ମୌଳିକ ସୁବିଧା ଅପହଞ୍ଚ, ଆନ୍ଦୋଳନ ପାଇଁ ସଜବାଜ
ରାଉରକେଲା,୨୩।୯(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ମହାନଗର ନିଗମ ଅଧୀନ ୧୪ ନମ୍ବର ଓ୍ବାର୍ଡ ଧାମରା ବସ୍ତି ଲୋକଙ୍କୁ ମୌଳିକ ସୁବିଧା ସୁଯୋଗ ଅପହଞ୍ଚ ହୋଇପଡିଛି। ବାରମ୍ବାର ଦାବି କରିବା ସତ୍ତ୍ୱେ ସ୍ଥାନୀୟ ପ୍ରଶାସନ ଏ ନେଇ ପଦକ୍ଷେପ ନେଉ ନ ଥିବା…
ନୋ ପାର୍କିଂ ଜୋନ୍ରେ ଗାଡ଼ି ପାର୍କିଂ
ରାୟଗଡ଼ା,୨୩।୯(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଳିକନ୍ଦିଠାରୁ ଆରମ୍ଭକରି ଜାତୀୟ ରାଜପଥର ଅର୍ଦ୍ଧାଧିକ ରାସ୍ତା ବ୍ୟବସାୟୀଙ୍କ କବ୍ଜାରେ ରହିଛି। ଏଭଳିକି ଜାତୀୟ ରାଜପଥରେ ନୋ ପାର୍କିଂ ବୋର୍ଡ ଲାଗିଥିଲେ ମଧ୍ୟ ଗାଡ଼ି ପାର୍କିଂ କରାଯାଉଛି। ଏହାଦ୍ବାରା ସହରରେ ଟ୍ରାଫିକ ସମସ୍ୟା ବିଗିଡ଼ିବା…
ଝିଅକୁ ରକ୍ତକର୍କଟ , ଚିକିତ୍ସାରେ ଅର୍ଥ ବାଧକ
ସୁନାବେଡ଼ା,୨୩ା୯(କୃତ୍ତିବାସ ପ୍ରଧାନ): ”ମୋ ଝିଅକୁ ସାହାଯ୍ୟ କର,ତା’ର ପାଠ ପଢ଼ିବାକୁ ବହୁତ ଆଗ୍ରହ ରହିଛି। ମୋ ଅସୁସ୍ଥ ଝିଅକୁ ଭଲ କରିଦିଅ“- ଏପରି ଦୁଃଖର ସହ କହୁଛନ୍ତି ଜଣେ ଉପାୟଶୂନ୍ୟ ବାପା। ସେ ହେଲେ ସୁନାବେଡ଼ା ଏଇଏଫ୍ କଲୋନି କାଳୀମନ୍ଦିର ନିକଟରେ…
ସାପ୍ତାହିକ ହାଟ ପାଇଁ ହଟହଟା
ନନ୍ଦପୁର,୨୩ା୯ (ଶଙ୍କର ପୂଜାରୀ): ନନ୍ଦପୁର ବ୍ଲକ ଦେଇ ହାଣ୍ଡିପୁଟ-ସେମିଳିଗୁଡା ସଂଯୋଗ କରୁଥିବା ଏମଡିଆର-୫୫ ରାସ୍ତା ରହିଛି। ଏହା ମଧ୍ୟ ଜୟପୁର-ବିଶାଖାପାଟଣାକୁ ସଂଯୋଗ କରୁଛି। ଏହି ରାସ୍ତାରେ ସୁବାଇ, ବାଲଡା, ନନ୍ଦପୁର, ପାଡୁଆ, ସଗର ଓ ଥୁବା ଗ୍ରାମ ରହିଛି। ଏହି ଗ୍ରାମଗୁଡିକର…
ଡାକ୍ତର ନିଯୁକ୍ତି କରୁନି ପୌର ପ୍ରଶାସନ
ଢେଙ୍କାନାଳ,୨୩ା୯(ରତନ ନାୟାର): ଢେଙ୍କାନାଳ ସହର ୧ନଂ. ୱାର୍ଡରେ ଥିବା ପୌର ଆୟୁର୍ବେଦିକ ଚିକିତ୍ସାଳୟ ବନ୍ଦ ହେବା ଆଶଙ୍କା ଦେଖାଦେଇଛି। ଏଠାରେ ଥିବା ଡାକ୍ତର ଅବସର ଗ୍ରହଣ କରିବାର ଦୀର୍ଘଦିନ ହୋଇଯାଇଥିଲେ ହେଁ ନୂତନ ଡାକ୍ତରଙ୍କୁ ନିଯୁକ୍ତି ଦିଆଯାଉ ନାହିଁ। ଏହାକୁ ଅଞ୍ଚଳବାସୀଙ୍କ…
ସହଜ ହେଉନି ସଂଯୋଗ
ବଇଣ୍ଡା,୨୩ା୯ (ପରିକ୍ଷିତ ସାହୁ): ଅନୁଗୋଳ ଜିଲା କିଶୋରନଗର ବ୍ଲକ ନୁନୁକାପଶି ପଞ୍ଚାୟତର ବୈଷ୍ଟବ ସାହି ଠାରୁ ଭାୟା ଅର୍ଜୁନଧରା ଦେଇ ବିଲେଇନାଳି ପଞ୍ଚାୟତକୁ ସଂଯୋଗ କରୁଛି ପୂର୍ତ୍ତ ବିଭାଗ ରାସ୍ତା। ବ୍ଲକ ସଦର ମହକୁମାକୁ ଏହି ସଡ଼କରେ କମ୍ ଦୂରତା ପଡ଼ୁଥିବାରୁ…
ସ୍ମାର୍ଟ ରାସ୍ତାର ରକ୍ଷଣାବେକ୍ଷଣ କରୁନି ବିଇଏମ୍ସି
ବ୍ରହ୍ମପୁର,୨୩ା୯ (ସ୍ମୃତି ରଞ୍ଜନ ମହାଲିକ): ବ୍ରହ୍ମପୁର ମହାନଗର ନିଗମ (ବିଇଏମସି) ପକ୍ଷରୁ ସହରର ୫ଟି ପୁରାତନ ରାସ୍ତାକୁ ସ୍ମାର୍ଟ ରାସ୍ତା ଭାବେ ନିର୍ମାଣ କରାଯାଇଛି। ସ୍ମାର୍ଟ ରାସ୍ତା ପ୍ରଶସ୍ତୀକରଣ ହୋଇଥିବା ବେଳେ ପାଦଚଲା ରାସ୍ତାରେ ପେଭର ବ୍ଲକ ପକାଯାଇଛି। ସ୍ମାର୍ଟ ରାସ୍ତା…
ସମସ୍ୟା ଘେରରେ ସିମନବାଡ଼ି ସ୍ବାସ୍ଥ୍ୟକେନ୍ଦ୍ର
ଦାରିଙ୍ଗବାଡି,୨୩ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରେ ଥିବା ସିମନବାଡି ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରଟି ନାହିଁ ନାହିରେ ଚାଲିଛି। ରୋଗୀଙ୍କୁ ସେବା ଯୋଗାଇବା ପାଇଁ ଡାକ୍ତର, ଫାର୍ମାସିଷ୍ଟ, ଆୟୁଷ ଡାକ୍ତର, ଆଟେଣ୍ଡାଣ୍ଟ ରହିଥିଲେ ସୁଦ୍ଧା ଆରୋଗ୍ୟ କେନ୍ଦ୍ରରେ…
ଘୁମୁସର ବନଖଣ୍ଡରେ ୮୫ ହାତୀ
ଭଞ୍ଜନଗର,୨୩।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଏବଂ ଦକ୍ଷିଣ ଘୁମୁସର ବନଖଣ୍ଡରେ ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ୮୫ ହାତୀ ଥିବା ଜଣାପଡ଼ିଛି। ସେଥିମଧ୍ୟରେ ଉତ୍ତର ଘୁମୁସର ବନଖଣ୍ଡରେ ୪୫ ଏବଂ ୪୦ ଟି ହାତୀ ଦକ୍ଷିଣ ଘୁମୁସର ବନଖଣ୍ଡରେ ଅଛିନ୍ତି।…
ଗାଁ ମୁହଁରେ ଆଣ୍ଠୁଏ କାଦୁଅ
ଢେଙ୍କିକୋଟ,୨୩ା୯(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟ ପଞ୍ଚାୟତ ଢେଙ୍କିକୋଟ ଗ୍ରାମର ଦଳେଇସାହିସ୍ଥିତ ହାଇସ୍କୁଲ ପୋଖରୀହୁଡ଼ା ସାହି ଏବଂ ଢେଙ୍କିକୋଟ ସରକାରୀ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଆଣ୍ଠୁଏ କାଦୁଅ ହୋଇଛି। ଅସରାଏ ବର୍ଷା ହେଲେ ରାସ୍ତାରେ ଯାତାୟାତ ସମ୍ଭବ ହେଉନାହିଁ। ଯଦି…
୨ ମାସରେ ଧରିଲେଣି ୨୦୦ ସାପ
କେନ୍ଦୁଝର,୨୩ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଘଟଗାଁ ବ୍ଲକ୍ ଢେଙ୍କିକୋଟ ମୁସଲିମ ସାହିର ସାପ ଧରାଳି ଅବଦୁଲ ନାଦିର ଅନ୍ସାରୀ(୨୪)। ଅଞ୍ଚଳରେ ସାପ ମଣିଷ ଭାବେ ପରିଚୟ ଲାଭ କରିଥିବା ଏହି ଯୁବକ ଗତ ୨ ମାସ ମଧ୍ୟରେ ୨ ଶହରୁ…
ଶୋଷ ମେଣ୍ଟାଉଛି ଚୁଆପାଣି
ଯୋଡ଼ା,୨୩ା୯(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଖଣି କ୍ଷେତ୍ରରେ ବିଭିନ୍ନ ଖଣି ଓ ଶିଳ୍ପ ସଂସ୍ଥା ରହିଛି। ଏଠାରେ ଥିବା ଖଣିରୁ ରାଜ୍ୟ ସରକାର ଅନେକ କୋଟି ଟଙ୍କା ରାଜସ୍ବ ପାଉଛନ୍ତି। ଏହା ସହ ଜିଲା ଖଣିଜ ପାଣ୍ଠିରେ ଅଜସ୍ର ଟଙ୍କା…

