ଗୋବରୀ ନଦୀ ପୁନରୁଦ୍ଧାର: ୧୧ କୋଟି ପାଣିରେ
ପଟ୍ଟାମୁଣ୍ଡାଇ, ୨୬।୧୧(କଳ୍ପତରୁ ନାୟକ)କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳ ଦେଇ ପ୍ରବାହିତ ହେଉଥିବା ଗୋବରୀ ନଦୀର ପୁନରୁଦ୍ଧାର ନଁାରେ ଗତ ୭ ବର୍ଷରେ ୧୧.୩୩ କୋଟି ଟଙ୍କା ପାଣିରେ ପଡ଼ିଥିବା ଅଭିଯୋଗ ହେଉଛି। ନଦୀର ମାଟିଖୋଳା ଓ ଦଳସଫା ପାଇଁ ୨୦୧୧-୧୨ ଓ…
ପ୍ରଦୂଷଣ ଆଁରେ ନୟାଗଡ଼
ନୟାଗଡ଼,୨୬।୧୧(ଲୋକନାଥ ମିଶ୍ର)ସଙ୍କଟରେ ପରିବେଶ । ବର୍ତ୍ତମାନ ପରିବେଶ, ଅସୁନ୍ତଳିତ ଜଳବାୟୁ ଓ ବିପର୍ଯ୍ୟୟ ମୁଖୀ ସବୁଜିମା ନୟାଗଡ଼ ଜିଲାରେ ଜୀବଜଗତକୁ ଧ୍ୱଂସ ମୁହଁକୁ ଠେଲି ଦେଇଛି । ପ୍ରଦୂଷଣ ଅଁାରେ ରହି ଯାଇଛି ନୟାଗଡ଼ ଜିଲା । ହେଲେ ଏହାର ପ୍ରଭାବ…
ଦୁଇ ବାଇକ୍ ମୁହାଁମୁହିଁ: ଜଣଙ୍କର ଜୀବନ ଗଲା, ଦୁଇ ଗୁରୁତର
କେନ୍ଦୁଝର,୨୫ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ୨୨୦ ନମ୍ବର ଜାତୀୟ ରାଜପଥର ଢେଙ୍କିକୋଟ ପାଟଣା ରାସ୍ତାର କପାସପଡ଼ା ନିକଟରେ ଶନିବାର ସନ୍ଧ୍ୟାରେ ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା…
ଟ୍ରକ୍ ପଛରେ ପିଟିହେଲା ବାଇକ୍, ଯୁବକଙ୍କ ଖପୁରୀ ଦୁଇଫାଳ
କେନ୍ଦୁଝର,୨୫ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥ ଝାଡ଼ବେଲଦା ନିକଟରେ ଶନିବାର ଏକ ବୋର୍ଓ୍ବେଲ ଟ୍ରକ୍ ପଛରେ ଜଣେ ବାଇକ୍ ପିଟିହୋଇ ଯୁବକଙ୍କ ଜୀବନ ଯାଇଛି। ମୃତକ ଯୁବକ ଜଣଙ୍କ ହେଲେ ପଣ୍ତାପଡ଼ା ଥାନା…
ହତ୍ୟା ଉଦ୍ୟମ କରି ଫେରାର ଥିଲେ, ଆଜି କୋର୍ଟ ଚାଲାଣ କଲା ପୋଲିସ
ଗୋପାଳପୁର,୨୫ା୧୧(ନବୀର ରାଜ ଆଚାରୀ): ହତ୍ୟା ଉଦ୍ୟମ ମାମଲାର ଫେରାର ଥିବା ଅନ୍ୟତମ ଅଭିଯୁକ୍ତଙ୍କୁ ଶନିବାର ସାରେ ଗିରଫ କରି ପୋଲିସ କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ରଣ୍ଢା ଗ୍ରାମ ହରିଜନ ସାହିର କାହ୍ନୁ ଦାସ (୧୯)। ଏହି…
ପ୍ରେମ ସମ୍ପର୍କରୁ ଯୁବତୀଙ୍କୁ ୩୧ ଖଣ୍ଡ, ମାଟିତଳୁ ମିଳିଲା ଖଣ୍ଡ ବିଖଣ୍ଡିତ ମୃତଦେହ
ନବରଙ୍ଗପୁର,୨୫।୧୧(ସଦାଶିବ ପ୍ରହରାଜ/କିରଣ ପଟ୍ଟନାୟକ): ନବରଙ୍ଗପୁର ଜିଲା ରାଇଘର ଥାନା ଅଞ୍ଚଳରୁ ଶନିବାର ଜଣେ ଯୁବତୀଙ୍କ ମୃତଦେହ ମାଟିତଳୁ ମିଳିଛି। ତାଙ୍କୁ ୩୧ ଖଣ୍ଡ କରି କାଟି ପ୍ରେମିକ ପୋତି ଦେଇଥିବା ପୋଲିସ ପ୍ରାଥମିକ ଅନୁସନ୍ଧାନରୁ ଜାଣିବାକୁ ପାଇଛି। ରାଇଘର ପୋଲିସ ମାଟିତଳୁ…
ରାୟଗଡ଼ାରେ ଲକ୍ଷ୍ମୀ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ୧୮୨ ପଞ୍ଚାୟତକୁ ଯୋଡ଼ିବ ୫୨ ବସ୍
ଭୁବନେଶ୍ୱର,୨୫ା୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ରାୟଗଡ଼ା ଜିଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନାରେ ଜିଲାରେ ୧୮୨ଟି ପଞ୍ଚାୟତକୁ ୫୨ଟି ବସ୍ ଚାଲିବ। ଏଥିପାଇଁ ୩୦୦ଟି ବସ୍ ଷ୍ଟପେଜ ମଧ୍ୟ କରାଯାଇଛି। ଭିଡିଓ କନ୍ଫରେନ୍ସିଂ ଜରିଆରେ କାର୍ଯ୍ୟକ୍ରମ…
୨୮ରୁ ଶ୍ରୀମନ୍ଦିର ରତ୍ନଭଣ୍ଡାରର ଲେଜର ସ୍କାନିଂ
ପୁରୀ,୨୫ା୧୧: କାର୍ତ୍ତିକ ମାସ ପାଇଁ ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବଳ ସମାଗମ ହେଉଥିବାରୁ ଏହାକୁ ଦୃଷ୍ଟିରେ ରଖି କାର୍ତ୍ତିକ ପୂର୍ଣ୍ଣିମା ପରଦିନଠାରୁ ଶ୍ରୀମନ୍ଦିର ବାହାର ରତ୍ନଭଣ୍ଡାରର ଲେଜର ସ୍କାନିଂ କରାଯିବ। ଆସନ୍ତା ୨୮ରୁ ଲେଜର ସ୍କାନିଂ କରାଯିବା ନେଇ ଏଏସ୍ଆଇ ସହ ଆଲୋଚନା…
ଝୁଲନ୍ତା ଅବସ୍ଥାରେ ମିଳିଲା ଯୁବକଙ୍କ ମୃତଦେହ
ଗୋପାଳପୁର,୨୫ା୧୧(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋପାଳପୁର ଥାନା ଅଞ୍ଚଳରେ ଶନିବାର ଏକ ଗଛରେ ଝୁଲନ୍ତା ଅବସ୍ଥାରେ ଜଣେ ଯୁବକଙ୍କ ମୃତଦେହକୁ ପୋଲିସ ଠାବ କରିଛି। ମୃତ ଯୁବକ ଜଣକ ଭଦ୍ରକ ଜିଲା ହରିପୁର ଗ୍ରାମର ପୂର୍ଣ୍ଣଚନ୍ଦ୍ର ବିଶ୍ୱାଳ (୨୭) ବୋଲି…
ମହୁମାଛି ଆକ୍ରମଣରେ ବାପ-ପୁଅ ଗୁରୁତର
ଘସିପୁରା,୨୫ା୧୧(ନିରଞ୍ଜନ ସାହୁ): ଚାଷଜମିକୁ ଆସିବା ସମୟରେ ମହୁମାଛି ଆକ୍ରମଣର ଶିକାର ହୋଇ ବାପ-ପୁଅ ଗୁରୁତର ହୋଇଛନ୍ତି। ଗୁରୁତର ଅବସ୍ଥାରେ ଉଭୟଙ୍କୁ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଘସିପୁରା ବ୍ଲକ ସରେଇଁ ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗ୍ରାମର…
ତାରିଣୀ ଦର୍ଶନ ପାଇଁ ଆସୁଥିବା ପର୍ଯ୍ୟଟକଙ୍କ କାର୍କୁ ମୁହାଁମୁହିଁ ଧକ୍କାଦେଲା ଟ୍ରକ୍, ୬ ଗୁରୁତର
ପାଟଣା,୨୫ା୧୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସାହାରପଡ଼ା ଦେଇ ଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥର ଧାନବେଣୀ ସ୍କୁଲ ନିକଟରେ ଶନିବାର ଅପରାହ୍ନରେ ଏକ କାର୍କୁ ଲୁବ୍ରିକାଣ୍ଟ୍ ବୋଝେଇ ଏକ ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ୨ ପରିବାରର ୬…
ସେଲ୍ଫି ନେବା ବେଳେ ଜଳପ୍ରପାତରେ ଖସିଗଲା ଛାତ୍ରଙ୍କ ଗୋଡ଼
ବଡ଼ବିଲ,୨୫ା୧୧(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଲାଣୀ ଥାନା ଅନ୍ତର୍ଗତ ପୁଣ୍ଡୁଲ ଜଳପ୍ରପାତରେ ଖସି ପଶ୍ଚିମବଙ୍ଗରୁ ଷ୍ଟଡିଟୁର୍ରେ ଆସିଥିବା ଦୁଇଜଣ ପର୍ଯ୍ୟଟକ ଛାତ୍ର ନଦୀରେ ବୁଡ଼ିଯାଇଥିବା ବେଳେ ଜଣଙ୍କୁ ଉଦ୍ଧାର କରାଯାଇଥିଲା। ଅନ୍ୟ ଜଣେ ଛାତ୍ର ଦୁଇଦିନ ଧରି ନିଖୋଜ ରହିଥିଲେ। ଶନିବାର…

