ଆମ ଜିଲା ଖବର

ପାଣି ପାଇଁ ଡହଳବିକଳ ଲଣ୍ଡାଗାଁ ପଞ୍ଚାୟତବାସୀ

ବାଲିଗୁଡା, ୨୦।୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ କିଛିଦିନ ହେଲା ପ୍ରବଳ ଖରା ସାଙ୍ଗକୁ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ପ୍ରତିଦିନର ତାପମାତ୍ରା ୪୦ ରୁ ୪୧ଡିଗ୍ରୀ ରହୁଛି। ତାପମାତ୍ରା ବୃଦ୍ଧି କାରଣରୁ ନଦୀ ନାଳ…

ଓଡ଼ିଶା ପାଣି ଲୁଟିବାକୁ ଆଉ ପାଦେ ଆଗେଇଲା ଆନ୍ଧ୍ର

ପାରଳାଖେମୁଣ୍ଡି, ୨୦।୪ (ଡି.ଏନ୍‌.ଏ): ଗଜପତି ଜିଲାର ଦୁଇ ନଦୀ ଉପରେ ଆନ୍ଧ୍ରର ଲୋଲୁପ ଦୃଷ୍ଟି ରହିଛି । ମହେନ୍ଦ୍ରତନୟା ଓ ବଂଶଧାରା ନଦୀ ଉପରେ ଆନ୍ଧ୍ର ପ୍ରକଳ୍ପ ନିର୍ମାଣ କରି ବିବାଦକୁ ଆସିବା ପରେ ସୁପ୍ରିମକୋର୍ଟର ଦ୍ୱାରସ୍ଥ ହୋଇଥିଲେ ଉଭୟ ରାଜ୍ୟ।…

ରାଜସ୍ବ ଫାଙ୍କି ରୋକିବ ଆଇଓଟି ଡିଭାଇସ୍‌

ଯୋଡ଼ା,୨୦ା୪(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ଖଣି ମଣ୍ଡଳରେ ଲୁହାପଥର ମାନରେ ହେର୍‌ଫେର ନେଇ ହେଉଥିବା ଅଭିଯୋଗକୁ ରୋକିବା ପାଇଁ ରାଜ୍ୟ ସରକାର ଏକ ଉନ୍ନତ ଜ୍ଞାନକୌଶଳ ପ୍ରୟୋଗ କରିଛନ୍ତି। ଖଣି ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ଗତ ଫେବୃୟାରୀ ୧୩ରେ…

ପୁନରୁଦ୍ଧାର ହେବ ଉତ୍କଳମଣିଙ୍କ ବାସଭବନ

ବାରିପଦା ଅଫିସ,୨୦ା୪: ମୟୂରଭଞ୍ଜ ଜିଲା ବାରିପଦା ପୌରପରିଷଦର ପ୍ରଥମ ଉପାଧ୍ୟକ୍ଷ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ବାସଭବନର ପୁନରୁଦ୍ଧାର ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରୟାସ ଆରମ୍ଭ ହୋଇଛି। ବୁଧବାର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ କ୍ଷେତ୍ର ପରିଦର୍ଶନରେ…

‘ଡିସେମ୍ବର ସୁଦ୍ଧା ସରିବ କାନପୁର ଡ୍ୟାମ୍‌ କାମ’

କେନ୍ଦୁଝର/ଆନନ୍ଦପୁର,୨୦ା୪(ସ୍ବ.ପ୍ର./ଡି.ଏନ୍‌.ଏ.): ରାଜ୍ୟ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ବୁଧବାର କେନ୍ଦୁଝର ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପ ବୁଲି ଦେଖିବା ସହ ଅଗ୍ରଗତିର ସମୀକ୍ଷା କରିଛନ୍ତି। ଯୋଡ଼ା ବ୍ଲକ୍‌ କାନପୁର ଜଳସେଚନ ପ୍ରକଳ୍ପ ଗସ୍ତ କରି ଏହି ପ୍ରକଳ୍ପ ଡିସେମ୍ବର ସୁଦ୍ଧା…

ଉନ୍ନୟନ କାର୍ଯ୍ୟ ଶୀଘ୍ର ସାରିବାକୁ ନିର୍ଦ୍ଦେଶ

ଯୋଡ଼ା/ବଡ଼ବିଲ୍‌/କେନ୍ଦୁଝର,୨୦ା୪(ଡି.ଏନ.ଏ./ସ୍ବ.ପ୍ର.): ଗ୍ରାମ୍ୟ ଉନ୍ନୟନ ଓ ସୂଚନା ଲୋକସମ୍ପର୍କ ବିଭାଗ ତଥା ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହ କେନ୍ଦୁଝର ଜିଲା ଯୋଡ଼ା ଓ ବଡ଼ବିଲ ଅଞ୍ଚଳର ବିଭିନ୍ନ ଉନ୍ନୟନ କାର୍ଯ୍ୟ ସମୀକ୍ଷା କରିଛନ୍ତି। ଗ୍ରାମୀଣ ଉନ୍ନୟନ କାର୍ଯ୍ୟ ଓ ସହରାଞ୍ଚଳର…

ପ୍ରମାଣପତ୍ର ପାଇବାକୁ ଭୂମିହୀନ ହନ୍ତସନ୍ତ

କେନ୍ଦ୍ରାପଡ଼ା ଅଫିସ, ୨୦ା୪: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଟିକରପଙ୍ଗା ପଞ୍ଚାୟତ ନାରାୟଣପୁର ଗଁାରେ ପ୍ରାୟ ୩୦୦ ପରିବାର ଅଛନ୍ତି। ଏମାନଙ୍କ ମଧ୍ୟରୁ ପ୍ରାୟ ୭୦ ପ୍ରତିଶତ ଅନୁସୂଚିତ ଜାତି ବର୍ଗ। ତେବେ ଏସ୍‌ଇସିସି (ସୋସିଓ ଇକୋନୋମିକ ଆଣ୍ଡ କାଷ୍ଟ ସେନ୍‌ସସ୍‌)ର…

ପାରାଦୀପ ମାଛଧରା ବନ୍ଦର ଶୂନ୍‌ଶାନ୍‌

ପାରାଦୀପ,୨୦ା୪(ସ୍ବ.ପ୍ର.): ରାଜ୍ୟର ଅନ୍ୟତମ ବୃହତ୍‌ ପାରାଦୀପ ମାଛଧରା ବନ୍ଦର ଏବେ ଶୂନ୍‌ଶାନ୍‌ ଅବସ୍ଥାରେ ରହିଛି। କାରଣ ଏପ୍ରିଲ ୧୫ରୁ ଜୁନ୍‌ ୧୪ ତାରିଖ ପର୍ଯ୍ୟନ୍ତ ୨ମାସ ସାମୁଦ୍ରିକ କଟକଣା ଜାରି ହୋଇଛି। ଏହାଦ୍ୱାରା ସର୍ବଦା ଚଳଚଞ୍ଚଳ ଥିବା ପାରାଦୀପ ମାଛଧରା ବନ୍ଦର…

ଠପ୍‌ ହୋଇଗଲା ଜନଜୀବନ

ଯାଜପୁର ରୋଡ୍‌,୨୦ା୪(ଡି.ଏନ.ଏ.): ଯାଜପୁର ଜିଲାର ବ୍ୟାସନଗର ସହର ପ୍ରତି ଉପେକ୍ଷା ଓ ୫ ଦଫା ଦାବି ନେଇ ନାଗରିକ କମିଟି ଦ୍ୱାରା ବିଭିନ୍ନ ଗଣ ସଂଗଠନକୁ ନେଇ ଗଠିତ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ବୁଧବାର ଦିଆଯାଇଥିବା ବନ୍ଦ ଡାକରା ସଫଳ…

ପୋଷ୍ଟମର୍ଟମ ରିପୋର୍ଟ ପାଇଁ ୨୦ ହଜାର ଟଙ୍କା ଲାଞ୍ଚ

ଯାଜପୁର ଅଫିସ/କଳିଙ୍ଗନଗର/ ଧର୍ମଶାଳା (ଡି.ଏନ.ଏ.),୨୦ା୪ : ପୋଷ୍ଟମର୍ଟମ ରିପୋର୍ଟ ପ୍ରଦାନ ପାଇଁ ୨୦ ହଜାର ଟଙ୍କା ଦାବି କରି ଦାନଗଦି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମେଡିକାଲ ଅଫିସର ପବିତ୍ର କୁମାର ସେଠୀ ବୁଧବାର ଭିଜିଲାନ୍ସ ହାତରେ ଧରା ପଡିଛନ୍ତି। ଏଥିରେ ସହଯୋଗ କରିଥିବା…

ବିଞ୍ଝାରପୁର ବିଡିଓଙ୍କୁ ଲୋକାୟୁକ୍ତଙ୍କ ନୋଟିସ

ଯାଜପୁର ଅଫିସ,୨୦ା୪: ଯାଜପୁର ଜିଲା ବିଞ୍ଝାରପୁର ବ୍ଲକରେ ସରକାରୀ ଅର୍ଥ ହେରାଫେରି ଅଭିଯୋଗ ପିଛା ଛାଡୁନି ା ଏହି ବ୍ଲକ ସୟଦପୁର ପଞ୍ଚାୟତରେ ହୋଇଥିବା ବିଭିନ୍ନ ଦୁର୍ନୀତି ସମ୍ପର୍କରେ ପୂର୍ବତନ ସରପଞ୍ଚ ତଥା ସାମାଜିକ କର୍ମୀ ଅବଦୁଲ କାଦିର ଲୋକାୟୁକ୍ତଙ୍କ ଦ୍ୱାରସ୍ଥ…

୪ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ

ଯାଜପୁର ଅଫିସ/କୋରେଇ (ଡି.ଏନ୍‌.ଏ.),୨୦ା୪: ବଲାଙ୍ଗୀର ଜିଲାରେ ଯେଭଳି ନକଲି ପ୍ରମାଣପତ୍ରକୁ ନେଇ ଛାନ୍‌ଭିନ୍‌ ହେଲା ଏବଂ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଗଲା ସେଭଳି ପଦକ୍ଷେପ ଯାଜପୁର ଜିଲାରେ ଦେଖିବାକୁ ମିଳିନାହିଁ। ବରଂ ଏହି ଜିଲାରେ ନକଲି ଶିକ୍ଷୟିତ୍ରୀ ଓ ଶିକ୍ଷକ କଟକ କେନ୍ଦ୍ରାଞ୍ଚଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri