ପୋଲ, ଜମିରେ ଚାଲିଛି ବର୍ଷାପାଣି
ନନ୍ଦପୁର, ୧୩।୯(ଶଙ୍କର ପୂଜାରୀ); ଲଘୁଚାପ ଯୋଗୁ ଲଗାଣବର୍ଷାରେ କୋରାପୁଟ ଜିଲା ନନ୍ଦାହାଣ୍ଡି ବ୍ଲକରେ ରାସ୍ତାଘାଟରେ ପାଣି ଯାତାୟାତକୁ ପ୍ରଭାବିତ କରିଛି। ଘର ଓ ଦାଣ୍ଡରେ ବର୍ଷାପାଣି ପଶି ଲୋକଙ୍କ ଜୀବନ ଜୀବିକାକୁ ପ୍ରଭାବିତ କରିଛି। ଚାଷଜମି ଜଳାର୍ଣ୍ଣବ ହୋଇ ଫସଲ ନଷ୍ଟହେବା…
ନିୟମିତ ଡାକ୍ତର ରହୁ ନ ଥିବାରୁ ଉତ୍ତେଜନା
ଦଶମନ୍ତପୁର, ୧୩।୯ ( ଅରବିନ୍ଦ ନାୟକ ): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ବିରିଗୁଡା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଅନେକ ଅବ୍ୟବସ୍ଥା ଲାଗି ରହିଛି। ସ୍ବାସ୍ଥ୍ୟକେନ୍ଦ୍ରରେ ଜଣେ ଡାକ୍ତର ମନୋଜ କୁମାର ସ୍ବାଇଁ ନିଯୁକ୍ତି ହୋଇଥିଲେ ମଧ୍ୟ ଅଧିକାଂଶ ସମୟରେ ଛୁଟିରେ ରହୁଥିବାରୁ…
ଆସୁଛି ପାର୍ବଣ, ହସୁଛି କାଶତଣ୍ଡୀ
ମହାକାଳପଡ଼ା,୧୩।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): ପାର୍ବଣ ଆଗମନରେ ସଜେଇ ହେଲାଣି ପ୍ରକୃତିରାଣୀ। ଶସ୍ୟ ଶ୍ୟାମଳା ଧରିତ୍ରୀ ଉପରେ ପବନର ତାଳେ ତାଳେ ସତେ ଯେମିତି ଦୋଳି ଖେଳୁଛି କାଶତଣ୍ଡୀ। ମହାକାଳପଡ଼ା ବ୍ଲକ ଅଞ୍ଚଳର ମହାନଦୀ ପଠା, ଗହୀର ପାଟ, ରାସ୍ତାପାଶର୍ବ, ପୋଖରୀ…
ନଦୀ, ନାଳରେ କୁମ୍ଭୀର: ଲୋକେ ଭୟଭୀତ
ପଟ୍ଟାମୁଣ୍ଡାଇ,୧୩।୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ସମୁଦ୍ର ଉପକୂଳ ହୋଇଥିବାରୁ ନଦୀନାଳ ପରିପୂର୍ଣ୍ଣ ଏହି ଅଞ୍ଚଳରେ କୁମ୍ଭୀର ଉପଦ୍ରବ ବୃଦ୍ଧି ପାଇବାରେ ଲାଗିଛି। କୁମ୍ଭୀର ଓ ମଣିଷ ଲଢ଼େଇରେ ୩ ମାସରେ କୁମ୍ଭୀର ୬ ଜଣଙ୍କ ଜୀବନ ନେଲାଣି। ଏବେ ଏହି ହିଂସ୍ର…
କାମରେ ଲାଗୁନି ମୁକ୍ତାକାଶ ବ୍ୟାୟାମଶାଳା
ପାରାଦୀପ,୧୩।୯(ଶରତ ରାଉତ): ପାରାଦୀପ ପୌରାଞ୍ଚଳକୁ ଆକର୍ଷଣୀୟ ଓ ସୌନ୍ଦର୍ଯ୍ୟକରଣ କରିବା ପାଇଁ ପୌରପାଳିକା ବିପୁଳ ଅର୍ଥ ଖର୍ଚ୍ଚ କରୁଛି। ନୂଆକରି ହେଉଥିବା ବିଭିନ୍ନ ପ୍ରକଳ୍ପ କେଉଁଠି କାମରେ ଲାଗୁଛି ତ କେଉଁଠି ବ୍ୟବହାର ହେଉ ନ ଥିବା ଦେଖିବାକୁ ମିଳିଛି। ଏମିତି…
ବନ୍ୟାପାଣି ପଚି ପୌରାଞ୍ଚଳରେ ମଶାଙ୍କ ପ୍ରାଦୁର୍ଭାବ ବଢ଼ୁଛି
ପଟ୍ଟାମୁଣ୍ଡାଇ,୧୩।୯(କଳ୍ପତରୁ ନାୟକ): କେନ୍ଦ୍ରପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ନିକଟରେ ବନ୍ୟା ଆସିବା ଯୋଗୁ ପଟ୍ଟାମୁଣ୍ଡାଇ ପୌରାଞ୍ଚଳର ୧୦ଟି ୱାର୍ଡ ପ୍ରଭାବିତ ହୋଇଥିଲା। ବନ୍ୟା ଛାଡ଼ିଯିବା ପରେ ବିଭିନ୍ନ ଚାଷ ଜମି ଖାଲଖମା ଓ ପୋଖରୀଗୁଡିକରେ ପଶି ଥିବା…
ପ୍ରତିଶ୍ରୁତିରେ ଅଟକିଛି ଉନ୍ନତ ସ୍ବାସ୍ଥ୍ୟସେବା
ଯାଜପୁର,୧୩।୯(ହର୍ଷବର୍ଦ୍ଧନ ବେହେରା): ଯାଜପୁର ସହରର ରାସ୍ତା ଚଉଡ଼ା ହେଉଛି ଓ କୁସୁମା ପୋଖରୀ ସୌନ୍ଦର୍ଯ୍ୟର ଗାଥା ଗାଉଛି। ପର୍ଯ୍ୟଟନସ୍ଥଳୀ, ମନ୍ଦିର, ମଠ ଆଦି ନିର୍ମାଣ ଓ ମରାମତି କାର୍ଯ୍ୟ ଚାଲିଛି। ହେଲେ ବିଡମ୍ବନା ଯେ, ଯାଜପୁର ଜିଲାରେ ସ୍ବାସ୍ଥ୍ୟସେବା ସମ୍ପୂର୍ଣ୍ଣ ଭାବେ…
ଜିଲାରେ ଜୈବିକ କୃଷି ପ୍ରତି ଆଗ୍ରହ ବଢୁନି
କେନ୍ଦ୍ରାପଡ଼ା, ୧୩।୯ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାର ଧାନଚାଷ ପରେ ସର୍ବାଧିକ କ୍ଷେତରେ ତୈଳ ବୀଜ ଚାଷ ହେଉଥିଲା। ବାଦାମ, ଶୋରିଷ, ସୂର୍ଯ୍ୟମୁଖୀ, ରାଶି, ଜଡା ଆଦି ଚାଷରେ ଏହି ଅଞ୍ଚଳର କୃଷକ ପରିବାର ରୋଜଗାରର ପନ୍ଥା ବାହାର କରିଥିଲେ। ଉପଯୁକ୍ତ…
ଟଙ୍କା ଖର୍ଚ୍ଚ ହେଉଛି,ସୁଧୁରୁନି
ଯାଜପୁର,୧୩।୯(ହର୍ଷବର୍ଦ୍ଧନ ବେହେରା):ଟଙ୍କା ଆସିବ, ଖର୍ଚ୍ଚ ହେବ, ରାସ୍ତାଘାଟକୁ ନେଇ ବ୍ୟାସନଗର ସହରର ସମସ୍ୟା ଯେମିତିକୁ ସେମିତି ରହିବ। ଗତ କିଛିବର୍ଷ ହେଲା ବିଭିନ୍ନ ଅନୁଦାନରେ ସହରର ପ୍ରମୁଖ ରାସ୍ତାଗୁଡ଼ିକର ଉନ୍ନତିକରଣ କାର୍ଯ୍ୟ ଏଭଳି ଚାଲିଛି । ପୌର ପରିଷଦ କର୍ତ୍ତୃପକ୍ଷଙ୍କ ଆନ୍ତରିକତାର…
ଅବସରପ୍ରାପ୍ତ ଅଧ୍ୟକ୍ଷଙ୍କ ବିରୋଧରେ ଏତଲା
ଯାଜପୁରରୋଡ୍,୧୩।୯(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ସ୍ବୟଂଶାସିତ ମହାବିଦ୍ୟାଳୟ ଅବରସରପ୍ରାପ୍ତ ଅଧ୍ୟକ୍ଷ କୁଶଚନ୍ଦ୍ର ପ୍ରଧାନଙ୍କ ନାମରେ ପୁରାତନ ଛାତ୍ର ପରିଷଦ(ଅଲମୁମିନି)ପକ୍ଷରୁ ଯାଜପୁରରୋଡ୍ ଥାନାରେ ଅଭିଯୋଗ ହୋଇଛି। ପ୍ରଧାନ ଗତ ୮ ମାସ ପୂର୍ବେ ଅବସର ନେଇ ସାରିଛନ୍ତି। ହେଲେ ସେ ବେଆଇନ ଭାବେ…
ବଜ୍ରପାତ ଆକ୍ରାନ୍ତଙ୍କୁ ବାଇକ୍ରେ ଅଣାଗଲା ମେଡିକାଲ
ଅନୁଗୋଳ, ୧୩।୯ (ଅମିତ କୁମାର ସାମଲ): ଗାଈ ଚରାଉଥିବା ବେଳେ ମଙ୍ଗଳବାର ବଜ୍ରପାତରେ ଗୁରୁତର ହୋଇଥିଲେ ଜଣେ ବୃଦ୍ଧ। ପରିବାର ଲୋକେ ତାଙ୍କୁ ତୁରନ୍ତ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସକୁ ଯୋଗାଯୋଗ କରିଥିଲେ। ହେଲେ ୩ ଘଣ୍ଟାର ଅପେକ୍ଷା ସତ୍ତ୍ୱେ ପହଞ୍ଚିଲାନି…
ସମନ୍ବୟ ଅଭାବରୁ ସମସ୍ୟାରେ ସହରବାସୀ
ଢେଙ୍କାନାଳ,୧୩।୯(ରତନ ନାୟାର): ଢେଙ୍କାନାଳ ପୂର୍ତ୍ତ ବିଭାଗ ଓ ପୌରସଂସ୍ଥା ମଧ୍ୟରେ ଉପଯୁକ୍ତ ସମନ୍ବୟ ନାହିଁ। ଯେଉଁଥିପାଇଁ ଢେଙ୍କାନାଳ ସହର ଗଣେଶ ବଜାରଠାରୁ ରଥଗଡା ପର୍ଯ୍ୟନ୍ତ ରାସ୍ତାକୁ ନେଇ ସମସ୍ୟା ଭୋଗିବାକୁ ପଡ଼ୁଛି ସହରବାସୀଙ୍କୁ। ପୂର୍ତ୍ତ ବିଭାଗ ଅଧୀନରେ ଥିବା ଏହି ରାସ୍ତାକୁ…

