ଘରୁ ଯାଇ ଆଉ ଫେରିଲେନି ବନ୍ଧରୁ ମିଳିଲା…
ପୁରୁଷୋତ୍ତମପୁର,୮।୧୧(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ମଧ୍ୟରେ ଥିବା ଗୋପାଳ ବନ୍ଧରେ ବୁଡି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ କୁମାରି ଗ୍ରାମର ବାବୁଲା କୁମାର ପଣ୍ଡା ( ୪୫)। ବାବୁଲା ମଙ୍ଗଳବାର ଠାରୁ ଘରୁ ଯାଇ ଆଉ…
କୁପାରୀରେ ପୁଣି ମାଙ୍କଡ଼ା ଚୋରାଚାଲାଣ
ଖଇରା, ୮।୧୧(ଉତ୍କଳବନ୍ଧୁ ପଣ୍ଡା):ବାଲେଶ୍ୱର ଜିଲା ଖଇରା ତହସିଲ ଅଧୀନ କୁପାରୀ ଓ ବର୍ତ୍ତନା ରାଜସ୍ବ କ୍ଷେତ୍ରରେ କିଛି ଦିନର ନୀରବତା ପରେ ଏବେ ପୁଣିଥରେ ମାଙ୍କଡା ଚୋରାଚାଲାଣ ଆରମ୍ଭ ହୋଇଛି। ୧ମାସ ଧରି ଲୁଟେରାମାନେ ରାତିସାରା ଉଜାଗର ରହି ରାଣୀତାଲ-କୁପାରୀ, ଆମ୍ବହତା…
ନାବାଳିକାଙ୍କୁ ଅପହରଣ, ବଳାତ୍କାର: ଅଭିଯୁକ୍ତ ଗିରଫ
ରେଢ଼ାଖୋଲ,୮।୧୧ (ଅଚ୍ୟୁତାନନ୍ଦ ପୁରୋହିତ): ସମ୍ବଲପୁର ଜିଲା ରେଢ଼ାଖୋଲ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର କରିବା ଅଭିଯୋଗରେ ପୋଲିସ ସମ୍ପୃକ୍ତ ନାବାଳକ (ଏବେ ସାବାଳକ)ଙ୍କୁ ମଙ୍ଗଳବାର ଗିରଫକରି ସମ୍ବଲପୁର ଜୁଭେନାଇଲ କୋର୍ଟ ଚାଲାଣ କରିଛି। ସୂଚନାମତେ ପ୍ରାୟ ୬ମାସ…
୩୬ ଘଣ୍ଟା ପଡ଼ିରହିଲା ମୃତଦେହ
ଛେଣ୍ଡିପଦା,୮।୧୧(ଅଜିତ ଧଳ): ଦୁର୍ଘଟଣାରେ ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଥିଲା। ହେଲେ ଦୁର୍ଘଟଣାସ୍ଥଳ କେଉଁ ଥାନା ଅଧୀନରେ ଆସୁଛି ତାହା ପୋଲିସ ଜାଣି ନ ପାରିବାରୁ ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରି ୩୬ ଘଣ୍ଟା କାଳ ପଡ଼ିରହିଥିଲା। ଶେଷରେ ରାଜସ୍ବ…
ଦୁର୍ଦ୍ଦଶାରେ ଡେରାବିଶ ଆଦର୍ଶ ବିଦ୍ୟାଳୟ ଛାତ୍ରୀଛାତ୍ର
ଡେରାବିଶ, ୮।୧୧(ବେବର୍ତ୍ତା ଅଜୟ ଦାସ): ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବାକୁ ପ୍ରତ୍ୟେକ ବ୍ଲକ ଅଞ୍ଚଳରେ ଆଦର୍ଶ ବିଦ୍ୟାଳୟ ଖୋଲାଯିବା ପାଇଁ ରାଜ୍ୟ ସରକାରଙ୍କ ଗଣଶିକ୍ଷା ବିଭାଗ ପକ୍ଷରୁ ଉଦ୍ୟମ କରାଯାଇଛି। ଏହି ବିଭାଗ ଅଧୀନରେ ଆଦର୍ଶ ବିଦ୍ୟାଳୟ ସଙ୍ଗଠନ ପକ୍ଷରୁ ଖୋଲା…
ଟ୍ରକ୍କୁ ଧକ୍କା ଦେଲା ଟ୍ରକ୍: ହେଲ୍ପର ଆଖିବୁଜିଲେ, ଡ୍ରାଇଭର ଗୁରତର
ବାଲେଶ୍ୱର,୮।୧୧(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ବସ୍ତା ଥାନା ୬୦ନଂ ଜାତୀୟ ରାଜପଥ ବସ୍ତା ବାଇପାସ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ସୂଚନାଯୋଗ୍ୟ, ବୁଧବାର ସକାଳ ସମୟରେ ୬୦ ନମ୍ବର…
ପୋସ୍କୋ ଗଲା, ଏବେ ଜେଏସ୍ଡବ୍ଲ୍ୟୁ: ନ୍ୟାୟାଳୟ ଏକମାତ୍ର ଭରସା
ପାରାଦୀପ, ୮।୧୧ (ଶରତ ରାଉତ): ଜଗତ୍ସିଂହପୁର ଜିଲା ପାରାଦୀପ ଉପକଣ୍ଠ ଢିଙ୍କିଆ ଗ୍ରାମ ଅଞ୍ଚଳରେ ଏବେ ଭୟର ପରିବେଶ ରହିଛି। ଏଭଳି ସ୍ଥିତି ଜେଏସ୍ଡବ୍ଲ୍ୟୁ କମ୍ପାନୀ ପାଇଁ ସୃଷ୍ଟି ହୋଇଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ସେମାନଙ୍କ କହିବାନୁଯାୟୀ, ଜମି ଅଧିଗ୍ରହଣଠାରୁ…
ତଣ୍ଟିରେ ଲାଖିଲା ଗୁଲୁଗୁଲା, ଚାଲିଗଲା ଜୀବନ
ମୋରଡା,୭। ୧୧(ସ୍ମାରକ ମାଜୀ)- ଚ୍ୟାଲେଞ୍ଜ ହେଲା କାଳ। ଚ୍ୟାଲେଞ୍ଜରେ ଗୁଲୁଗୁଲା ଖାଉଖାଉ ତଣ୍ଟିରେ ଲାଗିଯାଇ ଅଣନିଶ୍ୱାସୀ ହେବାରୁ ଚାଲିଗଲା ଯୁବକଙ୍କ ଜୀବନ । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ତଥା ବେତନଟୀ ଥାନା…
୪ଘଣ୍ଟା ପାଇଁ ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ
ପୁରୀ, ୭।୧୧: ଶ୍ରୀଜିଉଙ୍କ ୪ଘଣ୍ଟା ପାଇଁ ବନ୍ଦ ରହିବ ଦର୍ଶନ। ବୁଧବାର କାର୍ତ୍ତିକ-କୃଷ୍ଣ ଦଶମୀ ମଳ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଶ୍ରୀମନ୍ଦିରରେ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ…
ନଭେମ୍ବର ୯-୧୦ରେ ପାଳନ ହେବ ମାଣ୍ଡିଆ ଦିବସ
କେନ୍ଦୁଝର, ୭।୧୧ (ନରେଶ ଚନ୍ଦ୍ର ପଟ୍ଟନାୟକ) ମାଣ୍ଡିଆ ଅତ୍ୟନ୍ତ ପୁଷ୍ଟିକର ହୋଇଥିବାରୁ ଏହାକୁ ଅଧିକ ଲୋକପ୍ରିୟ କରାଇବା ପାଇଁ କେନ୍ଦୁଝର ଜିଲ୍ଲାପାଳ ଆଶିଷ ଠାକରେ ଗୁରତ୍ୱାରୋପ କରିଛନ୍ତି । ଚଳିତ ନଭେମ୍ବର ୯ ଓ ୧୦ରେ କେନ୍ଦୁଝର ଜିଲ୍ଲାରେ ମାଣ୍ଡିଆ ଦିବସ…
ପଞ୍ଚଭୂତରେ ଲୀନ ହେଲେ ମହେଶ୍ୱର ମହାନ୍ତି
ପୁରୀ,୭।୧୧: ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ତଥା ପୁରୀର ପୂର୍ବତନ ବିଧାୟକ ମହେଶ୍ୱର ମହାନ୍ତିଙ୍କ ମଙ୍ଗଳବାର ଭୋରରେ ପରଲୋକ ଘଟିଛି। ପୁରୀ ସ୍ବର୍ଗଦ୍ବାରରେ ତାଙ୍କ ପାର୍ଥିବ ଶରୀରର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ତାଙ୍କ ପୁଅ ସୁନୀଲ ମହାନ୍ତି ମୁଖାଗ୍ନି ଦେଇଛନ୍ତି। ପରେ…
ମୋବାଇଲ ମାଗି ଫୋନ ପେ’ରେ ନେଇଗଲେ ୧୨ ଶହ ଟଙ୍କା
ଦାରିଙ୍ଗବାଡି, ୭।୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡିରେ ଜଣେ ଯୁବକ ଏଟିଏମ କାର୍ଡ କାର୍ଯ୍ୟକ୍ଷମ କରିବାକୁ ଯାଇଥିବା ବେଳେ ଠକାମୀର ଶିକାର ହୋଇଛନ୍ତି। ଠକାମୀର ଶିକାର ହୋଇଥିବା ମହେଶ୍ୱର ଦଳବେହେରାଙ୍କ ଘର ସିମନବାଡି ପଞ୍ଚାୟତ ଦଡିବାଡି ସାହିରେ। ତାଙ୍କର…

