ଆମ ଜିଲା ଖବର

ଚୋରି ପରେ ଗୋଦାମ ଘରେ ନିଆଁ ଲଗେଇଲେ ଦୁର୍ବୃତ୍ତ

ପାଟଣା,୧୬।୯(ବୀର କିଶୋର ଦାଶ): ମାର୍କେଟ କମ୍ପ୍ଲେକ୍ସର ମମତା ନାମକ ଏକ ଜୋତା ଦୋକାନର ଗୋଦାମଘରୁ ଶୁକ୍ରବାର ରାତିରେ ଦୁର୍ବୃତ୍ତ ଚୋରି କରିବା ପରେ ଜୋତା ଦୋକାନର ଗୋଦାମ ଘରେ ନିଆଁ ଲଗାଇ ଫେରାର ହୋଇଯାଇଛନ୍ତି । ସୂଚନାଯୋଗ୍ୟ, ଜୋତା ଦୋକାନର ଗୋଦାମରେ…

ନନ୍ଦପୁର, ଦାସପୁଟରେ ୮ ଘର ଭାଙ୍ଗିଲା

ନନ୍ଦପୁର, ୧୬ା୯ (ଶଙ୍କର ପୂଜାରୀ): ଲଘୁଚାପଜନିତ ଲଗାଣ ବର୍ଷା ପ୍ରଭାବରେ ନନ୍ଦପୁର ତହସିଲ ଅଧୀନ ଥୁବା ଓ କୁଲାରସିଂ ରାଜସ୍ବ ମଣ୍ଡଳରେ ୬ଟି ଘର ଭାଙ୍ଗିଥିବା ଜଣାପଡିଛି। ସେହିଭଳି ନନ୍ଦପୁର ଥାନା ଅନ୍ତର୍ଗତ ଲମତାପୁଟ ତହସିଲ ଅଧୀନ କୁମାରଗନ୍ଧନା ପଞ୍ଚାୟତର ଦାସପୁଟ…

ସାଙ୍ଗର ଭାଇରାଲ ଭିଡିଓ ଖୋଲୁଛି ରହସ୍ୟ

ଜୟପୁର,୧୬ା୯(ପବନ ପାଣିଗ୍ରାହୀ): ହରଡ଼ାପୁଟ ସେବାଶ୍ରମ ବିଦ୍ୟାଳୟର ଅନ୍ତେବାସୀ ତପସ୍ବିନୀ ଗାଦବା(୧୩)ଙ୍କ ମୃତ୍ୟୁ ମାମଲାରେ ସେବାଶ୍ରମ କର୍ତ୍ତୃପକ୍ଷଙ୍କ ସହ ଚିକିତ୍ସା କରିଥିବା ଡାକ୍ତରଙ୍କ ଅବହେଳାକୁ ନେଇ ପରିବାରବର୍ଗ ବୋରିଗୁମ୍ମା ଥାନାରେ ଅଭିଯୋଗ କରିଥିଲେ। ବୋରିଗୁମ୍ମା ପୋଲିସ ଏନେଇ ମାମଲା ରୁଜୁ କରିଥିଲା। ଇତିମଧ୍ୟରେ…

ଛେଳିଆ ଡୁବୁରୀ ପାହାଡ଼ରେ ଦୁର୍ଲଭ ଧାତୁ

ନୟାଗଡ଼/ଭାପୁର,୧୬।୯(ଲୋକନାଥ ମିଶ/ଭରତ କୁମାର ବେହେରା): ନୟାଗଡ ଜିଲା ଭାପୁର ବ୍ଳକ ବାଇଗୁଣିଆ ପଞ୍ଚାୟତ ଖୁଣ୍ଟୁପଡା ନିକଟସ୍ଥ ଛେଳିଆ ଡୁବୁରୀ ପାହାଡରେ ଏକ ଦୁର୍ଲଭ ଧାତୁ ରହିଛି । ଦୁଲର୍ଭ ଧାତୁର ନାଁ କ’ଣ ଜଣାପଡିନି । ଏହି ଧାତୁ ମାଟି ତଳୁ…

ବାପାଙ୍କୁ ହତ୍ୟା କରି ପୁଅ ଗିରଫ

ବ୍ରହ୍ମପୁର,୧୬।୯(ସୁବାସ ଚନ୍ଦ୍ର ପାଢ଼ୀ): ସାମାନ୍ୟ କିଛି ଟଙ୍କା ପାଇଁ ବାପାଙ୍କୁ ହତ୍ୟା କଲେ ପୁଅ। ଏଭଳି ଘଟଣା ଘଟଛି ଗଞ୍ଜାମ ଜିଲା କୁକୁ ବ୍ଲକ ସଦର ଥାନା ଅନ୍ତର୍ଗତ କୁମାରପୁରରେ। ପୋଲିସ ମୃତ ରମେଶ ପ୍ରଧାନଙ୍କ ଝିଅଙ୍କ ଅଭିଯୋଗ ଅନୁଯାୟୀ ଶନିବାର…

କୃଷି ଅନୁଦାନ ଲୁଟିବାକୁ କସରତ

ନୟାଗଡ଼,୧୬।୯(ଲୋକନାଥ ମିଶ୍ର): ଧାଡିରେ ଧାନବୁଣାକୁ ପ୍ରୋତ୍ସାହନ ଦେବା ପାଇଁ ସରକାର ୧୦ ହଜାର ଟଙ୍କା ସହାୟତା ରାଶି ଯୋଗାଇ ଦେଉଛନ୍ତି ।ତେବେ କୃଷି ବିଭାଗର ଅବହେଳା ଯୋଗୁ ଚାଷୀ ୨୦୨୩-୨୪ ଆର୍ଥିକ ବର୍ଷରେ ନୟାଗଡ଼ ଜିଲାରେ ଏହି ଅନୁଦାନ ପାଇବାରେ ଅସମର୍ଥ…

ସହପାଠୀଙ୍କୁ ପଢ଼ାଉଛନ୍ତି ମେଧାବୀ

ବଇଣ୍ଡା,୧୬।୯(ପରିକ୍ଷିତ ସାହୁ): ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେଶନର ଆହ୍ବାନ କ୍ରମେ ୩ ଦଫା ଦାବି ପୂରଣ ପାଇଁ ଅନୁଗୋଳ ଜିଲା ଆଠମଲ୍ଲିକ ଓ କିଶୋରନଗର ବ୍ଲକର ଶିକ୍ଷୟିତ୍ରୀ ଶିକ୍ଷକମାନେ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆନ୍ଦୋଳନ ଚଳାଇଛନ୍ତି। ଏହି ଆନ୍ଦୋଳନରେ…

ହାତୀ ସହ ସେଲ୍‌ଫି ନେବାକୁ ବଢ଼ୁଛି ଉଦ୍ୟମ

ଢେଙ୍କାନାଳ,୧୬ା୯(ରତନ ନାୟାର): ଢେଙ୍କାନାଳ ଜିଲାର ବିଭିନ୍ନ ଜନବସତି ଅଞ୍ଚଳରେ ହାତୀ ଉପଦ୍ରବ ଦିନକୁ ଦିନ ବଢୁଥିବା ବେଳେ ଅନେକ ସମୟରେ ସ୍କୁଲ ଓ କଲେଜ ଛାତ୍ରୀଛାତ୍ର ପଶିଆସୁଥିବା ହାତୀ ସହ ସେଲ୍‌ଫି ଉଠାଇବାକୁ ଉଦ୍ୟମ କରିବା ଘଟଣାକୁ ନେଇ ଜିଲା ପ୍ରଶାସନ…

ସଚେତନତା, ଯାଞ୍ଚ କଡ଼ାକଡ଼ି ହେଉ ନ ଥିବାରୁ ଅସନ୍ତୋଷ

ଢେଙ୍କାନାଳ,୧୬ା୯(ରତନ ନାୟାର): ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ଶୁକ୍ରବାର ଜିଲାସ୍ତରୀୟ ସଡ଼କ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଚଳିତବର୍ଷ ଅଗଷ୍ଟ ମାସ ମଧ୍ୟରେ ଜିଲାରେ ସଡ଼କ ଦୁର୍ଘଟଣାରେ ୧୩୦ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଗତ ୫ଦିନ ମଧ୍ୟରେ…

୬ ଶିକାରୀ ଗିରଫ, ଭାଲୁ ନଖ ଜବତ

ବରଗଡ଼,୧୬।୯(ପ୍ରେମାନନ୍ଦ ଖମାରୀ): ବନ୍ୟପ୍ରାଣୀଙ୍କ ବେଆଇନ କାରବାର ଅଭିଯୋଗରେ ବରଗଡ ବନ ବିଭାଗ ଭଟଲି ଫରେଷ୍ଟ ରେଞ୍ଜ୍‌ ପକ୍ଷରୁ ଶୁକ୍ରବାର ୬ ଶିକାରୀଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତମାନେ ହେଲେ ବାଲେଶ୍ବର ଜିଲା ଚାନ୍ଦିପୁରର ମନୋରଞ୍ଜନ ନନ୍ଦ(୨୪), ସଞ୍ଜୟ ଦାଶ(୩୮), ବରଗଡ ଜିଲା…

୩ ଖଣି ପୁନଃ ଚଳାଇବାକୁ ଅନୁମତି

ଖଇରା,୧୬।୯(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ତହସିଲ ଅଧୀନ ଶାରୀଶୁଆ ପାହାଡରେ ବିଭିନ୍ନ ପଥର ଖଣି ଦୀର୍ଘଦିନ ଧରି ବନ୍ଦ ରହିବା ପରେ ଏବେ ଖଣି ଓ ଇସ୍ପାତ ବିଭାଗ ଅଧୀନରେ ୩ଟି ଖଣିର ପୁନଃ ଚାଲୁ ପାଇଁ ଧୀରେ ଧୀରେ…

ଚିନ୍ତାରେ ଛାତ୍ରୀଙ୍କ ସମ୍ମାନ, ସୁରକ୍ଷା

ଯାଜପୁର,୧୬ା୯(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାର ୧୦ ବ୍ଲକର ୯୦ ସରକାରୀ ଅନୁଦାନପ୍ରାପ୍ତ ଓ ଆବାସିକ ବିଦ୍ୟାଳୟରେ ଏଯାଏ ବାଳିକାମାନଙ୍କ ସୁରକ୍ଷା ଦୃଷ୍ଟିରୁ ସ୍ବତନ୍ତ୍ର ଶୌଚାଳୟ ନିର୍ମାଣ ହୋଇପାରିନାହିଁ। ଏଥିରୁ ଛାତ୍ରୀମାନଙ୍କ ସୁରକ୍ଷା ଏବଂ ସମ୍ମାନ ପ୍ରତି ସରକାର କେତେ ଯତ୍ନବାନ ତାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?