ଆମ ଜିଲା ଖବର

ପ୍ରଗତିରେ ବାଧକ ସାଜିଛି ଦୁର୍ନୀତି

ଜଗତ୍‌ସିଂହପୁର, ୧।୧୧ (ପ୍ରମୋଦ କୁମାର ନାୟକ): ସମ୍ପ୍ରତ୍ତି ଦେଶରେ ଦୁର୍ନୀତି ଚରମ ସୀମାରେ ପହଞ୍ଚତ୍ଲାଣି। ବିଶେଷକରି ସରକାରୀ କାର୍ଯ୍ୟାଳୟଗୁଡ଼ିକରେ ଅଧିକାରୀ ଓ କର୍ମଚାରୀମାନଙ୍କ ଦୁର୍ନୀତିଖୋର ମନୋଭାବ ଚିନ୍ତାର କାରଣ ପାଲଟିଛି। ଅପରପକ୍ଷେ ପ୍ରତିବର୍ଷ ସରକାରଙ୍କ ପକ୍ଷରୁ ଦୁର୍ନୀତି ନିବାରଣ ସଚେତନତା କାର୍ଯ୍ୟକ୍ରମ…

ଘୁମୁସର ଉତ୍ତର ବନଖଣ୍ଡରେ ୫ ବାଘ ଥିବା ଆଶଙ୍କା

ଭଞ୍ଜନଗର, ୧।୧୧(ବାବୁଲା ପ୍ରଧାନ): ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡରେ ଦ୍ୱିତୀୟ ପର୍ଯ୍ୟାୟ ବାଘ ଗଣନା ବୁଧବାର ଠାରୁ ଆରମ୍ଭ ହେବ। ବାଘ ଚଳପ୍ରଚଳ କରୁଥିବା ଅଞ୍ଚଳରେ ଟ୍ରାପ କ୍ୟାମେରା ଲଗାଯିବ। ଏଥିପାଇଁ ବିଭାଗ ପକ୍ଷରୁ କ୍ୟାମେରା ପ୍ରସ୍ତୁତ କରି ରଖାଯାଇଛି। ଏହି…

କନ୍ଧମାଳର ଦୁଇଟି ନୂଆ ପର୍ଯ୍ୟଟନସ୍ଥଳର ସନ୍ଧାନ

ଫୁଲବାଣୀ, ୧।୧୧(ରାକେଶ କୁମାର ରାଉତ): କନ୍ଧମାଳ ଜିଲାର ପ୍ରକୃତି ଓ ପର୍ଯ୍ୟଟନ ପାଇଁ ବେଶ ଜଣାଶୁଣା। ଜିଲାରେ ରହିଛି ବହୁ ପର୍ଯ୍ୟଟନ କ୍ଷେତ୍ର। ବହୁ କ୍ଷେତ୍ର ଲୁକାୟତ ଭାବରେ ରହି ଯାଉଥିବା ବେଳେ କନ୍ଧମାଳ ଇତିହାସ କଂଗ୍ରେସ ପକ୍ଷରୁ ଜିଲାର ଇତିହାସ…

ବର୍ଷା ନାହିଁ,ଜଳିବାକୁ ବସିଲାଣି ଧାନ ଫସଲ

ଚିକିଟି,୧।୧୧(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ବ୍ଲକରେ ଚଳିତ ବର୍ଷ ସ୍ବଳ୍ପ ବୃଷ୍ଟି ଯୋଗୁ ମରୁଡି ପରିସ୍ଥିତି ସୃଷ୍ଟି ହୋଇଛି। ବିଳମ୍ବରେ ହେଲେ ମଧ୍ୟ ଦୁଇ ମାସ ତଳେ ହୋଇଥିବା ବର୍ଷାରେ ପ୍ରାୟ ଅଧିକାଂଶ ଜମିରେ ଧାନ ଚାଷ ହୋଇଥିଲା। କିନ୍ତୁ ବର୍ତ୍ତମାନ…

ଗାଁକୁ ରାସ୍ତା ନାହିଁ, ଡଙ୍ଗାରେ ହେଉଛି ଯାତାୟାତ

ଦିଗପହଣ୍ଡି,୧।୧୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଖମାରୀଗାଁ ପଞ୍ଚାୟତ ଅନ୍ତର୍ଗତ ମହୁଲପଡା ଗ୍ରାମକୁ ବିଜୁଳି କିମ୍ବା ରାସ୍ତାଟିଏ ନାହିଁ। ଲୋକେ ବିପଦ ସଙ୍କୁଳ ଅବସ୍ଥାରେ ଦିଗପହଣ୍ଡି କିମ୍ବା ପଞ୍ଚାୟତ ସଦର ମହକୁମାକୁ କାଠ ଡଙ୍ଗାରେ ଯାତାୟାତ କରୁଥିବା ଜଣାପଡିଛି। ପାହାଡିଆ ରାସ୍ତାରେ…

ପାଣି ପାଇଁ ରାସ୍ତାରେ ବସିଲେ

ବାସୁଦେବପୁର, ୧।୧୧(ନାରାୟଣ ପ୍ରସାଦ ବାରିକ୍‌): ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ବିଦେଇପୁର ଗ୍ରାମକୁ ପ୍ରାୟ ୧ ସପ୍ତାହ ଧରି ପାନୀୟ ଜଳ ଠିକ୍‌ ଭାବେ ମିଳୁ ନ ଥିବା ନେଇ ଜନଅସନ୍ତୋଷ ଦେଖାଦେଇଛି। ସୋମବାର ଶତାଧିକ ମହିଳାଙ୍କ ସମେତ ଗ୍ରାମବାସୀ ସମସ୍ୟା…

୨୨ କୋଟିର କାମରେ ଅନିୟମିତତା

ବାରିପଦା,୧।୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା-ରୂପ୍‌ସା ରାସ୍ତାର ପ୍ରଶସ୍ତୀକରଣ କାର୍ଯ୍ୟରେ ଅନିୟମିତା ହୋଇଥିବା ନେଇ ଅଭିଯୋଗ ହୋଇଛି। ଠିକାଦାରଙ୍କ ମନମୁଖି କାର୍ଯ୍ୟକଳାପ ଓ ନିମ୍ନମାନର କାର୍ଯ୍ୟ ସମ୍ପର୍କରେ ଅଞ୍ଚଳବାସୀ ଜିଲାପାଳଙ୍କ ଜନ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ଅଭିଯୋଗ କରିଛନ୍ତି। ଏହାର…

କାମରେ ଲାଗୁନି ମୋ ସରକାର କକ୍ଷ

ଧାମନଗର,୧।୧୧(ସନ୍ତୋଷ କୁମାର ମହାପାତ୍ର): ମୋ ସରକାର କାର୍ଯ୍ୟକ୍ରମ ଦ୍ୱାରା ଲୋକଙ୍କୁ ବିଭିନ୍ନ ସେବା ଯୋଗାଇଦେବା, ପ୍ରତ୍ୟେକ ବିଭାଗ ଏହାର ସମୀକ୍ଷା କରି ଅବସ୍ଥାରେ ଉନ୍ନତି ଆଣିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି। ଏପରିକି ଯେଉଁ ଅଧିକାରୀମାନେ ଏଥିରେ ଖିଲାପ କରିଛନ୍ତି, ସେମାନେ ଦଣ୍ଡିତ ହେବାର…

ଗଞ୍ଜାମ ଏନଏସିର ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ଅପର୍ଣ୍ଣା

ଗଞ୍ଜାମ,୩୧।୧୦(ବିଦ୍ୟାଧର ସାହୁ )ଗଞ୍ଜାମ ଏନଏସିର ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ଅପର୍ଣ୍ଣା ଡାଙ୍ଗୁଆ ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିଛନ୍ତି । ସେ ପୂର୍ବରୁ ରଣପୁର ଏନଏସିରେ ଇଓ ଭାବେ ଦାୟିତ୍ୱ ତୁଲାଉ ଥିଲେ। ପୂର୍ବରୁ ଏହି ଏନଏସିର ଇଓ ଅବିନାଶ ମିଶ୍ର…

ଦାରିଙ୍ଗବାଡିରେ ପ୍ରସ୍ତୁତ ହେବ ଜୈବିକ କଫି, ମଜା ନେବେ ପର୍ଯ୍ୟଟକ

ଦାରିଙ୍ଗବାଡି, ୩୧।୧୦ (ଅରୁଣ ସାହୁ) ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଗତ କିଛିଦିନ ହେଲା ଶୀତ ପଡିବା ଆରମ୍ଭ ହୋଇସାରିଛ। ୧୫ ଡିଗ୍ରୀ ତଳେ ପାରଦ ରହୁଛ। ଶୀତର ମଜା ନେବା ପାଇଁ ଦଶହରା ପୂଜାଛୁଟି ଠାରୁ ଦାରିଙ୍ଗବାଡି଼କୁ ପର୍ଯ୍ୟଟକଙ୍କ ଆଗମନ…

ଶିମିଳିପାଳ ପାଦଦେଶରୁ ପୁଣି ୭୧ଟି ଦେଶୀ ବନ୍ଧୁକ ଜବତ

ବାରିପଦା,୩୧।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଜଏଣ୍ଟ ଟାସ୍କଫୋର୍ସ ମାଧ୍ୟମରେ ଶିମିଳିପାଳ ପାଦଦେଶରୁ ପୁଣି ୭୧ଟି ଦେଶୀ ବନ୍ଧୁକ ଜବତ ହୋଇଛି। ଦୁଇ ମାସ ମଧ୍ୟରେ ବନବିଭାଗ ଓ ପୋଲିସ ପକ୍ଷରୁ ଦ୍ବିତୀୟ ପର୍ଯ୍ୟାୟ(ସେପ୍ଟେମ୍ବର ଓ ଅକ୍ଟୋବର) ଶର୍ଚ୍ଚ ଅପରେଶନ ଜାରି ଥିବା ବେଳେ…

ଓଲଟିଲା ଟ୍ରକ୍‌: ୮ ଲକ୍ଷ ଟଙ୍କାର ସାମଗ୍ରୀ ନଷ୍ଟ

ଛତ୍ରପୁର,୩୧।୧୦(ଦିଲ୍ଲୀପ ସାମଲ ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ସୀତାରାମପୁର ନିକଟ ଜାତୀୟ ରାଜପଥରେ ଏକ ଟ୍ରକ୍‌ ଓଲଟି ପଡ଼ିଛି। ମିଳିଥିବା ସୂଚନା ମୁତାବକ, ସୋମବାର ବିଳମ୍ବିତ ରାତିରେ ଆରଟିଓ ଏନ୍‌ଫୋର୍ସମେଣ୍ଟ ଗାଡି ଚେକିଂ କରୁଥିବା ବେଳେ ହଠାତ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?