ସମୁହ ଛୁଟିରେ ଥିବା ଅମଲାଙ୍କ ଧାରଣା ଜାରି
ଆର.ଉଦୟଗିରି,୬ା୬(ଡି.ଏନ.ଏ.): ଜିଲାସ୍ତରୀୟ ମିଳିତ ଅମଲା ମଞ୍ଚର ଆର.ଉଦୟଗିରି ଶାଖା କର୍ମଚାରୀମାନେ ବ୍ଲକ କାର୍ଯ୍ୟାଳୟ ଆଗରେ ଧାରଣା ଜାରି ରଖିଛନ୍ତି। ଆର.ଉଦୟଗିରି ଶାଖାର ବିଭିନ୍ନ ବିଭାଗ ଯଥା, ଶିକ୍ଷା, ସ୍ବାସ୍ଥ୍ୟ, କୃଷି, ସମନ୍ବିତ ଶିଶୁ ବିକାଶ ବିଭାଗ, ବ୍ଲକ ଏବଂ ତହସିଲ କାର୍ଯ୍ୟାଳୟର…
ଟ୍ରେନ୍ ଦୁର୍ଘଟଣା: ମାମଲା ରୁଜୁ କଲା ସିବିଆଇ
ବାଲେଶ୍ୱର ଅଫିସ,୬।୬: ବାଲେଶ୍ୱର ଜିଲା ବାହାନଗାଠାରେ ଘଟିଥିବା ଦୁର୍ଘଟଣାରେ ରେଳ ମନ୍ତ୍ରାଳୟର ଆବେଦନ ଆଧାରରେ କଲା ସିବିଆଇ ମାମଲା ରୁଜୁ କରିଛି। ପୂର୍ବରୁ ମାମଲା ରୁଜୁ କରିଥିବା ଜିଆରପିଠାରୁ ତଦନ୍ତ ଭାର ନେଇଛି ସିବିଆଇ । ଘଟଣାକୁ ନେଇ ପୂର୍ବରୁ ବାଲେଶ୍ବର…
ଘଟଣାସ୍ଥଳରୁ ଫେରିଲେ ସିବିଆଇ ଟିମ୍
ବାଲେଶ୍ୱର ଅଫିସ,୬।୬: ବାଲେଶ୍ୱର ଜିଲା ବାହାନଗା ଟ୍ରେନ୍ ଦୁର୍ଘଟଣାସ୍ଥଳରୁ ସିବିଆଇ ଟିମ୍ ଛାନଭିନ କରି ଫେରିଛନ୍ତି। ପ୍ରାଥମିକ ତଦନ୍ତ ସାରି ସିବିଆଇ ଟିମ୍ ଫେରିଛନ୍ତି। ମଙ୍ଗଳବାର ସକାଳେ ସିବିଆଇ ଟିମ୍ ବାହାନଗାରେ ପହଞ୍ଚିବା ପରେ ଘଟଣାସ୍ଥଳକୁ ଯାଇ ଅନୁଧ୍ୟାନ କରିଥିଲେ। ସେମାନେ…
ଯେକୌଣସି ମୂହୁର୍ତ୍ତରେ ହୀରାକୁଦ ଜଳ ଭଣ୍ଡାରରୁ ଛଡାଯାଇପାରେ ବନ୍ୟାଜଳ: ଦିଆଗଲା ସତର୍କ ସୂଚନା
ସମ୍ବଲପୁର,୬।୬(ବ୍ୟୁରୋ): ଯେକୌଣସି ମୂହୁର୍ତ୍ତରେ ହୀରାକୁଦ ଜଳ ଭଣ୍ଡାରରୁ ବନ୍ୟାଜଳ ଛଡାଯାଇପାରେ । ଏ ନେଇ ହୀରାକୁଦ ବନ୍ଧ ମଙ୍ଗଳବାର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ସତର୍କ ସୂଚନା ଜାରି କରିଛନ୍ତ। ଏନେଇ ତଳମୁଣ୍ଡର ୧୨ଟି ଜିଲାର ଜିଲାପାଳ ଓ ଏସ୍ପିଙ୍କୁ ଆଗୁଆ ସତର୍କ…
ଭରିଗଲାଣି ଢେଙ୍କାନାଳ ରକ୍ତ ଭଣ୍ଡାର
ଢେଙ୍କାନାଳ ଅଫିସ,୬ା୬: ବାଲେଶ୍ୱର ଜିଲା ବାହାନାଗା ରେଳ ଦୁର୍ଘଟଣାରେ ଆହତ ଯାତ୍ରୀମାନଙ୍କ ଚିକିତ୍ସାବେଳେ ରକ୍ତ ଅଭାବକୁ ଦୃଷ୍ଟିରେ ରଖି ଢେଙ୍କାନାଳରେ ବିଭିନ୍ନ ଅନୁଷ୍ଠାନ ଓ ବ୍ୟକ୍ତି ବିଶେଷଙ୍କ ପକ୍ଷରୁ ସ୍ବେଚ୍ଛାକୃତ ରକ୍ତଦାନ ଶିବିରମାନ ଅନୁଷ୍ଠିତ ହେଉଛି। ପ୍ରଥମ ୨ଦିନ ମଧ୍ୟରେ ପ୍ରାୟ…
ହାତୀ ଆକ୍ରମଣରେ ମହିଳା ମୃତ
ବାରିପଦା ଅଫିସ,୬।୬: ପୁଣି ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ଏହି ଘଟଣା ଘଟିଛି ମୟୂରଭଞ୍ଜ ଜିଲାର ବଡସାହି ଥାନା ଅଧୀନ ଗଜଡିହିରେ। ମଙ୍ଗଳବାର ସକାଳେ ଗଜଡିହି ସଂରକ୍ଷିତ ଜଙ୍ଗଲରେ ମହିଳା ଜଣକ ମହୁଲ ଫୁଲ ସଂଗ୍ରହ ପାଇଁ ଯାଇଥିବା…
ତୁରୁମୁଙ୍ଗା ବଜାରରେ ଅଗ୍ନିକାଣ୍ଡ
ପାଟଣା,୬।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ବଜାରର ଏକ ଫଳ ଦୋକାନ ପଛ ପାଶ୍ୱର୍ର୍ରେ ଗଦା ହୋଇଥିବା ଆବର୍ଜନାରେ ମଙ୍ଗଳବାର ଅଗ୍ନିକାଣ୍ଡ ଘଟିଛି। ଦୋକାନକୁ ନିଆଁ ବ୍ୟାପିବା ଆଗରୁ ସ୍ଥାନୀୟ ଦୋକାନୀମାନେ ପାଣି ଢାଳି ନିଆଁକୁ ଆୟତ୍ତ କରିବାରେ ସଫଳ…
ଭଗବାନଙ୍କ କୃପାରୁ ସୁରକ୍ଷିତ ଫେରିଲୁ
ବ୍ରହ୍ମପୁର ଅଫିସ,୬ା୬: ବାହାନଗା ନିକଟରେ ଟ୍ରେନ ଦୁର୍ଘଟଣା କଥା ଭାବିବା ବେଳକୁ ଲୁହ ଆସିଯାଉଛି। ମୁ ଓ ମୋ ପରିବାର ଭଗବାନଙ୍କ କୃପାରୁ ସେଠାରୁ ସୁରକ୍ଷିତ ଫେରିଛୁ ବୋଲି ଦୁର୍ଘଟଣାରୁ ବର୍ତ୍ତିଥିତ୍ବା ବ୍ରହ୍ମପୁର ଗୋସାଇଁ ନୂଆଗାଁ ଅଞ୍ଚଳର ଇଜିକେୟଲ ଦାସ କହିଛନ୍ତି।…
ନିର୍ମାଣ ହେଉନି ଗୋପାଳପୁର-ରାୟଗଡ଼ା ରେଳପଥ
ବ୍ରହ୍ମପୁର ଅଫିସ,୬ା୬: ଭାଜପା ନେତୃତ୍ୱାଧିନ କେନ୍ଦ୍ର ଏନ୍ଡିଏ ଶାସନରେ ଦକ୍ଷିଣାଞ୍ଚଳ ପ୍ରତି ରେଳ ମନ୍ତ୍ରଣାଳୟର ଅବହେଳା ଅବ୍ୟାହତ ରହିଛି। ୧୫ ବର୍ଷ ତଳୁ ସର୍ଭେ ସରିଥିବା ଗଞ୍ଜାମ ଜିଲାର ବେଳାଭୂମି ସହର ଗୋପାଳପୁର ଠାରୁ ଦକ୍ଷିଣାଞ୍ଚଳର ଶିଳ୍ପ ସହର ରାୟଗଡ଼ା ପର୍ଯ୍ୟନ୍ତ…
ଘନ ଘନ ବିଜୁଳି କାଟ ଜନ ଜୀବନ ଅସ୍ତବ୍ୟସ୍ତ
କେନ୍ଦୁଝର, ୬।୬(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଏବେ ଚାଲିଛି ଅଘୋଷିତ ବିଦ୍ୟୁତ୍ କାଟ୍ ଚାଲିଛି॥ ଦିନ ରାତି ଯେତେବେଳେ ଇଚ୍ଛା ବିଜୁଳି ଚାଲି ଯାଉଛି। ବର୍ଷା ଆସିବା ପୂର୍ବରୁ ଓ ପରେ ଘଣ୍ଟା ଘଣ୍ଟା ବିଜୁଳି ଯୋଗାଣ ବିଚ୍ଛିନ୍ନ ହେଉଛି। ଟାଟା ପାୱାର…
ଅଲାରନାଥ ପୀଠରେ ଅନବସର ଦର୍ଶନ
ବ୍ରହ୍ମଗିରି,୬ା୬(ଡି.ଏନ୍.ଏ): ଶ୍ରୀମନ୍ଦିରରେ ଚତୁର୍ଦ୍ଧାବିଗ୍ରହ ସ୍ନାନ ପୂର୍ଣ୍ଣିମାରେ ୧୦୮ ଗରାରେ ସ୍ନାନ କରି ଜ୍ୱରରେ ପଡ଼ିଛନ୍ତି। ଫଳରେ ମହାପ୍ରଭୁ ଏବେ ଅଣସରରେ ୧୪ଦିନ ରହିବେ। ଏହି ସମୟରେ ଶ୍ରଦ୍ଧାଳୁମାନେ ମହାପ୍ରଭୁଙ୍କ ଦର୍ଶନ ପାଇପାରିବେ ନାହିଁ। ତେବେ ଅଗଣିତ ଶ୍ରଦ୍ଧାଳୁଙ୍କ ଭକ୍ତିକୁ ଦେଖି ମହାପ୍ରଭୁ…
ପୋଖରୀ, ନଳକୂଅ ଖୋଳାକୁ ନେଇ ଗୋଷ୍ଠୀ ସଂଘର୍ଷ
ଆଠଗଡ଼,୬।୬(ସ୍ବ.ପ୍ର.): ଆଠଗଡ଼ ଥାନା କୁଲାଇଲୋ ପଞ୍ଚାୟତ ଅନ୍ତର୍ଗତ ତଳଗଡ ଗ୍ରାମରେ ରବିବାର ପୋଖରୀ ଓ ନଳକୂପ ଖୋଳାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ ହୋଇଛି। ଏହି ସମୟରେ ଜଣେ ପୋଲିସ କର୍ମଚାରୀ ଗୁରୁତର ହୋଇଥିବାବେଳେ ଆଉ କେତେଜଣ ଆହତ ହୋଇଛନ୍ତି। ତଳଗ୍ରାମରେ…
Archives


