ମହାପ୍ରଭୁଙ୍କ ଦର୍ଶନ ଲାଗି ପୁରୀବାସୀଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା, କେମିତି ଯିବେ ଜାଣନ୍ତୁ…
ପୁରୀ,୨୩।୬: ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ମଙ୍ଗଳବାର ଦ୍ୱିତୀୟ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମନ୍ତ୍ରୀ ପୁରୀବାସୀଙ୍କ ପାଇଁ ଏକ ବଡ଼ ସୂଚନା ଦେଇଛନ୍ତି। ପୁରୀ ସହରବାସୀଙ୍କୁ ଶ୍ରୀମନ୍ଦିର ଭିତରକୁ ପ୍ରବେଶ…
ଉଦ୍ୟାନ ପରିସର ସଫା କଲେ ବିଧାୟକ: କହିଲେ, ସ୍ବଚ୍ଛତା ଅଭିଯାନ ନୁହେଁ, ଏକ ସାମାଜିକ ଦାୟିତ୍ୱ
ଛତ୍ରପୁର,୨୩।୬(ଦିଲ୍ଲୀପ ସାମଲ): ‘ଆମ ଗଞ୍ଜାମ, ସ୍ବଚ୍ଛ ଗଞ୍ଜାମ’ ଅଭିଯାନ ଅନ୍ତର୍ଗତ ଆଜି ଛତ୍ରପୁର ପୌରପରିଷଦର ଏକାମ୍ର ନଗରସ୍ଥିତ ଶିଶୁ ଉଦ୍ୟାନରେ ସ୍ବଚ୍ଛତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ତତ୍ତ୍ୱାବଧାନରେ ସମ୍ପନ୍ନ ହୋଇଥିଲା। ଏହି…
ସାନଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ବଡ଼ଭାଇ,ପୁତୁରା: ଫେରାର୍ ଥିବାବେଳେ ବାପପୁଅଙ୍କୁ ପୋଲିସ ଧରି…
ଦିଗପହଣ୍ଡି,୨୩।୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡ଼ା ପଞ୍ଚାୟତ ଗୁହାଳପୁର ଗ୍ରାମର ସାନଭାଇ କହ୍ନେଇ ପ୍ରଧାନଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ଦିଗପହଣ୍ଡି ପୋଲିସ ମଙ୍ଗଳବାର କହ୍ନେଇଙ୍କ ବଡ଼ଭାଇ ହରି ପ୍ରଧାନ(୬୨) ଏବଂ ପୁତୁରା ବାଲ୍ମୀକି ପ୍ରଧାନ ଓରଫ…
ଜିଲାପାଳ ପରାମର୍ଶ କ୍ରମେ ଜୋର୍ ସୋରରେ ଚାଲିଛି ସଫେଇ ଅଭିଯାନ, ସାମିଲ ହେଲେ…
ଗଞ୍ଜାମ,୨୩।୬(ବିଦ୍ୟାଧର ସାହୁ ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହୱାନ ଓ ଗଞ୍ଜାମ ଜିଲାପାଳ ଭି କୀର୍ତ୍ତି ଭାସନଙ୍କ ପରାମର୍ଶ କ୍ରମେ ଜିଲାର ବିଭିନ୍ନ ସ୍ଥାନରେ ସଫେଇ ଅଭିଯାନ ଜୋର୍ ସୋରରେ ଚାଲିଛି । ମଙ୍ଗଳବାର ଗଞ୍ଜାମ ବ୍ଲକ ମଲାଡ଼ ଗ୍ରାମ ପଞ୍ଚାୟତରେ…
ହତ୍ୟା ରହସ୍ୟ ଉନ୍ମୋଚିତ: ଏହି କାରଣରୁ ମହିଳାଙ୍କୁ ଜୀବନରୁ ମାରିଦେଇଥିଲେ ରମାକାନ୍ତ
ବରଗଡ଼,୨୩।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ରେଶମ ପ୍ରଶାଖା ଛକ କେନାଲ ଘାଟ ନିକଟର ରବିବାର ଉଦ୍ଧାର ହୋଇଥିବା ମୃତ ମହିଳାଙ୍କ ମୃତ୍ୟୁ ରହସ୍ୟ ଉନ୍ମୋଚିତ ହୋଇଛି। ମୃତ ମହିଳା ଜଣକ ବଲାଙ୍ଗିର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ସାହାଜବାହାଲ ଗ୍ରାମର ମମତା…
ଚନ୍ଦ୍ରିକା ମୃତ୍ୟୁ ମାମଲା: ୨ ଦିନିଆ ରିମାଣ୍ଡରେ ଗଲେ ବୟଫ୍ରେଣ୍ଡ ଭୀମସେନ
ବାରଙ୍ଗ,୨୩।୬: ବାରଙ୍ଗ ଥାନା ପୋଲିସ ମଙ୍ଗଳବାର ଚନ୍ଦ୍ରିକା ମୃତ୍ୟୁ ମାମଲାରେ ଗିରଫ OAS ବୟଫ୍ରେଣ୍ଡ ଭୀମସେନ ଟୁଡୁଙ୍କୁ ୨ ଦିନିଆ ରିମାଣ୍ଡରେ ଆଣିଛି। ପୋଲିସ ଭୀମସେନଙ୍କୁ ୩ ଦିନିଆ ରିମାଣ୍ଡରେ ନେବା ଲାଗି କୋର୍ଟରେ ଆବେଦନ କରିଥିଲା। ହେଲେ କଟକ JMFC…
ଆକ୍ସନ ମୋଡ୍ରେ ପୋଲିସ: ବିପୁଳ ଦେଶୀମଦ ଜବତ
ଦାରିଙ୍ଗବାଡି, ୨୩।୬ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପୋଲିସ ପକ୍ଷରୁ ବସଷ୍ଟାଣ୍ଡ ଅଞ୍ଚଳରେ ଚଢ଼ାଉ କରି ବିପୁଳ ପରିମାଣର ମହୁଲ ପୋଚ ଜବତ ଓ ତାକୁ ନଷ୍ଟ କରିବା ସହ ୫୫ ଲିଟର ଦେଶୀମଦକୁ ପୋଲିସ ଜବତ କରିଛି। ଏଥିସହ…
ଘର କାମ କରୁଥିଲେ ଶୋଭାରାଣୀ, ଲାଗିଲା କରେଣ୍ଟ୍: ଆଉ ତା’ପରେ..
ଖଇରା,୨୩।୬(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ମହାତିପୁର ପଞ୍ଚାୟତ ଅଧୀନ ଚକ ଗ୍ରାମର ବୈକୁଣ୍ଠ ସାମଲ (୩୫)ଙ୍କ ପତ୍ନୀ ଶୋଭାରାଣୀ ମଙ୍ଗଳବାର ବିଦ୍ୟୁତ ସଂସ୍ପର୍ଶରେ ଆସି ପ୍ରାଣ ହରାଇଛନ୍ତି। ଶୋଭାରାଣୀଙ୍କ ଘର କାମ ଚାଲିଥବାବେଳେ ମିସ୍ତ୍ରୀଙ୍କ ସହ ମିଶି…
ବେକ କାଟି ବାପାଙ୍କୁ ହତ୍ୟା କଲା ପୁଅ
ଟେନସା/ଲହୁଣିପଡ଼ା, ୨୩।୬ (ସମୀର କୁମାର ପାଢ଼ୀ/ଦାଶରଥି ପଣ୍ଡା): ସୁନ୍ଦରଗଡ଼ ଜିଲାର ଟେନସା ଫାଣ୍ଡି ଅନ୍ତର୍ଗତ ବରସୁଆଁ ବସ୍ତିରେ ମଙ୍ଗଳବାର ସକାଳେ ଘରୋଇ କଳହକୁ କେନ୍ଦ୍ରକରି ଏକ ହୃଦୟବିଦାରକ ଘଟଣା ଘଟିଛି। ପୁଅ ଛୁରିରେ ବେକ କାଟି ବାପାଙ୍କୁ ହତ୍ୟା କରିଥିବା ଘଟଣା…
ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ଧାରଣା: ଧାନବିକ୍ରି ଟୋକନ ଦାବିରେ ଗର୍ଜିଲେ
ବରଗଡ଼,୨୩।୬(ପ୍ରେମାନନ୍ଦ ଖମାରୀ)- ଖରିଫ ଚାଷକାର୍ଯ୍ୟ ସମୟ ଆସି ଯାଇଛି। ହେଲେ ବରଗଡ଼ ଜିଲାର ଚାଷୀମାନେ ଏପର୍ଯ୍ୟନ୍ତ ରବିରେ ଅମଳ ଧାନ ବିକ୍ରି କରି ପାରି ନାହାଁନ୍ତି । ଟୋକନ କଟକଣା ଏଥିରେ ବାଧକ ସାଜିଛି। ଅନେକ ଚାଷୀଙ୍କ ଟୋକନ ବ୍ଲକ ହୋଇଛି।…
ଭବାନୀପାଟଣା ଅଭିମୁଖେ ଯାଉଥିବାବେଳେ ଓଲଟି ପଡିଲା ପିକ୍ଅପ୍ ଭ୍ୟାନ; ଅଳ୍ପକେ ବର୍ତ୍ତିଲେ ଗାଡିଚାଳକ
ଥୁଆମୂଳ ରାମପୁର, ୨୩।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରକୁ ଜିଲା ସଦର ମହକୁମା ଭବାନୀପାଟଣା ସହ ସଂଯୋଗ କରୁଥିବା ମୁଖ୍ୟ ସଡ଼କରେ ମଙ୍ଗଳବାର ସକାଳେ ଏକ ସଡ଼କ ଦୁର୍ଘଟଣା ଘଟିଛି। ପୁରୁଣାଗୁମା-ପିପଲ ଘାଟି ଗଡାଣି ସେମେଲପଦର୍ ଘାଟି ନିକଟରେ…
ଅଭିଯୋଗ ପରେ ବେଆଇନ ଚିଙ୍ଗୁଡ଼ି ଘେରି ଉଚ୍ଛେଦ: ଘେରିରେ ବ୍ୟବହୃତ ବାଉଁଶ, ଜାଲ ଜବତ
ଗଞ୍ଜାମ, ୨୩।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ଦାମୋଦରପୁର ନିକଟସ୍ଥ ଋଷିକୂଲ୍ୟା ନଦୀରେ ମାଫିଆମାନେ ବେଆଇନ ଭାବେ ଚିଙ୍ଗୁଡ଼ି ଘେରି ନିର୍ମାଣ କରିଥିଲେ। ମଙ୍ଗଳବାର ତହସିଲଦାର ସୁକାନ୍ତ ଚନ୍ଦ୍ର ମିଶ୍ରଙ୍କ ଉପସ୍ଥିତରେ ଉକ୍ତ ଚିଙ୍ଗୁଡ଼ି ଘେରି ଉଚ୍ଛେଦ କରାଯାଇଥିଲା। ଜିଲା ମତ୍ସ୍ୟ…

