୩ କି.ମି. ଜଙ୍ଗଲ ରାସ୍ତା ପିଚୁ ହେବ
ବଇଣ୍ଡା,୧୨।୬(ଡି.ଏନ.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ କନ୍ତପଡ଼ାରୁ ମଇମୁରା ପଞ୍ଚାୟତକୁ ସଂଯୋଗ କରୁଥିବା ୧୧ କି.ମି. ଦୀର୍ଘ ତରଣ୍ଡା-କେଞ୍ଚୁଆନାଳି-ବିପ୍ରଡିହ ସଡ଼କର ଅବଶିଷ୍ଟ ୩ କି.ମି. ମାଟି ରାସ୍ତା ପିଚୁ ଢଳେଇ ହେବ। ଶନିବାର ଏଭଳି ପ୍ରତିଶ୍ରୁତି ଦେଇଛନ୍ତି ଆଠମଲ୍ଲିକ ବିଧାୟକ ରମେଶ…
ତିହିଡ଼ି ବଜାରରେ ଡ୍ରେନେଜ ବ୍ୟବସ୍ଥା ବିପର୍ଯ୍ୟସ୍ତ
ତିହିଡ଼ି,୧୨ା୬ (ଡି.ଏନ.ଏ.): ଭଦ୍ରକ ଜିଲା ତିହିଡ଼ି ବଜାରରେ ଡ୍ରେନେଜ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଦିନେ ବର୍ଷା ହେଲେ ସପ୍ତାହକ ପର୍ଯ୍ୟନ୍ତ ପାଣି ଜମି ରହୁଛି। ରାସ୍ତାର ଉଭୟପାର୍ଶ୍ୱରେ ବର୍ଷା ପାଣି ଜମି ରହିବା ଫଳରେ ଦୁର୍ଗନ୍ଧ ହେବା ସହ ପରିବେଶ ପ୍ରଦୂଷିତ…
ପାଣିଟାଙ୍କିରୁ ବାହାରୁଛି ବାଲି
ବୈଶିଙ୍ଗା,୧୨ା୬(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ଅଧୀନ ଚାଞ୍ଝିପଦା ପଞ୍ଚାୟତର କୁରାଢ଼ିକ ଗ୍ରାମରେ ୨୦୧୯ରୁ ବସୁଧା ଯୋଜନା ମାଧ୍ୟମରେ ନର୍ମିତ ୧ଲକ୍ଷ ଲିଟର କ୍ଷମତା ବିଶିଷ୍ଟ ଏକ ପାଣି ଟାଙ୍କି ସହିତ ୨ଟି ବୋରିଂ ଖୋଳା ଯାଇଥିଲା। ହେଲେ ଦୀର୍ଘ ଦିନ…
ପାଇପ୍ ବିଛା ହୋଇଛି, ଜମି ପଡ଼ିଆ
କେନ୍ଦୁଝର,୧୨ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ୍ କୋଡ଼ିପଶା ପଞ୍ଚାୟତ କୋଡ଼ିପଶା ଜୁଆଙ୍ଗ ଗ୍ରାମରେ ହୋଇଥିବା ସୋଲାର ଉଠା ଜଳସେଚନ ପ୍ରକଳ୍ପ ଚାଷୀଙ୍କ କାମରେ ଲାଗୁନି। ଜିଲାର ପୁରାତନ ଜନଜାତି ଜୁଆଙ୍ଗମାନଙ୍କ ଚାଷଜମିକୁ ପାଇପ ବିଛାଇ ଏକ ନାଳରୁ ପାଣି ଉଠାଇ ଜଳସେଚନ…
ପୋତିଦେଲେ ନାଳ, ସମସ୍ୟା ଭୋଗିବେ ଚାଷୀ
ବନ୍ତ,୧୨।୬(ଡି.ଏନ୍.ଏ.): ଭଦ୍ରକ ଜିଲା ବନ୍ତ ବ୍ଲକ ଅଧୀନ ଆଡ଼ିଆ ପଞ୍ଚାୟତ କୁଆଁର୍ଦ୍ଦା ଗ୍ରାମରେ ପାଣି ନାଳକୁ ପୋତି ଦିଆଯାଇଥିବାରୁ ଚାଷୀମାନେ ସମସ୍ୟା ଭୋଗିବେ ବୋଲି ଅଭିଯୋଗ କରିଛନ୍ତି। ନାଳର ପୁନରୁଦ୍ଧାର ପାଇଁ ଗ୍ରାମବାସୀ ଜିଲାପାଳ, ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ,…
ଚାରା ନଷ୍ଟ କରି ରାସ୍ତା ନିର୍ମାଣ
କେନ୍ଦୁଝର,୧୨ା୬ (ସ୍ବ.ପ୍ର.): କେନ୍ଦୁଝରଗଡ଼ ପୌରପାଳିକା ଅନ୍ତର୍ଗତ ୧୫ ନଂ. ୱାର୍ଡ ୪୯ ନଂ. ଜାତୀୟ ରାଜପଥ ମୋଚିଗାଁ ଓଭରବ୍ରିଜ ନିକଟରେ ଓଡ଼ିଶା ବନ ଉନ୍ନୟନ ନିଗମ ଦ୍ୱାରା ବନୀକରଣ ନଷ୍ଟ କରି ରାସ୍ତା ନିର୍ମାଣ ଚାଲିଛି। ଜିଲା ମୁଖ୍ୟାଳୟଠାରୁ ମାତ୍ର ୨…
ବାଲି ବଦଳରେ ପାହାଡ଼ ମାଟିରେ ଚାଲିଛି କାମ
ଖଇରା,୧୨।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ତାଳମହୁରୀଠାରେ ନିର୍ମାଣାଧୀନ ଆଦର୍ଶ ବିଦ୍ୟାଳୟ ଛାତ୍ରୀନିବାସକୁ ନେଇ ସାଧାରଣରେ ଅସନ୍ତୋଷ ବଢିବାରେ ଲାଗିଛି ା ବୋରିଂ କାର୍ଯ୍ୟ ସରିବା ପରେ ଏବେ ଗାତ ଫିଲିଂ ପାଇଁ ବାଲି ବଦଳରେ ପାହାଡ ମାଟି ଫିଲିଂ…
ଦ୍ୱୈତନଗରରୁ ଆସୁଥିବା ବସ୍ ତାଳବଣିଆରେ ରହିବେ
ପୁରୀ ଅଫିସ ୧୨ା୬: ରଥଯାତ୍ରାକୁ ନେଇ ରାଜ୍ୟ ସରକାରଙ୍କଠାରୁ ଆରମ୍ଭ କରି ଜିଲା ପ୍ରଶାସନ, ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି ଜାରି ରହିଛି। ମହାପ୍ରଭୁଙ୍କ ନୀତିକାନ୍ତିଠାରୁ ଆରମ୍ଭ କରି ଘୋଷଯାତ୍ରାକୁ ଶୃଙ୍ଖଳିତ ଭାବରେ ସମ୍ପାଦନ କରିବା ନେଇ ସେବାୟତମାନେ…
ଗୋଚର ଜମିରୁ ଚାଲିଛି ମାଙ୍କଡ଼ା ପଥର ଚାଲାଣ
ଖୋର୍ଦ୍ଧା ଅଫିସ,୧୨ା୬: ଖୋର୍ଦ୍ଧାରେ ଲଘୁ ଖଣିଜ ସମ୍ପଦ ଲୁଟ୍ ବଢ଼ିଚାଲିଛି। ସରକାରୀ ଜମି, କାଜୁ ଜଙ୍ଗଲ ଏବଂ ଶ୍ରୀମନ୍ଦିର ଜମି ଉପରେ ରହିଛି ଖଣି ମାଫିଆଙ୍କ ଲୋଲୁପ ଦୃଷ୍ଟି। ସବୁଠି ମାଙ୍କଡ଼ା ପଥର କଟାଚାଲିଛି। ଫଳରେ ଜମି, ଜଙ୍ଗଲ ନଷ୍ଟ ହେବା…
ସହରରେ ବଢୁଛି ଚୋରା ବନ୍ଧୁକ କାରବାର
ଖୋର୍ଦ୍ଧା ଅଫିସ,୧୨ା୬: ଖୋର୍ଦ୍ଧା ନିଶା କାରବାରର ହବ୍ ପାଲଟିଥିବା ବେଳେ ଚୋରା ବନ୍ଧୁକ କାରବାର ମଧ୍ୟ ବଢ଼ିଚାଲିଛି। ଏକାଧିକ ଅସାମାଜିକ ଯୁବକଙ୍କ ପାଖରେ ବନ୍ଧୁକ ରହିଛି। ମାରଣାସ୍ତ୍ର, ବୋମା ପରିବର୍ତ୍ତେ ଏବେ କଥା କଥାକେ ଗୁଳି ଫୁଟୁଛି। ସହରରେ ଅପରାଧ ବଢ଼ିଚାଲିଥିବା…
ପୁଅର ଠେଙ୍ଗାମାଡ଼ରେ ବାପା ମୃତ, ମା’ ଗୁରୁତର
ଦେବଗଡ଼,୧୨ା୬(ଡି.ଏନ୍.ଏ.): ପୁଅର ଠେଙ୍ଗା ମାଡ଼ରେ ବାପାଙ୍କର ମୃତ୍ୟୁ ଘଟିଥିବା ବେଳେ ମା’ ଗୁରୁତର ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଘଟିଛି ଲଇମୁରା ଥାନା ଅନ୍ତର୍ଗତ ଭାଲୁଗୁହା ଗ୍ରାମରେ। ମୃତକ ହେଲେ ଗୁରୁଚରଣ କିଷାନ(୫୦)। ରବିବାର ବିଳମ୍ବିତ ରାତିରେ ପୁଅ ତଥା ଅଭିଯୁକ୍ତ…
ଭିଜିଲାନ୍ସ ଜାଲରେ ବ୍ୟାଙ୍କ ସହାୟକ
ଭବାନୀପାଟଣା,୧୨ା୬(ସ୍ବ.ପ୍ର.): ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭବାନୀପାଟଣା କେନ୍ଦ୍ର ସମବାୟ ବ୍ୟାଙ୍କ କୋମନା ଶାଖାର ବ୍ୟାଙ୍କ ସହାୟକ ପ୍ରଦୀପ ଚନ୍ଦ୍ରକାର। ସୋମବାର ଚାରୋଟି ଟିମ୍ ସହ ୪ଟି ସ୍ଥାନରେ ଚଢ଼ାଉ ଜାରି ରଖିଛନ୍ତି। ଏହି ଚଢ଼ାଉରେ ୩ଜଣ ଡିଏସ୍ପି ଏବଂ ୩ଜଣ ଇନ୍ସପେକ୍ଟର…
Archives


