ଆମ ଜିଲା ଖବର

ଅବସରପ୍ରାପ୍ତ ଅଧ୍ୟକ୍ଷଙ୍କ ବିରୋଧରେ ଏତଲା

ଯାଜପୁରରୋଡ୍‌,୧୩।୯(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ସ୍ବୟଂଶାସିତ ମହାବିଦ୍ୟାଳୟ ଅବରସରପ୍ରାପ୍ତ ଅଧ୍ୟକ୍ଷ କୁଶଚନ୍ଦ୍ର ପ୍ରଧାନଙ୍କ ନାମରେ ପୁରାତନ ଛାତ୍ର ପରିଷଦ(ଅଲମୁମିନି)ପକ୍ଷରୁ ଯାଜପୁରରୋଡ୍‌ ଥାନାରେ ଅଭିଯୋଗ ହୋଇଛି। ପ୍ରଧାନ ଗତ ୮ ମାସ ପୂର୍ବେ ଅବସର ନେଇ ସାରିଛନ୍ତି। ହେଲେ ସେ ବେଆଇନ ଭାବେ…

ବଜ୍ରପାତ ଆକ୍ରାନ୍ତଙ୍କୁ ବାଇକ୍‌ରେ ଅଣାଗଲା ମେଡିକାଲ

ଅନୁଗୋଳ, ୧୩।୯ (ଅମିତ କୁମାର ସାମଲ): ଗାଈ ଚରାଉଥିବା ବେଳେ ମଙ୍ଗଳବାର ବଜ୍ରପାତରେ ଗୁରୁତର ହୋଇଥିଲେ ଜଣେ ବୃଦ୍ଧ। ପରିବାର ଲୋକେ ତାଙ୍କୁ ତୁରନ୍ତ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସକୁ ଯୋଗାଯୋଗ କରିଥିଲେ। ହେଲେ ୩ ଘଣ୍ଟାର ଅପେକ୍ଷା ସତ୍ତ୍ୱେ ପହଞ୍ଚିଲାନି…

ସମନ୍ବୟ ଅଭାବରୁ ସମସ୍ୟାରେ ସହରବାସୀ

ଢେଙ୍କାନାଳ,୧୩।୯(ରତନ ନାୟାର): ଢେଙ୍କାନାଳ ପୂର୍ତ୍ତ ବିଭାଗ ଓ ପୌରସଂସ୍ଥା ମଧ୍ୟରେ ଉପଯୁକ୍ତ ସମନ୍ବୟ ନାହିଁ। ଯେଉଁଥିପାଇଁ ଢେଙ୍କାନାଳ ସହର ଗଣେଶ ବଜାରଠାରୁ ରଥଗଡା ପର୍ଯ୍ୟନ୍ତ ରାସ୍ତାକୁ ନେଇ ସମସ୍ୟା ଭୋଗିବାକୁ ପଡ଼ୁଛି ସହରବାସୀଙ୍କୁ। ପୂର୍ତ୍ତ ବିଭାଗ ଅଧୀନରେ ଥିବା ଏହି ରାସ୍ତାକୁ…

ଅଧାବାଟରେ ତଦନ୍ତ, ଚିହ୍ନଟ ହୋଇନାହାନ୍ତି ଅଭିଯୁକ୍ତ

ବ୍ରହ୍ମପୁର,୧୩।୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ବଡ଼ ମେଡିକାଲ(ଏମ୍‌କେସିଜି) ଦକ୍ଷିଣ ଓଡ଼ିଶାର ଏକମାତ୍ର ସରକାରୀ ରେଫରାଲ ହସ୍ପିଟାଲ। ନିମ୍ନମାନର ରୋଗୀସେବାକୁ ନେଇ ଅଧିକାଂଶ ସମୟ ଚର୍ଚ୍ଚାରେ ରହି ଆସୁଥିବା ଏହି ଡାକ୍ତରଖାନା କେତେଜଣଙ୍କ ପାଇଁ ବେଆଇନ ରୋଜଗାରର ପନ୍ଥା ପାଲଟିଛି। ଗତବର୍ଷ ନଭେମ୍ବର…

ଏନ୍‌ଏସି ବୈଠକରେ ୧୦ କାଉନସିଲର ଅନୁପସ୍ଥିତ

ଗଞ୍ଜାମ,୧୩।୯(ବିଦ୍ୟାଧର ସାହୁ):ଗଞ୍ଜାମ ଏନଏସି ସଭା ଗୃହରେ ମଙ୍ଗଳବାର ଷଷ୍ଠ ସାଧାରଣ ଅଧିବେଶନ ଅନୁଷ୍ଠିତ ହୋଇଥିଲା। ଅଧ୍ୟକ୍ଷା ପ୍ରତିଭା ପାଢ଼ୀ ଓ ଇଓ ଅବିନାଶ ମିଶ୍ର ମଞ୍ଚାସିନ ଥିବା ବେଳେ ୧୨କାଉନସିଲରଙ୍କ ମଧ୍ୟରୁ ୬ ଓ ୯ ନଂ ଓ୍ବାର୍ଡ କାଉନସିଲର ଅରୁଣ…

ନଦୀରେ ପଶି ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା ଯୋଗାଇଲେ

ସୋରଡ଼ା,୧୩।୯(ଲମ୍ବୋଦର ପାଣିଗ୍ରାହୀ):ସୋରଡ଼ା ବ୍ଲକର ଆଦିବାସୀ ବହୁଳ ତଥା ବଣପାହାଡ଼ ଘେରା ଦୁର୍ଗମ ଅଞ୍ଚଳରେ ଭ୍ରାମ୍ୟମାଣ ଡାକ୍ତରୀ ଦଳର ୭ଜଣିଆ ଟିମ୍‌ ପହଞ୍ଚତ୍ ସ୍ବାସ୍ଥ୍ୟସେବା ଓ ଇନ୍ଦ୍ରଧନୁଷ କାର୍ଯ୍ୟକ୍ରମ ମାଗଣା ଔଷଧ ବଣ୍ଟନ ଜାରି ରଖିଥିବା ଦେଖାଯାଇଛି। ମିନାଜାଡି, ଗମ୍ଭାରୀଗୁ, ଗୋଛା, ସାହାଣଗଣ୍ଡା,…

ନିମ୍ନ ମାନର କାର୍ଯ୍ୟକୁ ନେଇ ଜନ ଅସନ୍ତୋଷ

ଦାରିଙ୍ଗବାଡି, ୧୨ା୯ (ଅରୁଣ ସାହୁ):ଲଘୁଚାପଜନିତ ଲଗାଣ ବର୍ଷାରେ ମଙ୍ଗଳବାର ଦାରିଙ୍ଗବାଡିରେ ନିର୍ମାଣାଧୀନ ରାସ୍ତା ଧୋଇହୋଇଯାଇଛି। ନିମ୍ନ ମାନର କାର୍ଯ୍ୟ ଯୋଗୁ ରାସ୍ତା ଧୋଇ ହୋଇଯାଇଥିବାରୁ ଲୋକମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଦାରିଙ୍ଗବାଡିଠାରୁ ପାଣିଗଣ୍ଡା ପର୍ଯ୍ୟନ୍ତ ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ଚାଲିଛି। ଚାରି…

ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ସମ୍ଭବ

ଛତ୍ରପୁର,୧୩।୯(ସନ୍ତୋଷ ପାଢ଼ୀ): ଓଡିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା (ଓସ୍‌ଡମା) ତରଫରୁ ଜିଲା ପରିଷଦସ୍ଥିତ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ପ୍ରଶିକ୍ଷଣ ଶିବିର ଅତିରିକ୍ତ ଜିଲାପାଳ ପ୍ରିୟରଞ୍ଜନ ପୃଷ୍ଟିଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ପ୍ରଥମେ ଡେପୁଟି କଲେକ୍ଟର(ଜରୁରୀ କାଳିନ)…

୧୦ ଅଭିଯୁକ୍ତ ଗିରଫ

ବାଲେଶ୍ୱର, ୧୩।୯(ମାନସ ବିଶ୍ୱାଳ): ବାଲେଶ୍ୱର ସହରରେ କିଛିଦିନ ଧରି ଅପରାଧିକ କାର୍ଯ୍ୟକଳାପ ବନ୍ଦ ଥିଲା ବେଳେ ଗତ ସୋମବାର ଅପରାହ୍ନରେ ସହଦେବଖୁଣ୍ଟା ଥାନା ଶୋଭାରାମପୁର ଅଞ୍ଚଳର ଟାଇଲ୍‌ବସା ନିକଟରେ ଜଣେ ଯୁବକଙ୍କୁ ଗୁଳି କରାଯାଇଛି। ଏଥିରେ ସ୍ଥାନୀୟ ଯୁବକ ବିନୟ କୁମାର…

ଗ୍ରାମବାସୀ ଧରିବାରେ ରାଜସ୍ବ ବିଭାଗର ନିଦ ଭାଙ୍ଗିଲା

ଖଇରା, ୧୩।୯(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ତହସିଲ ବର୍ତ୍ତନା ରାଜସ୍ବ ନିରୀକ୍ଷକ ଅନ୍ତର୍ଗତ ବାଉଁଶଗଡିଆ କୋହ୍ଳସାହି ନିକଟରୁ ମୋରମ ଚୋରାଚାଲାଣ କରାଯାଉଥିବା ବେଳେ ଗ୍ରାମବାସୀ ସୋମବାର ରାତିରେ ଏହାକୁ ଧରି ଖଇରା ତହସିଲଦାରଙ୍କୁ ଖବର ଦେଇଥିଲେ। ବଡ ଧରଣର ଗଣ୍ଡଗୋଳ…

ଜୁଲୁସ୍‌ରେ ବାହାରିବ ୬୦ ମେଢ଼

ଭଦ୍ରକ,୧୨।୯(ସନାତନ ରାଉତ): ବଡ଼ ସରକାର ବାବାଙ୍କ ଉର୍ସ ଉତ୍ସବ ଓ ପ୍ରଫେଟ୍‌ ମହମ୍ମଦଙ୍କ ଜୟନ୍ତୀ ପାଳନ ଉପଲକ୍ଷେ ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟରେ ପ୍ରଶାସନିକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦର ଏଥିରେ ଅଧ୍ୟକ୍ଷତା କରିଥିଲେ। ଏସ୍‌ପି ବରୁଣ…

ବାସି ପଖାଳ ଖାଇ୧୫ ଛାତ୍ର ଅସୁସ୍ଥ

ଉଦଳା,୧୩।୯(ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ବ୍ଲକ ଅଧୀନ କୁଣ୍ଡାବାଇ ହାଇସ୍କୁଲସ୍ଥିତ ହଷ୍ଟେଲରେ ବାସି ପଖାଳ ଖାଇ ୧୫ ଛାତ୍ର ଅସୁସ୍ଥ ହୋଇପଡ଼ିଛନ୍ତି। ଚିକିତ୍ସା ପାଇଁ ସେମାନଙ୍କୁ ଶ୍ରୀଦାମଚନ୍ଦ୍ରପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମଙ୍ଗଳବାର ଅପରାହ୍ନରେ ଉକ୍ତ ଛାତ୍ରମାନେ ପଖାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?