ଆମ ଜିଲା ଖବର

ବୌଦ୍ଧରେ ମାଓବାଦୀ ପୁଣି ସକ୍ରିୟ

ବୌଦ୍ଧ,୨୨ ।୧୧(ଅଜିତ କୁମାର ବାରିକ ): ଗତ କିଛିଦିନର ବ୍ୟବଧାନ ପରେ ବୌଦ୍ଧ ଜିଲାରେ ମାଓବାଦୀଙ୍କ ଉପସ୍ଥିତି ଥିବା ଜଣାପଡ଼ିଛି। ମାଓବାଦୀ ଜିଲାରେ ଥିବା ନେଇ ମଙ୍ଗଳବାର ଏକ ଖବରଦାତା ସମ୍ମିଳନୀରେ ଆରକ୍ଷୀ ଅଧୀକ୍ଷକ ରାଜ ପ୍ରସାଦ ସୂଚନା ଦେଇଛନ୍ତି। ପ୍ରକାଶ…

ଚୋର ସନ୍ଦେହ: ୨ ଜଣଙ୍କୁ ପିଟି ହତ୍ୟା

ବରଗଡ଼,୨୨।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ଅଧୀନ ସାହୁଟିକ୍ରା ଅଞ୍ଚଳରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ମୋବାଇଲ ଚୋର ସନ୍ଦେହରେ ସ୍ଥାନୀୟ ଉତ୍ତ୍ୟକ୍ତ ଲୋକମାନେ ଠେଙ୍ଗା, ବାଡ଼ି ଆଦି ମାରଣାସ୍ତ୍ରରେ ପିଟି ପିଟି ୨ଜଣ ଯୁବକଙ୍କୁ ହତ୍ୟା କରିଛନ୍ତି। ମୃତକ…

ଶ୍ରେଣୀଗୃହରେ ଉଠବସ୍‌: ଛାତ୍ରଙ୍କ ମୃତ୍ୟୁ

ରସୁଲପୁର,୨୨।୧୧(ରଞ୍ଜିତ ରାଉତ): ଯାଜପୁର ଜିଲା କୁଆଖିଆ ଥାନା ବାହାଦଲାପୁର ପଞ୍ଚାୟତ ସାନଓରାଳି ସୂର୍ଯ୍ୟନାରାୟଣ ନୋଡାଲ ଉପ୍ରା ବିଦ୍ୟାଳୟର ଶ୍ରେଣୀ କକ୍ଷରେ ଉଠବସ୍‌ବେଳେ ଜଣେ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ସେ ହେଲେ ସାନଓରାଳି ଗ୍ରାମର ନିତ୍ୟାନନ୍ଦ ସେଠୀଙ୍କ ପୁଅ ତଥା…

ଅଭାବୀ ବିକ୍ରିର ଶିକାର ହେଉଛନ୍ତି ମକାଚାଷୀ

କୋକସରା,୨୧।୧୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକର ସାହାଜଖୋଲ ଜଙ୍ଗଲ ନିକଟବର୍ତ୍ତୀ ଗାଁ ଗୁଡିକରେ ପର୍ଯ୍ୟାପ୍ତ ମାତ୍ରାରେ ମକାଚାଷ ବିଗତ କିଛିବର୍ଷ ହେବ କରାଯାଉଛି। କୋକସରା ବ୍ଲକର ଅନେକ ପଞ୍ଚାୟତରେ ଧାନ ଚାଷ ପାଇଁ ଜଳସେଚନର କୌଣସି ସୁବିଧା ନ…

ଗଞ୍ଜାମ ଜିଲାକୁ ମରୁଡ଼ି ଘୋଷଣା କରି ସହାୟତା ଦେବା ନେଇ ଦାବି

ଛତ୍ରପୁର,୨୧।୧୧(ସନ୍ତୋଷପାଢ଼ୀ, ଦିଲ୍ଲୀପ ସାମଲ ): ଗଞ୍ଜାମ ଜିଲାକୁ ମରୁଡ଼ି ଘୋଷଣା କରି ସହାୟତା ଦେବା ଲାଗି ଋଷିକୂଲ୍ୟା ରୟତ ମହାସଭା ପକ୍ଷରୁ ଦାବି ହୋଇଛି। ଏ ନେଇ ଜ଼ିଲାପାଳଙ୍କ ଉଦ୍ଦେଶ୍ୟରେ ଅତିରିକ୍ତ ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଜିଲାରେ ୭୫ ଭାଗ…

ଉପବାଚସ୍ପତି ପ୍ରାର୍ଥୀଙ୍କୁ ସାକ୍ଷାତ କଲେ ସୋରଡା ବିଧାୟକ

ସୋରଡ଼ା,୨୧।୧୧(ଲମ୍ବୋଦର ପାଣିଗ୍ରାହୀ ): ରାଜ୍ୟ ଉପବାଚସ୍ପତି ପ୍ରାର୍ଥୀ ତଥା ଜି. ଉଦୟଗିରି ବିଧାୟକ ସାଲୁଗା ପ୍ରଧାନଙ୍କୁ ମଙ୍ଗଳବାର ସୋରଡା ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁ ଭୁବନେଶ୍ବରରେ ସାକ୍ଷାତ କରିଛନ୍ତି। ତାଙ୍କୁ ସ୍ବାଗତ କରିବାସହ ବିକଶିତ ଭାବନାରେ ଆଗେଇଯିବାକୁ ଜଗନ୍ନାଥଙ୍କ ପାଖେ ପ୍ରାର୍ଥନା କରିଛନ୍ତି।…

ପଲିଥିନ୍‌ ବଳୟରେ ରାଉରକେଲା ସହର

ରାଉରକେଲା,୨୧।୧୧(ଦିନେଶ ମିଶ୍ର): ରାଉରକେଲା ସହରର ବିଭିନ୍ନ ସ୍ଥାନରେ ଏବେ ପଲିଥିନ୍‌ ବ୍ୟବହାର ବଢିବାରେ ଲାଗିଛି। ସହରର ବିଭିନ୍ନ ଅଳିଆଗଦା ହେଉ କି ଡଷ୍ଟବିନ ସବୁଠି କୁଢ କୁଢ ପଲିଥିନ ପଡିଥିବା ଦେଖିବାକୁ ମିଳୁଛି। ପ୍ରତିବର୍ଷ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଅନ୍ତର୍ଜାତୀୟ ପଲିଥିନ…

୯ ହିତାଧିକାରୀଙ୍କ ୫ ମାସର ଭତ୍ତା ଟଙ୍କା ହଡ଼ପ ଅଭିଯୋଗ

ନନ୍ଦପୁର, ୨୧ା୧୧(ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ପୋଡେଇ ଗ୍ରାମର ଭତ୍ତା ହିତାଧିକାରୀ ୫ ମାସର ଭତ୍ତା ପାଇ ନ ଥିବା ଅଭିଯୋଗ କରିଛନ୍ତି। କୁଲାରସିଂ ପଞ୍ଚାୟତର ପୋଡେଇ ଗ୍ରାମର ସନାଇ କିର୍ଷାନୀ, ନାରଦ ଖେମୁଣ୍ଡୁ, ସାନମତି କିର୍ଷାନି, ନିନିବୁଡ଼ି…

ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ମନମୋହନ

ଗଞ୍ଜାମ,୨୧।୧୧(ବିଦ୍ୟାଧର ସାହୁ/ଦିଲ୍ଲୀପ ସାମଲ): ଗଞ୍ଜାମ ବ୍ଲକ ମଙ୍ଗଳବାର ଘେରାଉ କରିଥିଲା ଭାଜପା। ଛତ୍ରପୁର ନିର୍ବାଚନ ମଣ୍ଡଳୀ ବରିଷ୍ଠ ଭାଜପା ନେତା ପ୍ରଶାନ୍ତ କୁମାର କରଙ୍କ ନେତୃତ୍ୱରେ ଦଳୀୟ ନେତୃବୃନ୍ଦ ଜୟଶ୍ରୀ ଛକରୁ ଏକ ବିରାଟ ଶୋଭାଯାତ୍ରାରେ ବଜାର ପରିକ୍ରମା କରି ବ୍ଲକ…

ଗୁରୁତର ମିଶନ ଶକ୍ତି ମହିଳା ମୃତ, ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ମହିଳା

ଦେବଗଡ଼,୨୧।୧୧,(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ତିଲେଇବଣି ଛକ ନିକଟରେ ଏକ ଅଜଣା ଟ୍ରକ୍‌ ଧକ୍କାରେ ଶୁକ୍ରବାର ଗୁରୁତର ହୋଇଥିବା ମିଶନ ଶକ୍ତିର ଜଣେ ମହିଳାଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି । ଏହାକୁ କେନ୍ଦ୍ର କରି ଜିଲା ଜିଲା ମିଶନ…

ସ୍ତ୍ରୀକୁ କଟୁରିରେ ହାଣିଲେ ସ୍ବାମୀ, ଖସି ପଳାଇଲା ବେଳେ ଧରିପକାଇଲେ ଗ୍ରାମବାସୀ

ମୋରଡା,୨୧।୧୨(ସ୍ମାରକ ମାଜୀ): ସ୍ତ୍ରୀକୁ କଟୁରିରେ ହାଣି ହତ୍ୟା କଲେ ସ୍ବାମୀ। ଏଭଳି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା ରସଗୋବିନ୍ଦପୁର ଥାନା ଅଧୀନ ନାଳଗଜା ଗ୍ରାମରେ । ସୂଚନା ଅନୁଯାୟୀ, ଉକ୍ତ ଗ୍ରାମର ଜିତୁ ଟୁଡୁ ଏବଂ ତାଙ୍କ ସ୍ତ୍ରୀ ପାର୍ବତୀ…

ଅସୁସ୍ଥ ହାତୀ ଛୁଆକୁ ଟ୍ରାଙ୍କୁଲାଇଜ ଲାଗି ପହଞ୍ଚିଲା ନନ୍ଦନକାନନର ସତନ୍ତ୍ର ଟିମ୍‌

ପାଟଣା,୨୧।୧୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ କ୍ଷିରେଇ ଟାଙ୍ଗିରି ସେକ୍ସନ ଡାବରଚୁଆ ଜଙ୍ଗଲରେ ହାତୀଛୁଆ ଅସୁସ୍ଥ ହୋଇଯାଇଛି। ମଙ୍ଗଳବାର ଉକ୍ତ ହାତୀଛୁଆଟିକୁ ଚିକିତ୍ସା ପାଇଁ କେନ୍ଦୁଝର ଡିଏଫ୍‌ଓ ଏଚ୍‌ଡି ଧନରାଜ, ଏସିଏଫ୍‌ଓ ଜିତେନ୍ଦ୍ର ବେହେରାଙ୍କ ସହ ନନ୍ଦନ କାନନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?