Odisha Elections 2024

ଆମ ଜିଲା ଖବର

ଆଜି ମାଟ୍ରିକ ପରୀକ୍ଷାଫଳ

କଟକ ଅଫିସ,୨୫।୬: ଚଳିତବର୍ଷର ମାଟ୍ରିକ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇବ। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଗୁରୁବାର ପ୍ରେସ୍‌ ବିବୃତି ମାଧ୍ୟମରେ ସୂଚନା ଦିଆଯାଇଛି। ଅପରାହ୍ନ ୪ଟା ବେଳେ କଟକସ୍ଥିତ ବୋର୍ଡ କାର୍ଯ୍ୟାଳୟରେ ପରୀକ୍ଷା ଫଳ ପ୍ରକାଶ...

ଗୋଟିଏ କୋଠରିରେ ୧୫୦ କର୍ମଚାରୀ

ପାଲଲହଡା,୨୫ା୬(ଡି.ଏନ.ଏ.) ଅନୁଗୋଳରେ କାବୁକୁ ଆସିନି କରୋନା ସଂକ୍ରମଣ। ସେଥିପାଇଁ ଏହି ଜିଲାକୁ ରାଜ୍ୟ ସରକାର କାଟାଗୋରି-ବି’ରେ ରଖିଛନ୍ତି। ଅର୍ଥାତ୍‌ ପୂର୍ବପରି ଲଗାଯାଇଥିବା କଡ଼ା କଟକଣା ଏଠାରେ ବଳବତ୍ତର ରହିଛି। ଏପରି କି ବିବାହ ଉତ୍ସବରେ ମଧ୍ୟ ୨୫ରୁ ଅଧିକ ଲୋକଙ୍କୁ...

ମୁଖ୍ୟମନ୍ତ୍ରୀଙ୍କ ପର୍ଯ୍ୟନ୍ତ ଗଲାଣି କଥା, ତଥାପି ସେଲୁନ ଖୋଲିବାକୁ ମିଳୁନି ଅନୁମତି

ବରଗଡ଼ ଅଫିସ୍‌,୨୪।୬: କରୋନାର ଦ୍ୱିତୀୟ ସଂକ୍ରମଣ ଆରମ୍ଭ ପରେ ରାଜ୍ୟ ସରକାର ସେଲୁନ, ବିୟୁଟି ପାର୍ଲର ଖୋଲିବା ଉପରେ କଟକଣା ଜାରି କରିଥିଲେ। ଏହି କଟକଣା ଯୋଗୁ ବର୍ତ୍ତମାନ ସେଲୁନ, ବିୟୁଟି ପାର୍ଲର କର୍ମଚାରୀଙ୍କ ଜୀବନ ଦୁର୍ବିସହ ହୋଇପଡିଲାଣି। ବାରିକଙ୍କୁ...

ଡିଭାଇଡରରେ ପିଟିହେଲା କାର୍‌: ଏକାସାଙ୍ଗରେ ଚାଲିଗଲେ ମା’, ପୁଅ

ବ୍ରହ୍ମପୁର ଅଫିସ,୨୪।୬: ଏକ ସଡ଼କ ଦୁର୍ଘଟଣାରେ ଗୁରୁତର ମା’ ପୁଅଙ୍କ ଏମ୍‌କେସିଜି ମେଡିକାଲରେ ଗୁରୁବାର ମୃତ୍ୟୁ ଘଟିଛି। ମୃତକ ହେଲେ ଆନ୍ଧ୍ରପ୍ରଦେଶ ବିଜୟନଗରମ୍‌ର ପି.ଲକ୍ଷ୍ମୀ (୪୫) ଓ ତାଙ୍କ ପୁଅ ପି.ଜଗନ (୧୯)। ବ୍ରହ୍ମପୁର ବଡ ମେଡିକାଲ ଫାଣ୍ଡି ପୋଲିସ...

୩୦ ଗାଁର ପିଲାଙ୍କ ପାଠପଢାରେ ବାଧକ ସାଜିଛି ନେଟଓ୍ବର୍କ

ଲାଠୋର,୨୪।୬: ବଲାଙ୍ଗୀର ଜିଲା କରୋନା ମହାମାରୀ ଯୋଗୁଁ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି। ସରକାର ଜୁନ ୨୧ତାରିଖରୁ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ଅନଲାଇନରେ ପାଠପଢା ଆରମ୍ଭ କରିଛନ୍ତି। ହେଲେ ନେଟୱର୍କ ସମସ୍ୟା ମାଓବାଦୀ ପ୍ରବଣ ତୁରେକେଲା ବ୍ଳକର...

ଅତ୍ୟଧିକ କାର୍ଯ୍ୟ ଚାପରେ ଜୀବନ ହାରିଲେ ମହିଳା ଯନ୍ତ୍ରୀ

ଭଞ୍ଜନଗର,୨୪ା୬: ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ ବିଭାଗରେ କାର୍ଯ୍ୟରତ ମହିଳା ଯନ୍ତ୍ରୀ ଜେ. ଅନିତା(୩୩) ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ସେ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଏଷ୍ଟିମେଟର ଭାବେ କାର୍ଯ୍ୟ କରୁଥିଲେ। ଲଣ୍ଡେଇସାହି ୟୁନିଟ୍‌ ୩ ସ୍ଥିତ ଭଡ଼ାଘରେ...

‘ନିର୍ଭୟ’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ,୨୪ା୬: ବାଲେଶ୍ୱରସ୍ଥିତ ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରର ୩ ନଂ ଲଞ୍ଚ୍‌ ପ୍ୟାଡ୍‌ରୁ ଗୁରୁବାର ପୂର୍ବାହ୍ନ ୧୦ଟା ୪୩ ମିନିଟ୍‌ରେ ଦୂରଗାମୀ ସବ୍‌ସୋନିକ କ୍ରୁଜ ମିସାଇଲ ‘ନିର୍ଭୟ’ର ସଫଳ ପରୀକ୍ଷଣ ହୋଇଛି। ନିର୍ଭୟର ଲକ୍ଷ୍ୟଭେଦ କ୍ଷମତା ୧୫୦୦ କିଲୋମିଟର।...

ବିନା ଭକ୍ତରେ ଶେଷ ହେଲା ବଳଦେବଜୀଉଙ୍କ ସ୍ନାନୋତ୍ସବ

କେନ୍ଦୁଝର,୨୪।୬(ସ୍ବ.ପ୍ର): କେନ୍ଦୁଝରର ଆରାଧ୍ୟ ଶ୍ରୀ ଶ୍ରୀ ବଳଦେବଜୀଉଙ୍କ ପବିତ୍ର ଦେବସ୍ନାନ ଉତ୍ସବ କୋଭିଡ କଟକଣା ମଧ୍ୟରେ ଗୁରୁବାର ପାଳିତ ହୋଇଯାଇଛି। ପ୍ରଥମେ ପାରମ୍ପରିକ ରୀତିନୀତିରେ ଶ୍ରୀ ଜିଉଙ୍କୁ ପହଣ୍ଡି କରି ସ୍ନାନ ବେଦୀକୁ ନିଆଯାଇଥିଲା। ସେଠାରେ ସୁଗନ୍ଧିତ ଜଳରେ ଶ୍ରୀ...

ବିନା ଭକ୍ତରେ ସ୍ନାନ କଲେ ମହାପ୍ରଭୁ

ଖୋର୍ଦ୍ଧା ଅଫିସ,୨୪ା୬: ଖୋର୍ଦ୍ଧା ଜାଗୁଳାଇପାଟଣାସ୍ଥିତ ଶ୍ରୀ ଅନନ୍ତ ପୁରୁଷୋତ୍ତମ ଦେବଙ୍କ ପବିତ୍ର ଦେବସ୍ନାନ ଯାତ୍ରା ବିନା ଭକ୍ତରେ ବିଧି ଅନୁଯାୟୀ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ୧୦୮ ଗରା ସୁବାସିତ ଜଳରେ ଚତୁର୍ଦ୍ଧାମୂର୍ତ୍ତି ସ୍ନାନ ପରେ ଗଜ ବେଶରେ ଦର୍ଶନ ଦେଇଛନ୍ତି।...

ଧାନ କିଣାବିକା ସମସ୍ୟା: ତେଜୁଛି ଆନ୍ଦୋଳନ

ବରଗଡ଼ ଅଫିସ,୨୪ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢ଼ି ଚାଲିଛି, ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି ତେଜି ଉଠିଛି । ଗୁରୁବାର ଅତାବିରା ଓକିଲ ସଂଘ ଧାନ ଉଠାଣ ଏବଂ ଚାଷୀମାନଙ୍କୁ ଫସଲ କ୍ଷତି ଦାବିରେ ବରଗଡ଼...

ଗଞ୍ଜାମର ଏହି ବ୍ଲକ ସମ୍ପୂର୍ଣ୍ଣ କରୋନା ମୁକ୍ତ

ଛତ୍ରପୁର,୨୪ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ସହ ସକ୍ରିୟଙ୍କ ସଂଖ୍ୟା ବହୁତ କମ୍‌ ଥିବାରୁ ଜିଲା ଗ୍ରୀନ୍‌ ଜୋନରେ ରହିଛି। ଅପରପକ୍ଷରେ ଜିଲାର ୨୨ ବ୍ଲକ ମଧ୍ୟରୁ ଶେରଗଡ଼ ବ୍ଲକ ସମ୍ପୂର୍ଣ୍ଣ କରୋନା ମୁକ୍ତ ହୋଇଛି। ସେହିପରି ଜିଲାର...

ଗଞ୍ଜାମର ୧୦ ବ୍ଲକରେ ଆଜି ଟିକାକରଣ ବନ୍ଦ

ଛତ୍ରପୁର,୨୪ା୬(ଡି.ଏନ୍‌.ଏ): ଗଞ୍ଜାମ ଜିଲାରେ ଗତ ୩ ଦିନ ହେଲା ମେଗା କରୋନା ଟିକାକାରଣ ଚାଲିଥିଲା। ତେବେ ଟିକା ଅଭାବ ଯୋଗୁ ଜିଲାର ୨୨ ବ୍ଲକ ମଧ୍ୟରୁ ଗୁରୁବାର ୧୦ଟି ବ୍ଲକରେ ଟିକାକରଣ ବନ୍ଦ ରହିଛି। ସେଥିମଧ୍ୟରେ ସାନଖେମୁଣ୍ଡି, ରଙ୍ଗେଇଲୁଣ୍ଡା, କୁକୁଡାଖଣ୍ଡି,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri