ଆମ ଜିଲା ଖବର

ଗାଁ ମୁହଁରେ ଆଣ୍ଠୁଏ କାଦୁଅ

ଢେଙ୍କିକୋଟ,୨୩ା୯(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟ ପଞ୍ଚାୟତ ଢେଙ୍କିକୋଟ ଗ୍ରାମର ଦଳେଇସାହିସ୍ଥିତ ହାଇସ୍କୁଲ ପୋଖରୀହୁଡ଼ା ସାହି ଏବଂ ଢେଙ୍କିକୋଟ ସରକାରୀ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଆଣ୍ଠୁଏ କାଦୁଅ ହୋଇଛି। ଅସରାଏ ବର୍ଷା ହେଲେ ରାସ୍ତାରେ ଯାତାୟାତ ସମ୍ଭବ ହେଉନାହିଁ। ଯଦି…

୨ ମାସରେ ଧରିଲେଣି ୨୦୦ ସାପ

କେନ୍ଦୁଝର,୨୩ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଘଟଗାଁ ବ୍ଲକ୍‌ ଢେଙ୍କିକୋଟ ମୁସଲିମ ସାହିର ସାପ ଧରାଳି ଅବଦୁଲ ନାଦିର ଅନ୍‌ସାରୀ(୨୪)। ଅଞ୍ଚଳରେ ସାପ ମଣିଷ ଭାବେ ପରିଚୟ ଲାଭ କରିଥିବା ଏହି ଯୁବକ ଗତ ୨ ମାସ ମଧ୍ୟରେ ୨ ଶହରୁ…

ଶୋଷ ମେଣ୍ଟାଉଛି ଚୁଆପାଣି

ଯୋଡ଼ା,୨୩ା୯(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଖଣି କ୍ଷେତ୍ରରେ ବିଭିନ୍ନ ଖଣି ଓ ଶିଳ୍ପ ସଂସ୍ଥା ରହିଛି। ଏଠାରେ ଥିବା ଖଣିରୁ ରାଜ୍ୟ ସରକାର ଅନେକ କୋଟି ଟଙ୍କା ରାଜସ୍ବ ପାଉଛନ୍ତି। ଏହା ସହ ଜିଲା ଖଣିଜ ପାଣ୍ଠିରେ ଅଜସ୍ର ଟଙ୍କା…

ଡୁବୁରୀ-ଟାଟା ଷ୍ଟିଲ୍‌ ୟାର୍ଡକୁ ନୂତନ ରେଳ ଲାଇନ ପ୍ରସ୍ତାବ

ଯାଜପୁର,୨୩ା୯(ହର୍ଷବର୍ଦ୍ଧନ ବେହେରା): କଳିଙ୍ଗନଗର ଟାଟା ଷ୍ଟିଲ୍‌ର ଦ୍ୱିତୀୟ ପର୍ଯ୍ୟାୟ ସମ୍ପ୍ରସାରଣ କାର୍ଯ୍ୟ ଚାଲିଛି। ଏଥିରେ ଅତିରିକ୍ତ ୨୩ ହଜାର ୫୦୦ କୋଟି ଟଙ୍କା ବିନିଯୋଗ କରି ବାର୍ଷିକ ୩ ନିୟୁତ ମେଟ୍ରିକ ଟନ୍‌ରୁ ୮ ନିୟୁତ ମେଟ୍ରିକ ଟନ୍‌(ଏମ୍‌ଟିପିଏ) ପର୍ଯ୍ୟନ୍ତ ଷ୍ଟିଲ୍‌…

ରାସ୍ତା ମଝିରେ ଗର୍ତ୍ତ, ଦୁର୍ଘଟଣା ବଢୁଛି

ଯାଜପୁରରୋଡ୍‌,୨୩ା୯ (ପବିତ୍ର ରଞ୍ଜନ ମହାନ୍ତି): ଯାଜପୁର-କେନ୍ଦୁଝର ରେଳଷ୍ଟେଶନ ସହ ବସଷ୍ଟାଣ୍ଡକୁ ସଂଯୋଗ କରୁଥିବା ରେଲ୍‌ଓ୍ବେ ରାସ୍ତାଟି ସହରର ଏକ ପ୍ରମୁଖ ରାସ୍ତା। ଏହି ରାସ୍ତା ଗୋପବନ୍ଧୁ ଛକଠାରୁ ଆରମ୍ଭ ହୋଇ ଷ୍ଟେଶନବଜାର, ବସ୍‌ଷ୍ଟାଣ୍ଡ, ବ୍ୟାସନଗର ପୌର ପରିଷଦ ଓ ତହସିଲ କାର୍ଯ୍ୟାଳୟ…

ପ୍ରଦୂଷିତ ହେଉଛି ଖଣି ଅଞ୍ଚଳ

କାଳିଆପାଣି,୨୩ା୯(ଅସିତ ମହାନ୍ତ): ଯାଜପୁର ଜିଲାର ଖଣି ଅଞ୍ଚଳ ପ୍ରଦୂଷିତ ହେବାରେ ଲାଗିଛି। ଜଳବାୟୁ ପରିବର୍ତ୍ତନ ଯୋଗୁ ତାପମାତ୍ରା ବଢ଼ିବାରେ ଲାଗିଛି। ଫଳରେ ଅଦିନିଆ ବର୍ଷା ସହ ଗୁଳୁଗୁଳି ଓ ରୌଦ୍ରତାପ ଅନୁଭୂତ ହେଉଛି। ସେହିପରି ଋ଼ତୁ ପରିବର୍ତ୍ତନ ଯୋଗୁ ପାଣିର ଅଭାବ…

ବିଞ୍ଝାରପୁରରେ ବରୀ ଗୋଟି ଖେଳିପାରେ ବିଜେଡି

ଯାଜପୁର,୨୩ା୯(ହର୍ଷବର୍ଦ୍ଧନ ବେହେରା): ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ବାଚସ୍ପତି ଭାବେ ମନୋନୀତ ହେବା ପରେ ଯାଜପୁର ଜିଲା ବିଞ୍ଝାରପୁର ବିଧାନସଭା ନିର୍ବାଚନମଣ୍ଡଳୀକୁ ନେଇ ଚର୍ଚ୍ଚା ଜୋର ଧରିଛି। ପ୍ରମିଳା ୬ଥର ଏହି ଆସନରୁ ବିଜୟୀ ହୋଇଛନ୍ତି। ତେବେ…

ଏଟିଏମ୍‌ କାଟି ୨୩.୩୯ ଲକ୍ଷ ନେଇଗଲେ

ଜଟଣୀ,୨୩ା୯(ରବୀନ୍ଦ୍ର ନାଥ ମହାକୁଡ଼): ଜଟଣୀ ଥାନା ଅଧୀନ ଗଜପତିନଗର ରେତଙ୍ଗ କଲୋନୀ ବଜାରରେ ଥିବା ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି)ର ଏଟିଏମ୍‌ କାଟି ଦୁର୍ବୃତ୍ତମାନେ ୨୩ ଲକ୍ଷ ୩୯ ହଜାର ଟଙ୍କା ଲୁଟି ନେଇଥିବା ଶୁକ୍ରବାର ଅଭିଯୋଗ ହୋଇଛି। ଏଫ୍‌ଏସ୍‌ଏସ୍‌ ପିଏନ୍‌ବି ଏଟିଏମ୍‌…

ବିର୍ଲା ଟାୟାର୍ସ ଖୋଲିବା ନେଇ ଆଶା ସଞ୍ଚାର

ବାଲେଶ୍ୱର,୨୩।୯(ମାନସ ବିଶ୍ୱାଳ): ଦୀର୍ଘ ଦିନ ହେବ ବନ୍ଦ ପଡ଼ିଥିବା ବାଲେଶ୍ୱର ଜିଲାର ବୃହତ୍‌ ଶିଳ୍ପ ବିର୍ଲା ଟାୟାର୍ସ ଚାଲୁହେବା ନେଇ ଆଶା ସଞ୍ଚାର ହୋଇଛି। ଆସନ୍ତା ଅକ୍ଟୋବର ୪ ତାରିଖରେ ନ୍ୟାଶନାଲ କମ୍ପାନୀ ଲ’ ଟ୍ରିବ୍ୟୁନାଲ (ଏନ୍‌ସିଏଲ୍‌ଟି) କୋଲକାତା ଶାଖାରେ କମ୍ପାନୀ…

ଚିତ୍ରଶିଳ୍ପୀ ପଦ୍ମନାଭଙ୍କ ପରଲୋକ

ସମ୍ବଲପୁର,୨୩ା୯(ବି.ଶଙ୍କର): ସାରଳା ପୁରସ୍କାରପ୍ରାପ୍ତ ବିଶିଷ୍ଟ ଚିତ୍ରଶିଳ୍ପୀ ପଦ୍ମନାଭ ମିଶ୍ରଙ୍କ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଚିକିତ୍ସାଳୟରେ ଶୁକ୍ରବାର ସକାଳେ ପରଲୋକ ହୋଇଛି। ତାଙ୍କୁ ୮୩ ବର୍ଷ ହୋଇଥିଲା। ପୁରୀ ସ୍ବର୍ଗଦ୍ୱାରରେ ତାଙ୍କର ଅନ୍ତ୍ୟେଷ୍ଟି କ୍ରିୟା ସମ୍ପନ୍ନ ହୋଇଛି। ପୁତ୍ର ସିଦ୍ଧାର୍ଥ ମୁଖାଗ୍ନି ଦେଇଥିଲେ।…

ପାଇପ ଲାଇନ ବିଛା ଯୋଗୁ ରାସ୍ତା କାଦୁଅ

ନାଉଗାଁ ,୨୩ା୯ (ସୁଧା ବେହୁରା): ସରକାରଙ୍କ ବସୁଧା ଯୋଜନାରେ ନାଉଗାଁ ବ୍ଲକରେ ପ୍ରକଳ୍ପ ନିର୍ମାଣଠାରୁ ଆରମ୍ଭ କରି ପାଇପ ବିଛା କାର୍ଯ୍ୟ ଜାରି ରହିଛି। ପ୍ରତ୍ୟେକ ଗୃହକୁ ପାନୀୟ ଜଳ ଯୋଗାଇବା ପାଇଁ ପାଇପ ଲାଇନ ସଂଯୋଗ କରାଯାଉଛି। ଏହି ପାଇପ…

ଅନୁଭବ-ବର୍ଷା ମାମଲାର ପୂର୍ଣ୍ଣଚ୍ଛେଦ

କଟକ,୨୩ା୯ (କାର୍ତ୍ତିକ ସାହୁ): କଟକ ପରିବାର ଅଦାଲତରେ ଚାଲିଥିବା ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତି ଏବଂ ତାଙ୍କ ସ୍ତ୍ରୀ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ମାମଲାରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ଅନୁଭବଙ୍କ ପକ୍ଷରୁ ରୁଜୁ ହୋଇଥିବା ବର୍ଷାଙ୍କଠାରୁ ଛାଡ଼ପତ୍ର ଏବଂ ବର୍ଷାଙ୍କ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?