ଆମ ଜିଲା ଖବର

ଗହୀରମଥାରେ ସମୁଦ୍ର ଗିଳୁଛି ଝାଉଁ ଜଙ୍ଗଲ

ମହାକାଳପଡ଼ା,୨୩ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ବିସ୍ତୀର୍ଣ୍ଣ ବାଲୁକାଶଯ୍ୟା ଅଲିଭ ରିଡ୍‌ଲେ କଇଁଛମାନଙ୍କ ଅନ୍ତୁଡ଼ିଶାଳ ପାଇଁ ବିଶ୍ୱ ପ୍ରସିଦ୍ଧ ଭାବେ ପରିଚିତ। ମହାନଦୀଠାରୁ ଧାମରା ମୁହାଣ ପର୍ଯ୍ୟନ୍ତ ୧୪୨୦ ବର୍ଗ କିଲୋମିଟର ପରିଧି ଓ…

ବିଦ୍ୟାଳୟ ରାସ୍ତାରେ ବାଡ଼, ପିଲାଙ୍କ ପାଠପଢ଼ା ବାଧାପ୍ରାପ୍ତ

ବାଲିକୁଦା,୨୩ା୯ (ତାପସ ସ୍ବାଇଁ): ବାଲିକୁଦା ବ୍ଲକ ଶିକ୍ଷା ଅଧୀନରେ ଥିବା ଅନନ୍ତପୁର ପଞ୍ଚାୟତ କେଉପଡ଼ା ଗ୍ରାମରେ ଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟକୁ ଯାତାୟାତ କରିବା କଷ୍ଠକର ହେଉଛି। ମୁଖ୍ୟ ରାସ୍ତାକୁ ସେହି ଗ୍ରାମର ଦେବେନ୍ଦ୍ର ସେଠୀ ଓ ଟୁକୁନା ସେଠୀ ଜବରଦଖଲ…

ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ, ସ୍ବାମୀ ଅଟକ

ବ୍ରହ୍ମପୁର,୨୨ା୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ ଗୌତମୀ ଗାଁର ବିଜୟ ବିଷୋୟୀଙ୍କ ସ୍ତ୍ରୀ ଟିକିନା ପ୍ରଧାନ(୨୪)ଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଝିଅକୁ ବିଷ ପିଆଇ ହତ୍ୟା କରାଯାଇଥିବା ନେଇ ଟିକିନାଙ୍କ ମା’ ଉର୍ମିଳା ପ୍ରଧାନ ଥାନାରେ ଅଭିଯୋଗ କରିଛନ୍ତି।…

ଗିରଫ ଟ୍ୟୁଶନ ଶିକ୍ଷକ ଜେଲ ଗଲେ

ବ୍ରହ୍ମପୁର,୨୨ା୯(ସୁବାସ ଚନ୍ଦ୍ର ପାଢ଼ୀ)-ଜନୈକା କଲେଜ ଛାତ୍ରୀଙ୍କୁ ଅପହରଣ ଓ ବଳତ୍କାର ଘଟଣାରେ ବଡବଜାର ଥାନା ପୋଲିସ ଜଣେ ଟ୍ୟୁଶନ ଶିକ୍ଷକଙ୍କୁ ଗିରଫ କରିଛି। ସେ ହେଲେ ପୁରୁଷୋତ୍ତମପୁର ଥାନା ଅଞ୍ଚଳର ଗୁରୁ କୁମାର ଗୌଡ(୨୩)। ଗତ ୨୦ତାରିଖ ସନ୍ଧ୍ୟାରେ ପୋଲିସ ଅପହୃତା…

ନିର୍ବାହୀ ଯନ୍ତ୍ରୀଙ୍କ ଘରୁ ୩୦ ଭରି ଗହଣା ଲୁଟ୍‌

ବ୍ରହ୍ମପୁର,୨୨ା୯(ସୁବାସ ଚନ୍ଦ୍ର ପାଢ଼ୀ)-ସହର ଓ ସହରତଳି ଅଞ୍ଚଳରେ ଲୁଟିଆଙ୍କ ଦୌରାତ୍ମ୍ୟ ବଢ଼ିବାରେ ଲାଗିଛି। ସେମାନେ ପୋଲିସ ପାଟ୍ରୋଲିଂକୁ ଚାଲେଞ୍ଜ କରି ତାଲାବନ୍ଦ ଘରକୁ ଟାର୍ଗେଟ କରୁଛନ୍ତି। ଏହିକ୍ରମରେ ଜଣେ ଜନସ୍ବାସ୍ଥ୍ୟ ବିଭାଗର ନିର୍ବାହୀ ଯନ୍ତ୍ରୀ କାଳି ଚରଣ ପଣ୍ଡାଙ୍କ ଘରେ ଲୁଟିଆ…

ରାଇସ ମିଲ୍‌ରେ ଆୟକର ଚଢ଼ାଉ

କେନ୍ଦୁଝର,୨୨ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ହୁଣ୍ଡୁଳାସ୍ଥିତ ରାଇସ ମିଲ୍‌ରେ ଗୁରୁବାର ଆୟକର ବିଭାଗ ଚଢ଼ାଉ କରିଛିି। ଆୟକର ଫାଙ୍କି ଅଭିଯୋଗରେ ଏହି ଚଢ଼ାଉ ହୋଇଥିବା ଜଣାପଡ଼ିଛି। ତେବେ ଆୟକର ବିଭାଗ କ’ଣ ତଥ୍ୟ ପାଇଛନ୍ତି ସ୍ପଷ୍ଟ ଜଣାପଡ଼ିନାହିଁ।…

ଗହଣା ଦୋକାନରେ ଜିଏସ୍‌ଟି ଚଢ଼ାଉ

ଉଦଳା,୨୨ା୯(ସନ୍ତୋଷ କୁମାର ବାଚ୍ଛିନୀ): ଟିକସ ଫାଙ୍କି ଅଭିଯୋଗରେ ଉଦଳା ମହେନ୍ଦ୍ର ଜୁଏଲର୍ସରେ ସିଟି ଓ ଜିଏସ୍‌ଟି ବିଭାଗ ପକ୍ଷରୁ ଶୁକ୍ରବାର ଚଢ଼ାଉ କରାଯାଇଛି। ଉଭୟ ବିଭାଗ ମଧ୍ୟାହ୍ନରେ ଜୁଏଲର୍ସରେ ଥିବା ବିଭିନ୍ନ ସୁନାଗହଣାର ଆକଳନ କରିିବା ସହିତ ଦସ୍ତାବିଜ ଯାଞ୍ଚ କରିିଥିଲେ।…

ନାବାଳିକା ଅପହରଣ, ବଳାତ୍କାର ମାମଲାରେ ଜଣେ ଗିରଫ

ଜୟପୁର, ୨୨।୯(ପବନ ପାଣିଗ୍ରାହୀ): ନାବାଳିକାକୁ ଅପହରଣ ଓ ବଳାତ୍କାର ମାମଲାରେ ଜଣେ ଅଭିଯୁକ୍ତଙ୍କୁ ଜୟପୁର ଟାଉନ ପୋଲିସ ଗିରଫ କରିଛି। ସେ ହେଲେ ଅଭିଯୁକ୍ତ ଢେପଗୁଡ଼ାର ସୁମିତ ବାଘ (୨୨)। ପୋଲିସ ସୂଚନାନୁଯାଇ ଜଣେ ନାବାଳିକା ନିଖୋଜ ଥିବା ନେଇ ଜୟପୁର…

କେନାଲରୁ ମିଳିଲା କ୍ଷତାକ୍ତ ମୃତଦେହ

ହିଞ୍ଜିଳିକାଟୁ,୨୨ା୯(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ମୋହନାପଲ୍ଲୀ ଗ୍ରାମ ନିକଟ ୧୦ ନମ୍ବର କେନାଲରୁ ଶୁକ୍ରବାର ଜଣେ ବ୍ୟକ୍ତିଙ୍କ ମୃତଦେହକୁ ହିଞ୍ଜିଳି ପୋଲିସ ଜବତ କରିଛି। ମୃତକ ହେଲେ ହିଞ୍ଜିଳି ଥାନା ଦୁର୍ବନ୍ଧ ଗ୍ରାମ ବେଲପଡ଼ା ସାହିର କୃଷ୍ଣ ସାହୁ।…

ପୁଣି ଖଟିଆରେ ବୁହାହେଲେ ଗର୍ଭବତୀ

ତେଲକୋଇ,୨୨ା୯(ରଞ୍ଜିତ ବିଶ୍ୱାଳ): ଗାଁକୁ ରାସ୍ତା ନ ଥିବାରୁ ପହଞ୍ଚତ୍ପାରିଲାନି ଆମ୍ବୁଲାନ୍ସ। ଫଳରେ ଖଟିଆରେ ବୁହାହୋଇ ୧ କିଲୋମିଟର ଗଲେ ଗର୍ଭବତୀ। ଏଭଳି ଘଟଣା ସାମ୍ନାକୁ ଆସିଛି କେନ୍ଦୁଝର ଜିଲା ତେଲକୋଇ ବ୍ଲକ୍‌ ଅନ୍ତର୍ଗତ ଉପାନ୍ତ ଅଞ୍ଚଳ ତାଳପଦା ପଞ୍ଚାୟତ ଅଧୀନ ଗୁରୁମ…

ମା’ ଆଖି ସାମ୍ନାରେ ଚାଲିଗଲା ଶିଶୁକନ୍ୟାଙ୍କ ଜୀବନ

ପଟାଙ୍ଗି,୨୨ା୯(ଶରତ ଧଳ): ମା’ ସହ ଚାଷଜମିକୁ ଯାଉଥିବା ସମୟରେ ଗୋଡ଼ ଖସି ଏକ ଗାତରେ ପଡ଼ି ଶିଶୁକନ୍ୟାଙ୍କ ମୃତ୍ୟୁ ହୋଇଥିବା ବେଳେ ଝିଅକୁ ହରାଇ ପରିବାରବର୍ଗ ଭାଙ୍ଗି ପଡିଥିବା ଦୃଶ୍ୟ ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି କରିଛି। ଏହିପରି ଅଭାବନୀୟ ଘଟଣା…

ପୁଣି ଜିଲା ବିଜେଡି ମଙ୍ଗ ସମ୍ଭାଳି ପାରନ୍ତି ରୋହିତ

ସମ୍ବଲପୁର,୨୨ା୯ (ଶୁଭାଶିଷ ପାଢୀ): ସମ୍ବଲପୁର ଜିଲା ବିଜେଡି ସଙ୍ଗଠନରେ ପରିବର୍ତ୍ତନ ହେବା ନେଇ ପ୍ରାୟ ୫ ମାସ ହେବ ଆଲୋଚନା ହେଉଛି। ଏପରିକି ଜିଲା ଓ ରାଜ୍ୟସ୍ତରର ନେତାଙ୍କ ମଧ୍ୟରେ ବାରମ୍ବାର ବୈଠକ ହେଉଛି। ହେଲେ ନିଷ୍କର୍ସ ବାହାରି ପାରୁ ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?