ଆମ ଜିଲା ଖବର

ଆଜି ପହଞ୍ଚିବେ ନାକ୍‌ ଟିମ୍‌

ବାଲେଶ୍ୱର,୧୨।୯(ମାନସ ବିଶ୍ୱାଳ): ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟରେ ମଙ୍ଗଳବାର ନ୍ୟାସନାଲ ଆସେସମେଣ୍ଟ ଆଣ୍ଡ ଆକ୍ରିଡିଟେଶନ କାଉନସିଲ (ନାକ୍‌) ପିୟର ଟିମ୍‌ ପହଞ୍ଚିବେ। ବିଶ୍ୱବିଦ୍ୟାଳୟରେ ଶୈକ୍ଷିକ ବାତାବରଣ ତଥା ଶୈକ୍ଷିକ ଗୁଣବତ୍ତାକୁ ନାକ୍‌ ତରଫରୁ ଏକ ୬ ଜଣିଆ ପ୍ରତିନିଧି ଦଳ ମୂଲ୍ୟାୟନ କରିବାର…

୧୦ ବର୍ଷରେ ନଦୀ ଆଁକୁ ଗଲାଣି ୬୦ରୁ ଊର୍ଦ୍ଧ୍ୱ ଘର

କେନ୍ଦ୍ରାପଡ଼ା,୧୨ା୯ (ଜଗନ୍ନାଥ ଧଳ): ମହାନଦୀରେ ଗତ ଅଗଷ୍ଟରେ ବନ୍ୟା ଜଳ ଆସିଥିଲା। ଏହି ନଦୀ ସିଷ୍ଟମରେ ଥିବା ଲୁଣା ଓ କରାଣ୍ଡିଆ ନଦୀ ଫୁଲିଥିବା ବେଳେ କେନ୍ଦ୍ରାପଡ଼ା ଜିଲାର ଦ୍ୱୀପାଞ୍ଚଳରେ ଥିବା ୧୩ ଗ୍ରାମରେ ପାଣି ପଶିଥିଲା। ବନ୍ୟା ଜଳ ଛାଡ଼ି…

ଭିତରକନିକାରେ ଗତବର୍ଷଠାରୁ ଅଧିକ ୭,୭୯୭ ଦେଶୀୟ ପକ୍ଷୀ

ରାଜନଗର, ୧୨ା୯ (ଭାସ୍କର ରାଉତରାୟ): ପକ୍ଷୀ ବିହାର ରୂପେ ପରିଚିତ ଭିତରକନିକା ଜାତୀୟ ଉଦ୍ୟାନରେ ଆଗନ୍ତୁକ ଦେଶୀୟ ପକ୍ଷୀଙ୍କ ଗଣନା ଶେଷ ହୋଇଛି। ଚଳିତବର୍ଷ ଦେଶୀୟ ପକ୍ଷୀଙ୍କ ସଂଖ୍ୟା ୨୦୨୨ଠାରୁ ବୃଦ୍ଧି ପାଇଛି। ଗତବର୍ଷ ଭିତରକନିକାରେ ୧,୧୬,୦୭୦ ଦେଶୀୟ ପକ୍ଷୀ ଭିଡ…

ପାରାଦୀପ, କପିଳଯୋରରେ ମାଛ ମଡ଼କ

ପାରାଦୀପ,୧୨।୯(ଶରତ ରାଉତ): ପାରାଦୀପ ବନ୍ଦର ସହର ଚତୁଃପାର୍ଶ୍ୱରେ ଥିବା କପିଳଯୋର, କଂସାରିପାଟିଆ ମତ୍ସ୍ୟଡିଆ ନଦୀ, ଷଣ୍ଢକୁଦ ପାଖ ନଦୀରେ ବିପୁଳ ପରିମାଣର ମାଛ ମରି ଭାସୁଥିବା ଦେଖିବାକୁ ମିଳିଛି। ଏତେ ମାତ୍ରାରେ ମାଛ ମଡ଼କ ଯୋଗୁ ନଦୀର ପାଣି ନେଳିଆ ରଙ୍ଗ…

ବିରଜାକ୍ଷେତ୍ରକୁ ନୂତନ ରେଳପଥ ଆଶା ଉଜ୍ଜ୍ୱଳ

ଯାଜପୁର,୧୨ା୯(ହର୍ଷବର୍ଦ୍ଧନ ବେହେରା): ଗତ ୧ ଦଶନ୍ଧି ଧରି ଦାବି ହୋଇ ଆସୁଥିବା ୯୫.୯୫୦ କି.ମି. ବିଶିଷ୍ଟ ଯାଜପୁର-କେନ୍ଦୁଝର ରୋଡ୍‌ ରେଳଷ୍ଟେଶନଠାରୁ ଧାମରା ବନ୍ଦର ଭାୟା ବିରଜା ମନ୍ଦିର ନୂତନ ରେଳପଥ ନିର୍ମାଣ ଆଶା ଉଜ୍ଜ୍ୱଳ ହୋଇଛି। ସୋମବାର ରେଳ ମନ୍ତ୍ରଣାଳୟ ପକ୍ଷରୁ…

ପ୍ରଭାତ ଦାଶଙ୍କୁ ସୁବେଦାର ମେଜର ସମ୍ମାନ

ଚଣ୍ଡିଖୋଲ,୧୨ା୯(ପ୍ରଦୀପ୍ତ କୁମାର ପୃଷ୍ଟି): ଦେଶ ପାଇଁ ତ୍ୟାଗ, କର୍ତ୍ତବ୍ୟ ଓ ଦୀର୍ଘ ୩୦ବର୍ଷ ସେବା ପାଇଁ ୧୬୬ ବାଟାଲିୟନ ଆସାମ ରାଇଫଲର କର୍ଣ୍ଣେଲ ମହେନ୍ଦ୍ର ସିଂହ କମାଣ୍ଡିଂ ଅଧିକାରୀ ପ୍ରଭାତ କୁମାର ଦାଶଙ୍କୁ ସୁବେଦାର ମେଜର ପଦରେ ବିଭାଗ ପକ୍ଷରୁ ସମ୍ମାନିତ…

ଆଦର୍ଶ ବିଦ୍ୟାଳୟ ଛାତ୍ରୀନିବାସ ନିର୍ମାଣରେ ଅନିଶ୍ଚିତତା

ରସୁଲପୁର,୧୨ା୯(ରଞ୍ଜିତ ରାଉତ): ପ୍ରତି ବ୍ଲକରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ହେବ। ଏହି ପରିପ୍ରେକ୍ଷୀରେ ଯାଜପୁର ଜିଲା ରସୁଲପୁର ବ୍ଲକ ଆଦର୍ଶ ବିଦ୍ୟାଳୟ କଲଣ ଠାରେ ୨୦୨୧-୨୨ ଶିକ୍ଷାବର୍ଷରୁ ଆରମ୍ଭ ହୋଇଛି। ବିଦ୍ୟାଳୟର ଶ୍ରେଣୀ ଗୃହ, ରୋଷଶାଳା, ଛାତ୍ରୀଛାତ୍ର ନିବାସ, ସାଇକେଲ…

ଛାତ୍ରୀଙ୍କୁ ଦୁର୍ବ୍ୟବହାର : ୮ କୋର୍ଟ ଚାଲାଣ

ଖଇରା,୧୨।୯(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ମାଟିଆଳପଦା କଲେଜର ୩ ଛାତ୍ରୀଙ୍କୁ କମେଣ୍ଟ ମାରିବା ସହ ଦୁର୍ବ୍ୟହାର ଏବଂ ତାକୁ ବିରୋଧ କରୁଥିବା ଗ୍ରାମବାସୀଙ୍କ ସହ ଗଣ୍ଡଗୋଳ ଘଟାଇବା ଅଭିଯୋଗରେ ଖଇରା ପୋଲିସ ୮ଜଣଙ୍କୁ ସୋମବାର କୋର୍ଟ ଚାଲାଣ କରିଛି।…

୯ ଚୋରି ଗାଡ଼ି ଜବତ, ଜଣେ ଗିରଫ

ବ୍ରହ୍ମପୁର,୧୧ା୯(ସୁବାସ ଚନ୍ଦ୍ର ପାଢ଼ୀ)-ବ୍ରହ୍ମପୁର ଜିଆରପି ଥାନା ପୋଲିସ ୯ଟି ଚୋରି ଗାଡ଼ି ଜବତ କରିିଛି। ଏ ସଂକ୍ରାନ୍ତରେ ଜଣେ ନାବାଳକଙ୍କୁ ଧରାଯାଇଥିବା ପୋଲିସ କହିଛି। ନାବାଳକଙ୍କୁ ସୋମବାର ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟଙ୍କ କୋର୍ଟରେ ହାଜର କରାଯାଇଥିଲା। ପରେ କୋର୍ଟ ନିର୍ଦ୍ଦେଶରେ…

କନିଅର ମଞ୍ଜି ଖାଇ ଦମ୍ପତି ଗୁରୁତର

କେନ୍ଦୁଝର,୧୧ା୯ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଝୁମ୍ପୁରା ଥାନା ଖେଣ୍ଡେରା ଗ୍ରାମରେ ବିଷ (କନିଆ) ମଞ୍ଜି ଖାଇ ଦମ୍ପତ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଦମ୍ପତି ହେଲେ ଗ୍ରାମର ବ୍ରାହ୍ମଣୀ ପାତ୍ର (୫୫) ଓ ତାଙ୍କ ସ୍ବାମୀ ଗୋବିନ୍ଦ ପାତ୍ର (୬୨)।…

ମହିଳାଙ୍କ ଝୁଲନ୍ତା ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ବାପା, ସ୍ବାମୀ ଅଟକ

ଜି.ଉଦୟଗିରି,୧୧ା୯(ଶିଶିର ପଟ୍ଟନାୟକ)-ଜି.ଉଦୟଗିରି ଥାନା ଅଧୀନ କଳିଙ୍ଗା ପଞ୍ଚାୟତର ନନ୍ଦଗିରି ଗ୍ରାମରୁ ପୋଲିସ ସୋମବାର ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ସେ ହେଲେ ଶୁଭଶ୍ରୀ ପ୍ରଧାନ (୨୨)। ଝିଅକୁ ହତ୍ୟା କରାଯାଇଥିବା ଶୁଭଶ୍ରୀଙ୍କ ବାପା ଜଳନ୍ଧର ପ୍ରଧାନ ଅଭିଯୋଗ କରିଛନ୍ତି।…

ଇଥାନଲ ପ୍ଲାଣ୍ଟକୁ ବିରୋଧ

ବରଗଡ଼,୧୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବରଗଡ଼ ବ୍ଲକର ଏସ୍‌. ଡୁମ୍ବେରପାଲି ଏବଂ ସୋହେଲା ବ୍ଲକ ଅଧୀନ ଲେବିଡ଼ି ପଞ୍ଚାୟତରେ ନିର୍ମାଣାଧୀନ ଇଥାନଲ ପ୍ଲାଣ୍ଟକୁ ନେଇ ବିରୋଧ ତେଜିଛି। ଏନେଇ ସୋମବାର ଅଞ୍ଚଳବାସୀ ଜିଲାପାଳଙ୍କୁ ଫେରାଦ ହୋଇଛନ୍ତି। ଜିଲାପାଳ ମୋନିଷା ବାନାର୍ଜୀଙ୍କ ଉଦ୍ଦେଶ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?