ଆବାସ ଯୋଜନାରୁ ବଞ୍ଚିତ ପ୍ରମିଳା
ଡେରାବିଶ,୧୮ା୯(ବେବର୍ତା ଅଜୟ ଦାସ): ଆବାସ ଯୋଜନାରୁ ବଞ୍ଚତ୍ତ ହୋଇ ଜଣେ ବିଧବା ଅସହାୟା ମହିଳା ଭଙ୍ଗା ଛପର ଘରେ ନିଜ ପରିବାର ସହ ଜୀବନ ବିତାଉଛନ୍ତି। ଘର ଖଣ୍ଡିଏ ପାଇଁ ସରପଞ୍ଚଙ୍କଠାରୁ ଆରମ୍ଭ କରି ଜିଲାପାଳଙ୍କୁ ଗୁହାରୀ କରି ମଧ୍ୟ କୌଣସି…
ଅନୁପ୍ରବେଶକାରୀଙ୍କୁ ମିଳିଛି ସରକାରୀ ଜମି
କେନ୍ଦ୍ରାପଡ଼ା,୧୮ା୯ (ଜଗନ୍ନାଥ ଧଳ): ଚଳିତ ଆର୍ଥିକ ବର୍ଷର ଅଗଷ୍ଟ ଶେଷ ପର୍ଯ୍ୟନ୍ତ କେନ୍ଦ୍ରାପଡ଼ା ଜିଲାର ୫୭୯ ଜଣ ଗୃହହୀନ ବ୍ୟକ୍ତିଙ୍କୁ ବସୁନ୍ଧରା ଯୋଜନାରେ ମୋଟ ୧୩.୩୮୦ ଏକର ପତିତ ଜମି ଜିଲା ପ୍ରଶାସନ ପକ୍ଷରୁ ପ୍ରଦାନ କରାଯାଇଛି। ତଥ୍ୟ ଅନୁଯାୟୀ ଏହି…
ଜଳବନ୍ଦୀରେ ବଳଭଦ୍ରପୁର ଗ୍ରାମବାସୀ
ଜେନାପୁର,୧୮ା୯(ଅଶୋକ ଦାସ): ଧର୍ମଶାଳା ବ୍ଲକ ଅନ୍ତର୍ଗତ ମଧୁସୂଦନପୁର ପଞ୍ଚାୟତ ବଳଭଦ୍ରପୁର ଗ୍ରାମର ୯ ନମ୍ବର ୱାର୍ଡବାସୀ ପାଣି ଘେରରେ ରହିଥିବା ଦେଖିବାକୁ ମିଳିଛି। ଏହି ଗ୍ରାମରେ ୩୦୦ ଲୋକ ବସବାସ କରୁଛନ୍ତି। ସେମାନଙ୍କ କହିବା ମୁତାବକ, ପ୍ରତିବର୍ଷ ବର୍ଷା ଋତୁରେ ଏକ…
ଆୟୁଷ ଡାକ୍ତରଙ୍କ ଭରସାରେ ରୋଗୀ
ଚଣ୍ଡିଖୋଲ,୧୮ା୯(ପ୍ରଦୀପ୍ତ କୁମାର ପୃଷ୍ଟି): ଗ୍ରାମାଞ୍ଚଳରେ ଦେଖିବାକୁ ମିଳୁଛି ସ୍ବାସ୍ଥ୍ୟସେବାର ବିକଳ ଚିତ୍ର। ସମସ୍ତେ ନିଯୁକ୍ତି ପାଇଛନ୍ତି। ହେଲେ କାହାର ଦେଖା ମିଳୁନାହିଁ ବୋଲି ଅଭିଯୋଗ କରିଛନ୍ତି ଗ୍ରାମବାସୀ। ରୋଗୀଙ୍କ ଏକମାତ୍ର ଭରସା ପାଲଟିଛନ୍ତି ଆୟୁଷ ଡାକ୍ତର। ସେ କାମଚଳା ରୋଗୀ ଦେଖୁଛନ୍ତି।…
ଖାଦ୍ୟ ନାଁରେ ଜହର ବିକୁଛନ୍ତି ହୋଟେଲ ମାଲିକ
କୋରେଇ,୧୮ା୯(ଚନ୍ଦ୍ରକାନ୍ତ ପତି): ଯାଜପୁର ଜିଲା କୋରେଇ ବ୍ଲକ ଅଧୀନ ପାଣିକୋଇଲି ନିକଟରୁ ଏନ୍ଏଚ୍ ୨୦ ରଗଡ଼ି ଛକ ଓ ଯାଜପୁର ରୋଡ୍ ଆଦି ଜନଗହଳିପୂର୍ଣ୍ଣ ଅଞ୍ଚଳରେ ବେଆଇନଭାବେ ଶତାଧିକ ହୋଟେଲ ଓ ଢାବା ସହିତ ହଜାରରୁ ଊର୍ଦ୍ଧ୍ୱ ଫାଷ୍ଟଫୁଡ଼ ଦୋକାନ ଗଢ଼ିଉଠିଛି।…
ଶିଶୁଶ୍ରମ ଉଦ୍ଧାରକାରୀ ଡିଟିଏଫ୍ ନିଷ୍କ୍ରିୟ
ଯାଜପୁର,୧୮ା୯(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ ଶିଶୁ ଶ୍ରମିକ ସଂଖ୍ୟା ମାତ୍ରାଧିକ ଭାବେ ବୃଦ୍ଧି ପାଇବାରେ ଲାଗିଛି। ଅଧାରୁ ପାଠ ଛାଡ଼ି ପିଲାମାନେ ଶ୍ରମିକ ସାଜୁଛନ୍ତି। ଅନ୍ୟପକ୍ଷେ ଜିଲା ଶିକ୍ଷା ବିଭାଗ ପକ୍ଷରୁ ଅଧାରୁ ପାଠ ଛାଡୁଥିବା ପିଲାମାନଙ୍କୁ ନିକଟସ୍ଥ ସ୍କୁଲରେ ନାମ…
୨ ବିରଳ ପ୍ରଜାତିର ସାପ
ଯୋଡ଼ା,୧୮ା୯(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସହରରେ ଯୋଡ଼ା-ଭୂୟାଁ ବସ୍ତି ନିକଟରୁ ଏକ ବିଲୁପ୍ତ ପ୍ରଜାତିର ବିରଳ ସାପ ଶନିବାର ଉଦ୍ଧାର ହୋଇଛି। ସାପଟିର ନାମ ଅରନେଟ୍ ଫ୍ଲାଇଂ ସ୍ନେକ୍ ବା ଉଡ଼ନ୍ତା ସାପ। ସାପଟି ଦେଖିବା ପାଇଁ ବହୁ ସୁନ୍ଦର…
ସ୍ବାମୀଙ୍କ ଅନ୍ତିମ ସଂସ୍କାର ବେଳେ ସ୍ତ୍ରୀଙ୍କ ମୃତ୍ୟୁ
ବେଲଗୁଣ୍ଠା,୧୮ା୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍ ବରପଲ୍ଲୀ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ସ୍ବାମୀଙ୍କ ଜୁଇ ନ ଲିଭୁଣୁ ଦୁଃଖରେ ମ୍ରିୟମାଣ ସ୍ତ୍ରୀଙ୍କ ମୃତ୍ୟୁ ଘଟିଛି। ପରେ ଏକାଠି ଦମ୍ପତିଙ୍କ ଜୁଇ ଜଳିଛି। ବେଲଗୁଣ୍ଠା ବ୍ଲକ ଗାଙ୍ଗପୁର…
କାଗଜରେ ୫ ଫୁଟ୍ର ଗଣେଶ ମୂର୍ତ୍ତି
ରାଇରଙ୍ଗପୁର,୧୮ା୯ (ମନୋରଞ୍ଜନ ତିରିଆ): ମଙ୍ଗଳବାର ଶ୍ରୀଗଣେଶ ଚତୁର୍ଥୀ। ବିଭିନ୍ନ କ୍ଲବ୍, ସାହି ପକ୍ଷରୁ ଗଣେଶଙ୍କ ପ୍ରତିମୂର୍ତ୍ତି ନିର୍ମାଣ ଚାଲିଛି। ସାଧାରଣତଃ ବିଭିନ୍ନ ଶିକ୍ଷାନୁଷ୍ଠାନ ବିଦ୍ୟାଳୟ, ମହାବିଦ୍ୟାଳୟରେ ପୂଜା ପାଉଥିବା ଗଣେଶଙ୍କ ମୂର୍ତ୍ତି ମାଟି, ନଡ଼ାରେ ନିର୍ମିତ ହୋଇଥାଏ। ଏହାକୁ ପୂଜା ପରେ…
ଗୋଡ଼ାଇ ଗୋଡ଼ାଇ ଗଞ୍ଜେଇ ଧରିଲା ପୋଲିସ
ଚିତ୍ରକୋଣ୍ଡା,୧୭।୯: ଫିଲ୍ମ ଷ୍ଟାଇଲରେ ଗାଡ଼ିକୁ ଗୋଡ଼ାଇ ଗୋଡ଼ାଇ ଗଞ୍ଜେଇ ଜବତ କରିଛି ଚିତ୍ରକୋଣ୍ଡା ପୋଲିସ। ଚିତ୍ରକୋଣ୍ଡା ଥାନା ଅଧିକାରୀ ମୁକୁନ୍ଦ ମେଲେକାଙ୍କ ସୂଚନା ମୁତାବକ, ଶନିବାର ବିଳମ୍ବିତ ରାତିରେ ଆନ୍ଧ୍ର-ଓଡ଼ିଶା ସୀମାରେ ଓଡ଼ିଶା ପୋଲିସ ପାଟ୍ରୋଲିଂ କରୁଥିଲା। ସେତିକିବେଳେ ଏକ ପିକ୍ଅପ୍…
ମଣ୍ଡପ ବୁଲି ବିଶ୍ୱକର୍ମାଙ୍କୁ ଦର୍ଶନ କଲେ ଶ୍ରଦ୍ଧାଳୁ
କେନ୍ଦୁଝର,୧୭।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ରବିବାର ବିଶ୍ୱକର୍ମା ପୂଜା ଆରମ୍ଭ ହୋଇଛି। ବିଶେଷକରି ବିଦ୍ୟୁତ୍ ବିଭାଗ, ସରକାରୀ ଏବଂ ଘରୋଇ ବସ ସଂଘ, ଟ୍ୟାକ୍ସି, ଅଟୋ ସଂଘ, ଗ୍ୟାରେଜ ଆଦିରେ ଦେବ ଶିଳ୍ପୀଙ୍କୁ ପୂଜା କରାଯାଇଥିଲା। ଜିଲାର ବିଭିନ୍ନ ସ୍ଥାନରେ…
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଜଗନ୍ନାଥ ମନ୍ଦିରରେ ପ୍ରଦୀପ ପ୍ରଜ୍ବଳନ
ରାଇକିଆ,୧୭।୯(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଭାରତୀୟ ଜନତା ପାର୍ଟି କନ୍ଧମାଳ ଓବିସି ମୋର୍ଚ୍ଚା ପକ୍ଷରୁ ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଯୋଜନା ସମ୍ପର୍କିତ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଲୋକାର୍ପଣ କାର୍ଯ୍ୟକ୍ରମର ସିଧା ପ୍ରସାରଣର ବ୍ୟବସ୍ଥା କରାଯିବା ସହ ଏହି…

