ଘୋଡାହାଡ଼ ଡ଼୍ୟାମରେ କୁମ୍ଭୀର ଗଣନା ଆରମ୍ଭ
ଦିଗପହଣ୍ଡି,୬।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରୀ ଗାଁ ପଞ୍ଚାୟତ ଘୋଡ଼ାହାଡ଼ ଡ଼୍ୟାମରେ ରାଜ୍ୟ ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଅଧୀନ ବ୍ରହ୍ମପୁର ବନଖଣ୍ଡ କାର୍ଯ୍ୟାଳୟ ପକ୍ଷରୁ ମଙ୍ଗଳବାର କୁମ୍ଭୀର ଗଣନା ଆରମ୍ଭ ହୋଇଛି। ଏହି…
ବିଲକୁ ଯାଇଥିବାବେଳେ ବାର୍ହା ସହ ମୁହାଁମୁହିଁ ହୋଇଗଲେ ଚାଷୀ, ତା’ପରେ…
ଭୁବନ,୬।୧( ବିପିନ ବିହାରୀ ସେଠୀ) : ଢେଙ୍କାନାଳ ଜିଲା ଭୁବନ ଥାନା ଏକତାଳି ଗ୍ରାମର ଅରୁଣ ମନ୍ତ୍ରୀ (୬୫) ମଙ୍ଗଳବାର ବାର୍ହା ଆକ୍ରମଣରେ ଗୁରୁତର ଆହତ ହୋଇଛନ୍ତି । ସେ ସକାଳ ସମୟରେ ବାଦାମ ବିଲକୁ ଯାଇଥିବା ବେଳେ ବାର୍ହା ସହ…
ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନକୁ ସେବା ଦିବସ ଭାବେ ପାଳିତ, ସ୍ଵେଚ୍ଛାକୃତ ରକ୍ତଦାନ କଲେ ଦଳୀୟ ନେତା ଓ କର୍ମୀ
କେନ୍ଦୁଝର,୬।୧ (ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜନ୍ମଦିନ ଉପଲକ୍ଷେ ଆଜି କେନ୍ଦୁଝର ଜିଲା ଭାଜପା କାର୍ଯ୍ୟାଳୟରେ ଏକ ମେଗା ରକ୍ତଦାନ ଶିବିର ଆରମ୍ଭ ହୋଇଛି । ଏହାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭିଡିଓ କନ୍ଫରେନ୍ସିଂ ଜରିଆରେ…
ଗୋଟିଏ ଘରୁ ଉଠିଲା ଦୁଇଟି କୋକେଇ: ଏକାବେଳେ ଆରପାରିକୁ ଚାଲିଗଲେ ମା’ ପୁଅ
ଜୟପୁର,୬।୧(ପବନ ପାଣିଗ୍ରାହୀ): ବିଧିର ବିଧାନ। ମାଆର ମୃତ୍ୟୁ ସହି ପାରିଲେନି ପୁଅ। ହୃଦ୍ଘାତରେ ଚାଲିଗଲା ୪୫ ବର୍ଷୀୟ ପୁଅର ଜୀବନ। ଗୋଟିଏ ଘରୁ ଉଠିଲା ଦୁଇଟି କୋକେଇ। ଏଭଳି ଘଟଣା ଜୟପୁର ପରିଛା ସାହିରେ ଘଟିଛି। ଏହାକୁ ନେଇ ଅଞ୍ଚଳରେ ଶୋକର…
ପୁରୀ ଶ୍ରୀମନ୍ଦିର ଭିତରକୁ ବାହାର ଘିଅ ପ୍ରବେଶ ଘଟଣା, ୭ ଦିନ ଭିତରେ ଉତ୍ତର ରଖିବାକୁ ନୋଟିସ୍
ପୁରୀ,୬।୧(ଅଜିତ କୁମାର ମହାନ୍ତି) ଶ୍ରୀମନ୍ଦିର ପରିସରକୁ ଅଧିକୃତ ଓମଫେଡ ଘିଅ ବଦଳରେ ବାହାରୁ ଅନ୍ୟ ଖୋଲା ଘିଅ ବାହାର ଲୋକଙ୍କ ଦ୍ୱାରା ନିଆଯାଇଥିବା ବେଳେ ଶ୍ରୀମନ୍ଦିର ପ୍ରଶାସନ ଦ୍ବାରା ଏହାକୁ ଜବତ କରାଯାଇଛି । ଏନେଇ ସୁଆର ମହାସୁଆର ନିଯୋଗକୁ ସୂଚିତ…
ଧାନ ଉଠେଇଲେନି ମିଲର୍ସ: ଦାବି ପୂରଣ ନ ହେବାରୁ…
ବରଗଡ଼,୬।୧(ପ୍ରେମାନନ୍ଦ ଖମାରୀ): ଆଉ ୨ସପ୍ତାହ ପରେ ବରଗଡ଼ ଜିଲାରେ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ୨ମାସ ବିତିବ। ହେଲେ ଜିଲାରେ ଧାନ କିଣାବିକା ସମସ୍ୟା ଅସମାହିତ ରହିଛି। ଟୋକନ ସମସ୍ୟାକୁ ନେଇ ଚାଷୀମାନେ ମଣ୍ଡିକୁ ଧାନ ଆଣିପାରୁ ନଥିବାବେଳେ ମଣ୍ଡିକୁ ଆସିଥିବା…
ମିଲର୍ସଙ୍କ ଆନ୍ଦୋଳନ ପରେ ବଢ଼ିଲା ଧାନ ବିକ୍ରି ଜଟିଳତା
ବରଗଡ଼,୬।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ କିଣାବିକା ସମସ୍ୟା ଲାଗି ରହିଛି। ଜିଲାରେ ମଣ୍ଡି ଖୋଲିବାର ମାସାଧିକ କାଳ ବିତିଯାଜଛି। ଧାନ କିଣାବିକା ବ୍ୟବସ୍ଥା ଠିକ୍ ଭାବରେ ଚାଲିଥିବା ନେଇ ରାଜ୍ୟ ସରକାର ଦାବି କରି ଆସୁଛନ୍ତି। ହେଲେ ଆଜି ପର୍ଯ୍ୟନ୍ତ…
ମିଲରଙ୍କ ଆନ୍ଦୋଳନ, ଧାନ ଉଠାଣ ବନ୍ଦ
ଭବାନୀପାଟଣା,୬ା୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଗତ ନଭେମ୍ବର ୨୯ରୁ ଆରମ୍ଭ ହୋଇଥିଲା। ହେଲେ ପ୍ରାରମ୍ଭିକ ପର୍ଯ୍ୟାୟରେ ମିଲରଙ୍କ ସହଯୋଗ ମନୋବୃତ୍ତି ଦେଖାଯାଇ ନ ଥିଲା। ଫଳରେ ଅନେକ ମଣ୍ଡିକୁ ବିକ୍ରି ପାଇଁ ଆସୁଥିବା ଧାନ…
ମାନସିକ ବିକାରଗ୍ରସ୍ତ ଯୁବତୀଙ୍କୁ ଗଣବଳାତ୍କାର, କପା ବାଡ଼ରେ କାମ କରିବା ବେଳେ ୩ ଜଣ…
ରାୟଗଡ଼ା/ଗୁଡ଼ାରୀ,୬/୧(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ଜିଲା ଗୁଡ଼ାରୀ ଥାନା ଅନ୍ତର୍ଗତ ନାଇରା ଗାଁରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ସୋମବାର ଅପରାହ୍ନ ପ୍ରାୟ ୪ଟା ସମୟରେ ଜଣେ ୨୫ ବର୍ଷୀୟା ମାନସିକ ବିକାରଗ୍ରସ୍ତ ଯୁବତୀଙ୍କୁ ୩ ଜଣ ମିଶି ବଳାତ୍କାର ଭଳି…
୪ ଦିନ ପରେ ଚିଲିକାରୁ ହଟିଲା କଟକଣା, କୁହୁଡ଼ିକୁ ଦେଖି ଡଙ୍ଗା ଓ ଭସାପୋଲ ଚଳାଚଳ ପାଇଁ ନିଷ୍ପତ୍ତି
କୃଷ୍ଣପ୍ରସାଦ,୬।୧: ୪ ଦିନ ପରେ ଚିଲିକାରୁ ହଟିଲା କଟକଣା । କୁହୁଡ଼ିକୁ ଦେଖି ଡଙ୍ଗା ଓ ଭସାପୋଲ ଚଳାଚଳକୁ ସ୍ୱାଭାବିକ କରିବାକୁ ନିର୍ଦ୍ଦେଶ ଦେଇଛି ଜିଲା ପ୍ରଶାସନ । ଲୋକଙ୍କର ଅସୁବିଧାକୁ ଦୃଷ୍ଟିରେ ରଖି କଟକଣା କୋହଳ କରାଯାଇଛି । ପବନ ଓ…
ଶୀତ ମହୋତ୍ସବ ପୂର୍ବରୁ ସ୍ବଚ୍ଛତାକୁ ଗୁରୁତ୍ୱ, ଏକାଠି ଝାଡୁ-ଝୁଡି ଧରିଲେ ଅଞ୍ଚଳବାସୀଙ୍କ ସହ ପ୍ରଶାସନ
ଦାରିଙ୍ଗବାଡି, ୬।୧ (ଅରୁଣ ସାହୁ ):ଆସନ୍ତା ଗୁରୁବାର ସଂଧ୍ୟାରେ ଦାରିଙ୍ଗବାଡି ଶୀତ ମହୋତ୍ସବର ଶୁଭାରମ୍ଭ ହେବ। ଏଥିପାଇଁ ଆଉ ୨ ଦିନ ବାକି ଥିବା ବେଳେ ଏବେଠାରୁ ଦାରିଙ୍ଗବାଡି ଚଳଚଞ୍ଚଳ ହୋଇପଡିଛ। ଏହି ମହୋତ୍ସବରେ ଦୈନିକ ହଜାର ହଜାର ସଂଖ୍ୟାରେ ଦର୍ଶକ,…
ପଞ୍ଚଭୂତରେ ଲୀନ ହେଲା ରାଜାଙ୍କ ପାର୍ଥିବ ଶରୀର, ଯୁବରାଜ ଦେବଦେବ ସିଂଦେଓଙ୍କ ରାଜାଭିଷେକ
ଖଡ଼ିଆଳ,୬ା୧(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ରାଜା ସ୍ବର୍ଗତ ଡ. ଜିତାମିତ୍ର ପ୍ରସାଦ ସିଂଦେଓଙ୍କ ପାର୍ଥିବ ଶରୀର ସୋମବାର ନେହେନା ସୁନ୍ଦର ନଦୀ ରାଣୀଘାଟରେ ପଞ୍ଚଭୂତରେ ଲୀନ ହୋଇଛି। ଏହାପରେ ଖଡିଆଳର ୧୯ତମ ରାଜାଭାବେ ଯୁବରାଜ ଦେବଦେବ ସିଂଦେଓଙ୍କ ନାମ…
Archives


