦।୯: ଗଜପତି ଜିଲା ମୋହନା ଥାନା ହିକିରିକୁପା ଗାଁ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଯାତ୍ରୀବାହୀ ବସ୍‌ ରାସ୍ତା ତଳକୁ ଖସିପଡ଼ିଛି। ଏଥିରେ ୩୫ ଯାତ୍ରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଭାରସାମ୍ୟ ହରାଇ ବସ୍‌ଟି ରାସ୍ତା ତଳକୁ ଖସି ପଡ଼ିଥିଲା।…

ଯୁକ୍ତ୩ରେ ନାମ ଲେଖାଇବାକୁ ଅର୍ଥ ସାଜିଛି ବାଧକ

ମୋହନା,୩୦ା୯(ମନ୍ମଥ ମିଶ୍ର): ପାଠପଢି ଶିକ୍ଷୟତ୍ରୀ ହେବାର ବହୁତ୍ ସ୍ବପ୍ନ ଦେଖୁଛନ୍ତି ଦିବ୍ୟାଙ୍ଗ ସଜନୀ। ହେଲେ ଅର୍ଥାଭାବରୁ ପାଠରେ ଏବେ ଡୋରି ଲାଗିଯିବା ସହ ସବୁ ସ୍ବପ୍ନ ଅଧୁରା ରହିଯାଇଛି। ସରକାର ଯଦି ସହାୟତା ଯୋଗାଇ ଦିଅନ୍ତେ ତେବେ ସଜନୀ ଆଗକୁ ପାଠ…

ଖାଲଖମା ରାସ୍ତା, ଲୋକେ ହୀନସ୍ତା

ଯୋଡା,୩୦ା୯(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ପୌରପାଳିକା ଅନ୍ତର୍ଗତ ଆଜାଦବସ୍ତିକୁ ସଂଯୋଗ କରୁଥିବା ରାସ୍ତା ମରାମତି ଅଭାବରୁ ଶୋଚନୀୟ ହୋଇପଡ଼ିଛି। ରାସ୍ତା ନିର୍ମାଣ ପାଇଁ ବାରମ୍ବାର ଦାବି ହେଉଥିଲେ ହେଁ ପୌର ପାଳିକା କୌଣସି ପଦକ୍ଷେପ ନେଉନାହିଁ। ଫଳରେ ୫ନଂ. ୱାର୍ଡବାସୀ…

ଖବର ପ୍ରକାଶ ପରେ ରାସ୍ତାର ଗର୍ତ୍ତ ମରାମତି

ଯାଜପୁରରୋଡ୍‌,୩୦।୯(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦର ଯାଜପୁର-କେନ୍ଦୁଝର ରୋଡ୍‌ ଷ୍ଟେଶନ ବଜାର ରାସ୍ତା ମଝିରେ ସୃଷ୍ଟି ହୋଇଥିବା ଗର୍ତ୍ତର ମରାମତି କରାଯାଇଛି। ଏହି ଗର୍ତ୍ତରେ ବର୍ଷା ଜଳ ରହି ଯାତାୟାତରେ ବାଧା ସୃଷ୍ଟି କରିବା ସହ ଦୈନିକ ଛୋଟ ବଡ଼…

ଜଙ୍ଗଲ ଜମିରେ ବିଧାୟକଙ୍କ ହୋଟେଲ ଅଭିଯୋଗ

ରାଜନଗର, ୩୦ା୯ (ଭାସ୍କର ରାଉତରାୟ): ଜଙ୍ଗଲ ଜମିରେ ରାଜନଗର ବିଧାୟକ ଧ୍ରୁବ ସାହୁ ବେଆଇନ ଭାବେ ନିଜସ୍ବ ହୋଟେଲ କରିଥିବା ଅଭିଯୋଗ ଆଣି ରାଜନଗର କଂଗ୍ରେସ ପକ୍ଷରୁ ବିଧାୟକଙ୍କ କୁଶ ପୁତଳିକା ଶୁକ୍ରବାର ଦାହ କରାଯିବା ସହ ରାଜନଗର ଡିଏଫ୍‌ଓଙ୍କୁ ଦାବିପତ୍ର…

ବିନା ପ୍ରକଳ୍ପରେ ଟଙ୍କା ଆତ୍ମସାତ୍‌ ଅଭିଯୋଗ

ଆଳି,୩୦ା୯(ବନମାଳୀ ସେନାପତି): ରାଜ୍ୟ ସରକାର ପଞ୍ଚାୟତର ବିକାଶ ନିମନ୍ତେ ପଞ୍ଚାୟତିରାଜ ବ୍ୟବସ୍ଥାରେ ପଞ୍ଚାୟତଗୁଡିକୁ କୋଟି କୋଟି ଟଙ୍କା ଯୋଗାଇ ଦେଉଛନ୍ତି। ହେଲେ ସରକାରୀ ଅର୍ଥକୁ ବାଟମାରଣା କରବାରେ ଲାଗି ପଡିଛନ୍ତି ପଞ୍ଚାୟତ ପ୍ରତିନିଧି ଓ ସରକାରୀ କର୍ମଚାରୀ। ସାଧାରଣ ଲୋକଙ୍କ ସୁବିଧା…

ପୁଣି ଅଡୁଆରେ ସର୍ବେଶ୍ୱର ବେହୁରା

ଯାଜପୁର,୩୦ା୯(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାର ଜଣାଶୁଣା ସୂଚନା ଅଧିକାର କର୍ମୀ ସର୍ବେଶ୍ୱର ବେହୁରା ପୁଣି ଅଡୁଆରେ ପଡିଛନ୍ତି। ମୋରମ, ମାଟି ଲୁଟ୍‌ ଅଭିଯୋଗରେ ତାଙ୍କ ନାମରେ ବାଲିଚନ୍ଦ୍ରପୁର ଓ ଧର୍ମଶାଳା ଥାନାରେ ମାମଲା ରୁଜୁ ହୋଇଛି। ପ୍ରାୟ ୩ ମାସ ହେବ…

ନିପାଣିଆ ବିଜୁ ସେତୁ ଉଦ୍‌ଘାଟନ ପୂର୍ବରୁ ଫଳକ ଭାଙ୍ଗିଲେ ଦୁର୍ବୃତ୍ତ

ମହାକାଳପଡ଼ା,୩୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନଦୀ ନାଳ ଘେରା ବତିଘର ପଞ୍ଚାୟତର ଦକ୍ଷିଣ ବରକୋଳି ଖୋଳା-ନିପାଣିଆ ଖୋଳା ନଦୀ ଉପରେ ରାଜ୍ୟ ସରକାରଙ୍କ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ୪ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟ ଅଟକଳରେ…

କେନ୍ଦ୍ରାପଡ଼ା ଏବେ କୁମ୍ଭୀରପଡ଼ା

କେନ୍ଦ୍ରାପଡ଼ା, ୩୦ା୯ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ପେଣ୍ଠର ଖଣ୍ଡମରା ରାସ୍ତାରେ ଏକ ବଉଳା କୁମ୍ଭୀର ବୁଲୁଥିବା ଭିଡିଓ ଭାଇରାଲ ହୋଇଥିଲା। ନିକଟସ୍ଥ ଦୋବନ୍ଧି ମାଛଘେରିରୁ ଗୁରୁବାର ଏକ କୁମ୍ଭୀର ଉଦ୍ଧାର ହୋଇଛି। ବନ ବିଭାଗ ଏହାକୁ ଉଦ୍ଧାର…

ବାଟ ହୁଡ଼ିଛି ଡିଏମ୍‌ଏଫ୍‌

ଯାଜପୁର,୩୦ା୯(ହର୍ଷବର୍ଦ୍ଧନ ବେହେରା): ଜୁଲାଇ ୨୦୨୩ ସୁଦ୍ଧା ଜିଲା ଖଣିଜ ପଦାର୍ଥ ପ୍ରତିଷ୍ଠାନ(ଡିଏମ୍‌ଏଫ୍‌) ପାଣ୍ଠିରେ ସମୁଦାୟ ୨୩୧୫୧.୧୫ କୋଟି ଟଙ୍କା ସଂଗ୍ରହ ହୋଇଛି। ଏଥିରେ ରାଜ୍ୟର ୮ ପ୍ରମୁଖ ଜିଲା ଅନୁଗୋଳ, ଯାଜପୁର, ଝାରସୁଗୁଡ଼ା, କେନ୍ଦୁଝର, କୋରାପୁଟ, ମୟୂରଭଞ୍ଜ, ରାୟଗଡ଼ା ଓ ସୁନ୍ଦରଗଡ଼କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?