୨୪ ମୃତକଙ୍କ ଭତ୍ତା ଟଙ୍କା ଆତ୍ମସାତ୍
ଯାଜପୁର,୧୬ା୧୧(ହର୍ଷବର୍ଦ୍ଧନ ବେହେରା)ଯାଜପୁର ଜିଲାରେ ତୃଣମୂଳଠାରୁ ଆରମ୍ଭ କରି ଉଚ୍ଚପଦସ୍ଥ କେତେଜଣ ଅଧିକାରୀ ହରିଲୁଟ କରୁଛନ୍ତି ା ଏହି ଘଟଣା ଏବେ ସମାଜ ପାଇଁ ଚିନ୍ତାର କାରଣ ହୋଇଛି। ଜିଲାର ଦଶରଥପୁର ବ୍ଲକ ଅନ୍ତର୍ଗତ ବିରିପଟା ଗ୍ରାମ ପଞ୍ଚାୟତକୁ ଏଠାରେ ଉଦାହରଣ ଭାବେ…
ସମ୍ଭାବ୍ୟ ଝଡ଼ବର୍ଷାକୁ ନେଇ ଚିନ୍ତା
କେନ୍ଦ୍ରାପଡ଼ା,୧୬ା୧୧(ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲାରେ ଆକାଶ ମେଘାଚ୍ଛନ୍ନ ଦେଖାଦେଇଛି। ଫଳରେ ସମ୍ଭାବ୍ୟ ସାମୁଦ୍ରିକ ଝଡ଼ ଜିଲାବାସୀଙ୍କୁ ବିଭିନ୍ନ ବିପଦ ଆଶଙ୍କା ମଧ୍ୟକୁ ଠେଲି ଦେଇଛି। ଖରିଫ ଧାନରେ ଥୋଡ ବାହାରିଛି। ସେହିପରି ଦରପାଚିଲା ଡାଳୁଅ ଧାନ ଏବେ କ୍ଷେତରେ ଅଛି। ହାର୍ଭେଷ୍ଟର ଓ…
ଅବହେଳିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମ
ରାହାମା, ୧୬।୧୧(ଶ୍ରୀକାନ୍ତ ଦାସ)କୁଜଙ୍ଗ ବ୍ଲକ ସାରଳା ମହାବିଦ୍ୟାଳୟ, ରାହାମା ସମ୍ମୁଖରେ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମ ରହିଛି। ସରକାର ଯୁବ ପ୍ରତିଭାମାନଙ୍କୁ ଆଖି ଆଗରେ ରଖି ପ୍ରତି ପଞ୍ଚାୟତରେ ଏହି ଷ୍ଟାଡିୟମ ନିର୍ମାଣ କରୁଛନ୍ତି। ମାତ୍ର ପ୍ରଶାସନିକ ଅବହେଳା, ଆନ୍ତରିକତା ଓ…
ଏରଡ଼ା-ପହଙ୍ଗା କେନାଲ ରାସ୍ତା କାମରେ ବିଳମ୍ବ
ଜଗତ୍ସିଂହପୁର, ୧୬ା୧୧(ପ୍ରମୋଦ କୁମାର ନାୟକ)ଜଳ ସମ୍ପଦ ବିଭାଗ ପ୍ରାଚୀ ଡିଭିଜନ ପକ୍ଷରୁ କଟକ ଜିଲା ପହଙ୍ଗା ନିକଟରୁ ଜଗତ୍ସିଂହପୁର ଜିଲା ଏରଡ଼ା (ବାଲିସାହି) ପର୍ଯ୍ୟନ୍ତ କେନାଲ ରାସ୍ତା ନବୀକରଣ ପାଇଁ ଟେଣ୍ଡର ହୋଇଛି। ପାଖାପାଖି ୩.୫ କିଲୋମିଟର କେନାଲ ରାସ୍ତା ସହ…
ମାର୍ବଲ ମିସ୍ତ୍ରୀଙ୍କଠାରୁ ଲୁଟ୍, ପୋଲିସ ଗୋଡ଼ାଇବାରୁ ୩ ବାଇକ୍ ଛାଡ଼ି ୪ ଦୁର୍ବୃତ୍ତ ଫେରାର
ସୋରଡ଼ା,୧୫ା୧୧(ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ଦାରିଙ୍ଗବାଡ଼ି ଘାଟି ରାସ୍ତାରେ ଡକାୟତ ଦଳ ସକ୍ରିୟ ହେଉଥିବା ଅନୁମାନ କରାଯାଉଛି। ବୁଧବାର ଅପରାହ୍ନରେ ବ୍ରହ୍ମପୁର ହରିଡ଼ାଖଣ୍ଡି ନିକଟ ଚାଞ୍ଚଡ଼ାପଲ୍ଲୀ ଗ୍ରାମର କୀଟୁ ଗଉଡ ନାମକ ଯୁବକ ନିଜର ୧୮ ଦିନ ହେଲା କିଣିଥିବା…
ଜଳିଗଲା ଘର, ଆସବାବପତ୍ର ପୋଡ଼ି ପାଉଁଶ
ଖଲ୍ଲିକୋଟ,୧୫ା୧୧(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ତୁଳସୀପୁର ପଞ୍ଚାୟତର କମଳାପଦର ଗ୍ରାମରେ ବୁଧବାର ଅଗ୍ନିକାଣ୍ଡ ଘଟି ୨ ବଖରା ଜଳି ଯାଇଛି। ସୂଚନାନୁଯାୟୀ, ଆଜି ସନ୍ଧ୍ୟାରେ ହଠାତ୍ ନିଆଁ ଲାଗି ଗ୍ରାମର ସ୍ବର୍ଗତ ଦେବ ପାହାନଙ୍କ ୨…
ନାବାଳିକା ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲ୍
ଫୁଲବାଣୀ,୧୫ା୧୧(ରାକେଶ କୁମାର ରାଉତ): ଫୁଲବାଣୀ ସ୍ବତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି ସଞ୍ଜିତ କୁମାର ବେହେରା ବୁଧବାର ଏକ ନାବାଳିକା ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଦୋଷୀଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ତାଙ୍କୁ ୨୦…
ଗାଁରେ ବନ୍ଧୁକ ଦେଖାଇ ଆତଙ୍କ ସୃଷ୍ଟି କରୁଥିଲେ ବାପ-ପୁଅ, ବାନ୍ଧିଲା ପୋଲିସ
ଗୋପାଳପୁର,୧୫ା୧୧(ନବୀନରାଜ ଆଚାରୀ): ଗଞ୍ଜାମ ଜିଲା ଅଧିନସ୍ଥ ଗୋଳନ୍ଥରା ଥାନା ଅନ୍ତର୍ଗତ ଆମ୍ବପୁର ଗ୍ରାମରେ ଦେଶୀ ବନ୍ଧୁକ ଧରି ଆତଙ୍କ ସୃଷ୍ଟି କରିବା ମାମଲାରେ ସ୍ଥାନୀୟ ପୋଲିସ ବାପ-ପୁଅ ଦୁଇ ଜଣଙ୍କୁ ଗିରଫ କରିବା ସହ ସେମାନଙ୍କ ଠାରୁ ଏକ ଦେଶୀ ବନ୍ଧୁକ…
ଗଞ୍ଜାମରେ ଜଳସେଚନ, ଚାଷୀ ସମସ୍ୟା ଛତ୍ରପୁରଠାରେ ଜିଲା ସ୍ତରୀୟ ସମାବେଶ
ଛତ୍ରପୁର,୧୫।୧୧(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ ): ଗଞ୍ଜାମ ଜିଲାର ଧାନ ଫସଲ ଉଜୁଡିବା ସହ ଜମି ଫାଟି ଆଁ କଲାଣି । ଜଳସେଚନ ସୁବିଧା ଥିବା ଜମିଗୁଡିକୁ ମଧ୍ୟ ଠିକ୍ ସମୟରେ ପାଣି ମିଳିବା ନେଇ ସନ୍ଦେହ ହେଲାଣି। ଏବେ ଚାଷୀ ମୁଣ୍ଡରେ…
୪ ବର୍ଷର ଶିଶୁ କନ୍ୟାଙ୍କୁ ବଳାତ୍କାର: ୧୦ ଟଙ୍କା ଦେଇ ପାଟି ନ ଖୋଲିବାକୁ ଧମକ
ଦେବଗଡ଼,୧୫।୧୧(ଶେଖର ଝାଙ୍କର): ୪ ବର୍ଷର ଶିଶୁ କନ୍ୟାଙ୍କୁ ବଳାତ୍କାର । ଏଭଳି ଅଭାବନୀୟ ଘଟଣା ଘଟିଛି ଦେବଗଡ଼ ଜିଲା ବାରକୋଟ ଥାନା ଅଞ୍ଚଳରେ। ପୋଲିସ ଘଟଣାରେ ସମ୍ପୃକ୍ତ ଉକ୍ତ ଅଞ୍ଚଳର ଜଣେ ଯୁବକଙ୍କୁ ଗିରଫ କରି ବୁଧବାର କୋର୍ଟଚାଲାଣ କରିଥିବା ଜଣାପଡିଛି…
ସଡ଼କ ଦୁର୍ଘଟଣା: ଜାନୁୟାରୀରୁ ଅକ୍ଟୋବରରେ ୭୬ ମୃତ
ଜଗତ୍ସିଂହପୁର, ୧୫।୧୧ (ପ୍ରମୋଦ କୁମାର ନାୟକ): ସମନ୍ବିତ ରାସ୍ତା ଦୁର୍ଘଟଣା ଡାଟାବେସ୍ (ଆଇଆର୍ଏଡି) ଅନୁଯାୟୀ ଜଗତ୍ସିଂହପୁର ଜିଲାରେ ଜାନୁୟାରୀରୁ ଅକ୍ଟୋବର ମଧ୍ୟରେ ୨୦୦ଟି ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୭୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦୨ ଜଣ ଆହତ…
ବେଆଇନ ଚେମିନି ଇଟାଭାଟିକୁ ଲଗାମ ନାହିଁ
କୋରେଇ,୧୫। ୧୧(ଚନ୍ଦ୍ରକାନ୍ତ ପତି): ବ୍ୟାସନଗର ତହସିଲ ଅଧୀନ କୋରେଇ ଅଞ୍ଚଳରେ ଅନେକ ବେଆଇନ ଚେମିନି ଇଟାଭାଟି ଗଢ଼ି ଉଠିଛି। ହେଲେ ଏଗୁଡ଼ିକ ଉପରେ ଯାଜପୁର ଜିଲା ପ୍ରଶାସନର କାର୍ଯ୍ୟାନୁଷ୍ଠାନ ନୈରାଶ୍ୟଜନକ ରହିଛି। ଖବର ଅନୁଯାୟୀ, ବ୍ଲକର ମୂଳାପାଳ, ପଥରପଦା, ବନ୍ଦାଳ, ରଣପୁର…

